Latest Odisha News

BREAKING NEWS

Browsing Category

ସହର

City

ପୁରୀ ବେଳାଭୂମିରେ ବିଚ୍ କନେକ୍ଟ କାର୍ଯ୍ୟକ୍ରମ

ପୁରୀ : ପୁରୀରେ ବିଚ୍ କନେକ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ। ଦୂରଦୂରାନ୍ତରୁ ପୁରୀ ଆସୁଥିବା ପର୍ଯ୍ୟଟକ, ସ୍ଥାନୀୟ ବାସିନ୍ଦା ଓ ସମୁଦ୍ର କୂଳ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା କରିବା ପାଇଁ ଆଜି ସ୍ବର୍ଣ୍ଣାଭ ବେଳାଭୂମିରେ ଅନୁଷ୍ଠିତ ହୋଇଛି ବିଚ୍ କନେକ୍ଟ କାର୍ଯ୍ୟକ୍ରମ ।…

ରୋଗୀ ନେଇ ବାଲେଶ୍ୱରରୁ କଟକ ଆସୁଥିବା ବେଳେ ଦୁର୍ଘଟଣା : ୩ ମୃତ,୨ ଗୁରୁତର

ଯାଜପୁର : ଗୁରୁତର ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ । ରୋଗୀ, ଆମ୍ବୁଲାନ୍ସ ଡ୍ରାଇଭର ଓ ସହଯୋଗୀ ଜୀବନ ହରାଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ଏନ୍ଏଚ୍ ୧୬ ଯାଜପୁର ବଡ଼ଚଣା ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଆମ୍ବୁଲାନ୍ସଟି ଏକ ଟ୍ରକକୁ ପଛପଟୁ ଧକ୍କା…

ତିନି ଶିଶୁଙ୍କୁ ହତ୍ୟା କରି କୂଅରେ ଫିଙ୍ଗି ଦେଲା ବାପା

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା କୋଇଡା ଥାନାର କମଣ୍ଡ ନିକଟ କୁଲାମୁଣ୍ଡା ସାହିରେ ଅଭାବନୀୟ ଘଟଣା।  ମଦ ଉଜାଡିଦେଇଛି ସଂସାର ।  ନିଜର ତିନି ନିଷ୍ପାପ ଶିଶୁକୁ ହତ୍ୟା କରି କୂଅରେ ଫିଙ୍ଗି ଦେଇଛି ବାପା।  ଗତକାଲି ପାଣ୍ଡୁ ମୁଣ୍ଡା ମଦ ପିଇ ରାତିରେ ଘରକୁ ଫେରିବା ପରେ ନିଜ ସ୍ତ୍ରୀ ଧୁବଲି…

ଅଣ୍ଡା ଫୁଟିବା ପରେ ସମୁଦ୍ର ମୁହାଁ ହଜାର ହଜାର କଇଁଛ ଛୁଆ

ଅସ୍ତରଙ୍ଗ ଅଣ୍ଡା ଫୁଟିବା ପରେ ଏବେ ସମୁଦ୍ର ମୁହାଁ ଅଲିଭ୍ ଅଲିଭ୍ ରିଡ୍‌ଲେ । ହଜାର ହଜାର କଇଁଛ ଶାବକ ସମୁଦ୍ରକୁ ଫେରି ଯାଉଛନ୍ତି । ଚଳିତ ବର୍ଷ ଅନୁକୁଳ ପାଗ ଯୋଗୁଁ ରେକର୍ଡ ସଂଖ୍ୟକ ଅଲିଭ୍ ରିଡଲେ ଅଣ୍ଡାଦାନ କରିବା ସହ ପ୍ରଜନନ ପ୍ରକ୍ରିୟା ସରିଛି । ଏବେ ଅଣ୍ଡାରୁ ଛୁଆ ହେବା ପରେ ସମୁଦ୍ରକୁ…

[ଦେଖନ୍ତୁ ଭିଡିଓ] ପଶୁପକ୍ଷୀଙ୍କ ପ୍ରେମରେ ହିମାଂଶୁ : ଗ୍ରୀଷ୍ମପ୍ରବାହରେ ବି କରୁଛନ୍ତି ସେବା

ଢେଙ୍କାନାଳ : ପଶୁପକ୍ଷୀଙ୍କ ପ୍ରେମରେ ହିମାଂଶୁ ,  ଜଣେ ଯୁବକ ଯିଏ ପଶୁପକ୍ଷୀଙ୍କ ପ୍ରେମରେ ଅନ୍ଧ । ଯାହାଙ୍କ ଅନାବିଳ ଭଲ ପାଇବାର ନିଦର୍ଶନ ସମାଜର ଚିତ୍ରପଟରେ ପ୍ରତିଫଳିତ । ସେ ଚାକିରୀ ଜୀବନର ଅବସର ସମୟରେ ନିଜ ହାତରୁ ଖର୍ଚ୍ଚ କରି ପଶୁପକ୍ଷୀଙ୍କ ସେବାରେ ଲାଗି ପଡିଛନ୍ତି । ଆଉ ତାଙ୍କର ଏହି…

ପଶୁ ଚିକିତ୍ସାଳୟରେ ପ୍ରଥମ ରୋଗୀ ଭାବେ ଚିକିତ୍ସିତ ହେଲା ହନୁ

ଭୁବନେଶ୍ୱର : ପଶୁ ଚିକିତ୍ସାଳୟରେ ପ୍ରଥମ ରୋଗୀ ଭାବେ ଚିକିତ୍ସିତ ହେଲା ହନୁ ।  ସୋଆ ସହରାଞ୍ଚଳ ପଶୁ ଚିକିତ୍ସାଳୟରେ ପ୍ରଥମ ରୋଗୀ ଭାବେ ଚିକିତ୍ସିତ ହୋଇଛି ହନୁ ମାଙ୍କଡ଼ଟିଏ । ଏ ମାଙ୍କଡ଼କୁ କେହି ଆଣିନଥିଲେ । ସେ ନିଜେ ହିଁ ଚାଲି ଆସିଥିଲା ହସ୍ପିଟାଲକୁ ।  ଡାକ୍ତରଙ୍କୁ ଦେଖି ହାତ ଧରି…

ଏପ୍ରିଲରେ ଡହ ଡହ ଖରା, ମେ’ରେ ବାତ୍ୟା ସାମ୍ନା କରିବ ଓଡ଼ିଶା !

ଭୁବନେଶ୍ୱର: ଏପ୍ରିଲରେ ଡହ ଡହ ଖରାରେ ସିଝିଥିବା ଓଡିଶାବାସୀଙ୍କୁ ତାତିରୁ ମିଳିଲା ତ୍ରାହି । ହେଲେ ଆସନ୍ତାମାସରେ ଅର୍ଥାତ ଆସନ୍ତାକାଲି ପାଖରୁ ତାତି କମିବା ସହିତ ସପ୍ତାହକ ଭିତରେ ଖୁବଶୀଘ୍ର ବାତ୍ୟାକୁ ସାମ୍ନା କରିବାକୁ ଯାଉଛନ୍ତି । ଆଞ୍ଚଳିକ ପାଣିପାଗ ବିଭାଗ ଟୁଇଟ୍ କରି କହିଛି, ୪ ତାରିଖ…

କଟକରେ ଅଘଟଣ: ସ୍କୁଲ ବାରଣ୍ଡାରେ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ସ୍କୁଲ ବାରଣ୍ଡାରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଟକ ସଦର ଥାନା ଅନ୍ତର୍ଗତ ଶଂଖତରାସ ହାଇସ୍କୁଲ ବାରଣ୍ଡାରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବେକରେ ରଶି ଲଗାଇ ସେମାନେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକ ନିକଟସ୍ଥ ଗାଁର ହୋଇଥିବା ସୂଚନା…

ଆସନ୍ତାକାଲିଠାରୁ ତାତିରେ ଲାଗିବ ବ୍ରେକ: କାଳବୈଶାଖୀ ଯୋଗୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର: ଆସନ୍ତାକାଲିଠାରୁ ତାତିରେ ଲାଗିବ ବ୍ରେକ । କାଳବୈଶାଖୀ ପ୍ରଭାବରେ କମିବ ତାପମାତ୍ରା । ମେ’ ୧ରୁ ୨ ତାରିଖ ମଧ୍ୟରେ ୨ ଡିଗ୍ରୀ ପର୍ଯ୍ୟନ୍ତ ତଳକୁ ଖସିବ ଦିନର ତାପମାତ୍ରା । ଆସନ୍ତାକାଲିଠାରୁ ପାରଦ କମିଥିବାବେଳେ ଆଜିବି କଲବଲ କରିବ ତାତି । ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ…

ରାଜଧାନୀରେ ଧୋକାବାଜ୍ ପ୍ରେମିକ: ନା ଟଙ୍କା ମିଳୁଛି, ନା ପ୍ରେମିକ ଧରାପଡୁଛି

ଭୁବନେଶ୍ୱର : ମହଙ୍ଗା ପଡ଼ିଲା ନିବିଡ଼ ସମ୍ପର୍କ । କଲେଜର ଯେଉଁ ପୂର୍ବତନ ଛାତ୍ର ସହ ବନ୍ଧୁ ବାନ୍ଧିଥିଲେ ଲେଡ଼ି ଆକାଉଣ୍ଟାଣ୍ଟ, ଆଜି ସେହି ଛାତ୍ର ଲଗାଇଦେଲା ଲକ୍ଷ ଲକ୍ଷ ଟଙ୍କାର ଚୂନ । ଝାଡ଼ଖଣ୍ଡର ଏହି ଯୁବକର ଏଭଳି କାଣ୍ଡ ପରେ ମୁଣ୍ଡରେ ହାତ ଦେଇଛନ୍ତି ଓଡ଼ିଶାର ଜଣେ ବାନ୍ଧବୀ । ଏଭଳି…