Latest Odisha News

BREAKING NEWS

Browsing Category

ସହର

City

ଜମୁଛି ବ୍ରଜରାଜନଗର ଫାଇଟ୍, ମୈଦାନରେ ତିନି ପ୍ରମୁଖ ଦଳର ପ୍ରଚାର

ଝାରସୁଗୁଡ଼ା : ଜମୁଛି ବ୍ରଜରାଜନଗର ପ୍ରଚାର । ମୈଦାନରେ ତିନି ପ୍ରମୁଖ ଦଳର ହାଇଭୋଲଟେଜ୍ କ୍ୟାମ୍ପେନ୍ । ଲୋକଙ୍କ ଘରକୁ ଘର ଯାଇ ଭୋଟ୍ ମାଗିଲେଣି ବିଜେପି, କଂଗ୍ରେସ ଏବଂ ବିଜେଡି । ହାତରେ ମାତ୍ର ଦୁଇ ସପ୍ତାହ ସମୟ ଥିବାରୁ କେହି ବି କୌଣସି ସୁଯୋଗକୁ ହାତ ଛଡ଼ା କରିବାକୁ ଚାହୁଁ ନାହାନ୍ତି ।…

[ଦେଖନ୍ତୁ ଭିଡିଓ] ଗୁଣୁପର ପୌର ପରିଷଦରେ ଲକ୍ଷାଧିକ ଟଙ୍କା ଆତ୍ମସାତ: ଭିଜିଲାନ୍ସ ଡିଏସ୍.ପି

ଗୁଣୁପର : ଗୁଣୁପର ପୌର ପରିଷଦରେ ଦୁର୍ନୀତି ଗନ୍ଧ । ଲକ୍ଷାଧିକ ଟଙ୍କା ଆତ୍ମସାତ୍ ତଦନ୍ତ ପାଇଁ ପହଞ୍ଚିଛନ୍ତି ଭିଜିଲାନ୍ସ ଡିଏସ୍.ପି । ତେବେ ରାୟଗଡା ଜିଲ୍ଲା ଗୁଣୁପୁର ପୌରପରିଷଦରେ ଆସୁଥିବା ଯୋଜନା ଅର୍ଥ ଆତ୍ମସାତ କିଛି ନୂଆ କଥା ନୁହଁ । ୨୦୧୮-୧୯ ଅଡିଟ ରିପୋର୍ଟ ବେଳେ ଏହି ପୌରପରିଷଦର…

[ଦେଖନ୍ତୁ ଭିଡିଓ] ଅଗ୍ନିଶମ ବାହିନୀ ଉଦ୍ୟମରେ କୂଅ ଭିତରୁ ଉଦ୍ଧାର ହେଲେ ବୃଦ୍ଧ

ଜୟପୁର : କୂଅ ଭିତରୁ ଉଦ୍ଧାର ହେଲେ ବୃଦ୍ଧ। କୂଅ ନିକଟରେ ବ୍ରସ କରୁଥିବା ସମୟରେ ଅସାବଧାନତା ଯୋଗୁ ଗୋଡ ଖସିଯାଇଥିଲା । ଆଉ ବୃଦ୍ଧ ଜଣକ କୂଅ ଭିତରକୁ ଖସିପଡ଼ିଥିଲେ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଜୟପୁର ଉମୁରି ଗାାଁରେ। ବୃଦ୍ଧଜଣକ ହେଉଛନ୍ତି ରୂପଧର ହାଲବା। ରୂପଧର କୂଅରେ ପଡିଯାଇଥିବା ବେଳ…

ଦିପୁ-ଓମ୍‌ ହତ୍ୟା ମାମଲା : କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ

କଟକ  : ଦିପୁ -ଓମ ହତ୍ୟା ମାମଲାରେ କୋର୍ଟରେ ହାଜର ହୋଇଛନ୍ତି । କଡା ସୁରକ୍ଷା ବଳୟ ମଧ୍ୟରେ ଉଭୟଙ୍କୁ କଟକ ଜିଲ୍ଲା ଓ ଦୌରାଜଜ୍ କୋର୍ଟରେ ହାଜର ହୋଇଛନ୍ତି ଡି ବ୍ରଦର୍ସ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ । ସୋମବାର ଏହି ମାମଲା କୋର୍ଟରେ ଶୁଣାଣି ହେବାର ଥିଲା । ମାତ୍ର କୋର୍ଟ ରେଫେରାନ୍ସ…

ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା: ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ପ୍ରଚାର କରିବେ ନବୀନ

 ଝାରସୁଗୁଡ଼ା :  ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ଘୋଷଣା କଲା ବିଜେଡି । ଉପ-ନିର୍ବାଚନ ପ୍ରଚାର ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କରିବେ ଉପ-ନିର୍ବାଚନ ପ୍ରଚାର । ତେବେ ୪୦ ଜଣିଆ ଷ୍ଟାର ପ୍ରଚାରକ…

