Latest Odisha News

BREAKING NEWS

Browsing Category

ସହର

City

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍: ସନ୍ଦେହ ଘେରରେ ପରିବହନ ଅଧିକାରୀ

ଭୁବନେଶ୍ୱର: ନୂଆ ହାଇସିକ୍ୟୁରିଟି ନମ୍ବର ପ୍ଲେଟ ସୁରକ୍ଷିତ। ଏହାଦ୍ୱାରା ଅପରାଧ ନିୟନ୍ତ୍ରଣ ହୋଇପାରିବ ବୋଲି ପରିବହନ କମିଶନର କହିଛନ୍ତି। କିନ୍ତୁ ଏପରି ନମ୍ବର ପ୍ଲେଟ ପେଟ୍ରୋଲ ଏବଂ କିରୋସିନିରେ ଲିଭି ଯାଉଛି ବୋଲି ଅଭିଯୋଗ ହୋଇଛି। ତେଣୁ କାହିଁକି ଏହି ନମ୍ବର ଲଗାଯିବ ଏବଂ କିପରି…

ବିଳମ୍ବିତ ରାତିରେ ବାଣୀବିହାର ରେଲଓ୍ୱେ ବ୍ରିଜ ଉପରେ ଦୁର୍ଘଟଣା, ୪ କାରକୁ ପିଟିଲା ଡମ୍ପର

ଭୁବନେଶ୍ୱର: ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା । ବାଣୀବିହାର ରେଲଓ୍ୱେ ଓଭର ବ୍ରିଜ ନିକଟରେ ବେପରୁଆ ଡମ୍ପର ପିଟିଲା ୪ କାରକୁ । ଚାରି କାର ଡ୍ରାଇଭର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ରହିଛି। ଦୁର୍ଘଟଣା ପୂର୍ବରୁ ଖୋର୍ଦ୍ଧା ପଟୁ ଆସୁଥିବା ଏହି ଡମ୍ପରଟି ନୟାପଲ୍ଲୀ ଏବଂ…

କୁଢ଼ କୁଢ଼ ଅଖାଦ୍ୟ, ଅଳିଆ

ସଜ ସଜ ଶେଷ ହୋଇଛି ସାବିତ୍ରୀ ବ୍ରତ । ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଫଳ ବଜାରରେ ଅସମ୍ଭବ ଦର ବୃଦ୍ଧି ଘଟିଥିଲା । ଫଳ ବଜାରରେ ଦରବୃଦ୍ଧିକୁ ନେଇ ଏଯାଏଁ କୌଣସି ବି କର୍ତ୍ତୃପକ୍ଷ ନିୟନ୍ତ୍ରଣ କରିବା ପାଇଁ ଆଗେଇ ଆସିନାହାନ୍ତି । ଯାହା ମୁହଁରୁ ଯାହା ବାହାରିଲା ତାହା ହିଁ ଦର । କିନ୍ତୁ ଏଇଠି…

ଶିକ୍ଷା କ୍ଷେତ୍ରରେ ବିଜୟ ସାହୁଙ୍କ ଅବଦାନ ଅତୁଳନୀୟ

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ଆଖିରେ ଥିବା ଚମକ, କୌତୁହଳ ଓ ମନର ଆଶା କେବେ ମଉଳିବା ଉଚିତ୍ ନୁହେଁ । ଶିକ୍ଷା ମାଧ୍ୟମରେ ସ୍ବର୍ଗକୁ ପୃଥିବୀ ପୃଷ୍ଠକୁ ଅଣାଯାଇ ପାରିବ। ଜୀବନରେ ସଫଳତାର ଶୀର୍ଷକୁ ଛୁଇଁ ହେବ ବୋଲି ବୁଧବାର ସାଇ ଇଣ୍ଟରନ୍ୟାସନାଲ୍ର ପ୍ରତିଷ୍ଠାାତା ଚେୟାରମ୍ୟାନ୍ ଦିବଙ୍ଗତ ଡ.…

ଲିଙ୍ଗରାଜ ମନ୍ଦିର ଅଧ୍ୟାଦେଶ ମଞ୍ଜୁର କରିବାକୁ କେନ୍ଦ୍ରକୁ ଚିଠି ଲେଖିଲା ରାଜ୍ୟ

ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିର ସୁପରିଚାଳନା ପାଇଁ ଓଡିଶା ସରକାର ଦେଇଥିବା ଶ୍ରୀ ଲିଙ୍ଗରାଜ ମନ୍ଦିର ଚିଠା ଅଧ୍ୟାଦେଶ- ୨୦୨୦ କୁ ମଞ୍ଜୁର ପାଇଁ ରାଜ୍ୟ ସରକାର, କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରାଳୟକୁ ଅନୁରୋଧ କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କେନ୍ଦ୍ର ସ୍ୱରାଷ୍ଟ୍ର…

[ଦେଖନ୍ତୁ ଭିଡିଓ] ପୁରୁଣା ଗାଡି ପାଇଁ ବାଧ୍ୟତାମୂଳକ ‘ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍’: ଜୁନ୍ ପହିଲାରୁ…

ଭୁବନେଶ୍ୱର : ୨୦୧୯ ମସିହା ପୂର୍ବରୁ ପଞ୍ଚିକୃତ ଗାଡିରେ ପୁରୁଣା ନମ୍ବର ପ୍ଳେଟ୍ ବଦଳରେ ‘ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍’ ବା (ଏଚଏସଆରପି ) ଲଗାଇବା ପାଇଁ  ଜୁନ୍ ପହିଲାରୁ ବୁକିଂ ଆରମ୍ଭ ହେଇଛି । ଏଥିପାଇଁ  ୮ହଜାରରୁ ଅଧିକ ଲୋକ ବୁକ୍ କରିସାରିଲେଣ। ସୋସାଇଟି ଅଫ୍ ଇଣ୍ଡିଆନ୍…

ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ହିନ୍ଦୋଳ ଏସଡିପିଓ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ହିନ୍ଦୋଳ ଏସଡିପିଓ । ଜଣେ ପଥର ଖଣି ମାଲିକଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଏସଡିପିଓ ମଳୟ କିଶୋର ନାୟକଙ୍କୁ ଭିଜିଲାନ୍ସ ଧରିଛି । ଅଧିକ ଖାଦାନ ଏବଂ ଚାଲାଣ କରାଇଦେବା ଲୋଭ ଦେଖାଇ ଲାଞ୍ଚ ମାଗିଥିଲେ ଅଭିଯୁକ୍ତ ମଳୟ । ବୁଧବାର…

[ଦେଖନ୍ତୁ ଭିଡିଓ] ସ୍ମୃତିରେ ରହିବେ ସହିଦ: ଦୁଇ ଓଡ଼ିଆ ପୁଅଙ୍କୁ ମରଣୋତ୍ତର ଶୌର୍ଯ୍ୟଚକ୍ର ସମ୍ମାନ

ଭୁବନେଶ୍ୱର : ଏହି ସମ୍ମାନ ଆମ ପୁଅକୁ ସବୁଦିନ ପାଇଁ ଆମ ପାଖଖର ଜୀବନ୍ତ ରଖିବ। ପ୍ରତିଦିନ ଆମେ ତାର ଉପସ୍ଥିତି ଆମ ନିକଟରେ ଅନୁଭବ କରିବୁ । ଆଖି ଛଳଛଳ କରି ଏମିତି କିଛି କଥା କୋହଭରା କଣ୍ଠରେ କହିଛନ୍ତି ସହିଦଙ୍କ ମାଆ ।  ସହିଦଙ୍କ ବୀରତ୍ୱ ଓ ବଳିଦାନ୍ ପାଇଁ ଦୁଇ ଓଡ଼ିଆ ପୁଅଙ୍କୁ ମରଣୋତ୍ତର…

ଶୀତଳଷଷ୍ଠୀ ପାଇଁ ଉତ୍ସବମୁଖର ସମ୍ବଲପୁର; ବାହାରିଲା ଶୋଭାଯାତ୍ରା, ସର୍ଗିପତ୍ର ଦେଇ କନ୍ୟାପକ୍ଷଙ୍କ ସହ ହେଲା ନିର୍ବନ୍ଧ

ସମ୍ବଲପୁର : ଆସନ୍ତା ୪ ତାରିଖରେ ହେବ ସମ୍ବଲପୁର ସହରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା । ଏଥିପାଇଁ ଉତ୍ସବମୁଖର ହୋଇଉଠିଲାଣି ସମ୍ବଲପୁର ସହର । ଏହି କ୍ରମରେ ଗତକାଲି ହୋଇଥିଲା ପତରପେଣ୍ଡି ତଥା ନିର୍ବନ୍ଧ ଉତ୍ସବ । ନନ୍ଦପଡାର ବମ୍ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ପାଇଁ କନ୍ୟା ଖୋଜା ଯାଇଥିଲା ।…

ମୋବାଇଲ ନେଟ୍‌ୱାର୍କ ଦାବି: ୫ ପଞ୍ଚାୟତବାସୀଙ୍କ ୧୨ଘଣ୍ଟିଆ ଜାତୀୟ ରାଜପଥ ଅବରୋଧ

ଦେବଗଡ଼: ମୋବାଇଲ ଟାୱାର ନାହିଁ ତ ଭୋଟ୍ ନାହିଁ। ଏହି ଦାବିରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ୍ ଡିମିରିକୁଦା , ଗଣ୍ଡମ , ଝରାଗୋଗୁଆ , ପାରପୋଷି , ଝାରମୁଣ୍ଡା ପଞ୍ଚାୟତବାସୀ ପଂଚାୟତ ନିର୍ବାଚନ ଭୋଟ ବର୍ଜନ ନିଷ୍ପତ୍ତି ନେଇଥିଲେ। ଫଳରେ ନାମାଙ୍କନପତ୍ର ଦାଖଲର ଶେଷ ଦିନରେ ବି କୌଣସି ପ୍ରାର୍ଥୀ…