Latest Odisha News

BREAKING NEWS

Browsing Category

ସହର

City

ବ୍ରହ୍ମପୁରରେ ସମୂହ ବିବାହ: ଯୋଡ଼ି ହେଲେ ୫ ଦମ୍ପତ୍ତି

ବ୍ରହ୍ମପୁର: ବ୍ରହ୍ମପୁରର ସାମାଜିକ ଅନୁଷ୍ଠାନ କାହ୍ନା ଚାରିଟେବୁଲ୍‌ ଟ୍ରଷ୍ଟ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଏକ କଲ୍ୟାଣ ମଣ୍ଡପରେ ସମୂହ ବିବାହ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ୫ ଦମ୍ପତ୍ତିଙ୍କ ବିବାହ ଅନୁଷ୍ଠିତ ହୋଇଥିଲା । ଆସିକା ମାଗୁରାପଲ୍ଲୀର ଅନନ୍ତ ବେହେରାଙ୍କ ବିବାହ…

ଦିବ୍ୟାଙ୍ଗ ଶିକ୍ଷାନୁଷ୍ଠାନ ‘ସମର୍ଥ’ରେ କର୍ମଚାରୀଙ୍କୁ ନିର୍ଯାତନା ଅଭିଯୋଗ

ବ୍ରହ୍ମପୁର : ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠା​‌ରେ ଅବସ୍ଥିତ ଦିବ୍ୟାଙ୍ଗ ଶିକ୍ଷାନୁଷ୍ଠାନ ‘ସମର୍ଥ’ରେ କାର୍ଯ୍ୟରତ କର୍ମଚାରୀଙ୍କୁ ମାନସିକ ଏବଂ ଶାରୀରିକ ନିର୍ଯାତନା ନେଇ ଛତ୍ରପୁର ଥାନାରେ ଅଭିଯୋଗ ହୋଇଛି । ଅନୁଷ୍ଠାନର ସଂପାଦକ କେ. ଆନନ୍ଦ ରାଓଙ୍କ ବିରୋଧରେ କାର୍ଯ୍ୟରତ ଶିକ୍ଷକ,…

ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ମାଓ ନେତା ସବ୍ୟସାଚୀ

ବ୍ରହ୍ମପୁର: କାନର ଅସ୍ତ୍ରୋପଚାର ପାଇଁ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ଭର୍ତି ହୋଇଛନ୍ତି ମାଓନେତା ସବ୍ୟସାଚୀ ପଣ୍ଡା। ତାଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରରୁ ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେ ବର୍ତ୍ତମାନ ଇଏନଟି…

ଆସିଲା ବିଜେବି କଲେଜ ଛାତ୍ରୀଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ

 ଭୁବନେଶ୍ୱର :  ଆସିଲା ବିଜେବି କଲେଜ ଛାତ୍ରୀଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ । ଗଳାରେ ରଶି ଲଗାଇ ଝୁଲି ପଡିଥିବାରୁ ରୁଚିକାଙ୍କୁ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି । ରିପୋର୍ଟ ପୋଲିସର ହସ୍ତଗତ ହୋଇଛି । ଅଧିକ ତଥ୍ୟ…

ବିପର୍ଯ୍ୟୟ ମୁକାବିଲା ପାଇଁ ଏବେଠୁ ପ୍ରସ୍ତୁତ । ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟ ସ୍ଥଳ ନିର୍ମାଣ ପାଇଁ ଅର୍ଥ…

ଭୁବନେଶ୍ୱର:  ଆହୁରି ସୁଦୃଢ଼ ହେବ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା । ୫୫ଟି ନୂଆ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬ କୋଟି ଟଙ୍କା ମଞ୍ଜୁର ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମୋଟ୍‌ ୯୮ କୋଟି ଟଙ୍କା…

ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୩୩୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୮ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ମଙ୍ଗଳବାର ଦିନ ୩୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୨୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ…

ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର: ଟ୍ଵିନ୍‌ସିଟି ସମେତ ଭିଜୁଛି ସାରା ଓଡ଼ିଶା

ଭୁବନେଶ୍ୱର:  ଉତ୍ତର ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ  । ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି । ଟ୍ଵିନ୍‌ସିଟି ସମେତ ଭିଜୁଛି ସାରା ଓଡ଼ିଶା । ଭୁବନେଶ୍ୱରରେ ମୂଷଳଧାରାରେ ବର୍ଷା ହେଉଛି । ଫଳରେ କିଛି ସ୍ଥାନରେ ରାସ୍ତାରେ…

ଆଜି ହେରାପଞ୍ଚମୀ । ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ

ପୁରୀ: ଆଜି ପବିତ୍ର ହେରା ପଞ୍ଚମୀ । ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଭାଙ୍ଗିବେ  ମାଆ ମହାଲକ୍ଷ୍ମୀ । ପ୍ରଭୁ ଶ୍ରୀ ଜଗନ୍ନାଥ ବଡ଼ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ଯାଇଥିବା ବେଳେ ଏଥିରେ ରାଗ ପରବସ ହୋଇଛନ୍ତି ମାଆ ଲକ୍ଷ୍ମୀ । ସନ୍ଧ୍ୟାଧୂପ ପରେ ମହାଲକ୍ଷ୍ମୀ ବିମାନରେ…

କାଳିଆ ପ୍ରେମରେ ଭକ୍ତ ବାମନ। ଦର୍ଶନ ପାଇଁ ଧାଇଁ ଆସିଛନ୍ତି ଶରଧାବାଲି

ପୁରୀ : ଭକତ ଭାବରେ ବନ୍ଧା ସେ କାଳିଆ। ଆଉ କାଳିଆ ପ୍ରେମରେ ଛୁଆରୁ ବୁଢା ସଭିଏଁ ମସଗୁଲ। ଦୁଖୀ ରଙ୍କୀ ସମସ୍ତେ ତା ପାଇଁ ସମାନ। ତା ପ୍ରେମ ପାଇଁ ସବୁ ପାଗଳ। ଏମିତି ଜଣେ ଭକ୍ତ ଧାଇଁ ଆସିଛନ୍ତି କାଳିଆ ଦର୍ଶନ ପାଇଁ।  କଟକର  ଭକ୍ତ ବାମନ ହେଉଛନ୍ତି ଚନ୍ଦନ ମହାନ୍ତି । ବୟସ ୧୭ ହେଲେ ଉଚ୍ଚତା…

ଶ୍ରୀମନ୍ଦିରରେ ବନକଲାଗି ନୀତି । ଆଡ଼ପ ମଣ୍ଡପରେ ଦର୍ଶନ ଦେଉଛନ୍ତି କାଳିଆ ସାଆନ୍ତ

ପୁରୀ :  ନବଦିନାତ୍ମକ ଯାତ୍ରାରେ ଆସିଥିବା ମହାପ୍ରଭୁ କାଳିଆ ସାଆନ୍ତଙ୍କ ଆଜି ହେଉଛି ଚତୁର୍ଥ ଦିନ । ଆସନ୍ତାକାଲି ହେରାପଞ୍ଚମୀ । ଅଭିମାନିନୀ ମାଆ ମହାଲଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ତିଚା ମନ୍ଦିର ଆସି ମହାପ୍ରଭୁଙ୍କ ରଥ ଭାଙ୍ଗିବେ । ତେବେ ଏହା ପୂର୍ବରୁ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ…