Latest Odisha News
Browsing Category

ସହର

City

ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ: ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କ ପାଇଁ ବିପଣନର ବିବିଧ ସୁବିଧା

ପୁରୀ: ମହାପ୍ରଭୁଙ୍କ ଠାରୁ ଆରମ୍ଭ କରି ମହୋଦଧି ପର୍ଯ୍ୟନ୍ତ, ପୁରୀର ସବୁକିଛି ଅନନ୍ୟ । ଭକ୍ତ ଓ ଭଗବାନ, ପୁର ଓ ପଲ୍ଲବ ହୁଅନ୍ତି ଏଠି ଏକତ୍ର । ତେଣୁ ଏହାର ନାମ ଶ୍ରୀକ୍ଷେତ୍ର । ବିଶ୍ୱ ମାନଚିତ୍ରରେ ପୁରୀର ସ୍ଥାନ ସ୍ୱତନ୍ତ୍ର । ମହୋଦଧିରେ ସ୍ନାନସାରି ମହାପ୍ରଭୁଙ୍କ ଦର୍ଶନ କରି ପବିତ୍ର…

ହାନୀକାରକ ମାଞ୍ଜାସୂତା ବ୍ୟବହାର ନକରିବା ପାଇଁ କମିଶନରେଟ ପୋଲିସର ଅପିଲ

ଭୁବନେଶ୍ଵର: ସୋମବାର ମକର ସଂକ୍ରାନ୍ତି ରହିଛି । ଏଥିଲାଗି ଗାଁଠୁ ସହର ଉତ୍ସବମୂଖର ହୋଇଉଠିଛି । ସବୁଠି ଗୁଡି ଉଡାକୁ ନେଇ ପ୍ରସ୍ତୁତି ଚାଲିଥିବାବେଳେ ଗୁଡି ଉଡାଇବାବେଳେ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ କରାଯାଇଛି । ଏହି ସୂତା ଅନେକ ଲୋକଙ୍କ ଜୀବନ ନେଇଥାଏ । ତେଣୁ ଗୁଡ଼ି ଉଡାଇବା…

ଲକ୍ଷ୍ମୀ ସାଆନ୍ତାଣୀ ଯେଉଁଠି ଅଛନ୍ତି ସେଠି ଭଣ୍ଡାର କେବେ ଖାଲି ରହିବ କି? ୫ଟି ଅଧକ୍ଷ ଭି କେ ପାଣ୍ଡିଆନଙ୍କୁ ଛାତ୍ର…

ପୁରୀ: 5T ଅଧକ୍ଷ ଭିକେ ପାଣ୍ଡିଆନଙ୍କ ଶ୍ରୀମନ୍ଦିର ଗସ୍ତକୁ ବିରୋଧ କଲା ଛାତ୍ର କଂଗ୍ରେସ । ପରିକ୍ରମା ପ୍ରକଳ୍ପକୁ କେନ୍ଦ୍ର କରି ହୋଇଥିବା ପ୍ରତିଶୃତି ପୁରଣ ନ ହେବା ଏବଂ ୪ଟି ଶୌଚାଳୟ ଓ ରାସ୍ତା ନିର୍ମାଣ କରି ଜଗତର ନାଥ ଜଗନ୍ନାଥ ଙ୍କ ନାମରେ ରାଜନୀତି କରିବା ତଥା ଅର୍ପଣ ରଥ ମାଧ୍ୟମରେ ନିଜ…

୨୬ରୁ ଆଦିବାସୀ ମେଳା, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ସଜେଇ ହେଉଛି ଆଦିବାସୀ ପଡିଆ । ସ୍ମାର୍ଟ ସିଟିରୁ ମିଳିବ ଗାଁ ମାଟିର ବାସ୍ନା । ମାଟି ପଲମରୁ ଚକୁଳି, କାଠ ଚୁଲି ତିଆରି ମଣ୍ଡା ଆରିସା ଏବଂ କନ୍ଧମାଳ ହଳଦୀର ବାସ୍ନା । ସ୍ମାର୍ଟସିଟିରେ ସୃଷ୍ଟି ହେବ ଗାଁର ପରିବେଶ । ଆସନ୍ତା ୨୬ତାରିଖରୁ ଆଦିବାସୀ ପଡିଆରେ ଆରମ୍ଭ ହେବାକୁ ଯାଉଛି…

କର୍ପୋରେଟର ଜୀବନ ରାଉତ ଗିରଫ ଘଟଣା: ଜାତୀୟ ରାଜପଥ ଅବରୋଧ କଲା ବିଜେପି କର୍ମୀ

ଭୁବନେଶ୍ଵର: ପୋଲିସ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଲା ବିଜେପି। ମଞ୍ଚେଶ୍ୱର ଥାନା ମହିଳା ଏଏସଆଇଙ୍କୁ ଆକ୍ରମଣ କରିବା ଘଟଣାରେ ବିଜେପି କର୍ପୋରେଟର ଗିରଫ ହୋଇଛନ୍ତି। କର୍ପୋରେଟର ଜୀବନ ରାଉତ ଗିରଫ ହେବା ପ୍ରତିବାଦରେ ରାସ୍ତାରୋକ କରିଛନ୍ତି ଜିଲା ବିଜେପି କର୍ମୀ। ଏନେଇ ପୋଲିସ ବିରୋଧରେ ସତ…

