Latest Odisha News

BREAKING NEWS

Browsing Category

ସହର

City

ବିଶ୍ୱ ପରିବେଶ ଦିବସ, ବାଲୁକା ଶିଳ୍ପୀ ମାନସଙ୍କ ବାଲୁକା କଳା

ପୁରୀ (ସନ୍ତୋଷ କୁମାର ଦାସ): ଆଜି ଜୁନ୍ 5। ବିଶ୍ୱ ପରିବେଶ ଦିବସ। ଏହି ଉପଲକ୍ଷେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀର ଲାଇଟ ହାଉସ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି। ଚଳିତ ବର୍ଷ ର ଥିମ "Only One Earth" କୁ ଆଧାର କରି ବାଲୁକା କଳା ନିର୍ମାଣ କରିଛନ୍ତି…

ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ

ଭୁବନେଶ୍ୱର: ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ ତାଲିକା ପ୍ରକାଶ ପାଇଛି । ଯାହା ବିଧିବଦ୍ଧ ଭାବେ ଘୋଷଣା ହୋଇନଥିଲେ ବି ସଠିକ୍ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। ଏଥିରେ ଦେଖିବାକୁ ମିଳିଛି ସଂପୂର୍ଣ୍ଣ ୬ ନୂଆ ମୁହଁ । ସେମାନେ ହେଉଛନ୍ତି – ରୋହିତ ପୂଜାରୀ, ରାଜେନ୍ଦ୍ର ଢ଼ୋଲକିଆ, ଶ୍ରୀକାନ୍ତ…

ବିଡିଏର ସାଧାରଣ ବୈଠକ: କ୍ରୀଡ଼ା, ଆବାସ, ବ୍ୟବସାୟ ଭିତ୍ତିଭୂମିକୁ ଗୁରୁତ୍ବ

ବ୍ରହ୍ମପୁର: ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସାଧାରଣ ପରିଷଦ ବୈଠକ ସମ୍ମିଳନୀ କକ୍ଷରେ ଶନିବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବ୍ରହ୍ମପୁର, ଗୋପାଳପୁର ଏବଂ ଛତ୍ରପୁରର ଅନେକ ବିକାଶମୂଳକ ପ୍ରକଳ୍ପ ସଂପର୍କରେ ଆଲୋଚନା ହୋଇଥିଲା । ବିଶେଷକରି କ୍ରୀଡ଼ା, ଆବାସ ଏବଂ…

ମାଁ ବୁଢ଼ୀ ଠାକୁରାଣୀ ମନ୍ଦିରର ହେବ ନବିକରଣ

ବ୍ରହ୍ମପୁର: ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟର ଗୋଟିଏ ପରେ ଗୋଟିଏ ପ୍ରସିଦ୍ଧ ମନ୍ଦିରର ନବିକରଣ କରାଯାଉଛି । ଏହା ଭିତରେ ମାଁ ତାରା ତାରିଣୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବର୍ତ୍ତମାନ ନବିକରଣ ଅଭିଯାନରେ ସାମିଲ ହେବାକୁ ଯାଉଛି ବ୍ରହ୍ମପୁରର ପ୍ରସିଦ୍ଧ ତଥା ଆରାଧ୍ୟ…

ସେବାୟତଙ୍କ ବିବାଦରେ ବଳି ପଡ଼ିଲା ବର୍ଷ ବର୍ଷର ପରମ୍ପରା: ଏଥର ବନ୍ଦ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ

ଭୁବନେଶ୍ୱର :  ଅଟକିଲା ବର୍ଷ ବର୍ଷର ପରମ୍ପରା । ଏଥର ହେବନି ଶୀତଳ ଷଷ୍ଠୀ ଯାତ୍ରା । ବ୍ରାହ୍ମଣ ନିଯୋଗ ପ୍ରଭୁ ଲିଙ୍ଗରାଜଙ୍କ ସବୁ ରୀତିକାନ୍ତିକୁ ବନ୍ଦ କରି ଦେବାରୁ ଚଳିତ ଥର ହେବନି ପ୍ରଭୁ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ । ପ୍ରଭୁ ଲିଙ୍ଗରାଜ ଓ ପାର୍ବତୀଙ୍କ ବିବାହରେ ପ୍ରଭୁ କପିଳେଶ୍ୱର…

