Latest Odisha News

BREAKING NEWS

Browsing Category

ସହର

City

ଟମାଟୋ ଫ୍ଲୁ ଭୟ: ଖୁବଶୀଘ୍ର ଜାରି ହେବ ନମୁନା ସଂଗ୍ରହ ଗାଇଡଲାଇନ୍

ଭୁବନେଶ୍ବର : ଟମାଟୋ ଫ୍ଲୁକୁ ନେଇ ଆଗୁଆ ସତର୍କ ହୋଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।  ଗତକାଲି ଏ ସଂପର୍କରେ ରାଜ୍ୟର ଶିଶୁରୋଗ ବିଶେଜ୍ଞମାନଙ୍କ ସହିତ ବିସ୍ତୃତ ଆଲୋଚନା ପରେ ଜିଲ୍ଲାମାନଙ୍କୁ ଏହି ଆକ୍ରାନ୍ତ ଶିଶୁଙ୍କ ନମୁନା ପଠାଇବାକୁ ନିର୍ଦେଶ ଦିଆଯାଇଛି। ତେବେ କିଭଳି ଢଙ୍ଗରେ ନମୁନା…

୨୪ ଘଣ୍ଟାରେ କାଳବୈଶାଖୀର ତାଣ୍ଡବ, ୧୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ସତର୍କ ସୂଚନା ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା କେଉଁଝର,…

ରାଜଧାନୀରେ ପୁଣି ଫୁଟିଲା ବୋମା

ଭୁବନେଶ୍ୱର: ଅଶାନ୍ତ ହୋଇପଡ଼ିଛି ରାଜଧାନୀ । ଭୁବନେଶ୍ୱରରେ ପୁଣି ଫୁଟିଲା ବୋମା । ଗତକାଲି ବିଳମ୍ବିତ ରାତିରେ ପଳାଶୁଣୀ ଜଗନ୍ନାଥ ବିହାରରେ ଥିବା ନିର୍ମାଣାଧୀନ ଆପାର୍ଟମେଣ୍ଟ ଉପରେ ବୋମାମାଡ଼ କରିଛନ୍ତି ଦୁର୍ବୃତ୍ତ । ସେମାନେ ୩ଟି ବୋମା ମାଡ଼ କରିଥିବା ସୂଚନା ମିଳିଛି । ତେବେ ଏଥିରେ କାହାର…

ତାରା ତାରିଣୀ ପରେ କଟକ ଚଣ୍ଡି ମନ୍ଦିରର ହେବ ବିକାଶ, ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ

କଟକ: ଗଞ୍ଜାମର ତାରା ତାରିଣୀ ମନ୍ଦିର ପରେ ଏବେ କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀଙ୍କର ହେବ ବିକାଶ। ଏହି ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା। ବିକାଶ କାମ ଏକ ବର୍ଷରେ ଶେଷ ହେବ। ଭକ୍ତମାନଙ୍କ ପାଇଁ…

ସମୁଦ୍ରକୁ ଗଲେ କୋଟି କୋଟି ଅଲିଭ ରିଡଲେ କଇଁଛ

କେନ୍ଦ୍ରାପଡା : ସମୁଦ୍ରକୁ ଗଲେ ଅଲିଭରିଡଲେ କଇଁଛ ଶାବକ । ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ସମୟରେ ସେମାନଙ୍କୁ ସମୁଦ୍ର ଭିତରକୁ ଛଡାଯାଉଛି । କେନ୍ଦ୍ରାପଡା ଜିଲ୍ଲା ଗହିରମଥାର ନାସୀ-୨ ବେଳାଭୂମିରୁ କଇଁଛ ଛୁଆଙ୍କୁ ସମୁଦ୍ର ଯାତ୍ରାର ଦୃଶ୍ୟ ଆସିଛି । ପ୍ରାୟ ୨ କୋଟି ୫ ଲକ୍ଷରୁ ଅଧିକ କଇଁଛ…

[ଦେଖନ୍ତୁ ଭିଡିଓ] ରାଜ୍ୟର ନାମୀ ଖେଳାଳି ଏବେ ଦିନ ମଜୁରୀଆ ଆଉ ପାଇପ୍ ମିସ୍ତ୍ରୀ !

