Latest Odisha News

BREAKING NEWS

Browsing Category

ସହର

City

ବିଧାନସଭା ପରିସରରେ ରାଣୀ ମା’ଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି 

ଭୁବନେଶ୍ବର:ଭୁବନେଶ୍ବରରେ ରାଣୀସାହେବାଙ୍କ ଶେଷ ଦର୍ଶନ। ବିଧାନସଭା ପରିସରରେ ବିଧାୟକ ଗଣଙ୍କ ଉପସ୍ଥିତିରେ ଦିଆଯାଇଛି ଶ୍ରଦ୍ଧାଞ୍ଜଳି। ପ୍ରଖ୍ୟାତ ରାଜନୀତିଜ୍ଞ, ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାର ଦେଓଙ୍କର ପାର୍ଥିବ ଶରୀର ଓଡ଼ିଶାରେ ପହଞ୍ଚିଛି। ସ୍ଵତନ୍ତ୍ର ବ୍ୟବସ୍ଥା ସହ ତାଙ୍କ ମରଶରୀର…

ଜନଜାତି ସଂସ୍କୃତିର ସଂରକ୍ଷଣ ପାଇଁ ରାଜ୍ୟ ସରକାର ଆହୁରି ଅନେକ ପଦକ୍ଷେପ ନେବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦର ହିତାଧିକାରୀଙ୍କ ଏକ ମହା ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ମହା ସମାବେଶକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମଗ୍ର ରାଜ୍ୟରେ…

ସାଇବର ସୁରକ୍ଷା ଅଭିଯାନ-୨୦୨୩ ପାଇଁ ଓଡ଼ିଶା ପୋଲିସ ଦିଲ୍ଲୀରେ ପୁରସ୍କୃତ

ଭୁବନେଶ୍ୱର: ସାଇବର ସୁରକ୍ଷା ଅଭିଯାନ-୨୦୨୩ ପାଇଁ ଆଜି ଦିଲ୍ଲୀରେ ପୁରସ୍କୃତ ହୋଇଛି ଓଡ଼ିଶା ପୋଲିସ । ଡିଜିପିଙ୍କ ତରଫରୁ କ୍ରାଇମ୍‌ବ୍ରାଞ୍ଚ ଆଇଜି ସଫିନ୍‌ ମହମ୍ମଦ କେ ଏହି ପୁରସ୍କାର ଗ୍ରହଣ କରିଛନ୍ତି । କାନପୁର ଆଇଆଇଟିର ଏଆଇଆଇଇ ସେଣ୍ଟର ଫର୍‌ ଏକ୍ସଲେ‌ନ୍‌ସ ସହଯୋଗରେ ଫ୍ୟୁଚର କ୍ରାଇମ୍‌…

ଅତିଥି ବେଶରେ ଆସି ବିବାହ ମଣ୍ଡପରୁ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଭୁବନେଶ୍ଵର: ରାଜଧାନୀରେ ଥମୁନି ଲୁଟେରାଙ୍କ ଉତ୍ପାତ । ଦିନକୁ ଦିନ ଏହା ଉଗ୍ର ରୂପ ଧରିଲାଣି । ପ୍ରତ୍ୟେକ ଦିନ କିଛି ନା କିଛି ଲୁଟର ଖବର ସାମ୍ନାକୁ ଆସୁଛି । ସେ ଛିନତାଇ ହେଉ କିମ୍ବା ଆପାର୍ଟମେଣ୍ଟରୁ ଚୋରୀ ଏଭଳି ଅନେକ ଘଟଣା ଘଟୁଛି । ତେବେ ଆଜି ଏପରି ଏକ ଅଭାବନୀୟ ଘଟମା ସାମ୍ନାକୁ ଆସିଛି…

ଓଡ଼ିଶାରେ ହେବ ପ୍ରଥମ ଅଟୋ ମୋବାଇଲ ପ୍ଲାଣ୍ଟ, ସୃଷ୍ଟି ହେବ ୧୧ ହଜାର ନିଯୁକ୍ତି

ଭୁବନେଶ୍ବର: ଓଡ଼ିଶାରେ ହେବ ପ୍ରଥମ ଅଟୋ ମୋବାଇଲ ପ୍ଲାଣ୍ଟ । JSW ଗ୍ରୁପ ମେଗା ଇଲେକ୍ଟ୍ରିକ ଗାଡି ଏବଂ ବ୍ୟାଟେରୀ ପ୍ଲାଣ୍ଟ ସ୍ଥାପନ କରିବ । ଏନେଇ ଆଜି ଲୋକସେବା ଭବନରେ JSW ଗ୍ରୁପ୍ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମଓୟୁ ବା ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ମଧୁବାବୁ ପେନସନ ଯୋଜନାରେ ୫୦୦ ଟଙ୍କା ବୃଦ୍ଧି, ଏବେ ମିଳିବ ଏକ ହଜାର ଟଙ୍କା

