Latest Odisha News

BREAKING NEWS

Browsing Category

ସହର

City

ଛାତ୍ରୀଙ୍କୁ ଅସଦଚାରଣ ଅଭିଯୋଗରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପ୍ରଫେସର ଗିରଫ

ବ୍ରହ୍ମପୁର:ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଛାତ୍ରୀଙ୍କୁ ଅସଦାଚରଣ କରିଥିବା ମାମଲାରେ ଓଡ଼ିଆ ବିଭାଗର ପ୍ରଫେସର ସଦାନନ୍ଦ ନାୟକଙ୍କୁ ଗୋପାଳପୁର ପୁଲିସ ଗିରଫ କରି ଆଜି କୋର୍ଟ ଚାଲାଣ କରିଛି । ଅଭିଯୋଗ ଅନୁଯାୟୀ ଗତ ମେ ୨୧ତାରିଖ ଦିନ ଓଡିଆ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀଙ୍କୁ…

ରଥ ପ୍ରସ୍ତୁତ, ପଥ ପ୍ରସ୍ତୁତ ..ଭଗବାନଙ୍କ ଅପେକ୍ଷାରେ ଭକ୍ତ

ପୁରୀ : ଆଉ କେଇ ଘଣ୍ଟା ପରେ ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଓହ୍ଲାଇ ଆସିବେ ମହାପ୍ରଭୁ । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ରଥରେ ବସି ଗୁଣ୍ଡିଚା ମନ୍ଦିରକୁ ଯିବେ । ସକାଳ ୯ଟା.୩୦ରୁ ୧୨ଟା ୩୦ ମଧ୍ୟରେ ହେବ ଶ୍ରୀଜୀଉଙ୍କ ଧାଡ଼ି ପହଣ୍ଡି । ଦିନ ୨ଟାରୁ ୩ଟା ମଧ୍ୟରେ ଛେରାପହଁରା କରିବେ ଗଜପତି ।…

ରଥଯାତ୍ରା ପାଇଁ ଶ୍ରୀବାଣୀକ୍ଷେତ୍ର ଚଳଚଞ୍ଚଳ; ନବଦିନ ବ୍ୟାପୀ ଭଜନ ସମାରୋହ

ଭୁବନେଶ୍ୱର: ରଥଯାତ୍ରା ପାଇଁ କିସ୍‍ ଶ୍ରୀବାଣୀ କ୍ଷେତ୍ରରେ ରଥ ପ୍ରସ୍ତୁତ ପଥ ବି ପ୍ରସ୍ତୁତ । ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ନୀତି ନିର୍ଘଣ୍ଟ ଅନୁଯାୟୀ ଶୁକ୍ରବାର ଅନୁଷ୍ଠିତ ହେଉଛି ରଥଯାତ୍ରା । ପୂର୍ବାହ୍ନ ୧୦ଘଣ୍ଟା ସମୟରେ ଶ୍ରୀଜୀଉମାନଙ୍କ…

ଜରପଡ଼ା ପତିତପାବନ ଡିଗ୍ରୀ କଲେଜରେ ଅଧ୍ୟାପକଙ୍କ ଜାଲ ସାର୍ଟିଫିକେଟ୍

ଅନୁଗୁଳ: ଜରପଡ଼ା ପତିତ ପାବନ ଡିଗ୍ରୀ ମହାବିଦ୍ୟାଳୟର ଅର୍ଥନୀତି ଅଧ୍ୟାପକ ବିକାଶ ଚନ୍ଦ୍ର ମିଶ୍ର ଜାଲ ପ୍ରମାଣପତ୍ର ଦେଇ ଚାକିରି କରିଥିଲେ । ସେ ତାଙ୍କ ପିଜି ମାର୍କସିଟର ଦୁଇଟି ବିଷୟରେ ଜାଲିଆତି କରି ଚାକିରି କରିଥିବା କଥା ଜଣାପଡ଼ିବା ପରେ ବିକାଶ ଚନ୍ଦ୍ର ମିଶ୍ରଙ୍କ ବିରୋଧରେ ତଦନ୍ତ ଆରମ୍ଭ…

ଓଡ଼ିଶାରେ ପୁଣି ବଢ଼ୁଛି କରୋନା: ୨୪ ଘଣ୍ଟାରେ୧୫୫ ପଜିଟିଭ ଚିହ୍ନଟ,

ଭୁବନେଶ୍ବର: ଗତକାଲି ୧୬୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୬…

ଆଜି ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର,…

ଆଜି ପ୍ରତିପଦାରେ ଶ୍ରୀମନ୍ଦିରରେ ଉଭାଯାତ୍ରା ସାଙ୍ଗକୁ ରଥ ଆଜ୍ଞାମାଳ ବିଜେ ନୀତି, ସନ୍ଧ୍ୟା ୫ରୁ ଦର୍ଶନ ବନ୍ଦ

ପୁରୀ : ଆଜି ଆଷାଢ଼ ଶୁକ୍ଳପକ୍ଷ ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ଉଭାଯାତ୍ରା ସାଙ୍ଗକୁ ରଥ ଆଜ୍ଞାମାଳ ବିଜେ ନୀତି ଅନୁଷ୍ଠିତ ହେବ। ରଥଖଳାରେ ପ୍ରସ୍ତୁତ ତିନିରଥକୁ ଆଜି ରଥଖଳାରୁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଚକଡ଼ାକୁ ନିଆଯିବ। ରଥଖଳାରେ ତିନି ରଥରେ ଆଜ୍ଞାମାଳ ବିଜେପରେ ପୁଲିସ ପ୍ରଶାସନ,…

ଆରବସାଗରରେ ONGC ହେଲିକପ୍ଟର କ୍ରାସରେ ଓଡ଼ିଆ ପୁଅର ମୃତ୍ୟୁ , ଅଧା ରହିଗଲା ସ୍ବପ୍ନ

 ଢେଙ୍କାନାଳ :  ଆରବ ସାଗରରେ ONGC ହେଲିକପ୍ଟର ଦୁର୍ଘଟଣାରେ ଓଡ଼ିଆ ଭୂତତ୍ୱ ବିଜ୍ଞନୀ ସତ୍ୟମ୍ବଦ ପାତ୍ରଙ୍କ ମୃତ୍ୟୁ ହୋଇଛି ।  ତାଙ୍କ ପୈତୃକ ଘର ଢେଙ୍କାନାଳ ଜିଲ୍ଲା ଭୁବନରେ । ମାଲକାନଗିରି ସଦର ମହକୁମାସ୍ଥିତ ଏଆରସିଏସ(ARCS) କାର୍ଯ୍ୟାଳୟରେ ସତ୍ୟମ୍ବଦଙ୍କ ବାପା ସୁରେଶ ପାତ୍ର…

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣା : ଗୋବିନ୍ଦ ସାହୁଙ୍କୁ ୨ ସପ୍ତାହ ଜାମିନ୍

ବଲାଙ୍ଗୀର: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ହାଇକୋର୍ଟ ଆଜି ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ସ୍ତ୍ରୀ ଓ ପୁଅର  ଚିକିତ୍ସା ପାଇଁ  ହାଇକୋର୍ଟ ୨ ସପ୍ତାହ ପାଇଁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ଦେଇଛନ୍ତି। ଗୋବିନ୍ଦ…

ମହାପ୍ରଭୁଙ୍କ ନବଯୌବନ ବେଶ ଦର୍ଶନ କଲେ ଭକ୍ତ

ପୁରୀ: କରୋନା ଥମିଗଲା। ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଦୀର୍ଘ ଦୁଇ ବର୍ଷ ପରେ ବଡ଼ ଦାଣ୍ଡକୁ ଆସିବେ ମହାପ୍ରଭୁ । ଏବେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ। ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ମହାପ୍ରଭୁଙ୍କ ନବଯୌବନ ବେଶ ଦେଖି ଆତ୍ମହରା ହୋଇପଡ଼ୁଛନ୍ତି ଶ୍ରଦ୍ଧାଳୁ । ଅଣସର ପରେ ମହାବାହୁଙ୍କୁ ଦର୍ଶନ କରି କୃତାର୍ଥ…