Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟରେ ଘଡ଼ଘଡ଼ି ସହ ୨ ଦିନ ଯାଏଁ ବର୍ଷା : ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଘଡ଼ଘଡ଼ି ସହ ୨ ଦିନ ଯାଏଁ ବର୍ଷା ନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ । ୨୫ ଓ ୨୬ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା । ବୁଧବାର ସକାଳ ଯାଏଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୩…

ଓଡ଼ିଶାରେ ହ୍ୟାଣ୍ଡ ଫୁଟ ଆଣ୍ଡ ମାଉଥ ଡିଜିଜର ୨୬ ରୋଗୀ ଚିହ୍ନଟ

 ଭୁବନେଶ୍ୱର : ରାଜ୍ୟରେ ହ୍ୟାଣ୍ଡ ଫୁଟ ଆଣ୍ଡ ମାଉଥ ଡିଜିଜର ୨୬ ରୋଗୀ ଚିହ୍ନଟ। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର। ମେଡିକାଲକୁ ଆସିଥିବା ୩୬ ରୋଗୀଙ୍କ HFMD ମାମଲାର ନମୁନା RMRCକୁ ପଠାଯାଇଥିଲା। ସେଥିମଧ୍ୟରୁ ୨୬ ଜଣ ପଜିଟିଭ ବାହାରିଛନ୍ତି। …

[ଦେଖନ୍ତୁ ଭିଡିଓ] କ୍ଷତିପୂରଣ ଦାବିରେ ଜମିହରା କ୍ଷତିଗ୍ରସ୍ତଙ୍କ ଧାରଣା

ପାରାଦୀପ :  ପିପିଏଲ ସାର କାରଖାନା ସମ୍ମୁଖରେ ଧାରଣା ଦେଲେ  ଜମିହରା । କ୍ଷତିପୂରଣ ଓ ନିଯୁକ୍ତି ଦାବିରେ ଗେଟ୍ ରେ ତାଲା ପକାଇ ଦେଇଛନ୍ତି । କାରଖାନା ଭିତରକୁ ଯିବା ଆସିବା ସମ୍ପୁର୍ଣ୍ଣ ଠପ୍ ହୋଇଯାଇଛି ।  ଦିର୍ଘ ୪୨ ବର୍ଷ ହେଲା ପିପିଏଲ ସାର କାରଖାନା ପାଇଁ ଜମି ହରାଇଥିବା ଚାଷୀ…

ବଡ଼ ମେଡିକାଲରୁ ଧରାପଡ଼ିଲେ ୫ ଦଲାଲ କର୍ମଚାରୀ

କଟକ: କଟକ ବଡ଼ ଡାକ୍ତରଖାନାରୁ ଧରାପଡ଼ିଲେ ୫ ଦଲାଲ । ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ଘରୋଇ କ୍ଲିନିକକୁ ମୁହାଁଉଥିଲେ ଏମାନେ । ମଙ୍ଗଳବାର କମିଶନରେଟ ପୋଲିସ ରେଡିଓଲୋଜି ବିଭାଗରୁ ୫ ଜଣଙ୍କୁ ଗିରଫ କରିଛି । ତେବେ ଗିରଫ ୫ ଜଣ ହେଉଛନ୍ତି ଏସସିବି ମେଡିକାଲ କଲେଜର ଆଉଟସୋର୍ସିଂ ଷ୍ଟାଫ୍ ।…

ପ୍ରକଳ୍ପକୁ ନେଇ ଅସନ୍ତୋଷ ପ୍ରକାଶ କରିବା ପରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲା ଜିଲ୍ଲା ପ୍ରଶାସନ

ପୁରୀ: ଶ୍ରୀମନ୍ଦିର ଐତିହ୍ୟ ପ୍ରକଳ୍ପକୁ ନେଇ ଗତକାଲି ସାମ୍ବାଦିକ ସମ୍ମିଳନୀ କରି ଅସନ୍ତୋଷ ପ୍ରକାଶ କରିଥିଲେ ପୁରୀ ଗୋବର୍ଦ୍ଦନ ପୀଠର ଶଙ୍କରାଚାର୍ଯ୍ୟ । ଏହାପରେ ଆଜି ଗଜପତି ମହାରାଜ ଏବଂ ଶ୍ରୀମନ୍ଦିର ପ୍ରଶାସକ  ବୀର ବିକ୍ରମ ଯାଦବ, ଜିଲ୍ଲାପାଳ ସମର୍ଥ ବର୍ମା ଶଙ୍କରାଚାର୍ଯ୍ୟଙ୍କୁ…

