Latest Odisha News

BREAKING NEWS

Browsing Category

ସହର

City

ଗଞ୍ଜାମ ଏସପିଙ୍କ ଅଫିସ ଆଗରେ ଆତ୍ମାହୂତି ଦେଇଥିବା ଯୁବକଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଏସପିଙ୍କ ଅଫିସ ଆଗରେ ଆତ୍ମାହୂତ ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଗତକାଲି ରାତିରେ ସେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକ ହେଲେ ଛତ୍ରପୁର ବୋରିଗାଁର ବାଦଲ ସାହୁ…

‘ଜୁନ ସୁଦ୍ଧା ବ୍ରାହ୍ମଣୀ ନଦୀର ଛଅ ଲେନ କାମ ଶେଷ ହେବ’

ଭୁବନେଶ୍ୱର: ରାଉରକେଲାରୁ ବାଲୁଘାଟରେ ବ୍ରାହ୍ମଣୀ ନଦୀ ଉପରେ ତିଆରି ହେଉଥିିବା ଦ୍ୱିତୀୟ ସେତୁ ନିର୍ମାଣର 6ଟି ଲେନ୍ ମଧ୍ୟରୁ 3ଟି ଲେନ୍ ନିର୍ମାଣ କାମ ଆସନ୍ତା 15 ଦିନ ମଧ୍ୟରେ ଶେଷ ହେବ । ଜୁନ୍ ଶେଷ ସୁଦ୍ଧା ଛଅ ଲେନରୁ ତିନୋଟି ଲେନ୍ କାମ ଶେଷ ହେବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିରରେ ମହାପ୍ରଭୁ ନୃସିଂହଙ୍କ ଜନ୍ମନୀତି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ

ପୁରୀ : ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁ ନୃସିଂହଙ୍କ ଜନ୍ମନୀତି ପାଳିତ ହେବ । ଆଜି ସଂଧ୍ୟାଧୂପ ବଢିବା ପରେ ମହାପ୍ରଭୁ ନୃସିଂହଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଅନ୍ୟପଟେ ପରମ୍ପରା ଅନୁଯାୟୀ ଆଜିର ତିଥିରେ ରୂପକାର ସେବାୟତ ମାନେ କୋଣଗୁଜ ଅନୁକୂଳ…

[ଦେଖନ୍ତୁ ଭିଡିଓ] ଯୁବକଙ୍କ ଜୀବନ ବଞ୍ଚାଇଲେ ଅଗ୍ନିଶମ ବାହିନୀ: ୨୫ ଫୁଟ୍ ଗଭୀର କୁଅରୁ ସୁରକ୍ଷିତ ଉଦ୍ଧାର

ଢେଙ୍କାନାଳ : ଯୁବକଙ୍କ ଜୀବନ ବଞ୍ଚାଇଲେ ଅଗ୍ନିଶମ ବାହିନୀ। ସୁରକ୍ଷିତ ଭାବରେଏକ ଗଭୀର କୂଅରୁ ଯୁବକ ଜଣଙ୍କୁ ଉଦ୍ଧାର କରାଯାଇଛି। ଏହି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲାରେ। ଟାଉନ ଭିତରେ ଥିବା ରଗଡିସାହିର ହେଉଛନ୍ତି ଏହି ଯୁବକ ଜଣକ। ଯୁବକ ଜଣକ କୂଅ ନିକଟରେ ଗ।ଧୋଉଥିବା ସମୟରେ…

[ଦେଖନ୍ତୁ ଭିଡିଓ] ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଆକ୍ରମଣ ଘଟଣା: କାର୍ଯ୍ୟାନୁଷ୍ଠାନ ଦାବିରେ ଗଣମାଧ୍ୟମ ପ୍ରତିନିଧିଙ୍କ…

ନୂଆପଡ଼ା: ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଆକ୍ରମଣ ଘଟଣା ବଢିଚାଲିଛି। ଯାହାକୁ ନେଇ ବହୁବାର ପ୍ରତିରୋଧ କରାଯାଉଥିଲେ ବି ଏହାର କୌଣସି ହାଲ ବାହାରିପାରିନି। ଏବେ ପୁଣି ନିକଟରେ ଜଣେ ନୂଆପଡ଼ାର ଗଣମାଧ୍ୟମ ପ୍ରତିନିଧି ରବିକାନ୍ତ ଠେଲାଙ୍କୁ ଆକ୍ରମଣ  କରାଯାଇଥିଲା। ।  ଘଟଣାର ଖୁବଶିଘ୍ର…

