Latest Odisha News

BREAKING NEWS

Browsing Category

ସହର

City

[ଦେଖନ୍ତୁ ଭିଡିଓ] କାଠମାଣ୍ଡୁ ନାଇଟ୍ କ୍ଲବରେ ରାହୁଲ ଗାନ୍ଧୀ : ଭିଡିଓ ଜାରି କରି ଘେରିଲା ବିଜେପି

ଦିଲ୍ଲୀ : ମଙ୍ଗଳବାର ଦିନ ଏକ ବିଦେଶୀ ନାଇଟ୍ କ୍ଲବରେ ଦେଖିବାକୁ ମିଳିଛନ୍ତିି କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ । ଏକ ନାଇଟ କ୍ଲବ ପବରେ ରାହୁଲଙ୍କୁ ଜଣେ ନେପାଳି ବାନ୍ଧବୀଙ୍କ ସହ ଦେଖିବାକୁ ମିଳିଛି । ତାଙ୍କର ଏହି ଭିଡିଓ ସାମ୍ନାକୁ ଆସିବା ପରେ ରାହୁଲ ଗାନ୍ଧୀଙ୍କୁ ଘେରିଛି ବିଜେପି । ଏହି…

ଇଞ୍ଜିନିୟରିଂ କଲେଜରୁ ୯୭ଲକ୍ଷ ଟଙ୍କା ହଡପ ଘଟଣା, ପ୍ରେମିକ ବିକାଶକୁ ଝାଡଖଣ୍ଡରୁ ବାନ୍ଧିଲା ପୋଲିସ

ଭୁବନେଶ୍ବର: ଘରୋଇ ଇଞ୍ଜିନିୟରିଂ କଲେଜରୁ ୯୭ଲକ୍ଷ ଟଙ୍କା ହଡପ ଘଟଣା । ଅଭିଯୁକ୍ତ ପ୍ରେମିକ ବିକାଶ କୁମାରକୁ ଗିରଫ କଲା ତମାଣ୍ଡୋ ଥାନା ପୋଲିସ । ଝାଡଖଣ୍ଡରୁ ଅଭିଯୁକ୍ତ ବିକାଶ ଗିରଫ ପରେ  ଆଜି କୋର୍ଟ ଚାଲାଣ କରାଯିବ । ପୂର୍ବରୁ ବିକାଶଙ୍କ ପ୍ରେମିକା ପାୟଲ ମହାପାତ୍ର ଗିରଫ ହୋଇଥିଲେ ।…

କେଉଁଠି ରହିବେ କଟକର ଡେପୁଟି ମେୟର ଦମୟନ୍ତୀ ମାଝୀ ?

କଟକ: କଟକ ଡେପୁଟି ମେୟର ଦମୟନ୍ତୀ ମାଝୀଙ୍କ ଘରେ ଲାଗିଲା ଉଚ୍ଛେଦ ନୋଟିସ୍ । କଟକ ଜଗତପୁରରେ ରହୁଥିବା ଦମୟନ୍ତୀଙ୍କ ଘରେ ନୋଟିସ୍ ଲଗାଇଛି ଇଡକୋ । ଜଗତପୁରର ଯେଉଁ ବସ୍ତିରେ ସେ ପରିବାର ସହ ରହୁଥିଲେ ସେଠାରୁ ହଟି ଯିବା ପାଇଁ ଇଡକୋ ପକ୍ଷରୁ ନୋଟିସ୍ ଜାରି କରାଯାଇଛି । ମେ ୧୦ ତାରିଖ ସୁଦ୍ଧା…

ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ପବିତ୍ର ଅକ୍ଷୟ ତୃତୀୟ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଏକ ଟ୍ବିଟ୍‌ କରି ‌ଲେଖିଛନ୍ତି, ‘ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ…

ବରିଷ୍ଠ ବିଜେପି ନେତା ବିଜୟ ପ୍ରଧାନଙ୍କ ପରଲୋକ

କେନ୍ଦ୍ରାପଡ଼ା: ବିଜେପି ବରିଷ୍ଠ ନେତା ତଥା ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ବିଜୟ ପ୍ରଧାନଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ତାଙ୍କ ବିୟୋଗ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା ।…

