Latest Odisha News
Browsing Category

ସହର

City

ଜୁନ ୧୫ରେ ସମସ୍ତ ଜିଲ୍ଲାରେ ବିଜେପି ପାଳିବ ମୋଦୀ ସରକାରର ଆଠ ବର୍ଷର ସଫଳତା

ଭୁବନେଶ୍ୱର: କେନ୍ଦ୍ରର ମୋଦୀ ସରକାରର ୮ ବର୍ଷ ପୂର୍ତ୍ତିକୁ ରାଜ୍ୟ ବିଜେପି ପାଳନ କରିବ । ଏହି ଅବସରରେ ରାଜ୍ୟର ସମସ୍ତ ଜିଲ୍ଲାରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରିବ ବିଜେପି। ରାଜ୍ୟ ବିଜେପିର ବରିଷ୍ଠ ନେତା ପ୍ରଦୀପ ପୂରୋହିତ ଏହି ସୂଚନା ଦେଇଛନ୍ତି। ପୂରୋହିତ କହିଛନ୍ତି, ରାଜ୍ୟର…

ଷ୍ଟାଡିୟମରେ ମ୍ୟାଚ ଦେଖିବେ ବୋଲି ରାତିରେ ଟିକେଟ କାଉଣ୍ଟର ଆଗରେ କ୍ରିକେଟ ପ୍ରେମୀଙ୍କ ଗହଳି

କଟକ: ଯେଉଁ କ୍ରିକେଟ୍ ପ୍ରେମୀମାନେ ବାରବାଟୀ ଷ୍ଟାଡିୟମରେ ହାଇଭୋଲଟେଜ ମ୍ୟାଚ ଦେଖିବା ପାଇଁ ଅପେକ୍ଷା କରିଛନ୍ତି ସେମାନେ ଏବେ ଷ୍ଟାଡିୟମର ଟିକେଟ କାଉଣ୍ଟର ଆଗରେ ଭିଡ ଜମାଇବା ଆରମ୍ଭ କରି ଦେଇଛନ୍ତି। ଏତେ ଗହଳି ଭିତରେ ଟିକେଟ ମିଳିବ କି ନାହିଁ ସନ୍ଦେହ କରି ସକାଳେ ଟିକେଟ କାଉଣ୍ଟର ଖୋଲିବା…

କେନ୍ଦ୍ରାପଡ଼ା ସୁପାରି କିଲର ଜଟଣୀରୁ ଗିରଫ; ସୁନ୍ଦରପଦାର ସନ୍ତୋଷ ମାର୍ଥା ମାଷ୍ଟରମାଇଣ୍ଡ

ଭୁବନେଶ୍ୱର: ଫିଲ୍ମ ଷ୍ଟାଇଲରେ ହତ୍ୟା କରିବାକୁ ଆସି ପୋଲିସ ହାବୁଡ଼ରେ ପଡ଼ିଛନ୍ତି ସୁପାରି କିଲର । କେନ୍ଦ୍ରାପଡ଼ାରୁ ଦୁଇ ଜଣ ସୁପାରି କିଲର ସାଙ୍ଗରେ ୭ ଏମଏମ ବନ୍ଧୁକ ଧରି ବାଇକରେ ଜଟଣୀ ପହଞ୍ଚିଥିଲେ । ହେଲେ ଠିକ୍ ସମୟରେ ପୋଲିସ ଧରି ପକେଇ ସବୁ ଭଣ୍ଡୁର୍ କରିଦେଲା । ମଙ୍ଗଳବାର ବିଳମ୍ବିତ…

[ଦେଖନ୍ତୁ ଭିଡିଓ] ରଥଖଳାରେ ଚାଲିଛି ଜୋରସୋରରେ କାମ : ତିନିରଥର ଦଣ୍ଡ ଉଠି କୋଣଗୁଜ ସଂଯୋଗ

ପୁରୀ : ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଜୋର ସୋରରେ ଆଗେଇ ଚାଲିଛି । ଗୟଳ ହଣା କାର୍ଯ୍ୟ ଜାରି ରହିଥିବା ବେଳେ ନିରାଡି କାର୍ଯ୍ୟ ଶେଷ ହୋଇଛି । ତିନି ରଥର ଦଣ୍ଡା ଉଠି ଏଥିରେ ନିରାଡ଼ି, କୋଣଗୁଜ ଆଦି ସଂଯୋଗ କରାଯାଇଛି । ତିନି ରଥର ଦଣ୍ଡା ପଡ଼ିଲା ପରେ ତିନିରଥର ‘ଦଣ୍ଡା ଗୋଳେଇ’ କାର୍ଯ୍ୟ ପରେ…