ସମ୍ବଲପୁରର ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା ଗିରଫ

ସମ୍ବଲପୁର: ସମ୍ବଲପୁରର ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା ଗିରଫ । ଗତକାଲି ଭିଜିଲାନ୍ସ ଜାଲରେ ପଡ଼ିଥିବା ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନା ଧରାପଡ଼ିଥିଲେ ।  । ଜଣେ ସରକାରୀ ଅଧିକାରୀଙ୍କ ମାମଲା ରଫାଦଫା କରିଦେବା ପାଇଁ ବରଗଡ଼ର ମୁକେଶ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଜରିଆରେ ଭିଜିଲାନ୍ସ…

ବୁଦ୍ଧପୂର୍ଣ୍ଣିମା ଓ ସାବିତ୍ରୀ ଅମାବାସ୍ୟା ପାଇଁ ୧୬ ଏବଂ ୩୦ ତାରିଖରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ବର: ଆସନ୍ତା ବୁଦ୍ଧ ପୂର୍ଣ୍ଣିମା ଓ ସାବିତ୍ରୀ ଅମାବାସ୍ୟାକୁ ଦୃଷ୍ଟିରେ ରଖି ୧୬ ଏବଂ ୩୦ ତାରିଖ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଚଳିତବର୍ଷ ୭୦ ପ୍ରତିଶତ ଛାତ୍ରଛାତ୍ରୀ ସ୍କୁଲ ଆସିଥିବା ବେଳେ ୩୦ ପ୍ରତିଶତ ପିଲା ସ୍କୁଲ ଆସିନାହାନ୍ତି । ୧୦୦…

ପୁରୀରୁ ୩କୋଟି ଟଙ୍କାର ବ୍ରାଉନସୁଗାର ଜବତ : ମାଷ୍ଟରମାଇଣ୍ଡ ସମେତ ୩ଜଣ ଗିରଫ

ପୁରୀ : ପୁରୀ ମଙ୍ଗଳାଘାଟ ଅଞ୍ଚଳରୁ ୩ କିଲୋର ବ୍ରାଉନ ସୁଗାର ଜବତ ଘଟଣା । ଏହି ଘଟଣାରେ ସମ୍ପୃକ୍ତ ୩ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ହୋଇଥିବା ୩ଜଣ କଣାସ ଅଞ୍ଚଳର ହୋଇଥିବା ବେଳେ ଏମାନେ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ଥିଲେ । ୩ଜଣଙ୍କ ଭିତରୁ ନଣ୍ଡା ଓରଫ ସୁଶାନ୍ତ ଏହି ଘଟଣାର…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା INTACH । ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଦାବି କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଭକ୍ତଙ୍କ…

ରାୟଗଡା ଅବକାରୀ ଅଧୀକ୍ଷକ ନିନା ବେଉରା ଗିରଫ :୬ ଲକ୍ଷ ନେଇ ଆସୁଥିବା ବେଳେ ଧରିଲା ଭିଜିଲାନ୍ସ

ରାୟଗଡା  : ରାୟଗଡା ଅବକାରୀ ଅଧୀକ୍ଷକ ନିନା ବେଉରା ଗିରଫ । ରାୟଗଡାରୁ ଭୁବନଶ୍ୱେରକୁ ଆସିବା ସମୟରେ ଗିରଫ ହୋଇଛନ୍ତି । ଅବକାରୀ ଅଧୀକ୍ଷକ ନିନାଙ୍କ ଠାରୁ ୬ଲକ୍ଷ ଟଙ୍କା ଜବତ କରାଯାଇଛି । ଟଙ୍କା ସମ୍ପର୍କରେ ପଚାରିବାରୁ ନିନା ସନ୍ତୋଷଜନକ ଉତ୍ତର ହେଇପାରି ନଥିଲେ । ନିନା ଏବଂ ସମ୍ପର୍କୀୟଙ୍କ…