Latest Odisha News
Browsing Category

ସହର

City

[ଦେଖନ୍ତୁ ଭିଡିଓ] ଆସନ୍ତାକାଲି ବାରବାଟୀ ଲଢ଼େଇ, ଆଜି ଉଭୟ ଦଳର ନେଟ ପ୍ରାକ୍ଟିସ

କଟକ: ଆସନ୍ତାକାଲି ବାରବାଟୀ ଲଢ଼େଇ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଦ୍ବିତୀୟ ଟି-ଟ୍ବେଣ୍ଟି । ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ କ୍ରିକେଟ ପ୍ରେମୀଙ୍କ ଉତ୍କଣ୍ଠା ବଢ଼ିବାରେ ଲାଗିଛି । ଗତକାଲିଠୁ ଉଭୟ ଦେଶର ଖେଳାଳି ଭୁବନେଶ୍ବରରେ ପହଞ୍ଚି ସାରିଛନ୍ତି ।…

ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ଗରମ ଗୁଳୁଗୁଳିରୁ ନିସ୍ତାର ଆଣିବ ପ୍ରାକ୍ ମୌସୁମୀ ବର୍ଷା। ରାଜ୍ୟରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ନେଇ SRCଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ରାଜ୍ୟର ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ…

ଆପୋଲୋରେ ରାଜ୍ୟର ପ୍ରଥମ ସଫଳ ରୋବୋର୍ଟିକ ଅସ୍ତ୍ରୋପଚାର

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ଥର ପାଇଁ ଡା ଭିନ୍ସ ରୋବୋଟିକ୍ ପଦ୍ଧତିରେ ମହିଳାଙ୍କ ଗର୍ଭାଶୟରୁ ଟ୍ୟୁମର ବାହାର କରିବାରେ ସଫଳତା ମିଳିଛି । ରୋବର୍ଟିକ ସର୍ଜରୀ ଭଳି ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରି ଗର୍ଭାଶୟରୁ ଟ୍ୟୁମର ବାହାର କରିବାରେ ସଫଳତା ହାସଲ କରିଛି ଭୁବନେଶ୍ୱର ସ୍ଥିତ ଆପୋଲୋ…

ବେଦାନ୍ତ ଆଲୁମିନିୟମର ଜଳ ସେବା ଶିବିର; ୧୦ ହଜାର ଲୋକ ଉପକୃତ

ଭୁବନେଶ୍ୱର: ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ବେଦାନ୍ତ ଆଲୁମିନିୟମ ଗତ ମାସରେ ପ୍ରବଳ ଖରାକୁ ଦୃଷ୍ଟି ଦେଇ ୧୫ଟି ପ୍ରମୁଖ ସ୍ଥାନରେ ଜଳ ସେବା ଶିବିର ସ୍ଥାପନ କରିଛି । ଭୁବନେଶ୍ୱର ମୁନିସିପାଲ ନିଗମ ସହଯୋଗରେ ବର୍ତମାନ ଏହା ସ୍ଥାନୀୟ ଲୋକମାନଙ୍କୁ ସେବା ପ୍ରଦାନ କରୁଛି । ଜଳ ଶିବିରରେ…

ଜୁଲାଇ ୨ରୁ ଆରମ୍ଭ ହେବ ମୌସୁମୀ ଅଧିବେଶନ: ପ୍ରଥମ ଦିନରେ ଉପସ୍ଥାପନ ହେବ ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର: ଜୁଲାଇରେ ୨ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ମୌସୁମୀ ଅଧିବେଶନ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ଚଳିତ ବର୍ଷ ମୌସୁମୀ ଅଧିବେଶନରେ ରହିଛି ୨୪ଟି କାର୍ଯ୍ୟ ଦିବସ । ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ । ୨ ତାରିଖରେ ଆଗତ ହେବ ପୂର୍ଣ୍ଣାଙ୍ଗ…

ହୋଟେଲ ମେ ଫାୟାରରେ ପହଞ୍ଚିଲେ ଦୁଇ ଦେଶର ଖେଳାଳି

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ଖେଳାଳି । ବାରବାଟୀ ଟି-୨୦ ପାଇଁ ଉଭୟ ଦଳର ଖେଳାଳି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ଭାରତ ଓ ଦକ୍ଷିଣ ଆଫ୍ରିକା ଦଳର ସମସ୍ତ ଖେଳାଳି ବିମାନବନ୍ଦରରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ଉଭୟ ଦେଶରେ ଖେଳାଳିଙ୍କୁ ଭବ୍ୟ ସ୍ୱାଗତ…

