Latest Odisha News

BREAKING NEWS

Browsing Category

ସହର

City

ସାମ୍ନାକୁ ଆସିଲା ଯୁବ ବ୍ୟବସାୟୀଙ୍କ ଆତ୍ମହତ୍ୟା ପୂର୍ବର ଭିଡିଓ

ରାଉରକେଲା:  ଭିଡିଓ କରି କାରଣ ଜଣାଇବା ପରେ ଆତ୍ମହତ୍ୟା କଲେ ଯୁବ ବ୍ୟବସାୟୀ । ପାରିବାରିକ କଳହ ଏବଂ ସ୍ୱାମୀ-ସ୍ତ୍ରୀ ମଧ୍ୟରେ ବିବାଦର ପରିଣାମ କେତେ ସାଂଘାତିକ ହୋଇପାରେ, ତାହାର ଏକ ଚିତ୍ର ସାମ୍ନାକୁ ଆସିଛି । ଜାମସେଦପୁରର ଏକ ୭ ମହଲା ଘରର ଛାତ ଉପରୁ ଡେଇଁ ଆତ୍ମହତ୍ୟା କରିଛନ୍ତି…

[ଦେଖନ୍ତୁ ଭିଡିଓ] ୨ ମହଲା ବିଲଡିଂରେ ଲାଗିଲା ନିଆଁ, ୭ ଜଣ ଜୀବନ୍ତ ଦଗ୍ଧ

ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ଗୋଟିଏ ଦୁଇ ମହଲା ବିଲଡିଂରେ ଆଜି ଭୋର ସମୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ନିଆଁରେ ପୋଡ଼ି ହୋଇ ୭ ଜଣଙ୍କ ଜୀବନ ଯାଇଥିବା ବେଳେ ଅଗ୍ନିଶମ ବାହିନୀର ସଦସ୍ୟମାନେ ୯ ଜଣଙ୍କୁ ଉଦ୍ଧାର କରିଛନ୍ତି । ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ରହିଥିବା ଜଣାପଡ଼ିଛି।…

ଆସନ୍ତା ୧୦ରେ ବଡ଼ ଧରଣର ବର୍ଷା, ପବନ ସମ୍ଭାବନା କମ୍-IMD

 ଭୁବନେଶ୍ୱର:  ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ଆସନ୍ତାକାଲିଠାରୁ ପବନର ବେଗ ବଢ଼ିବ । କାଲି ଘଂଟା ପ୍ରତି ୫୫ରୁ ୬୫ କି.ମି. ବେଗରେ ପବନ ବହିପାରେ । ଯାହାର ଝଟକା ୭୫ କି.ମି ପର୍ଯ୍ୟନ୍ତ ହୋଇପାରେ । ୯ ତାରିଖରେ ଘଂଟା ପ୍ରତି ୬୫-୭୫ କି.ମି ବେଗରେ ପବନ ବହିବା…

ପୁଣି ୫୦ ଟଙ୍କା ବଢ଼ିଲା ଘରୋଇ ଗ୍ୟାସ ସିଲିଣ୍ଡର ଦାମ୍

ଭୁବନେଶ୍ୱର: ସାଧାରଣ ଲୋକଙ୍କୁ ପୁଣି ଝଟକା । ରୋଷେଇ ଘରେ ମହଙ୍ଗା ମାଡ଼ । ଆହୁରି ୫୦ ଟଙ୍କା ବଢ଼ିଲା ଘରୋଇ ଗ୍ୟାସ ସିଲିଣ୍ଡର ଦାମ୍ । ଆଜିଠୁ ଏହି ନୂଆ ଦର ଲାଗୁ ହୋଇଛି । ନୂଆ ଦର ଲାଗୁ ହେବା ପରେ ଘରୋଇ ସିଲିଣ୍ଡର ଦର ୯୯୯.୫୦ ଟଙ୍କା ହୋଇଛି । ଏହା ପୂର୍ବରୁ ୨୦୨୨ ମାର୍ଚ୍ଚରେ ଘରୋଇ…

ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ : ପ୍ରବଳ ବର୍ଷା ନେଇ ନେଇ ଆଲର୍ଟ ଜାରି

ଭୁବନେଶ୍ୱର:  ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ । ଆସନ୍ତାକାଲି ସଂଧ୍ୟା ସଂଧ୍ୟା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ…

