Latest Odisha News

BREAKING NEWS

Browsing Category

ସହର

City

ଦ୍ରୈାପଦୀ ମୁର୍ମୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ଭୁବନେଶ୍ୱର: ଦ୍ରୈାପଦୀ ମୁର୍ମୁ ହୋଇପାରନ୍ତି ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି । ଦ୍ରୈାପଦୀ ମୁର୍ମୁ ନିର୍ବାଚିତ ହୁଅନ୍ତି ତେବେ ସେ ହେବେ ଦେଶର ପ୍ରଥମ ଓଡ଼ିଆ ଏବଂ ଆଦିବାସୀ ମହିଳା ଏବଂ ଦ୍ୱିତୀୟ ମହିଳା ରାଷ୍ଟ୍ରପତି। ଦ୍ରୈାପଦୀ ହେଉଛନ୍ତି ମୟୂରଭଞ୍ଜ ଅଂଚଳର ଆଦିବାସୀ ନେତ୍ରୀ,…

୨୪ରେ ଘୂର୍ଣ୍ଣିବଳୟ, ୨୬ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର : ଆସନ୍ତା ୨୪ ତାରିଖରେ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ୨୩ରୁ ବର୍ଷା ବଢ଼ିବ। ଉତ୍ତର ଓଡ଼ିଶାରେ ୨୬ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସେପଟେ ବୁଧବାର ରାଜ୍ୟର ୧୩ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା…

ଦ୍ରୌପଦୀ ରାଷ୍ଟ୍ରପତି ପ୍ରାର୍ଥୀ: ଭର୍ତ୍ତୃହରି କହିଲେ ସମସ୍ତେ ଭୋଟ୍ ଦେବା ଉଚିତ, ସୁର କହିଲେ ନା

ଭୁବନେଶ୍ୱର: ରାଇରାଙ୍ଗପୁରର ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ଏହାକୁ ନେଇ ସାରା ରାଜ୍ୟରେ ଏବେ ଆନନ୍ଦର ଲହରି ଖେଳିଯାଇଛି। ଏନଡିଏ ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିଛି। ସେ ପ୍ରାର୍ଥୀ ହେବା ନେଇ ବିଜେପି ଘୋଷଣା କରିବା ପରେ ଏବେ ସମସ୍ତଙ୍କ ନଜର ରହିଛି…

ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପରେ ଦ୍ରୌପଦୀ ମୁର୍ମୁ ଶିକ୍ଷକତାରୁ ଆସି ରାଷ୍ଟ୍ରପତି ହେବାକୁ ଯାଉଛନ୍ତି

ଭୁବନେଶ୍ୱର: ଏନଡିଏ ଚଳିତ ଥର ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିବା ବେଳେ ଗୋଟିଏ ବଡ଼ ଦିଗଟିଏ ସାମ୍ନାକୁ ଆଣିଛି ତାହା ହେଉଛି ଶିକ୍ଷକତା। ବିଜେପି ସଭାପତି ଜେ.ପି ନଡ୍ଡା ପ୍ରାର୍ଥୀ ଘୋଷଣା କରିବା ବେଳେ କହିଛନ୍ତି, ସଂସଦୀୟ ବୋର୍ଡରେ ୨୦ ଜଣ ପ୍ରାର୍ଥୀଙ୍କ ନାଁକୁ ନେଇ ବିସ୍ତୃତ ଭାବେ…

SDJMଙ୍କ ନିର୍ଦ୍ଦେଶରେ କଟକ ଜିଲ୍ଲା ଜଜଙ୍କ ଅନ୍ତରୀଣ ରୋକ୍: ଅନୁଭବଙ୍କ ଘରେ ରହିବେ ବର୍ଷା

 ଭୁବନେଶ୍ୱର :  ବହୁଚର୍ଚ୍ଚିତ ଷ୍ଟାର ଦମ୍ପତି ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା ।  ମାମଲାରେ କଟକ ଏସ୍‌ଡିଜେଏମ୍‌ କୋର୍ଟଙ୍କ ନିର୍ଦ୍ଦେଶ ଉପରେ ଜିଲ୍ଲା ଅଦାଲତ ଆଜି ରହିତାଦେଶ ଜାରି କରିଛନ୍ତି । କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କୁ ବଡ଼ ଝଟକା ଲାଗିଛି । ଅନୁଭବଙ୍କ ଘର ଛାଡ଼ି…

ପ୍ରବଳ ବର୍ଷିବ!

