Latest Odisha News

BREAKING NEWS

Browsing Category

ସହର

City

ପଶ୍ଚିମବଙ୍ଗରେ ହିଂସା କରି ଲୁଚିଥିଲା ଭୁବନେଶ୍ୱରରେ, ଉଠାଇନେଲା ଏନଆଇଏ

ଭୁବନେଶ୍ୱର: ପଶ୍ଚିମବଙ୍ଗର ବୀରଭୂମ ହିଂସା ମାମଲାର ଅପରାଧୀ ଲୁଚିଥିଲା ଓଡ଼ିଶାରେ । ଏବେ ନ୍ୟାଶନାଲ ଇନଭେଷ୍ଟିକେସନ ଏଜେନ୍ସି ବା ଏନ୍ଆଇଏ ଭୁବନେଶ୍ୱରରୁ ଦୁଇ ଅଭିଯୁକ୍ତଙ୍କୁ ଚିହ୍ନଟ କରି ଉଠାଇ ନେଇଛି। କଟକର ଏବଂ ଭୁବନେଶ୍ୱରରେ ଏନ୍ଆଇଏର ଦୁଇଟି ଟିମ୍ ଚଢ଼ଉ କରିଥିବା ସୂଚନା ରହିଛି। ମିଳିଥିବା…

ଶ୍ରମିକଙ୍କ ପାଇଁ ଖୁସି ଖବର, ବଢ଼ିଲା ମହଙ୍ଗା ଭତ୍ତା

ରାଜ୍ୟ ସରକାର ଶ୍ରମିକଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ରାଜ୍ୟର ୮୯ଟି କ୍ଷେତ୍ରରେ ଶ୍ରମିକଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି ହୋଇଛି। ମହଙ୍ଗା ଭତ୍ତା ୧୧ ଟଙ୍କା ଲେଖାଏ ବୃଦ୍ଧି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏପ୍ରିଲ ପହିଲାରୁ ପିଛିଲା ଭାବେ ଲାଗୁ କରିବାକୁ ଘୋଷଣା ହୋଇଛି।…

ପ୍ରି-ଆକ୍ଟିଭେଟ ସିମରେ ଠକେଇ ଘଟଣାରେ ତନାଘନା, ଢ଼େଙ୍କାନାଳରୁ ୩ ଜଣଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

କଟକ:  ଗୋଟିଏ ସିମ୍ ବିକ୍ରି କଲେ ମିଳୁଥିଲା ୪ ଶହ ଟଙ୍କା । ସିମ୍‌ ବିକ୍ରି ପାଇଁ ସୋସିଆଲ୍ ମିଡିଆରେ ଗ୍ରୁପ୍‌ ହୋଇଥିଲା । ଦେଶବ୍ୟାପୀ ଲମ୍ବି ଥିଲା ନେଟ୍‌ୱର୍କ। କ୍ରାଇମବ୍ରାଞ୍ଚର ସାଇବର ଟିମ୍ ଫ୍ରଡ୍ ସିମ୍ ଗ୍ୟାଙ୍ଗର ପର୍ଦ୍ଦାଫାସ କରି ଏଭଳି ସୂଚନା ଦେଇଛି । ମୁଖ୍ୟ ଅଭିଯୁକ୍ତ ଦୁଷ୍ମନ୍ତ…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିରରେ ଅଘଟଣ, ସିଂହଦ୍ୱାର ଗୁମୁଟରୁ ଡେଇଁ କିନ୍ନର ମୃତ

ପୁରୀ: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଅଭାବନୀୟ ଘଟଣା । ସିଂହଦ୍ୱାର ଗୁମୁଟ ଉପରୁ ଡେଇଁ କିନ୍ନରଙ୍କ ଆତ୍ମହତ୍ୟା। ଆତ୍ମହତ୍ୟା କରିଥିବା କିନ୍ନର ଜଣକ ହେଉଛନ୍ତି ନିମାପଡା ଗଡଇଟା ପୋଖରୀ ଗ୍ରାମର ବଳରାମ ରାଉତ । ଆଜି ମଧ୍ୟାହ୍ନ ସମୟରେ ଏହି ଘଟଣା ଘଟିଥିବା ବେଳେ ପୋଲିସ ଉକ୍ତ…

[ଦେଖନ୍ତୁ ଭିଡିଓ] ଦୁର୍ଦ୍ଦାନ୍ତ ମାଓବାଦୀ ଲାଳସୁ ଲାପକାର ଆତ୍ମସମର୍ପଣ

କଳାହାଣ୍ଡି  : ଦୁର୍ଦ୍ଦାନ୍ତ ମାଓବାଦୀ ଲାଳସୁ ଲାପକାର ଆତ୍ମସମର୍ପଣ । କଳାହାଣ୍ଡି ଏସ୍‌ପି ଏମ୍‌ ଶ୍ରବଣା ବିବେକ ଏବଂ ଡିଆଇଜିଙ୍କ ଉପସ୍ଥିତିରେ କଲେ ଆତ୍ମସମର୍ପଣ । ଲାଳସୁ ବହୁ ହିଂସାକାଣ୍ଡରେ ସାମିଲ ଥିବା ସୂଚନା । ଖବର ଅନୁଯାୟୀ, ମାଓବାଦୀ ଲାଳସୁର ବୟସ ୩୦ ବର୍ଷ ହୋଇଥିବା ବେଳେ ୨୦୦୯…

