Latest Odisha News

BREAKING NEWS

Browsing Category

ସହର

City

ଆଜିଠୁ ଜନସାଧାରଣ, ସାମ୍ବାଦିକଙ୍କ ପାଇଁ ଖୋଲୁଛି ଲୋକସେବା ଭବନ

ଭୁବନେଶ୍ୱର: ଆଜିଠୁ ଜନସାଧାରଣ, ସାମ୍ବାଦିକଙ୍କ ପାଇଁ ଖୋଲୁଛି ଲୋକସେବା ଭବନ । ସ୍ୱୀକୃତିପ୍ରାପ୍ତ ସାମ୍ବାଦିକ ଯାଇପାରିବେ ଲୋକସେବା ଭବନ । କୋଭିଡ ସ୍ଥିତିରେ ସୁଧାର ଆସିବା ପରେ ଗୃହ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଲୋକସେବା ଭବନ, ଖାରବେଳ ଭବନ ଓ ରାଜୀବ ଭବନ ଅଭ୍ୟର୍ଥନା…

ପ୍ରଫୁଲ୍ଲ କରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଦିଲ୍ଲୀ: ଓଡ଼ିଶାର ସ୍ବନାମଧନ୍ୟ ସଂଗୀତ ନିର୍ଦେଶକ, ଗୀତିକାର ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଓ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଶୋକ ପ୍ରକାଶ…

ଅଫେରା ରାଇଜରେ ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ୱର : ପରଲୋକରେ ପ୍ରଖ୍ୟାତ ସଙ୍ଗୀତଜ୍ଞ ପ୍ରଫୁଲ କର । ୮୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଯାଇଛି । ଦୀର୍ଘ ୬ ଦଶନ୍ଧୀ ଧରି ଓଡ଼ିଆ ସଙ୍ଗୀତ ଦୁନିଆକୁ ଆଚ୍ଛାଦିତ କରି ରଖିଥିବା ଏହି ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କ ଦେହାନ୍ତ ପରେ ସବୁ ମହଲରେ ଶୋକର ଛାୟା…

କିଏ ହେବେ ଆଗାମୀ ପିସିସି ସଭାପତି, ୨୨ରେ କଂଗ୍ରେସ ପ୍ରଭାରୀ କରିବେ ଆଲୋଚନା

ଭୁବନେଶ୍ୱର: ଏପ୍ରିଲ ୨୨ରେ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ପ୍ରଭାରୀ ଚେଲା କୁମାର । ପିସିସି ସଭାପତି ପରିବର୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ତେଣୁ ପରବର୍ତ୍ତୀ ପିସିସି ସଭାପତି କିଏ ହେବେ ଘୋଷଣା ପୂର୍ବରୁ ଚେଲ୍ଲା କୁମାରଙ୍କ ଏହି ଗସ୍ତ ବହୁ ଗୁରୁତ୍ୱପୂର୍ଣ୍ଣ । ଚେଲା କୁମାର…

ନିଦ ଭାଙ୍ଗିଲା ଅଗ୍ନିଶମ ବିଭାଗର, ଯାଞ୍ଚ ହେବ ସପିଂ ମଲର ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଶୁକ୍ରବାର ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ୱର ସ୍ଥିତ ମାର୍କେଟ ବିଲଡିଂ ନିକଟରେ ଥିବା କେଶରୀ ସପିଂ ମଲରେ ନିଆଁ ଲାଗିଥିଲା । କେଉଁ କାରଣ ପାଇଁ ଅଗ୍ନିକାଣ୍ଡ ଘଟିଥିଲା ତାହା ଏବେ ବି ଅସ୍ପଷ୍ଚ ରହିଛି । କିନ୍ତୁ ପ୍ରାଥମିକ ତଦନ୍ତରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ…

ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣା: ସିନ୍ କ୍ରିଏସନ କରି ଦେଖାଇଲେ ବାଂଲାଦେଶୀ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର: ଭୁବନେଶ୍ବର ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏଟ କରିଛି ପୋଲିସ । ୨ ଲୁଟେରାଙ୍କୁ ନେଇ ଲୁଟର ଡେମୋ କରିଛି ପୋଲିସ । ଏଟିଏମ୍ ସ୍ଥଳ, ଶିଶୁଭବନ, ଲିଙ୍ଗିପୁର ପେଟ୍ରୋଲ ପମ୍ପ, ଦୟାନଦୀ କୂଳକୁ ନେଇ ଡେମୋ କରିଛି ପୋଲିସ । ଏଟିଏମ୍ ଭାଙ୍ଗିଥିବା ସ୍ଥାନରୁ ଶାବଳ,…

ପ୍ରଚଣ୍ଡ ତାତି ସହ କାଳବୈଶାଖୀ: ୯ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର:  ରାଜ୍ୟ ତମାମ ପ୍ରଚଣ୍ଡ ତାତି ଜାରି ରହିଛି । ଆଗକୁ ବିଭିନ୍ନ ସ୍ଥାନରେ ତାପମାତ୍ରା ଆହୁରି ବଢ଼ିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ବଲାଙ୍ଗୀର,…

ଠାକୁରମୁଣ୍ଡାର ଠକ ଡାକ୍ତର କାରନାମା: ମଣିଷକୁ ଦେଲେ ପଶୁ ଇଞ୍ଜେକସନ

 ମୟୁରଭଞ୍ଜ: ମଣିଷ ଦେହରେ ପଶୁଙ୍କ ଇଞ୍ଜେକ୍ସନ ଦେଲା ନକଲି ଡାକ୍ତର  । ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକରୁ ଏପରି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।  ଠାକୁରମୁଣ୍ଡା ବ୍ଲକ ମହୁଲଡିହାରେ ଜଣେ ବ୍ୟକ୍ତିଙ୍କୁ ଅଣ୍ଟା ବ୍ୟଥା ପାଇଁ ପଶୁଙ୍କ ପାଇଁ ବ୍ୟବହୃତ ଇଞ୍ଜେକ୍ସନ ବ୍ୟବହାର କରିବା…

[ଦେଖନ୍ତୁ ଭିଡିଓ] ଶ୍ରୀକ୍ଷେତ୍ରରେ ଚାଲିଥିବା ସାହିଯାତରେ ଲଙ୍କାପୋଡି ନୀତି

ପୁରୀ : ପବିତ୍ର ଶ୍ରୀରାମ ନବମୀରୁ ଶ୍ରୀକ୍ଷେତ୍ରରେ ଚାଲିଥିବା ସାହିଯାତ୍ରାରେ ଲଙ୍କାପୋଡି ନୀତି ଅନୁଷ୍ଠିତ ହୋଇଯାଇଛି । ଚୈତ୍ର ପୂର୍ଣ୍ଣିମା ତିଥିରେ ଦୋଳମଣ୍ଡପ ସାହି ଆଖେଡା ପକ୍ଷରୁ ଲଙ୍କାପୋଡି ପ୍ରସ୍ତାବ କରାଯାଇଥିଲା । ମହାପ୍ରଭୁଙ୍କ ଆଜ୍ଞାମାଳା ପ୍ରାପ୍ତ ହେବା ପରେ ରାବଣ ଓ ହନୁମାନ…

[ଦେଖନ୍ତୁ ଭିଡିଓ] ପ୍ରବାଦପୁରୁଷ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ମନେ ପଡ଼ନ୍ତି ବିଜୁ ବାବୁ । ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ଆଜି ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ରାଜ୍ୟର କୋଣ ଅନୁକୋଣରେ ହେଉଛି ତାଙ୍କ ସ୍ମୃତିଚାରଣ । ଏହି ଅବସରରେ ବିଧାନସଭା ପରିସରରେ…