[ଦେଖନ୍ତୁ ଭିଡିଓ] ଖୋଲା କୂଅରେ ଖସିପଡିଲା କଲରାପତରିଆ ବାଘ, ଉଦ୍ଧାର ପରେ ଜଙ୍ଗଲମୁହାଁ

ସମ୍ବଲପୁର  : କୂଅ ଭିତରୁ ଉଦ୍ଧାର ହେଲା କଲରାପତରିଆ ବାଘ। ଓଡ଼ିଶା ସମ୍ବଲପୁର ଚାରମାଳା ପରିସର ହିନ୍ଦୋଳଘାଟ ନକଟରେ ଥିବା ଏହି କୂଅରେ ବାଘଟି ପଡ଼ିଯାଇଥିଲା। ପରିତ୍ୟକ୍ତ ଅବସ୍ଥାରେ ଖୋଲା କୂଅଟି ଥିବାବେଳେ ଅନ୍ଧାରରେ ବାଘଟି ଜାଣିନପାରି କୂଅ ଭିତରେ ଖସିପଡ଼ିଥିଲା। କୂଅରେ ପାଖାପାଖି ୬ଫୁଟ ଯାଏ…

ଗଞ୍ଜାମରେ ଓଏଏସ ସ୍ତରରେ ଅଦଳବଦଳ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଡିଏ ସଚିବ ସମ୍ବିତ ରାଉତଙ୍କ ଗତ ଡିସେମ୍ବର ୬ ତାରିଖରେ ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି ହୋଇଥିଲା। ଏହି ବଦଳି ନିର୍ଦ୍ଦେଶକୁ ରାଜ୍ୟ ସରକାର ବୁଧବାର…

ଜାମୁନୀ ଗାଁରେ ଗୋଷ୍ଠୀ ସଂଘର୍ଷ; ଜଣେ ମୃତ

ବ୍ରହ୍ମପୁର: ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜାମୁନୀ ଗାଁରେ ଗୋଷ୍ଠୀ ସଂଘର୍ଷ । ଗୋଷ୍ଠୀ ସଂଘର୍ଷରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣକ ହେଲେ ଜାମୁନୀ ଗାଁର ଯୋଗେଶ ବେହେରା।ଗୁରୁତର ହୋଇଥିବା ଅଜିତ ପାଣିଗ୍ରାହୀ ବ୍ରହ୍ମପୁର ଏମକେସିଜି…

ଖେଳାଳି ଯିବା ବେଳେ ହେବ ଟ୍ରାଫିକ ସିଲ୍, ଓଡିଶା ଆସୁଛନ୍ତି ଭାରତୀୟ କ୍ରିକେଟ ଟିମ୍

ଭୁବନେଶ୍ୱର: ଆସନ୍ତା ଜୁନ ୧୦ରେ ଭୁବନେଶ୍ୱରରେ ପହଞ୍ଚିବେ ଭାରତୀୟ କ୍ରିକେଟ ଟିମ୍। ୧୨ ତାରିଖରେ ବାରବାଟୀରେ ହେବାକୁ ଥିବା ଟି ଟ୍ୱେଣ୍ଟି ମ୍ୟାଚ ପାଇଁ ଚାଲିଛି ପ୍ରସ୍ତୁତି। ତେବେ ଏୟାରପୋର୍ଟରେ ଖେଳାଳି ପହଞ୍ଚିବା ପରେ କଡା ସୁରକ୍ଷା ବଳୟରେ ନିଆଯିବ ମେ' ଫେୟାର ହୋଟେଲ ।ଫ୍ୟାନସଙ୍କ ଭିଡକୁ…

କୋଭିଡରେ ସେବା କାର୍ଯ୍ୟ ପାଇଁ ବ୍ରହ୍ମପୁରର ବ୍ୟବସାୟୀଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର: କୋଭିଡ ସମୟରେ ବିଭିନ୍ନ ପ୍ରକାର ସେବା କାର୍ଯ୍ୟ ପାଇଁ ପ୍ରଶଂସିତ ହୋଇଥିବା ବ୍ୟବସାୟୀଙ୍କୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି । ବ୍ରହ୍ମପୁର ମହାନଗର ନିଗମର ସମ୍ମିଳନୀ କକ୍ଷରେ ଏହି ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା । ମୁଖ୍ୟଅତିଥି ଭାବେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର…

[ଦେଖନ୍ତୁ ଭିଡିଓ] ଅନୁଭବ ପୋଷ୍ଟ କଲେ ଆଉ ଏକ ଭିଡିଓ: ମରିବାକୁ ନେଇ ଡରାଅ ନାହିଁ , ବଞ୍ଚିବାକୁ ଚାହେଁ

କଟକ: ଓଡ଼ିଆ ସିନେ ଅଭିନେତା ତଥା କେନ୍ଦ୍ରାପଡ଼ା ସାଂସଦ ପୁଣି ଆଜି ଏକ ଭିଡିଓ ପୋଷ୍ଟ କରି ନିଜର ମନକଥା କହିଛନ୍ତି । ଏହି ଭିଡିଓରେ ସେ ନିଜର ଦୁଃଖ ବଖାଣିବା ସହ ନିଜ ଶେଷ ଇଚ୍ଛା ସଂପର୍କରେ ସୂଚନା ଦେଇଛନ୍ତି। ଏହାଛଡ଼ା ନିଜର ପ୍ରଶଂସକ, ଶୁଭେଚ୍ଛୁ ଓ ସମର୍ଥକଙ୍କୁ ବି କିଛି ସନ୍ଦେଶ ଦେଇଛନ୍ତି । …