Latest Odisha News

BREAKING NEWS

Browsing Category

ସହର

City

ଭୁବନେଶ୍ୱର କେଶରୀ ମଲ୍‌ରେ ଅଗ୍ନିକାଣ୍ଡ: ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ

ଭୁବନେଶ୍ୱର: ଭୁବନେଶ୍ୱର ମାର୍କେଟ ବିଲ୍ଡିଂ ନିକଟରେ ଥିବା କେଶରୀ ମଲ୍‌ରେ ଅଗ୍ନିକାଣ୍ଡ । ମଲ୍‌ର ୬ରୁ ୭ଟି  ଶୋ ରୁମ୍‌ରେ ନିଆଁ ଲାଗିଥିବା ସୂଚନା ମିଳିଛି । ବିଳମ୍ବିତ ରାତିରେ ଏହି ନିଆଁ ଲାଗିଥିବା ଜଣାପଡ଼ିଛି । ମଲ୍‌ର ବାହାରକୁ ନିଆଁ ହୁତ ହୁତ ହୋଇ ଜଳିବା ପରେ ସ୍ଥାନୀୟ ଲୋକେ ନିଆଁ…

ମାନସ ସ୍ବାଇଁ ହତ୍ୟା ମାମଲା, ଜେଲ୍‌ରେ ଅଭିଯୁକ୍ତଙ୍କୁ ହେବ ଜେରା

ଭଦ୍ରକ : କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲା । ଆଜି କ୍ରାଇମବ୍ରାଞ୍ଚ ଟିମ୍ ଭଦ୍ରକ ଉପକାରାଗାରରେ ଭାଗ୍ୟଧର ଓ ବିବେକକୁ ପଚରାଉଚରା କର । ଏଥିପାଇଁ ଚାନ୍ଦବାଲି କୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ସେହିପରି କ୍ରାଇମବ୍ରାଞ୍ଚର ତଦନ୍ତକାରୀ ଅଧିକାରୀ କଳ୍ପନା ସାହୁଙ୍କ…

ବଡ଼ ବଡ଼ ହୋଟେଲରେ ଚାଲିଛି କି କୋକେନ କାରବାର ?

ଭୁବନେଶ୍ୱର: ବିଦେଶରେ ବଡ ବଡିଆ ଯେଉଁ ନିଶା (କୋକେନ) ବ୍ୟବହାର କରନ୍ତି ତାହା ଏବେ ଭୁୂବନେଶ୍ୱର ବଜାରରେ । ବିଦେଶୀ ପର୍ଯ୍ୟଟକ ଏବଂ ଆଗନ୍ତୁକଙ୍କ ଯିବା ଆସିବା ରାଜଧାନୀକୁ ରହୁଛି । ଏହି ସମୟରେ କୋକେନ ଭୁବନେଶ୍ୱରରୁ ୨୦୨ ଗ୍ରାମ ଜବତ ହେବା ଅନେକ ପ୍ରଶ୍ନ ଛିଡ଼ା କରିଛି । ମୁଖ୍ୟତଃ ଏହି…

ନୟାଗଡରେ ଦଣ୍ଡ ଶୋଭାଯାତ୍ରା ସମୟରେ ଯୁବକଙ୍କୁ ହତ୍ୟା ଘଟଣା: ୮ ଗିରଫ

ନୟାଗଡ : ନୟାଗଡରେ ଦଣ୍ଡ ଶୋଭାଯାତ୍ରା ସମୟରେ ଯୁବକଙ୍କୁ ଆକ୍ରମଣ ଘଟଣା ।ଏହି ଘଟଣାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତ ମାନେ ହେଉଛନ୍ତି ନୟାଗଡ ଦେଉଳି ସାହିର ବାସିନ୍ଦା । ଗିରଫ ହୋଇଥିବା ଅଭିଯୁକ୍ତ ମାନେ ହେଉଛନ୍ତି ଅଭିମନ୍ୟୁ ପ୍ରଧାନଙ୍କ ତିନି ପୁଅ , ମୁନା , କାବୁଲି…

[ଦେଖନ୍ତୁ ଭିଡିଓ] ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲା: ପାଞ୍ଚ ଜଣଙ୍କୁ ଏକା ମାରିଥିଲା ଶିବ

କଟକ : ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲା । ୫ଜଣଙ୍କୁ ଏକା ହତ୍ୟା କରିଥିଲା ଶିବପ୍ରସାଦ ସାହୁ ।  ମାହାଙ୍ଗା କୁସୁପୁରରେ ହତ୍ୟାକାଣ୍ଡର ଡେମୋ ଦେଖାଇଛି ଅଭିଯୁକ୍ତ । କେମିତି ପାଂଚ ପାଂଚ ଜଣଙ୍କୁ ହତ୍ୟା କଲା ୪୫ ମିନିଟି ଧରି ସେଦିନର ପୁରା କାହାଣୀକୁ ପୁଲିସ ଆଗରେ ଦେଖାଇଛି ଶିବ ପ୍ରସାଦ…