ଗନ୍‌ ପଏଣ୍ଟରେ ଲୁଟ୍‌: ଫାୟାରିଂ କରି ସୁନା ଦୋକାନୀଙ୍କଠୁ ବ୍ୟାଗ୍‌ ଛଡ଼ାଇ ନେଲେ ଦୁର୍ବୃତ୍ତ

ଭୁବନେଶ୍ୱର : ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ୱର। କେତେବେଳେ ମର୍ଡର ତ ଆଉ କେତେବେଳେ ଲୁଟ୍‌ପାଟ୍‌ କରି ଲୋକଙ୍କୁ ଭୟଭୀତ କରି ରଖିଛନ୍ତି ଦୁର୍ବୃତ୍ତ। ଏବେ ଲୁଟେରାଙ୍କ ଟାର୍ଗେଟ୍‌ରେ ସୁନା ଦୋକାନୀ। ରାତିରେ ଦୋକାନ ବନ୍ଦ କରି ଘରକୁ ଫେରିବା ବେଳେ ଟାର୍ଗେଟ୍‌ କରି ଲୁଟ୍ କରୁଛନ୍ତି।…

ଆଜି ପବିତ୍ର ଅକ୍ଷୟ ତୃତୀୟା:ଅଖିମୁଠି ଅନୁକୂଳ କରିବ ଚଷା ପୁଅ

 ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥାନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମାଆ ଲକ୍ଷ୍ମୀ…

ଶାସକ ଦଳର ବିଧାୟକଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର: ଯୁବତୀଙ୍କୁ ଯୌନ ନିର୍ଯାତନା। ଝରିଗାଁ ବିଧାୟକ ପ୍ରକାଶ ମାଝୀଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ। ରାଜଧାନୀ ସ୍ଥିତ ଖଣ୍ଡଗିରି ଥାନାରେ ଯୁବତୀ  ଜଣଙ୍କ ବିଜେଡି ବିଧାୟକଙ୍କ ନାଁରେ ଏତଲା ଦେଇଥିବା ସୂଚନା ରହିଛି। ନବରଙ୍ଗପୁର ଝରିଗାଁ ବିଧାୟକ ପ୍ରକାଶ ମାଝି…

AIIMS ଭୁବନେଶ୍ୱରରେ ସଫଳ ବୁଢ଼ା ଆଙ୍ଗୁଳି ପ୍ରତିରୋପଣ

ଭୁବନେଶ୍ୱର : AIIMS ଭୁବନେଶ୍ୱରରେ ସଫଳ ବୁଢ଼ା ଆଙ୍ଗୁଳି ପ୍ରତିରୋପଣ ଛି । AIIMS  ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ଛିଡ଼ିଯାଇ ଅଲଗା ହୋଇଯାଇଥିବା ବାମ ହାତ ବୁଢ଼ା ଆଙ୍ଗୁଳିକୁ ସଫଳତାର ସହିତ ପୁନର୍ବାର ଯୋଡ଼ା ଯାଇଛି । ବର୍ଣ୍ଣ‌୍‌ସ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଆସୋସିଏଟ୍ ପ୍ରଫେସର ଡ. ସଞ୍ଜୟ…

କୋରାପୁଟରେ ପୁଲିସକୁ ମାଡ଼ ! ଅଳ୍ପକେ ବର୍ତ୍ତିଲେ ନନ୍ଦପୁର ଥାନା ଇନ୍ସପେକ୍ଟର

କୋରାପୁଟ : କୋରାପୁଟ ଜିଲ୍ଲା ନନ୍ଦପୁର ଥାନା ଲମତାପୁଟ ତହସିଲ ହାଟଶୁକୁରେ ପୁଲିସ ଉପରେ ରବିବାରଦିନ  ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ପୁଲିସ ୨ ଜଣଙ୍କୁ ଅଟକ ରଖି ପଚରା ଉଚୁରା କରୁଛି । ଚିନାମାଟି ଖଣି ଅଂଚଳକୁ ପୁଲିସ  ଗସ୍ତ କରିଥିବାବେଳେ ଲୋକେ ତାହାର ପ୍ରବଳ ବିରୋଧ…