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ରାଜ୍ୟର ଆଜି ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସମ୍ବଲପୁର, ଅନୁଗୁଳ, ବୈଦ୍ଧ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର ଜିଲ୍ଲାଗୁଡ଼ିକ…

[ଦେଖନ୍ତୁ ଭିଡିଓ] ବଣପାହାଡ ଘେରା ଗାଁର ସ୍ୱାବଲମ୍ବୀ ଆଦିବାସୀ ମହିଳା

ଢେଙ୍କାନାଳ : ଗାଁର ଆଦିବାସୀ ମହିଳା ହୋଇପାରିଛନ୍ତି ସ୍ୱାବଲମ୍ବୀ । ହଜାର ହଜାର ମହିଳାଙ୍କୁ ମିଳିଛି ସାହାଯ୍ୟ ସହଯୋଗ। ଯାହା ଫଳରେ ସଫଳ ହୋଇଛି ପ୍ରକଳ୍ପ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ କଙ୍କଡାହାଡରେ। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହେହଉଛି କଙ୍କଡାହାଡର ଶଶାପଶି ଗାଁ। ଗାଁର ମହିଳା…

ଓଡ଼ିଶାରେ ଯୋଗ ଦିବସ ପାଳିତ

ଭୁବନେଶ୍ୱର : ଆଜି ବିଶ୍ୱ ପାଳିଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧କୁ ସାରା ବିଶ୍ୱରେ ଯୋଗ ଦିବସ ଭାବେ ପାଳନ କରାଯାଉଛି। ଚଳିତ ବର୍ଷ ୧୭୭ଟି ଦେଶରେ ଯୋଗସନ ପାଇଁ ବ୍ୟାପକ ଆୟୋଜନ କରାଯାଇଛି। ଥିମ୍ ରହିଛି ମାନବିକତା ପାଇଁ ଯୋଗ। ଯୋଗ ଭାରତୀୟ ପରମ୍ପରା ଓ ସଂସ୍କୃତିର ନିଦର୍ଶନ।…

ସାରା ବିଶ୍ୱରେ ପାଳିତ ହେଉଛି ଯୋଗ ଦିବସ । ୨୦୨୨ ପାଇଁ ସ୍ଳୋଗାନ୍ ‘ମାନବ ଜାତି ପାଇଁ ଯୋଗ’

ଭୁବନେଶ୍ବର: ବିଶ୍ୱ ସଂସ୍ଥା ଅନୂୁଯାୟୀ ସମ୍ପୂର୍ଣ୍ଣ ଓ ସୁସ୍ଥ ଶରୀର, ମନ, ସମାଜ ଓ ଆଧ୍ୟାତ୍ମିକ ଜୀବନ ପାଇଁ ଯୋଗ ହେଉଛି ଏକ ସର୍ବୋକ୍ରୃଷ୍ଟ ମାଧ୍ୟମ । ତେବେ ଚଳିତ ବର୍ଷ ଯୋଗ ଦିବସ ଉପଲକ୍ଷେ ଥିମ୍ ରହିଛି ‘ମାନବ ଜାତି ପାଇଁ ଯୋଗ’ । ଯୋଗ ହିଁ ଏକମାତ୍ର ମାଧ୍ୟମ ଯାହା ମନକୁ ଶାନ୍ତ କରିଥାଏ ।…

ଆରଟିଆଇ ପରିସରଭୁକ୍ତ ହେବ ଭିଜିଲାନ୍ସ, ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟ ଭିଜିଲାନ୍ସକୁ ସୂଚନା ଅଧିକାର ଆଇନ (ଆରଟିଆଇ) ପରିସରଭୁକ୍ତ କରିବାକୁ ଓଡ଼ିଶା ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ବିଭାଗ ଦ୍ୱାରା କରାଯାଇଥିବା ସମ୍ବେଦନଶୀଳ ଏବଂ ଗୋପନୀୟ କାର୍ଯ୍ୟକଳାପ ବ୍ୟତୀତ ଅନ୍ୟ ସମସ୍ତ ପ୍ରସଙ୍ଗରେ ରାଜ୍ୟ ଭିଜିଲାନ୍ସକୁ ଆରଟିଆଇ ପରିସରଭୁକ୍ତ…