ଶିଶୁ ଶ୍ରମିକ ରଖିବେନି ଉଠାଦୋକାନୀ, ଦେବାକୁ ପଡ଼ିବ ଅଣ୍ଡରଟେକିଂ

ଭୁବନେଶ୍ବର: ଶିଶୁ ଶ୍ରମିକ ନିରୋଧୀ ଆଇନ ଥାଇ ବି ଆମ ଦେଶରେ ଶିଶୁ ଶ୍ରମିକଙ୍କ ସଂଖ୍ୟା ଚିନ୍ତାଜନକ ସ୍ଥିତିରେ ରହିଛି । ଆଇନକୁ ଉଲ୍ଲଂଘନ କରି ଶିଶୁ ଶ୍ରମିକମାନଙ୍କୁ ବିଭିନ୍ନ କ୍ଷେତ୍ରରେ ନିୟୋଜିତ କରାଯାଉଛି । ଫଳରେ ସେମାନେ ଶୋଷଣ ଓ ନିର୍ଯାତନାର ଶିକାର ହେଉଛନ୍ତି । ଏଣୁ ବଢ଼ୁଥିବା ଶିଶୁ…

ଓଏଏସ୍ ସ୍ତରରେ ଅଦଳବଦଳ, ୧୨ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ବର: ୧୨ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି ରାଜ୍ୟ ସରକାର । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଧୀରେନ୍ଦ୍ରନାଥ କରଙ୍କୁ ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ଭାବେ ହୋଇଥିବା ବଦଳିକୁ ବାତିଲ କରାଯାଇଛି । ଝାରସୁଗୁଡ଼ା…

ରାଜ୍ୟ ନିର୍ବାଚନ କମିଟି ଘୋଷଣା କଲା ଏଆଇସିସି

ଭୁବନେଶ୍ୱର: ଆସନ୍ତା ୨୦୨୪ ଲୋକସଭା ଓ ବିଧାନ ସଭା ନିର୍ବାଚନକୁ ଆଖି ଆଗରେ ରଖି ଆଜି ଏଆଇସିସି ତରଫରୁ ଓଡ଼ିଶା ପ୍ରଦେଶ କଂଗ୍ରେସ ନିର୍ବାଚନ କମିଟି ଘୋଷଣା କରାଯାଇଛି । ଏଆଇସିସି ସଭାପତି ଶ୍ରୀଯୁକ୍ତ ମଲ୍ଲିକାର୍ଜୁନ ଖର୍ଗେ ଉକ୍ତ କମିଟିକୁ ଅନୁମୋଦନ କରିଛନ୍ତି । ଏନେଇ ଏଆଇସିସିର ସାଧାରଣ…

ଗୋଦାମ ଗୃହ ନିର୍ମାଣ ନିମନ୍ତେ ତ୍ରିପାକ୍ଷିକ ଚୁକ୍ତିନାମା ସ୍ଵାକ୍ଷରିତ

ଭୁବନେଶ୍ୱର: ରାଜ୍ୟରେ ସମବାୟ ସମିତି ଜରିଆରେ ବିଶ୍ଵର ବୃହତ୍ତମ ଶସ୍ୟ ଭଣ୍ଡାର ଯୋଜନାରେ ଗୋଦାମ ଗୃହ ନିର୍ମାଣ ନିମନ୍ତେ ଏକ ତ୍ରିପାକ୍ଷିକ ଚୁକ୍ତିନାମା ସ୍ଵାକ୍ଷରିତ ହୋଇଛି । ସମବାୟ ନିବନ୍ଧକ ଉଦ୍ଧବ ଚରଣ ମାଝିଙ୍କ ଉପସ୍ଥିତିରେ ନିର୍ମାଣକାରୀ ସଂସ୍ଥା ତଥା ଜାତୀୟ ନିର୍ମାଣ ନିଗମ (NBCC),…

ଭିଜିଲାନ୍ସ ଜାଲରେ ଟ୍ରାଫିକ୍ ପୋଲିସ, ପାଖରୁ ମିଳିଲା ୧୧ଲକ୍ଷ ଟଙ୍କା

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ତାଳଚେର ଟ୍ରାଫିକ ଇନସ୍ପେକ୍ଟର । ଟ୍ରାଫିକ ଇନସ୍ପେକ୍ଟର ଜିତେନ୍ଦ୍ର ବେହେରାଙ୍କ ନିକଟରୁ ୨୪ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । କାରରେ ତାଳଚେରରୁ ଅସ୍ତରଙ୍ଗ ଯିବା ବାଟରେ ବାଲିଅନ୍ତା ତ୍ରିନାଥ ବଜାର ନିକଟରୁ ୧୧ଲକ୍ଷ ୧୫ ହଜାର ୪୭୦ ଟଙ୍କା ସହ ସେ…