Latest Odisha News

BREAKING NEWS

Browsing Category

ସହର

City

ବିଜେଡିରେ ଯୋଗଦେଲେ ବରିଷ୍ଠ ସାମ୍ବାଦିକ ଓ ସମାଜସେବୀ ମିହିର ରାୟ

ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ଓ ସମାଜସେବୀ ମିହିରି ରାୟ ବିଜେଡିରେ ଯୋଗେଦେଇଛନ୍ତି । ରାଉରକେଲାର ଜଣାଶୁଣା ସମାଜସେବୀ ସଙ୍ଗଠକ ତଥା ବରିଷ୍ଠ ସାମ୍ବାଦିକ ମିହିର  ରାୟ ଆଜି ବିଜୁ ଜନତା ଦଳରେ ଯୋଗଦେଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ବିଜେଡି ସାଙ୍ଗଠନିକ ସମ୍ପାଦକ…

ପୂର୍ବତନ ପୋଲିସ ଡିଜିପି ଅଭୟ ହେଲେ ଓଡିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ

ଭୁବନେଶ୍ୱର : ପୂର୍ବତନ ପୋଲିସ ଡିଜିପି ଅଭୟ ହେଲେ ଓଡିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ । ରାଜ୍ୟ ସରକାର ଅଭୟଙ୍କୁ ଷ୍ଟାଫ୍‌ ସିଲେକ୍ସନ କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ।ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଏହି ପଦବୀରେ ସେ ୫ ବର୍ଷ ଯାଏ କାମ…

ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର, ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ

ଭଦ୍ରକ : ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର । ନଗଦ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରାସ୍ତା ମଝିରେ ସେକ୍ସନ ଅଫିସରଙ୍କୁ ମାଡି ବସିଲା ଭିଜିଲାନ୍ସ । ଭଦ୍ରକ ଧୂସୁରୀ ସଆଁଁଳପୁର ସ୍ଥିତ ଆଇ ଜି ଏମ କଲେଜରେ ସେକ୍ସନ ଅଫିସର ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି । ତାଙ୍କଠାରୁ ୧୦ ହଜାର ଟଙ୍କା…

ଉନ୍ନତ ନିରାପଦ ରୋଗୀସେବା ପାଇଁ ଜାତୀୟ ସ୍ତରରେ ସମ୍ମାନୀତ ହେଲା ଏମ୍‌ସର ସିଏସଏସଡି ୟୁନିଟ୍

ଭୁବନେଶ୍ୱର : ଉନ୍ନତ ନିରାପଦ ରୋଗୀ ସେବା ପାଇଁ ଭୁବନେଶ୍ୱର ଏମସକୁ ସମ୍ମାନ ଜନକ ସ୍ୱାସ୍ଥ୍ୟ ଉତ୍କର୍ଷ ପୁରଷ୍କାର । ଉନ୍ନତ ନିରାପଦ ରୋଗୀ ସେବା ପାଇଁ ଏମ୍‌ସ ଭୁବନେଶ୍ୱରକୁ ସମ୍ମାନଜନକ ସ୍ୱାସ୍ଥ୍ୟ ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି। କେରଳର କୋଚିରେ ଅନୁଷ୍ଠିତ ସ୍ୱୀକୃତିପ୍ରାପ୍ତ…

ଅଭିଜିତ ଆତ୍ମହତ୍ୟା ମାମଲା :୪ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଅନୁଗୁଳ ଏସପିଙ୍କୁ ହାଇକୋର୍ଟଙ୍କ…

ଅନୁଗୁଳ : ଅନୁଗୁଳ ଅଭିଜିତ ପଟ୍ଟନାୟକ ଆତ୍ମହତ୍ୟା ମାମଲା । ଏହି ମାମଲାର ୪ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଅନୁଗୁଳ ଏସପିଙ୍କୁ ଓଡିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।ସୂଚନାଅନୁସାରେ ଫେବୃଆରୀ ୧୪ ତାରିଖ ଦିନ ଅଭିଜିତ ପଟ୍ଟନାୟକ(୨୮) ଆତ୍ମହତ୍ୟା କରିଥିଲେ ।…

ରାଜଧାନୀ ପ୍ରତିଷ୍ଠା ଦିବସକୁ କାହିଁକି ଡକାଗଲାନି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଜବାବ ମାଗିଲେ ସାଂସଦ ଅପରାଜିତା…

ଭୁବନେଶ୍ୱର : ରାଜଧାନୀ ପ୍ରତିଷ୍ଠା ଦିବସ ସମାରୋହରେ ଅପରାଜିତାଙ୍କୁ ନଡକାଯିବା ଘଟଣା ନେଇ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । ଅପରାଜିତା ଭୁବନେଶ୍ୱର ସାଂସଦ ହୋଇଥିବା ବେଳେ ତାଙ୍କୁ କାହିଁକି ଡକାଗଲା ନାହିଁ ବୋଲି…

[ଦେଖନ୍ତୁ ଭିଡିଓ] ପାରମ୍ପରିକ ସାହିଯାତର ତୃତୀୟ ଦିବସ ଏକାଦଶୀ ତିଥିରେ ସୀତାବିବାହ

ପୁରୀ:  ଶ୍ରୀରାମ ନବମୀ ଠାରୁ ଶ୍ରୀକ୍ଷେତ୍ରରେ ପାରମ୍ପରିକ ସାହିଯାତ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ରୀତିନୀତି ସହ ଜଡିତ ସାହିଯାତର ତୃତୀୟ ଦିବସ ଏକାଦଶୀ ତିଥିରେ ସୀତାବିବାହ ପ୍ରସ୍ତାବ ଓ ପର୍ଶୁରାମ ଅନୁଷ୍ଠିତ ହୋଇଯାଇଛି । ହରଚଣ୍ଡୀ ସାହି ଆଖେଡା ପକ୍ଷରୁ ଏହି ଚରିତ୍ର ଗୁଡିକ ପରିବେଷଣ…

ମାନସ ସ୍ୱାଇଁ ହତ୍ୟା ମାମଲାରେ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ ସହ ଅଭିଯୁକ୍ତଙ୍କ ଟି ଆଇ ପ୍ୟାରେଡ ହେବ :…

ଭୁବନେଶ୍ୱର : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡ ମାମଲା ଦିନକୁ ଦିନ ଭିନ୍ନ ମୋଡ ନେଉଛି । ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଟିମ୍ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ଓ ଝୁନାଙ୍କୁ ପଚରାଉଚରା ଜାରି ରଖିଛି । ହେଲେ ଏବେ ପୁଣି ଏହି ଘଟଣାରେ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ…

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି : ଆହୁରି ୩ଦିନ ଯାଏ କଲବଲ କରିବ ମୁଣ୍ଡଫଟା ଖରା

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ତତଲା କଡେଇରେ ସିଝୁଛି ଓଡିଶା  ।ଅସହ୍ୟ ଗରମ ଓ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ । ସେପଟେ ରାଜ୍ୟରେ ୧୨ଟି ଉତ୍ତପ୍ତ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ବଲାଙ୍ଗୀରରେ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି ।ସେହିଭଳି…

ଆଜି ବାହୁଡିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ୱର : ଆଜି ବାବା ଲିଙ୍ଗରାଜଙ୍କ ବାହୁଡା ଯାତ୍ରା । ଆଜି ବାହୁଡିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ଅପରାହ୍ନ ୩.୩୦ରେ ରଥଟଣା ଆରମ୍ଭ ହେବ ବୋଲି ସୂଚନା ମିଳିଛି । ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଁଞ୍ଚିଛି । ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…