ରାଉରକେଲା  : ରାଜ୍ୟର ନାମୀ ଖେଳାଳି ଏବେ ପାଲଟିଛନ୍ତି ଦିନ ମଜୁରୀଆ ଆଉ ପାଇପ୍ ମିସ୍ତ୍ରୀ  ।  ଏମାନେ ହେଲେ ରାଉରକେଲା ର ତୁଳସୀ ଏକ୍କା ଓ କିଶୋର ତନ୍ତୀ । ତୁଳସୀ ଜଣେ ଉଚ୍ଚକୋଟିର ରକ୍ଷଣ ଭାଗ ଖେଳାଳି ଥିଲାବେଳେ କିଶୋର ଥିଲେ ଜଣେ ଦକ୍ଷ ମିଡଫିଲ୍ଡର । ସମୟ ଥିଲା ଉଭୟେ ପଡିଆକୁ ଓହ୍ଲାଇବା…

ଭକ୍ତଙ୍କ ପାଇଁ ଖୁସିଖବର: ଏଥର ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବେ ଭକ୍ତ, ଜୟ ଜଗନ୍ନାଥ

ପୁରୀ :  ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା । ସ୍ନାନବେଦୀରେ ସାଆନ୍ତେଙ୍କୁ ଦର୍ଶନ କରିବେ ଭକ୍ତ, କିନ୍ତୁ ସ୍ପର୍ଶ କରିପାରିବେ ନାହିଁ ।  ଚଳିତ ବର୍ଷ ଭକ୍ତଙ୍କ ଗହଣରେ ହେବ ସ୍ନାନ ଯାତ୍ରା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଦଇତାପତି ନିଯୋଗ ବୈଠକ ପରେ ଏହି ସୂଚନା ଦିଆଯାଇଛି।…

[ଦେଖନ୍ତୁ ଭିଡିଓ] ଭଦ୍ରକରୁ ଜବତ ହେଲା ବ୍ରାଉନସୁଗର : ସମ୍ପୃକ୍ତି ନେଇ ୩ ଅଭିଯୁକ୍ତ ଗିରଫ

ଭଦ୍ରକ : ଭଦ୍ରକରୁ ଜବତ ହେଲା ବ୍ରାଉନ ସୁଗର। ଏଥିରେ ସମ୍ପୃକ୍ତି ନେଇ ୩ଜଣ ଅଭିଯୁକ୍ତକୁ ଗିରଫ କରାଯାଇଛି। ଭଦ୍ରକ ଅର୍ଣ୍ଣପାଳ ଛକ ନିକଟରେ ପୁଲିସର କଡାକଡି ଚେକିଂ କରାଯାଉଥିବା ବେଳେ ଏହି ବ୍ରାଉନସୁଗର ଜବତ ହୋଇଛି। ଏକ ବାଇକରେ କିଛି ଯୁବକ ବିନା ହେଲମେଟରେ ଯାଉଥିବା ବେଳ ପୁଲିସ ହାତରେ…

[ଦେଖନ୍ତୁ ଭିଡିଓ] ଅଟଳ ବଳଦେବଜିଉଙ୍କ ଚନ୍ଦନଯାତ୍ରା ମହୋତ୍ସବ : ଚନ୍ଦନ ପୁଷ୍କରିଣୀରେ ଜିଉଙ୍କ ନୌକାବିହାର

ଜଗତସିଂହପୁର : ଶ୍ରୀଜିଉଙ୍କ ଚାଲିଛି ଚାପଖେଳ। ଚନ୍ଦନ ପୁଷ୍କରିଣୀରେ ନୌକାବିହାର କରୁଛନ୍ତି ଜିଉ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲାରେ। ଜଗତସିଂହପୁର ପଳାଷୋଳ ଗାଁରେ ଅଟଳ ବଳଦେବଜୀଉଙ୍କ ଚନ୍ଦନଯାତ୍ରା ମହୋତ୍ସବ ଅନୁଷ୍ଠିତ ହେଉଛି। ଶ୍ରୀଜିଉଙ୍କ ଚଳନ୍ତି ପ୍ରତିମା ଚନ୍ଦନ…

ସ୍ୱାମୀଙ୍କୁ ପିଟିପିଟି ହତ୍ୟା : ହତ୍ୟାକାଣ୍ଡ ପରେ ସ୍ତ୍ରୀ ପିଲାମାନଙ୍କୁ ନେଇ ଫେରାର

ବାରିପଦା: ସ୍ୱାମୀଙ୍କୁ ପିଟିପିଟି ହତ୍ୟା ।  ହତ୍ୟାକାଣ୍ଡ ପରେ ସ୍ତ୍ରୀ ପିଲାମାନଙ୍କୁ ନେଇ ଫେରାର  ।  ମୟୂରଭଞ୍ଜ ଜିଲ୍ଲାର ଶରତ ଥାନା ସିରିଆପାଳ ଗାଁରେ ସ୍ୱାମୀଙ୍କୁ ସ୍ତ୍ରୀ ପିଟିପିଟି ମାରିଦେଇଥିବାର ଖବର ମିଳିଛି। । ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବାର ପ୍ରାଥମିକ ତଦନ୍ତରୁ…