ଆଖଣ୍ଡଳମଣି ବାବାଙ୍କ ବିବାହ ପାଇଁ ଉଠିଲା ଲଗ୍ନ ଥାଳ

ଭଦ୍ରକ : ୨ବର୍ଷ ପରେ ଭକ୍ତଙ୍କ ଗହଣରେ ଉଠିଲା ଆଖଣ୍ଡଳମଣିଙ୍କ ଶିବବିବାହ ପାଇଁ ଲଗ୍ନ ଥାଳ। ଚଳିତ ବର୍ଷ ବାବା ଆଖଣ୍ଡଳମଣିଙ୍କ ଶିବବିବାହ ଉତ୍ସବ ଆସନ୍ତା ଜୁନ ୪ତାରିଖରେ ମହା ଆଡମ୍ବର ସହ ପରିପାଳିତ ହେବ । ଏଥିପାଇଁ ପବିତ୍ର ଚନ୍ଦନପୂର୍ଣ୍ଣିମା ଅବସରରେ ପରମ୍ପରା ଅନୁଯାୟୀ ଲଗ୍ନ ଚିଟାଉ ଥାଳ ଉଠା…

ଖଡ଼ି ମାଟି ବିବାଦ , ପୁଣି ପୋଲିସ-ଗ୍ରାମବାସୀ ମୁହାଁମୁହିଁ

କୋରାପୁଟ  : ଖଡ଼ି ମାଟି ବିବାଦ । ପୋଲିସ-ଗ୍ରାମବାସୀ ମୁହାଁମୁହିଁ । ଜେସିବି ଓ ଟ୍ରକ ଉଦ୍ଧାର ପାଇଁ ପୋଲିସ ଯାଇଥିବା ବେଳେ ଉତ୍ତେଜନା । ପୁଣି ଥରେ କୋରାପୁଟ ଜିଲ୍ଲାର ଖଡିମାଟି ଖନନ ଅଞ୍ଚଳରେ ଦେଖା ଦେଇଛି ଉତେଜନା । ମୁହାଁମୁହିଁ ହୋଇଛନ୍ତି ପୋଲିସ-ଗ୍ରାମବାସୀ । ଲମତାପୁଟ ପରଜାଖୁଡୁବି…

ଖୁବଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ୱର: କଂଗ୍ରେସ ମହାସଚିବ ତଥା ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଝିଅ ପ୍ରିୟଙ୍କା ଗାନ୍ଧୀ ଭାଡ୍ରା ଖୁବଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ । ରାଜସ୍ଥାନ ଉଦୟପୁରରେ ଆୟୋଜିତ ଚିନ୍ତନ ଶିବିରରୁ ଫେରି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି । ବିମାନବନ୍ଦରରେ ଗଣମାଧ୍ୟମ…

[ଦେଖନ୍ତୁ ଭିଡିଓ] ମା’କୁ ପିଟି ପିଟି ହତ୍ୟା କଲା ପିଶାଚ ପୁଅ

ଅନୁଗୁଳ: ଟଙ୍କା ଆଗରେ ତୁଚ୍ଛ ହୋଇଛି ସମ୍ପର୍କ । ମା'କୁ ପିଟି ପିଟି ହତ୍ୟା କରିଛି ପିଶାଚ ପୁଅ । ଏଭଳି ଅଭାବନୀୟ ଘଟଣା ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ବାଗଡିଆ ଦେହୁରୀସାହିରେ ଦେଖିବାକୁ ମିଳିଛି । ମୃତକ ଜଣଙ୍କ ହେଲେ ଅବସରପ୍ରାପ୍ତ ଏଏନଏମ ବୀଣା ପାଣି ଦାଶ ବୋଲି ଜଣା ପଡିଛି । ବାଗଡିଆ…

ଖୋଲିବ ବରମୁଣ୍ଡା ଫାୟାର ପାର୍କ, ଲୋକେ ହେବେ ସଚେତନ

ଭୁବନେଶ୍ୱର: ବରମୁଣ୍ଡା ସ୍ଥିତ ‘ଫାୟାର ପାର୍କ’ ତଥା ଓଫଡ୍ରା (ଓଡ଼ିଶା ଫାୟାର ଆଣ୍ଡ୍ ଡିଜାଷ୍ଟର ରେସ୍ପନ୍ସ ଏକାଡେମୀ) ଆସନ୍ତା ଶନିବାର ମେ ୨୧ ଠାରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ । ଏନେଇ ଅଗ୍ନିଶମ ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି । ନୂଆ କରି ଯୋଗ ଦେଇଥିବା ମହାନିର୍ଦ୍ଦେଶକ ସନ୍ତୋଷ…