କଟକ ଏସଡିଜେଏମ କୋର୍ଟରେ ମାମଲା ରୁଜୁ କଲେ ବର୍ଷା : ସମ୍ମାନହାନୀ କରୁଛି ସୋସିଆଲ ମିଡିଆରେ ଅନୁଭବଙ୍କ ପୋଷ୍ଟ

କଟକ: ଅନୁଭବ ମହାନ୍ତିଙ୍କ ବିରୋଧରେ କଂପ୍ଲେନ୍ କେସ୍ ରୁଜୁ କଲେ ବର୍ଷା ପ୍ରିୟଦର୍ଶିନୀ । କଟକ ସଦର ଏଡିଜେଏମ୍ କୋର୍ଟରେ କଂପ୍ଲେନ୍ କେସ୍ ରୁଜୁ କରିଛନ୍ତି ବର୍ଷା । ଅନୁଭବଙ୍କ ବିରୋଧରେ ଆଇପିସିର ଦଫା ୫୦୬, ୫୦୯, ୫୦୧ ଓ ଆଇଟି ଆକ୍ଟର ଧାରା ୬୭ରେ ଅଭିଯୋଗ ନେଇ କଂପ୍ଲେନ୍ କେସ୍ ରୁଜୁ କରିଛନ୍ତି…

୩୦ ଲକ୍ଷରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର: ଗଞ୍ଜେଇ ଚାଲାଣ ପାଇଁ ବ୍ରହ୍ମପୁର ସହର ଏବେ ସୁରକ୍ଷିତ ରାସ୍ତା ପାଲଟିଯାଇଛି । ନିୟମିତ ଅବକାରୀ ବିଭାଗ ଧରପଗଡ଼ କରୁଥିଲେ ମଧ୍ୟ ଚାଲାଣ ଉପରେ ରୋକ୍‌ ଲାଗିପାରୁନି । ବୁଧବାର ଗଜପତି ଜିଲ୍ଲାରୁ ଉତ୍ତରପ୍ରଦେଶକୁ ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ହେବ ବୋଲି ବ୍ରହ୍ମପୁର ଅବକାରୀ…

ପୁରୀ ରଥଯାତ୍ରା ପାଇଁ ଚାଲିବ ୧୦୦ଟି ସ୍ବତନ୍ତ୍ର ବସ୍‌

କଟକ : ଆସନ୍ତା ଜୁଲାଇ ୧ତାରିଖ ପୁରୀ ରଥଯାତ୍ରା ପାଇଁ କଟକ, ଭୁବନେଶ୍ବର, ପୁରୀ ମଧ୍ୟରେ ନିୟମିତ ବସ୍‌ ବ୍ୟତୀତ ପାଖାପାଖି ୧୦୦ଟି ସ୍ବତନ୍ତ୍ର ବସ ଚଳାଚଳ କରିବ। ଘରୋଇ ବସ୍‌ ମାଲିକ ସଂଘ-ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ସ୍ବତନ୍ତ୍ର ବସ୍‌ସେବା…

ଶୋଇଛି ବନ ବିଭାଗ, ଜଙ୍ଗଲ ପାଲଟିଛି ଶିକାରୀଙ୍କ ଚରାଭୂଇଁ !

ଭୁବନେଶ୍ୱର: ଗୁଳି ଖାଇବା ପରେ ଏବେ ସୁସ୍ଥ ହେଉଛି କଟକ ଆଠଗଡର ଏକ ଦନ୍ତା ହାତୀ । ନରସିଂହପୁର ବାନାଞ୍ଚଳ ଅଧୀନ ଜୟପୁର ଜଙ୍ଗଲରେ ୮ ରୁ ୧୦ ବର୍ଷର ଏକ ଦନ୍ତା ହାତୀ ଗୁଳି ଖାଇବା ପରେ ଜଙ୍ଗଲରେ ପ୍ରାୟ ୧୫ ଦିନ ବୁଲିଥିଲା। ଏହାପରେ ସ୍ଥାନୀୟ ଲୋକଙ୍କ ନଜରକୁ ଆସିବା ପରେ ଏବେ ନନ୍ଦନକାନନ ଏବଂ…