Latest Odisha News

BREAKING NEWS

Browsing Category

ସହର

City

ନାମାଙ୍କନ ଭରିବେ ଦ୍ରୌପଦୀ, ସାଙ୍ଗରେ ଦିଲ୍ଲୀ ଗଲେ ନବୀନଙ୍କ ଦୁଇ କ୍ୟାବିନେଟ ମନ୍ତ୍ରୀ

ଭୁବନେଶ୍ୱର: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଥିବା ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ନାମାଙ୍କନ ଭରିବେ । ଏହି ସମୟରେ ଉପସ୍ଥିତ ରହିବେ ବିଜେପିର ୧୦ ବିଧାୟକଙ୍କ ସହିତ ବିଜେଡିର ଦୁଇ ବିଧାୟକ ତଥା କ୍ୟାବିନେଟ ମନ୍ତ୍ରୀ। ଏହି ଦୁଇ କ୍ୟାବିନେଟ ମନ୍ତ୍ରୀ ହେଉଛନ୍ତି ଜଗନ୍ନାଥ ସାରକା ଏବଂ…

ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ: ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଶକ୍ତ ହେଉଛି ଦକ୍ଷିଣ ପଶ୍ଚିମ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ନେଇ ୧୨…

ଜ୍ୱରରେ କମ୍ପୁଛନ୍ତି ମହାପ୍ରଭୁ, ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର

ପୁରୀ: ଜ୍ୱରରେ କମ୍ପୁଛନ୍ତି ମହାପ୍ରଭୁ । ନିଶବ୍ଦ, ଅନ୍ଧକାର ଓ ରୁଦ୍ଧଦ୍ୱାରର ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର ।  ମହାପ୍ରଭୁଙ୍କ ନିକଟରେ ଷଷ୍ଠୀରୁ ଚାଲିଥିବା ଓଷ ଲାଗି ନୀତି ଶେଷ ହୋଇଛି ।  ଆଜି ଦଶମୀରେ ଚକା ବିଜେ ନୀତି ସମ୍ପନ୍ନ ହେବ । ଏକାଦଶୀରେ ଦଶମୂଳ ମୋଦକ, ଖଡି ପ୍ରସାଦ…

ମାଆ ଆଗରେ ପୁଅକୁ ପିଟିଲେ ମୋ ବସ କର୍ମଚାରୀ

ଭୁବନେଶ୍ୱର: ରାଜଧାନୀରେ ଜଣେ ମାଆ ଆଗରେ ପୁଆକୁ ଆକ୍ରମଣ କରିଛନ୍ତି ମୋ ବସ କର୍ମଚାରୀ। ମାଷ୍ଟରକାଣ୍ଟିନ ଛକ ବସ ଷ୍ଟାଣ୍ଡ ନିକଟରେ ଏଭଳି ଘଟଣା ଦେଖିବାକୁ ମିଳିଛି। ବସ ଷ୍ଟପେଜ ପୂର୍ବରୁ ଗାଡ଼ି ଅଟକାଇବାରୁ ମୋ ବସ କର୍ମଚାରୀ ମିଳିମିଶି ଜଣେ ଯାତ୍ରୀଙ୍କୁ ନିର୍ଧୁମ ପିଟଛନ୍ତି। ଏପରକିି ଅନ୍ୟ ମୋ…

ଦ୍ରୌପଦୀଙ୍କ ପ୍ରାର୍ଥୀତ୍ୱ ନେଇ ଗଞ୍ଜାମ ବିଜେପିରେ ଖୁସି

ବ୍ରହ୍ମପୁର : ରାଷ୍ଟ୍ରପତି ପଦବୀ ପାଇଁ ଏନ୍‌ଡିଏ ତରଫରୁ ଦ୍ରୌପଦୀ ମୁର୍ମୁ ପ୍ରାର୍ଥୀ ହୋଇଛନ୍ତି । ଏହାକୁ ନେଇ ଗଞ୍ଜାମ ବିଜେପିରେ ଖୁସିର ଲହର ଖେଳିଯାଇଛି । ବୁଧବାର ଅପରାହ୍ନରେ ବ୍ରହ୍ମପୁର ଗାନ୍ଧିନଗର ଛକ ଠାରେ ବାଣ ଫୁଟାଇ ଏବଂ ମିଠା ଖୁଆଇ ଦଳର ନେତାମାନେ ଖୁସି ପ୍ରକାଶ କରିଥିଲେ ।…

୧୫ ଦିନ ଭିତରେ ଅର୍ଦ୍ଧନିର୍ମିତ ଡ୍ରେନ୍‌, ରାସ୍ତା କାମ ଶେଷ କରିବାକୁ ବିଏମ୍‌ସି କମିଶନରଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର:ବର୍ଷା ସମୟରେ ବ୍ରହ୍ମପୁର ସହରରେ ଜଳ ନିଷ୍କାସନ ସମସ୍ୟା ଉତ୍କଟ ରୂପ ନେଉଛି । ସୋମବାର ଏହାର ଉଦାହରଣ ଦେଖିବାକୁ ମିଳିଥିଲା । ଦୀର୍ଘ ଦିନ ହେଲା ସହରରେ କେତେକ ରାସ୍ତା ଏବଂ ଡ୍ରେନ୍‌ ନିର୍ମାଣ ଚାଲିଥିବା ଯୋଗୁ ସମସ୍ୟା ଅଧିକ ସାଂଘାତିକ ହୋଇଯାଇଥିଲା । କାରଣ ବର୍ଷା ସମୟରେ…

ଗଞ୍ଜାମର ସୁରକ୍ଷା କବଚ ‘ସ୍ୱୟଂସିଦ୍ଧା’

ବ୍ରହ୍ମପୁର:ବଙ୍ଗୋପସାଗର ଉପକୂଳରେ ଥିବା ଗଞ୍ଜାମ ଜିଲା ପ୍ରତି ପ୍ରାକୃତିକ ବିପର୍ଯ୍ୟୟର ଭୟ ସବୁବେଳେ ରହିଥାଏ । ପ୍ରାୟତଃ ସବୁ ବର୍ଷ ସାମୁଦ୍ରିକ ଝଡ଼ ଏହି ଜିଲାକୁ କ୍ଷତିଗ୍ରସ୍ତ କରିଥାଏ । ଏହାକୁ ଦୃଷ୍ଟିରେ ରଖି ଜିଲାରେ ବାତ୍ୟା ମୁକାବିଲା ଦିଗରେ ଅନେକ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି ।…

ଆଇଆରବି ପାଇଁ ୬୬୩ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର : ଚାକିରୀ ଆଶାୟୀଙ୍କ ପାଇଁ ଖୁସି ଖବର। ରାଜ୍ୟରେ ଥିବା ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି। ଏହି ନିଷ୍ପତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି। ଏହି ନୂତନ ପଦବୀଗୁଡ଼ିକ…

NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ବିଧାୟକମାନଙ୍କୁ ନବୀନଙ୍କ ଅପିଲ

 ଭୁବନେଶ୍ୱର :  ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ନବୀନଙ୍କ ସମର୍ଥନ । ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ସବୁ ବିଧାୟକମାନଙ୍କୁ ନବୀନ କଲେ ଅପିଲ । ଟୁଇଟ୍ ଜରିଆରେ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକମାନଙ୍କୁ…