Latest Odisha News

BREAKING NEWS

Browsing Category

ସହର

City

“ଦୃଷ୍ଟିକୋଣ” ସରିଲା ସ୍ପେଶାଲ୍ ସ୍କ୍ରିନିଂ, ଏବେ ରିଲିଜ୍‌କୁ ଅପେକ୍ଷା

ଭୁବନେଶ୍ୱର: ଓଲିଉଡରେ ବିପ୍ଳବ ଆଣିବ ଜଣାଶୁଣା ଫିଲ୍ମ ନିର୍ମାତା ଅକ୍ଷୟ ପରିଜାଙ୍କ ଆଗାମୀ ଫିଲ୍ମ "ଦୃଷ୍ଟିକୋଣ" । ମୁଖ୍ୟସ୍ରୋତକୁ ଫେରିବ କି ଓଡିଆ ଫିଲ୍ମ ଜଗତ ? ସମଗ୍ର ଓଡିଶାରେ ହଇଚଇ ସୃଷ୍ଟି କରିବା ସହ ଦର୍ଶକଙ୍କ ମନରେ ଉନ୍ମାଦନା ସୃଷ୍ଟି କରିଛି ବହୁଚର୍ଚ୍ଚିତ ଫିଲ୍ମ ଦୃଷ୍ଟିକୋଣ । ତେବେ…

[ଦେଖନ୍ତୁ ଭିଡିଓ] ଗାଁରେ ପିଇବା ପାଣି ସମସ୍ୟା : ସମାଧାନ ଦାବି କଲେ ଗାଁର ଲୋକେ

ଯାଜପୁର : ତାତି ବଢିବା ସାଙ୍ଗକୁ ବଢୁଛି ଜଳକଷ୍ଟ । ବିଭିନ୍ନ ସ୍ଥାନରେ ଏବେ ଉତ୍କଟ ପାନୀୟ ଜଳ ସମସ୍ୟା । କେଉଁଠି ପାଣି ଟାଙ୍କି ଅଚଳ ତ ଆଉ କେଉଁଠି ପାଣି ପାଇଁ ଲୋକଙ୍କୁ ଯିବାକୁ ପଡୁଛି ବହୁ ଦୂର । ଘରୋଇ ଜାଗାରରେ ପାଣି ଟାଙ୍କି ନିର୍ମାଣକୁ ନେଇ ସାହିରେ ଦ୍ୱନ୍ଦ ଚାଲିଥିବା ବେଳେ ଆକ୍ରୋଶର…

ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣାରେ ୩ ସଫାରୀ କର୍ମଚାରୀ ଗିରଫ

ଭୁବନେଶ୍ୱର: ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ମାରିବା ଘଟଣାରେ କାର୍ୟ୍ୟାନୁଷ୍ଠାନ । ୩ ଜଣ ସଫାରୀ କର୍ମଚାରୀଙ୍କୁ ଗିରଫ କରାଯାଇଛି । ଏନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସଞ୍ଜୀବ କୁମାର ସୂଚନା ଦେଇଛନ୍ତି । ପର୍ଯ୍ୟଟକଙ୍କୁ ଆକ୍ରମଣ ନେଇ ଅଭିଯୋଗ ପରେ ପୋଲିସ ସେମାନଙ୍କୁ ଅଟକ ରଖି ପଚରାଉଚରା…

ନୂଆପଡ଼ା ସମଲେଶ୍ୱରୀ ହାଇସ୍କୁଲର ବନ୍ଦ ପଡ଼ିଥିବା ଛାତ୍ରୀ ନିବାସ ଭିତରୁ କଙ୍କାଳ ଠାବ

ନୂଆପଡ଼ା  : ହଷ୍ଟେଲ୍ ଭିତରେ କଙ୍କାଳକୁ ନେଇ ଚର୍ଚ୍ଚା । ନୂଆପଡ଼ା ଜିଲ୍ଲା ବୋଡ଼େନ ଥାନା କାର୍ଲାକୋଟ ସମଲେଶ୍ୱରୀ ହାଇସ୍କୁଲର ବନ୍ଦ ପଡ଼ିଥିବା ଛାତ୍ରୀ ନିବାସ ଭିତରୁ ଏକ କଙ୍କାଳ ଠାବ ହୋଇଛି । କରୋନା ସମୟରେ କ୍ୱାରେଣ୍ଟିନ ସେଣ୍ଟର ଭାବେ ବ୍ୟବହୃତ ହେଉଥିବା ଏହି ହଷ୍ଟେଲ୍ ଏବେ ବନ୍ଦ…

ନନ୍ଦନକାନନରେ ଅତିଥିଙ୍କୁ ଆକ୍ରମଣ: ପର୍ଯ୍ୟଟକଙ୍କୁ ମାଡ଼ ଘଟଣାରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ହେବ । ରେଞ୍ଜ ସିକ୍ୟୁରିଟି ଅଫିସରଙ୍କୁ ରିପୋର୍ଟ ମଗାଯାଇଛି । ଏନେଇ ସୂଚନା ଦେଇଛନ୍ତି ନନ୍ଦନକାନନ ଉପନିର୍ଦ୍ଦେଶକ ସଞ୍ଜୀବ କୁମାର । ସ୍ଥାନୀୟ ସୁରକ୍ଷାକର୍ମୀ ଓ ସିସିଟିଭି ଆଧାରରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ…