ଭୁବନେଶ୍ଵର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର । ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ନେଇ ଘୋଷଣା କରିଛନ୍ତି । ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ । ଏହି ବର୍ଦ୍ଧିତ ପେନସନ…

କଂଗ୍ରେସରୁ ହାତ ଟିକେଟ ପାଇଁ ବଢ଼ୁଛି କି ଆଶାୟୀଙ୍କ ସଂଖ୍ୟା?

ଭୁବନେଶ୍ୱର:ଆଉ ମାତ୍ର ଦିନ କେଇଟାର ଅପେକ୍ଷା। ଅନୁଷ୍ଠିତ ହେବ ସାଧାରଣ ନିର୍ବାଚନ। ଯାହା ପାଇଁ ସବୁ ରାଜନୈତିକ ଶିବିରରେ ଏବେ ଟିକେଟ କାହାକୁ ଦିଆଯିବ ସେ ନେଇ ଏବେ ଦଳର ସୁପ୍ରିମୋଙ୍କ ପାଖରେ ଲାଗୁଛି ଲମ୍ବା ଲାଇନ। ରାଜ୍ୟରେ ବିଜେପି ଓ ବିଜେଡିକୁ ବାଦ୍ ଦେଲେ କଂଗ୍ରେସରୁ ଟିକେଟ ପାଇବା ପାଇଁ…

ଜଣେ ନାବାଳକ ସହ ୪ ଜୀବନ ନେଲା ଇଟା ଭାଟି

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅଧୀନ କମଲାଙ୍ଗ ଗାଁ ଇଟାଭାଟିରେ ଅଭାବନୀୟ ଘଟଣା । ଇଟାଭାଟିରେ ନିଆଁ ଲଗାଇ ତା’ ଉପରେ ଶୋଇଥିଲେ। ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଜଣଙ୍କ ଜୀବନ। ସମସ୍ତ ମୃତକ ଗୋଟିଏ ପରିବାରର ହୋଇଥିବା ବେଳେ ତାଙ୍କ ମଧ୍ୟରେ ଜଣେ ନାବାଳକ ଥିବା ଜଣାଯାଇଛି।…

ବିଧାୟିକା ଭି ସୁଜ୍ଞାନୀ ଦେଓଙ୍କ ପରଲୋକ, ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ଵର: ପରଲୋକରେ ଖଲ୍ଲିକୋଟର ରାଣୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନୀ ଦେଓ । ଗତ କିଛି ଦିନ ହେବ ସେ ଗୁରୁତର ହୋଇପଡିବାରୁ ଚେନ୍ନାଇର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ବିଳମ୍ବିତ ରାତି ୧୨ଟା ୪୪ ମିନିଟରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିବା ଜଣାପଡ଼ିଛି । ବିଧାୟିକା ଭି.…

ସକାଳେ ଦଳରେ ମିଶିଲେ, ଦ୍ୱିପ୍ରହରେ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ 

ଭୁବନେଶ୍ୱର:ଦଳରେ ପାଦ ଦେଉ ଦେଉ ମିଳିଗଲା ଦାୟିତ୍ୱ। ଏବେ ଜାତୀୟ ସ୍ତରରେ ଦଳର ପ୍ରଚାର ପ୍ରସାର କରିବେ। ଶଙ୍ଖ ଫୁଙ୍କୁ ଫୁଙ୍କୁ ସନ୍ତୃପ୍ତ ମିଶ୍ରଙ୍କୁ ଦାୟିତ୍ୱ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଡ଼ଃ. ସଂତୃପ୍ତ ମିଶ୍ରଙ୍କୁ ଜାତୀୟ ମୁଖପାତ୍ର କରିଥିବା ବେଳେ ସଞ୍ଜୟ କୁମାର…