ମୋବାଇଲ ଗେମ୍ ସାଜିଲା କାଳ, ସାଙ୍ଗକୁ ହତ୍ୟା କରି ଫିଙ୍ଗି ଦେଲେ ସାଙ୍ଗମାନେ

କୋରାପୁଟ : ମୋବାଇଲ ଗେମ୍ ନେଲା ଜୀବନ । ଛାତ୍ରଙ୍କୁ ହତ୍ୟା କରି ଜଳ ଭଣ୍ଡାରରେ ଫିଙ୍ଗିଦେଲେ ସାଙ୍ଗମାନେ । କୋରାପୁଟ ଟାଉନ ଥାନା ମସପୁଟି ଅଞ୍ଚଳରେ ଏପରି ଜଘଣ୍ୟ ଘଟଣା ଘଟିଛି । ସୂଚନାଅନୁସାରେ ସାଙ୍ଗମେଳରେ ଫ୍ରି ଫାୟାର ମୋବାଇଲ ଗେମ୍ ଖେଳୁଥିବା ବେଳେ । କୋରାପୁଟ ଟାଉନ ଥାନା ଆଞ୍ଚଳର…

ଗଞ୍ଜାମରେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ

ଗଞ୍ଜାମ : ଗଞ୍ଜାମରେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଶୁକ୍ରବାର ଦିନ ୧୧ଟା ବାଜି ୧୯ ମିନିଟରେ ଗଞ୍ଜମରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରେକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୩.୫ ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ମିଳିଛି । ନୟାଗଡରେ…

ଭୂମିକମ୍ପ ଝଟକାରେ ଥରିଲା ନୟାଗଡ , ଲୋକେ ଛାନିଆ

ନୟାଗଡ : ଭୂମିକମ୍ପ ଝଟକାରେ ଥରିଲା ନୟାଗଡ । ଛାନିଆ ହୋଇଗଲେ ଲୋକମାନେ । ନୟାଗଡ ଜିଲ୍ଲା ଦଶପଲ୍ଲା ଓ ସହରର ଆଖପାଖ ଅଞ୍ଚଳରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଫଳରେ ସ୍ଥାନୀୟ ଲୋକମାନେ ଭୟଭୀତ ହୋଇପଡିଛନ୍ତି । ଶୁକ୍ରବାର ସକାଳ ୧୧.୨୦ରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ତେବେ ଭୂମିକମ୍ପର…

[ଦେଖନ୍ତୁ ଭିଡିଓ] ବୀରଗୋବିନ୍ଦପୁରର ରହସ୍ୟମୟୀ ଜଗତଜନନୀ ମାଆ ଦକ୍ଷିଣକାଳୀ

ପୁରୀ : ସେ ହେଉଛି ରହସ୍ୟମୟୀ ।  ସେ ହେଉଛି ଜଗତଜନନୀ । ଯେଉଁ ସମୟରେ ଡାକିଲେ ବି ତାର ଉପସ୍ଥିତି ଜାହିର କରେ। ଯେତେ ବଡ଼ ବିପଦ ହେଉ ପଛେ ନା ସ୍ମରଣ କରିବା ମାତ୍ରକେ ବିପଦ ବିଚାଲିଯାଏ। ଏଠି ରହିଛି ଅଲୌାକିକ ମହିମା। ଏ ହେଉଛି ଜଗତଜନନୀ ମାଆ ଦକ୍ଷିଣକାଳୀ। ବଡ଼ ରହସ୍ୟମୟୀ ଠାକୁରାଣୀ ସେ । ଯାହର…

ରାଜ୍ୟରେ ସୋନପୁର ସବୁଠାରୁ ଉତ୍ତପ୍ତ ସହର, ତାପମାତ୍ରା ୪୪ ଡିଗ୍ରୀ ଛୁଇଁଲା

ସୋନପୁର : ତାତିରେ ଜଳୁଛି ସାରା ଓଡିଶା । ହେଲେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି ସୋନପୁର । ଗତ କିଛି ଦିନ ହେଲା ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ଗରମ ଅନୁଭୂତ ହେଉଛି । ଦିନବେଳେ ତାପମାତ୍ରା ୪୪ଡିଗ୍ରୀ ଉପରକୁ ଯାଇଥିବା ବେଳେ ରାତିରେ ତାପମାତ୍ରା ୩୨ଡିଗ୍ରୀ ତଳକୁ ଖସୁନାହିଁ । ପ୍ରବଳ…