ବାତ୍ୟାର କେନ୍ଦ୍ର ଓଡ଼ିଶା ଠାରୁ ୨୦୦ କିଲୋମିଟର ଦୂରରେ ରହିବ: ଆଇଏମଡି ଡିଜି

ଭୁବନେଶ୍ୱର: ସମୁଦ୍ର ବେଳାଭୂମି ସମେତ ସମୁଦ୍ର ଭିତରକୁ ପ୍ରବେଶ ନ କରିବାକୁ ଆଇଏମଡି ଡିଜି ପରାମର୍ଶ ଦେଇଛନ୍ତି । ଆସନ୍ତା ୮ତାରିଖ ସନ୍ଧ୍ୟା ସୁଦ୍ଧା ମତ୍ସ୍ୟଜୀବୀ ଟ୍ରଲର ଓ ସମୁଦ୍ର କୁଳ ବେଳାଭୁମିରେ ବୁଲାବୁଲି କରିବାକୁ ମନା କରି ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ…

୭.୨୧ କୋଟି ଟଙ୍କାର ମାଲିକ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତ ଗିରଫ

ଭୁବନେଶ୍ବର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି କଳାରାହାଙ୍ଗ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କୁ ଭିଜିଲାନ୍ସ ଗିରଫ କରିଛି। ଏଲ୍‌ଆଇଙ୍କ ୯୧ଟି ପ୍ଲଟ ସହ ୭ କୋଟି ୨୧ ଲକ୍ଷ ଟଙ୍କାର ସଂପତ୍ତି କାଲି ଠାବ ହୋଇଥିଲା । ଭିଜିଲାନ୍ସ ବିଭାଗକୁ ସୂଚନା ମିଳିଛି ଯେ, ଶ୍ରୀ ରାଉତଙ୍କ ଆୟ…

[ଦେଖନ୍ତୁ ଭିଡିଓ] ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର ! ଗଛମୂଳେ ପ୍ରସବ କଲେ ମହିଳା

ଢ଼େଙ୍କାନାଳ : ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଯେତେ ଡିଣ୍ଡିମ ପିଟିଲେ ବି ବାସ୍ତବ ଚିତ୍ର କିନ୍ତୁ ଭିନ୍ନ ରହିଛି ।  ଆଜି ବି ରାଜ୍ୟର ଅନେକ ଗାଁରେ ଚିକିତ୍ସା ସୁବିଧା ନାହିଁ । କେଉଁଠି ହସ୍ପିଟାଲ ନାହିଁ ତ କେଉଁଠି ହସ୍ପିଟାଲ ଥିଲେ ଡାକ୍ତର ନାହାନ୍ତି…

[ଦେଖନ୍ତୁ ଭିଡିଓ] ପୁରୀ ଏମାର ମଠରୁ ରାମାନୁଜାଚାର୍ଯ୍ୟଙ୍କ ମୂଲ୍ୟବାନ ମଙ୍ଗଳଗିରି ତୋରଣ ଗାଏବ !

ପୁରୀ : ପୁରୀ ଏମାର ମଠରୁ ରାମାନୁଜାଚାର୍ଯ୍ୟଙ୍କ ମୂଲ୍ୟବାନ ମଙ୍ଗଳଗିରି ତୋରଣ ଗାଏବ ହୋଇ ଥିବା ଅଭିଯୋଗ ହୋଇଛି। ଏହାର ଉଚ୍ଚତା ସାଢ଼େ ୩ଫୁଟ ଏବଂ ଓଜନ ୩ କିଲୋଗ୍ରାମରୁ ଅଧିକ ହେବ। ଗୁରୁବାର ରାମାନୁଜାଚାର୍ଯ୍ୟଙ୍କ ଜୟନ୍ତୀ ଶୋଭାଯାତ୍ରା ପାଇଁ ମଙ୍ଗଳଗିରି ତୋରଣ ଖୋଜିବା ବେଳେ ଏଭଳି ଘଟଣା ପଦାକୁ…

ପ୍ରଫେସର ଗୀତାଞ୍ଜଳି ଦାଶ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ନୂଆ କୁଳପତି

ଭୁବନେଶ୍ବର: ପ୍ରଫେସର୍ ଗୀତାଞ୍ଜଳି ଦାଶ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର କୁଳପତି ନିଯୁକ୍ତ ହୋଇଛନ୍ତି । ଓଡ଼ିଶା ୟୁନିଭର୍ସିଟି ଆକ୍ଟ ୧୯୮୯ର ଧାରାରେ ଦିଆଯାଇଥିବା କ୍ଷମତାର ବ୍ୟବହାରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ବ୍ରହ୍ମପୁର ବିଶ୍ବବିଦ୍ୟାଳୟର କୁଳପତି ଭାବେ…