ସ୍କୁଲ ରୂପାନ୍ତରଣର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନ, ୫ ଟି ଜିଲ୍ଲାର ୪୪୦ ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ଜିଲ୍ଲାର ୪୪୦ଟି ସ୍ମାର୍ଟ ହାଇସ୍କୁଲର ଲୋକାର୍ପଣ କରିଛନ୍ତି । ଏଥିରେ ଥିଲା କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡା, ରାୟଗଡ଼ା ଓ ଦେବଗଡ଼ ଜିଲ୍ଲା । କେନ୍ଦୁଝର ଜିଲ୍ଲାର ୧୪୫, ସୁନ୍ଦରଗଡର ୧୮୦, ରାୟଗଡର ୭୦ ଓ ନୂଆପଡାର ୪୫ଟି ହାଇସ୍କୁଲ…

ନବୀନ ନିବାସରୁ ବିଧାୟକଙ୍କୁ ଫୋନ୍; ମନ୍ତ୍ରୀ ଶପଥ ନେବାକୁ ପ୍ରସ୍ତୁତ ରୁହ

ଭୁବନେଶ୍ୱର: ରବିବାର ସକାଳେ ମନ୍ତ୍ରୀ ଭାବେ ଶପଥ ନେବାକୁ ବିଧାୟକ ମାନଙ୍କ ନିକଟକୁ ନବୀନ ନିବାସରୁ ଫୋନ୍ ଯାଇଛି । ପୂର୍ବରୁ ବିଧାୟକ ମାନଙ୍କୁ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ସଂଧ୍ୟାରେ ଏକ ସମ୍ଭାବ୍ୟ ତାଲିକା ଆସିଛି । ଯିଏ ରବିବାର ସକାଳ ୧୧.୪୫ରେ ରାଜଭବନରେ ଶପଥ ଗ୍ରହଣ…

ମନ୍ତ୍ରୀମଣ୍ଡଳ ପରିବର୍ତ୍ତନ: ନବୀନ ଏଥର କରିବେ କି ଉପ-ମୁଖ୍ୟମନ୍ତ୍ରୀ?

ଭୁବନେଶ୍ୱର: ନବୀନଙ୍କ ମନ୍ତ୍ରୀମଣ୍ଡଳର ସମସ୍ତ ୨୦ ମନ୍ତ୍ରୀ ଇସ୍ତଫା ଦେଇସାରିଛନ୍ତି । ସେପଟେ ଅନେକ ପୁରୁଣା ମନ୍ତ୍ରୀ ଓ ନୂଆ ଚେହେରାଙ୍କୁ ସଂଧ୍ୟା ବେଳୁ ନବୀନ ନିବାସରୁ ଫୋନ୍ ଯାଇଛି । ନୂଆ ମନ୍ତ୍ରୀ ମଣ୍ଡଳରେ କିଏ ସ୍ଥାନ ପାଇବେ ତାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ, ନୂଆ ଆଲୋଚନା…

ଖରାପ ପ୍ରଦର୍ଶନକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେଉଛି ବିଜେପି

ଭୁବନେଶ୍ବର: ବ୍ରଜରାଜନଗରରେ କାହିଁକି ହାରିଲା ବିଜେପି ? ଜମାନତ କାହିଁକି ହରାଇଲେ ରାଧାରାଣୀ  ?। ଧର୍ମେନ୍ଦ୍ରଙ୍କ ପାଓ୍ବାର କାହିଁକି ଫେଲ ମାରିଲା ବ୍ରଜରାଜନଗରରେ? । ଏସବୁକୁ ନେଇ ଦୁଇଦିନ ହେଲା ସୋସିଆଲ ମିଡିଆରେ ହଜାର ହଜାର ୟୁଜର ଟ୍ରୋଲ କରୁଛନ୍ତି । ବିଶେଷ କରି ଏଥର ବିଜେଡି ଜିତିବ…

[ଦେଖନ୍ତୁ ଭିଡିଓ] ରାଜ୍ୟ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ସମସ୍ତ ମନ୍ତ୍ରୀ: ରାଜଭବନରେ ଆସନ୍ତାକାଲି ହେବ ଶପଥ ଗ୍ରହଣ

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଲେ ସମସ୍ତ ମନ୍ତ୍ରୀ । ପ୍ରଥମ ଥର ମାଷ୍ଟରଷ୍ଟ୍ରୋକ ଖେଳିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  । ସାମୁହିକ ମନ୍ତ୍ରୀ ପ୍ରଦାନ କରିଛନ୍ତି ଇସ୍ତଫା ପତ୍ର । ମନ୍ତ୍ରୀ ମଣ୍ଡଳରେ ପରିବର୍ତ୍ତନ ସହିତ ନୂତନ ମନ୍ତ୍ରୀମଣ୍ଡଳ…