Latest Odisha News

BREAKING NEWS

Browsing Category

ସହର

City

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା । ଶର୍ମିଷ୍ଠା ରାଉତଙ୍କ ସମେତ ୮ଜଣଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା…

ଭୁବନେଶ୍ବର:  କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା । ୱେବପୋର୍ଟାଲ ମାଲିକାନୀ ଶର୍ମିଷ୍ଠା ରାଉତଙ୍କ ସମେତ ୮ଜଣଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ଏବେ ବି ରହସ୍ୟଜନକ ହୋଇଛି ହତ୍ୟାକାଣ୍ଡର କାରଣ । ମାନସଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗରେ…

[ଦେଖନ୍ତୁ ଭିଡିଓ] ଆଡପ ମଣ୍ଡପରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ: ସଂଧ୍ୟା ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

 ପୁରୀ : ଆଡପ ମଣ୍ଡପରେ ଶେଷ ହେଲା ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା । ରାତି ପାହିଲେ ଜନ୍ମବେଦୀ ଛାଡି ମହାପ୍ରଭୁ ବାହୁଡିବେ ରତ୍ନବେଦୀକୁ। ଅନ୍ୟପଟେ ଆଜି ସଂଧ୍ୟାଦର୍ଶନରେ ପ୍ରବଳ ଭକ୍ତଙ୍କ ଭିଡ଼ ହୋଇଛି । ଆଜି ଶେଷ ଆଡପ ଅଭଡ଼ା ଓ ଶେଷ ଦର୍ଶନ ହୋଇଥିବାରୁ ଭକ୍ତମାନେ ଏହି ସୁଯୋଗକୁ ହାତଛଡା…

[ଦେଖନ୍ତୁ ଭିଡିଓ] ନବୀନ ନିବାସରେ ଏକାଠି ଖାଇଲେ ନବୀନ-ଦ୍ରୌପଦୀ : ସାକ୍ଷାତ ପରେ ଭାବବିହ୍ୱଳ ହେଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର  : ଓଡ଼ିଶା ମାଟିରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିମାନ ବନ୍ଦରରେ ଦ୍ରୌପଦୀଙ୍କୁ  ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି ।  ନବୀନ ନିବାସରେ ଏକାଠି ଖାଇଲେ ନବୀନ-ଦ୍ରୌପଦୀ । ମଧ୍ୟାହ୍ନ ଭୋଜନ ପାଇଁ ଭାବି ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଥିଲେ ନବୀନ…

ବାହୁଡାଯାତ୍ରାରେ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡିବେ ମହାପ୍ରଭୁ

ପୁରୀ : ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ସରି ସରି ଆସୁଛି ମହାପ୍ରଭୁଙ୍କ ଦିବ୍ୟ ଦର୍ଶନର ଅପୂର୍ଵ ସୁଯୋଗ ।  ଆଡପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡିବେ ଚତୁର୍ଦ୍ଧାମୂରତି। । ଆଡ଼ପମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନ ଅନୁଷ୍ଠିତ ହେବ । ସେପଟେ ବାହୁଡାଯାତ୍ରା ପାଇଁ ହୋଇସାରିଛି ପ୍ରସ୍ତୁତି।…

ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କଲେ ଦ୍ରୌପଦୀ, ବିଜେଡି କହିଲା ଭଉଣୀକୁ ଉପହାର ଦେଇଛନ୍ତି ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାଇ କହି ସମ୍ବୋଧନ କଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିଧାନସଭାରେ ବିଜେଡି ବିଧାୟକ ଏବଂ ସାଂସଦଙ୍କୁ ସମ୍ବୋଧନ କରିବା ବେଳେ ଦ୍ରୌପଦୀ ଏପରି କହିଛନ୍ତି । ଏଥିସହ ସେ ବିଜେଡି-ବିଜେପି ମେଣ୍ଟ ସରକାରରେ ମନ୍ତ୍ରୀ ଥିବା…

ରାଜ୍ୟସଭା ସାଂସଦ ଭାବରେ ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ

ଦିଲ୍ଲୀ: ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ମାନସ ମଙ୍ଗରାଜ ଓ ସୁଲତା ଦେଓ । ନବ ନିର୍ବାଚିତ ସାଂସଦ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ନିଜ ନିଜ ପରିବାର ସହିତ ୨ ସାଂସଦ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ । ସାଂସଦ ମାନସ ମଙ୍ଗରାଜ ନିଜ ପରିବାର ସହ ଶପଥ ଗ୍ରହଣ ଉତ୍ସବରେ ସାମିଲ…

ଆଜି ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ସଂଧ୍ୟା ଦର୍ଶନ, ଜନ୍ମବେଦୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଲାଗିଛି ଭିଡ଼

ପୁରୀ: ଆଜି ପବିତ୍ର ନବମୀ ତିଥି । ଆଡ଼ପ ମଣ୍ଡପରେ ଶ୍ରୀଜିଉଙ୍କ ସଂଧ୍ୟା ଦର୍ଶନ ବା ନବମୀ ଦର୍ଶନ ଅନୁଷ୍ଠିତ ହେଉଛି । ଆସନ୍ତାକାଲି ବାହୁଡ଼ା ଯାତ୍ରା ଶୃଙ୍ଖଳିତ କରିବା ପାଇଁ ନୀତିକାନ୍ତିକୁ ତ୍ୱରାନିତ କରିବା ଉଦ୍ଦେଶ୍ୟରେ ଆଜି ସଂଧ୍ୟା ଦର୍ଶନ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି…

ରାଜ୍ୟରେ ଆଜି ୪୭୦ ଜଣ କରୋନା ପଜିଟିଭ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରେ ଦୁଇଶହ ଟପିଲା ଦୈନିକ ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୧୧ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶୁକ୍ରବାର ଦିନ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪…

ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା : ରାଗିଂ ଯୋଗୁଁ ଜୀବନ ହାରିଥିବା ଅଭିଯୋଗ

ଭୁବନେଶ୍ୱର  : ଗୋଟିଏ ପରେ ଗୋଟିଏ ଛାତ୍ରୀ ମୃତ୍ୟୁ ଘଟଣା ଆସୁଥିବା ବେଳେ ଏବେ ପୁଣି ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ନର୍ସିଂର ଛାତ୍ରୀ ଜଣକ ଆତ୍ମହତ୍ୟା କରିଛନ୍ତି। ତେବେ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ରାଗିଂ ଯୋଗୁ ଏହି ସୁଇସାଇଡ଼ କରାଯାଉଥିବା ହୋଇଛି ଅଭିଯୋଗ।…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ : ବିମାନ ବନ୍ଦରରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ । ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ବିମାନ ବନ୍ଦରରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା । ପାରମ୍ପରିକ ନୃତ୍ୟ ଓ ବାଦ୍ୟରେ କମ୍ପୁଛି ବିମାନ ବନ୍ଦର । ଏହାପରେ ରାଜ୍ୟ ଅତିଥି ଭବନ ଯିବେ ଦ୍ରୌପଦୀ ମୁର୍ମୁ । ନବୀନ ନିବାସରେ…