ଏମକେସିଜିରେ ଡାକ୍ତର ଅଭାବ, ଘଣ୍ଟ ବାଡେଇ ପ୍ରତିବାଦ

ବ୍ରହ୍ମପୁର: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ସମସ୍ତ ଡାକ୍ତର ପଦବୀ ପୂରଣ ଓ ରୋଗୀ ଦେଖା ସମୟରେ ଅନୁପସ୍ଥିତ ରହୁଥିବା ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ନେଇ ବ୍ରହ୍ମପୁରର ସଚେତନ ନାଗରିକ ଓ ବିଭିନ୍ନ ଗଣ ସଂଗଠନଙ୍କ ପକ୍ଷରୁ…

ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ପରଲୋକ: ଭୁବନେଶ୍ୱର ଲୋକସଭା ଆସନରୁ ବହୁବାର ନିର୍ବାଚିତ

ଭୁବନେଶ୍ୱର : ଆଉ ନାହାନ୍ତି ଭୁବନେଶ୍ୱରର ପୂର୍ବତନ ସାଂସଦ ଶିବାଜୀ ପଟ୍ଟନାୟକ । ୯୨ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ସିପିଆଇଏମ୍ ନେତା ଶିବାଜୀ ପଟ୍ଟନାୟକ ତିନିଥର ସାଂସଦ ରହିଆସିଥିଲେ । ସେ ୧୯୭୭ରୁ ୮୦ ଯାଏଁ, ୧୯୮୯ରୁ ୯୧ ଯାଏଁ ଏବଂ ୧୯୯୧ରୁ ୯୬…

ଖାରଜ ହେଲା ଜାମିନ, ଜେଲ ଗଲେ ଜଗଦ୍ଦେବ

ଭୁବନେଶ୍ୱର : ଜାମିନ ଖାରଜ ହେବା ପରେ ଜେଲ ଗଲେ ପ୍ରଶାନ୍ତ ଜଗଦ୍ଦେବ । ଆଜି କୋର୍ଟରେ ହାଜର ହେବା ପରେ ପୁଣି ଜେଲକୁ ଫେରିଛନ୍ତି ଚିଲିକା ବିଧାୟକ । ଲୋକଙ୍କ ଉପରେ ଗାଡ଼ି ଚଢ଼ାଇ ଦେବା ମାମଲାରେ ଜେଲ ଯାଇ ଅନ୍ତରୀଣ ଜାମିନରେ ଥିଲେ ଜଗଦ୍ଦେବ । ତେବେ ତାଙ୍କ ଜାମିନ ଆବେଦନକୁ ଖାରଜ କରି ହାଇକୋର୍ଟ…

ହାଇକୋର୍ଟରେ ପିଟିସନ୍: ଶୀଘ୍ର ଶେଷ ହେଉ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ

କଟକ: ଶୀଘ୍ର ଶେଷ ହେଉ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ଏନେଇ ରାଜ୍ୟ ସରକାର ଓ ଏଏସଆଇଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ରିଟ୍ ପିଟିସନ୍ ଦାଏର କରିଛନ୍ତି ଶ୍ରୀମନ୍ଦିର ସେବାୟତ । ଯଥାଶୀଘ୍ର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମସ୍ତ ସୁବିଧା ଓ ଉପଯୋଗୀ କାର୍ଯ୍ୟ ସାରିବାକୁ…

ଏଥର ଭକ୍ତଙ୍କ ଗହଣରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା : ପ୍ରଥମ ସମନ୍ୱୟ ବୈଠକରେ ନିଷ୍ପତ୍ତି

ପୁରୀ: ଏଥର ଭକ୍ତଙ୍କ ଗହଣରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଘୋଷଯାତ୍ରାକୁ ନେଇ ବସିଥିବା ପ୍ରଥମ ସମନ୍ୱୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କରୋନା ଯୋଗୁ ଗତ ଦୁଇ ବର୍ଷ ବିନା ଭକ୍ତରେ ରଥଯାତ୍ରା ହୋଇଥିଲା । ତେଣୁ ଚଳିତ ବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ…