Latest Odisha News

BREAKING NEWS

Browsing Category

ସହର

City

ସକାଳୁ ସକାଳୁ ଅଘଟଣ: ନଦୀରେ ଚାଲିଗଲା ଆଈ ଓ ନାତୁଣୀଙ୍କ ଜୀବନ

ଖୋର୍ଦ୍ଧା  : ସକାଳୁ ସକାଳୁ ଘଟିଛି ଅଘଟଣ। ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଦୁଇଜଣଙ୍କର ମୃତ୍ୟୁ ହୋଇଯାଇଛି । ଏହି ଘଟଣା ଘଟିଛି ଖୋର୍ଦ୍ଧା ବାଣପୁର ଶ୍ରୀନିବାସପୁର ଗାଁରେ । ମୃତକ ଦୁଇଜଣ ହେଉଛନ୍ତି ଆଈ ନାତୁଣୀ। ରବିବାର ସକାଳୁ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀପଠାରେ ଅଚେତ ଅବସ୍ଥାରେ…

ଗୁଳୁଗୁଳିରୁ ମିଳିଲା ଆଶ୍ୱସ୍ତି: ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା

ତାତିରୁ ମିଳିଲା ତ୍ରାହି । ଗତକାଲି ପ୍ରବଳ ଖରା ହୋଇଥିବାବେଳେ ଆଜି ସକାଳୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଛି । ରାଜ୍ୟର ଭୁବନେଶ୍ୱର, କଟକ, ପୁରୀ, ଭଦ୍ରକ, ବାଲେଶ୍ୱର ଭଳି ଏକାଧିକ ସହରରେ ବର୍ଷା ହେଉଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, କାଳବୈଶାଖୀ ପ୍ରଭାବ ଦ୍ୱାରା ରାଜ୍ୟରେ ବର୍ଷା…

ଝାରସୁଗୁଡା ଶୁଖାସୋଡ଼ାରେ ଉଚ୍ଛୁଳା ପାଣି ବଦଳରେ ବାଲି, ମରିଯିବ କି ମହାନଦୀ ?

ଭୁବନେଶ୍ୱର: ଖରା ଦିନରେ ଓଡିଶା ପଟରେ ମହାନଦୀ ଶୁଖିଲା ପଡିଛି । ଅଣ ମୌସୁମୀ ସମୟରେ ମହାନଦୀରେ ଯେଉଁ ଜଳ ପ୍ରବାହ ରହିବା କଥା, ତାହା ନ ରହିବା ଚିନ୍ତାଜନକ ବିଷୟ । ଝାରସୁଗୁଡା ଜିଲ୍ଲା ଶୁଖାସୋଡ଼ାରେ ମରୁଭୂମିର ଚିତ୍ର ସାମ୍ନାକୁ ଆସିବାପରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ନେତା…

ଜୁଆଖେଳ ଉପରେ ଚଢ଼ାଉ: ଉତ୍ତ୍ୟକ୍ତ ଲୋକେ ନିର୍ଦ୍ଧୁମ ପିଟିଲେ ପୋଲିସଙ୍କୁ

ନିଆଳି: ଭୁବନେଶ୍ୱର ଉପକଣ୍ଠ ତଥା ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ରାଜସ ପଞ୍ଚାୟତ କୃଷ୍ଣପୁର ଯାତ୍ରାରେ ଜୁଆ ଖେଳ ଉପରେ ଚଢଉ ବେଳେ ନିର୍ଧୁମ ମାଡ଼ ଖାଇଛନ୍ତି ପୁଲିସର ସ୍ପେଶାଲ ସ୍କ୍ୱାର୍ଡ଼ କର୍ମଚାରୀ। ଲୋକଙ୍କ ସଙ୍ଘବଦ୍ଧ ଆକ୍ରମଣରେ ଭୟଭୀତ ହୋଇ ପୋଲିସ କର୍ମଚାରୀ ଗାଡି ଛାଡି ପଳାଇଥିଲେ।…

ଏନସିଏସସିଡିଏ ପକ୍ଷରୁ ଭୁବନେଶ୍ୱରରେ ନିଯୁକ୍ତି ମେଳା

ଭୁବନେଶ୍ୱର: ଏନସିଏସସିଡିଏ (ନ୍ୟାସନାଲ କ୍ୟାରିୟର ସର୍ଭିସ ସେଣ୍ଟର ଫର ଡିଫରେଣ୍ଟଲି ଏବଲଡ), ଭୁବନେଶ୍ୱର ମେ ୨୫ରେ ପୂର୍ବାହ୍ନ ୯ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏକ ମାଗଣା ନିଯୁକ୍ତି ମେଳା ବା ପ୍ଲେସମେଣ୍ଟ ଡ୍ରାଇଭ ଆୟୋଜନ କରିବାକୁ ଯାଉଛନ୍ତି । ମେଳାରେ ଦିବ୍ୟାଙ୍ଗ ଓ ଅଣଦିବ୍ୟାଙ୍ଗ…

ବର୍ଦ୍ଧିତ ତେଲ ଦର ବେଳେ ମୋଦୀଙ୍କ ନୂଆ ରଣନୀତି, ବୁଝିବେ ତ ନବୀନ?