ସଫା ହେବ ବ୍ରହ୍ମପୁରର ସବୁ ପୋଖରୀ: ଦଳ ସଫେଇ ମେସିନ କିଣିବ ବିଏମ୍‌ସି

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ବହୁ ବର୍ଷ ପର୍ଯ୍ୟନ୍ତ ପ୍ରମୁଖ ଜଳ ଉତ୍ସ ରହିଥିଲା ପୋଖରୀ । କିନ୍ତୁ ଗତ କିଛି ବର୍ଷ ଭିତରେ ରକ୍ଷଣାବେକ୍ଷଣ ଅଭାବରୁ ସେଗୁଡ଼ିକ ଧୀରେ ଧୀରେ ନଷ୍ଟ ହେବାରେ ଲାଗିଲାଣି । ଅନେକ ପୋଖରୀ ମୁଷ୍ଠିମେୟଙ୍କ ଜବରଦଖଲରେ ରହିଛି । ଅନେକ ସ୍ଥାନରେ ପୋଖରୀ ଦଳରେ ଭର୍ତ୍ତି…

ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ମାରିଲେ ସଫାରି କର୍ମଚାରୀ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପର୍ଯ୍ୟଟକଙ୍କୁ ମାରପିଟ୍ ହୋଇଥିବା ଅଭିଯୋଗ ହୋଇଛି । ଏନେଇ ନନ୍ଦନକାନନ ଥାନାରେ ଲିଖିତ ଅଭିଯୋଗ ଦାଖଲ ହୋଇଛି । ଛତିଶଗଡ଼ରୁ ଆସିଥିବା ୨୭ ଜଣିଆ ଏକ ଦଳକୁ ସଫାରି କର୍ମଚାରୀ ମାଡ଼ ମାରିଥିବା ଥାନାରେ ପ୍ରଥମ ଅଭିଯୋଗ ହୋଇଛି । ସେପଟେ ସଫାରି…

ବ୍ରହ୍ମପୁର ସହରରେ ଭାଲୁ ଆତଙ୍କ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଜଙ୍ଗଲି ଭାଲୁ ଆତଙ୍କ ଦେଖିବାକୁ ମିଳିଛି । ସହର ନିକଟରେ ଗତକାଲି ରାତିରେ ଏକ ଭାଲୁ ବୁଲୁଥିବା ଦେଖି ସେ ଅଞ୍ଚଳର ଲୋକମାନେ ଭୟଭୀତ ହୋଇଯାଇଛନ୍ତି। ବଡବଜାର ଥାନା ଅନ୍ତର୍ଗତ ପ୍ରହଲାଦନଗର ନିକଟ ମାଳୁଆଣି ଶ୍ମଶାନ ନିକଟରେ ଗତ କାଲି ରାତି ୩ଟା ବେଳେ ଏହି ଭାଲୁଟି…

ଏମ୍‌କେସିଜିରେ ଅଚଳାବସ୍ଥା:୧୧୩ ଡାକ୍ତର ପଦବୀ ଖାଲି

ବ୍ରହ୍ମପୁର : ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ଉପରେ କେବଳ ଦକ୍ଷିଣ ଓଡ଼ିଶା ନୁହଁ, ବରଂ ପଡ଼ୋଶୀ ଆନ୍ଧ୍ରପ୍ରଦେଶର ଲୋକମାନେ ମଧ୍ୟ ନିର୍ଭର କରୁଛନ୍ତି । ହେଲେ ଦକ୍ଷିଣ ଓଡ଼ିଶାର ଏହି ପ୍ରମୁଖ ଚିକିତ୍ସାଳୟରେ ଡାକ୍ତର ଅଭାବ ଯୋଗୁ ଏକ ପ୍ରକାର…

[ଦେଖନ୍ତୁ ଭିଡିଓ] ସିସିଟିଭି ଫୁଟେଜରୁ ଧରାପଡ଼ିଲା ଗୁଳିକାଣ୍ଡ ଘଟାଇଥିବା ଅଭିଯୁକ୍ତ

ନୂଆପଡା  : ନୂଆପଡା ଜିଲ୍ଲା ସିନାପାଲିରେ ଗାଡି ପାର୍କିଂକୁ ନେଇ ବଚସା ପରେ ଗୁଳିମାଡ ।  ଛତିଶଗଡ଼ରୁ ଅଭିଯୁକ୍ତ ଗିରଫ । ଗତକାଲି ଦିନରେ ସିନାପାଲି ରାବଣ ଛକ ନିକଟରେ ଗୁଳିମାଡ଼ ହୋଇଥିଲା । ଏଥିରେ ବାପା ପୁଅ ଗୁରୁତର ହୋଇଥିବା ବେଳେ ଅଭିଯୁକ୍ତ ଛତିଶଗଡ଼ରୁ ଗିରଫ ହୋଇଛି । ଗାଡି ପାର୍କିଂକୁ…