Latest Odisha News

BREAKING NEWS

Browsing Category

ସହର

City

[ଦେଖନ୍ତୁ ଭିଡିଓ] ଭୁବନେଶ୍ବରରୁ ଅପହରଣ ରାଇରଙ୍ଗପୁର ବହଳଦାରୁ ଉଦ୍ଧାର ତିନି ବର୍ଷର ଶିଶୁ

ଭୁବନେଶ୍ବର : ଭୁବନେଶ୍ବରରୁ ଅପହରଣ ରାଇରଙ୍ଗପୁର ବହଳଦାରୁ ଉଦ୍ଧାର । ସାଲିଆ ସାହି ନିବାସ ନଗରରେ ରହୁଥିବା ଜଣେ ବିଧବା ଓ ମାନସିକ ଭିନ୍ନକ୍ଷମଙ୍କ ମହିଳାଙ୍କ ତିନି ବର୍ଷର ଶିଶୁ ପୁତ୍ରକୁ ବହଳଦା ବସଷ୍ଟାଣ୍ଡରୁ ଉଦ୍ଧାର କରିଛି ନୟାପଲ୍ଲୀ ଥାନା ପୋଲିସ । ଅପହରଣ ଅଭିଯୋଗରେ ସାଲିଆ ସାହିରେ…

ଆନ୍ଧ୍ର ବିଚ୍ଛିନ୍ନାଞ୍ଚଳରେ ଓଡ଼ିଆ ବିଦ୍ୟାର୍ଥୀଙ୍କୁ ମିଳିବ ପାଠ୍ୟ ପୁସ୍ତକ

ବ୍ରହ୍ମପୁର:ପଡ଼ୋଶୀ ରାଜ୍ୟଗୁଡ଼ିକରେ ଥିବା ଓଡ଼ିଆ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ତଥା ଉତ୍କଳ ସମ୍ମିଳନୀ ତରଫରୁ ମାଗଣାରେ ପାଠ୍ୟ ପୁସ୍ତକ ପ୍ରଦାନ କରିଥାନ୍ତି । ଏହି କ୍ରମରେ ଆନ୍ଧ୍ରପ୍ରଦେଶ ସ୍ଥିତ ଶ୍ରୀକାକୁଲମ, ବିଜୟା ନଗର ଓ ବିଶାଖାପାଟଣା ଶିକ୍ଷା ଜିଲାର ୩୧ ଗୋଟି…

[ଦେଖନ୍ତୁ ଭିଡିଓ] ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । ସୁୁରକ୍ଷା ଉପରେ ଗୁରୁତ୍ୱ

 ପୁରୀ : ଆସନ୍ତାକାଲି ପବିତ୍ର ନବଯୌବନ ଦର୍ଶନ। ୧୫ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ। ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ଟିକେଟ ଦର୍ଶନ ପରେ ୯ ଟାରୁ ୧୦.୩୦ ପର୍ଯ୍ୟନ୍ତ ହେବ ସର୍ବସାଧାରଣ ଦର୍ଶନ। ଏହାଛଡା ରାତି ସାଢେ ବାରଟା ପର୍ଯ୍ୟନ୍ତ ବିଭିନ୍ନ ସମୟରେ ସର୍ବସାଧାରଣ ଦର୍ଶନ ପାଇଁ…

ବଡମ୍ବା ରେଞ୍ଜର ଗୋଟିଏ ସେକ୍ସନରୁ ସବୁ ହାତୀ କଙ୍କାଳ ମିଳିଛି, ୨ ଫରେଷ୍ଟର ଫେରାର : ପିସିସିଏଫ୍‌

ଭୁବନେଶ୍ବର: ଆଠଗଡ ବନଖଣ୍ଡର ନରସିଂହପୁର ଅଂଚଳରୁ ୫ ହାତୀ କଙ୍କାଳ ମିଳିବା ପରେ ଚାଲିଛି ତନାଘନା । ଘଟଣାରେ ୨ ଜଣ ଫରେଷ୍ଟର ଫେରାର ଥିବା କହିଛନ୍ତି ପ୍ରଧାନମୁଖ୍ୟ ବନ୍ୟପ୍ରାଣୀ ତତ୍ୱାବଧାରକ ବା ପିସିସିଏଫ ଶଶୀ ପଲ୍ । କାଲି ଉଚ୍ଚସ୍ତରୀୟ ତଦନ୍ତ କମିଟି ଉପସ୍ଥିତିରେ ଆଉ ଗୋଟିଏ କଙ୍କାଳ…

ଦୁର୍ଘଟଣା ଆହତଙ୍କୁ ମେଡିକାଲ ପଠାଇଲେ ବ୍ରହ୍ମପୁର ମେୟର

ବ୍ରହ୍ମପୁର: ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ସଙ୍ଗେସଙ୍ଗେ ମେଡିକାଲରେ ପହଞ୍ଚାଇଲେ ବ୍ରହ୍ମପୁର ମେୟର ସଂଘମିତ୍ରା ଦଳେଇ । ଏହାର କିଛି ବିଶେଷ ଅର୍ଥ ନାହିଁ । ଲୋକପ୍ରତିନିଧି ହିସାବରେ ଏହା ତାଙ୍କର ମୌଳିକ କର୍ତ୍ତବ୍ୟ । ନିର୍ବାଚିତ ପ୍ରତିନିଧି ହେତୁ ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଖୁବ୍ ଚର୍ଚ୍ଚା…

[ଦେଖନ୍ତୁ ଭିଡିଓ] କେବେ କାର୍ଯ୍ୟକ୍ଷମ ହେବ ଶାରଳା ସୂତା କଳ ? ଅପେକ୍ଷାରେ କର୍ମଚାରୀ

ଜଗତସିଂହପୁର : ଅଚଳ ହୋଇପଡ଼ିଛି ଜଗତସିଂହପୁର ତିର୍ତ୍ତୋଲ ନାଉସିରା ଶାରଳା ସୂତା କଳ । ୧୯୮୪ମସିହାରୁ ଚାଲିଥିବା ଏହି ମିଲ୍ ହଜାର ହଜାର ଲୋକଙ୍କୁ ନିଯୁକ୍ତି ଦେଇଥିଲା। ଏହି ମିଲ ଉତ୍ପାଦିତ ହେଉଥିବା କପଡ଼ା ଦେଶ ବିଦେଶରେ ମଧ୍ୟ ଡିମାଣ୍ଡ ରହିଥିଲା। ତେବେ ମିଲ୍ଟି କିଛି ଦିନ ଭଲରେ ଚାଲିଥିବା…

[ଦେଖନ୍ତୁ ଭିଡିଓ] ଥମୁନି ଋଷର ରାଗ । ୟୁକ୍ରେନର ବଡ ମଲରେ ରକେଟ୍ ମାଡ । ୧୬ମୃତ, ୫୦ରୁ ଅଧିକ ଗୁରୁତର

ଦିଲ୍ଲୀ :ହୁତ୍ ହୁତ୍ ହୋଇ ଜଳିଯାଉଛି ସପିଂ ମଲ୍। ରକେଟ ମାଡରେ ମଲ ଜଳୁଥିବା ବେଳେ ବହୁ ଲୋକଙ୍କର ମୃତ୍ୟୁ ହୋଇଯାଇଛି। ଥମୁନି ଋଷର ରାଗ। ଏଯାଏ ଜୋରଦାର ଚାଲିଛି ଋଷ-ୟୁକ୍ରେନ୍ ଯୁଦ୍ଧ। ହେଲେ ଦିନକୁ ଦିନ ପ୍ରତିଶୋଧ ପରାୟଣ ହୋଇପଡ଼ୁଛି ଋଷ। ପୁଣି ଥରେ ଏକ ମଲ୍ ଉପରକୁ ରକଟେ ମାଡ କରି ଆତଙ୍କ…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିରରେ ବନକଲାଗି, ବୁଧବାର ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ : ଅନବସରର ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଖଡି ପ୍ରସାଦ ବିଜେ ସହ ବନକଲାଗି ନୀତି ଆରମ୍ଭ ହୋଇଛି । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବାୟତମାନେ ରୂପା ଥାଳିରେ ଆଣି ଗଜପତିଙ୍କୁ ଅର୍ପଣ କରିଛନ୍ତି । ଏହା ସହ ଦତ୍ତ ମହାପାତ୍ର ସେବାୟତମାନେ…

ଓଡିଶା ମୁହାଁଇବେ କର୍ପୋରେଟ କମ୍ପାନୀ: ମଧ୍ୟପ୍ରାଚ୍ୟର ନିବେଶକଙ୍କ ସହ ସିଧାସଳଖ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ…

ଆବୁଧାବି: ଦୁବାଇରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଟିମ୍ ଓଡ଼ିଶା। ଆଗାମୀ ୨୯ ରେ ଆୟୋଜନ ହେବ ମେକ ଇନ ଓଡ଼ିଶା କନକ୍ଲେଭ  । ମଧ୍ୟପ୍ରାଚ୍ୟର ନିବେଶକଙ୍କ ସହ ସିଧାସଳଖ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଖାଦ୍ୟ ପ୍ରକ୍ରିୟାକରଣରୁ ନେଇ ଡାଉନଷ୍ଟ୍ରିମ ଇଣ୍ଡଷ୍ଟ୍ରିରେ ବ୍ୟାପକ…

ରଥଯାତ୍ରା ପାଇଁ ପୁରୀକୁ ECORର ୨୦୫ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର : ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳର ବ୍ୟବସ୍ଥା । ରଥଯାତ୍ରା ଅବଧି ମଧ୍ୟରେ ପୁରୀକୁ ଓ ପୁରୀରୁ ୨୦୫ଟି ସ୍ୱତନ୍ତ୍ର ଟ୍ରେନ୍ ଚାଲିବ ।  ଯାତ୍ରୀମାନଙ୍କ ସୁବିଧା ପାଇଁ ଗଡ଼ିବ ଉଭୟ ସଂରକ୍ଷିତ ଓ ଅଣସଂରକ୍ଷିତ ଟ୍ରେନ୍ । ଶାଲିମାର, ଜଗଦଲପୁର,…