ଭୁବନେଶ୍ୱର: ମହଙ୍ଗା ମାଡ ବେଳେ ଲୋକେ ଅପେକ୍ଷା କରିଥିଲେ କେବେ କମିବ ଦରଦାମ । ଦରଦାମ କମାଇବାକୁ ହେଲେ ପ୍ରଥମେ ତେଲ ଦର କମିବା ଦରକାର । ତେଣୁ ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମାନଙ୍କୁ ଆହ୍ୱାନ କରିଥିଲେ ତେଲ ଉପରୁ ଭାଟ ଛାଡ କରିବାକୁ । ହେଲେ ତୁ ତୁ…

[ଭିଡ଼ିଓ] ଗାଁରେ ମାଙ୍କଡ ଆତଙ୍କ:ଆକ୍ରମଣରେ ୧୫ରୁ ଅଧିକ ଲୋକ ଆହତ

ପାରାଦୀପ: ଗାଁରେ ମାଙ୍କଡ ଆତଙ୍କ ।  କଲବଲ କରୁଛନ୍ତି ମଣିଷ କାମୁଡ଼ା ମାଙ୍କଡ଼ । ମାଙ୍କଡ଼ ଭୟରେ ଆତଙ୍କିତ ପାରାଦୀପ ମଙ୍ଗରାଜପୁର ପଂଚାୟତର ସନ୍ତରା, ତାଳପଦା, ହସିଣା ଗ୍ରାମବାସୀ । ଘରୁ ବାହାରିବାକୁ ଡରୁଛନ୍ତି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ । ଯଦି କିଏ ବି ଘରୁ ବାହାରୁଛନ୍ତି ତେବେ…

[ଦେଖନ୍ତୁ ଭିଡିଓ] ସଙ୍କଟରେ ପଡିଛି ଗଜରାଜ : ହାତୀ ମୃତ୍ୟୁସଂଖ୍ୟା ବଢିଚାଲିଥିବା ବେଳେ ଦାୟୀ କିଏ ?

 ଭୁବନେଶ୍ୱର :  ସଙ୍କଟରେ ପଡିଛି ଗଜରାଜ ।  ଦିନକୁ ଦିନ ହାତୀ ମୃତ୍ୟୁସଂଖ୍ୟା ବଢିଚାଲିଥିବା ବେଳେ ନୀରବଦ୍ରଷ୍ଟା ପାଲଟିଛି ବନବିଭାଗରୁ ନେଇ ପ୍ରଶାସନ ।  ବନବିଭାଗର ଖାମଖିଆଲ ନୀତିକୁ ଏନେଇ ଦାୟୀ କରାଯାଇଛି । ହାତୀ ମୃତ୍ୟୁ ବଢିଚାଲିଥିବା ବେଳେ ଚମ୍ପୁଆ ରେଂଜରୁ ହାତୀ ନିପାତ ହେବାରେ…

[ଦେଖନ୍ତୁ ଭିଡିଓ] ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ୩୨ ଲକ୍ଷ ଟଙ୍କା ଠକେଇ:୨ ଗିରଫ

ଭୁବନେଶ୍ବର: ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ଠକେଇ । ମେଡ଼ିକାଲ କଲେଜରେ ନାମ ଲେଖାଇବାକୁ କହି ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ଇନଫୋସିଟଇ ଥାନା ପୋଲିସ । କଲେଜରେ ନାମ ଲେଖାଇବାକୁ କହି  ଧରାଛୁଆଁ ଦେଇ ନଥିଲେ। ଏହାପରେ ବାଧ୍ୟ ହୋଇ ଛାତ୍ରୀଜଣକ ଏନେଇ ଇନଫୋସିଟି ଥାନାରେ…

ଗୋ-ଚାଲାଣକାରୀଙ୍କ ଗୁଳିମାଡ଼ରେ ୨ ଆହତ

ମୟୂରଭଞ୍ଜ : ଗୋରୁ ଗାଡ଼ିକୁ ଅଟକାଇବାରୁ ଗୁଳି ଚଳାଇଲେ ଗୋଚାଲାଣକାରୀ । ଗୁଳିମାଡରେ ଦୁଇ ଜଣ ଆହତ ହୋଇଛନ୍ତି । ମୟୂରଭଞ୍ଜ ଜିଲ୍ଲା ଯଶୀପୁର ଥାନା ୪୯ ନମ୍ବର ଜାତୀୟ ରାଜପଥ ବେଗନା ଟୋଲଗେଟ ନିକଟରେ ଘଟିଛି ଏପରି ଘଟଣା । ଆଜି ସକାଳୁ ସକାଳୁ କିଛି ଗୋ ଚାଲାଣକାରୀ ଏକ ଟ୍ରକ୍‌ରେ କୋଲକାତା…