[ଦେଖନ୍ତୁ ଭିଡିଓ] ଆଚାର୍ଯ୍ୟ ହରିହର କ୍ୟାନ୍ସର ଚିକିତ୍ସାଳୟରେ ସମସ୍ୟା: ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର : ଚଳିତ ବର୍ଷ ସମଗ୍ର ରାଜ୍ୟରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଛି । ଯାହା ଫଳରେ ଲୋକେ ଅସୁବିଧାର ସମ୍ମୁଖିନ ହେଉଛନ୍ତି । କଟକର ଆଚାର୍ଯ୍ୟ ହରିହର କ୍ୟାନ୍ସର ଚିକିତ୍ସାଳୟରେ ମଧ୍ୟ ଅନେକ ଅବ୍ୟବସ୍ଥା ରହିଛି । ରୋଗୀ ମାନଙ୍କ ପାଇଁ ବ୍ୟବସ୍ଥା ତ ଦୁର କଥା ସେମାନଙ୍କ ପାଇଁ…

ଶ୍ରୀମନ୍ଦିରରେ ଘଟିଛି ବଡ଼ ଅଘଟଣ: ଗୁମୁଟରୁ ପଡ଼ି ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ : ଶ୍ରୀମନ୍ଦିରରେ ଘଟିଛି ବଡ଼ ଅଘଟଣ। ଗୁମୁଟରୁ ପଡ଼ି ଜଣେ ମହିଳାଙ୍କର ମୃତ୍ୟୁ ହୋଇଯାଇଛି। ମହିଳା ଶ୍ରଦ୍ଧାଳୁ ଜଣକ ପୁରୀ ଦର୍ଶନ କରିବାକୁ ଆସିଥିବା ବେଳେ ଦର୍ଶନ ସମୟରେ ଏହି ଅଘଟଣ ଘଟିଛି। ଗୁମୁଟରୁ ପଡ଼ିଯାଇଥିବା ବେଳେ ମହିଳା ଶ୍ରଦ୍ଧାଳୁଙ୍କ ମୁଣ୍ଡରେ ଆଘାତ ଲାଗିଛି। ମୁଣ୍ଡରୁ ଅତ୍ୟଧିକ…

ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହେଲେ ଦେବଗଡ଼ ବିଧାୟକ

ଭୁବନେଶ୍ୱର : ବିଡିଓଙ୍କୁ ମାଡ଼ ମାରି ଗିରଫ ହେଲେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ । ତିଲେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଭୁବନେଶ୍ୱର କ୍ୱାର୍ଟର୍ସରୁ ଗିରଫ କରିଛି ଦେବଗଡ଼ ପୋଲିସ୍ । ଅନ୍ୟ ଦୁଇ ଜଣ ସହଯୋଗୀ…

ଆଜିଠୁ ୩ ମାସ ଭିତରକନିକା ବନ୍ଦ

ଆଜିଠାରୁ ଜୁଲାଇ ୩୧ ତାରିଖ ଯାଏ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଏହି ସମୟରେ କୁମ୍ଭୀରମାନେ ବସା କରିବା ସହ ଅଣ୍ଡା ଦେଇଥାନ୍ତି। ଅଣ୍ଡାକୁ ଶତ୍ରୁମାନଙ୍କ କବଳରୁ ରକ୍ଷା କରିବା ପାଇଁ ସେମାନେ ହିଂସ୍ର ହୋଇପଡ଼ନ୍ତି। ତେଣୁ ପର୍ଯ୍ୟଟକ ଓ କୁମ୍ଭୀରମାନଙ୍କ ସୁରକ୍ଷାକୁ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ ପାଇଁ ପୁରୀରେ ASI ଟିମ୍

ପୁରୀରେ ଉଚ୍ଚସ୍ତରୀୟ ASI ଟିମ୍ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ ପାଇଁ ପୁରୀ ଆସିଛନ୍ତି ASI ଟିମ୍ । ଆଞ୍ଚଳିକ ନିର୍ଦ୍ଦେଶକଙ୍କ ନେତୃତ୍ୱରେ ଉଚ୍ଚସ୍ତରୀୟ ଟିମ୍ ପୁରୀ ଆସିଛି । OBCC ଓ ଟାଟା ପ୍ରୋଜେ କର୍ତ୍ତୃପକ୍ଷଙ୍କ ସହ ଜିଲ୍ଲାପାଳ ମଧ୍ୟ ଅଛନ୍ତି । ଶ୍ରୀମନ୍ଦିର ପରିକ୍ରମା…