Latest Odisha News

BREAKING NEWS

Browsing Category

ସହର

City

ହଟିଲା କରୋନା କଟକଣା, ସାମ୍ବାଦିକଙ୍କୁ ମିଳିଲା ଲୋକସେବା ଭବନକୁ ପ୍ରବେଶ ଅନୁମତି

ଭୁବନେଶ୍ୱର : ଲୋକସେବା ଭବନରୁ ହଟିଲା କୋଭିଡ କଟକଣା । ଗଣ ମାଧ୍ୟମ ପ୍ରତିନିଧିଙ୍କୁ ମିଳିଲା ପ୍ରବେଶ ଅନୁମତି । କୋଭିଡ ମହାମାରୀ କାରଣରୁ ଲୋକସେବାରେ ଲାଗୁ ହୋଇଥିବା କଟକଣାକୁ ହଟାଇଦେଇଛନ୍ତି ରାଜ୍ୟ ସରକାର । ଏଣିକି ସାମ୍ବାଦିକ ମାନେ ଲୋକସେବା ଭିତରକୁ ପ୍ରବେଶ କରିପାରିବେ ।ଏନେଇ ରାଜ୍ୟ…

ମାଓ ଦୁର୍ଗ : ମାଲକାନଗିରି ଏସପିଙ୍କ ନିକଟରେ ଦୁର୍ଦ୍ଦାନ୍ତ ମାଓବାଦୀର ଆତ୍ମସମର୍ପଣ

ମାଲକାନଗିରି : ଭୁଷୁଡୁଛି ମାଓ ଦୁର୍ଗ । ମାଲକାନଗିରି ଏସପି ଓ ବିଏସଏଫ ଡିଆଇଜିଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କଲେ ଭନ୍ତାଲା ରାଜୁ । କୋରୁକୋଣ୍ଡା -ପେଦାବାଇଲୁ ଏରିଆ କମିଟି ସଦସ୍ୟ ଥିଲା ସାଗର ଓରଫ ଭନ୍ତାଲା । ୨୦୧୬ ମସିହା ଠାରୁ ଇଷ୍ଟ ବିଶାଖା ଡିଭିଜନ ରେ ସକ୍ରୀୟ ରହି ସ୍ୱାଭିମାନ ଅଂଚଳରେ…

ଛତିଶା ନିଯୋଗ ବୈଠକ : ଚନ୍ଦନଯାତ୍ରା ଓ ଅକ୍ଷୟ ତୃତୀୟା ପ୍ରସ୍ତୁତି ନେଇ ଆଲୋଚନା

ପୁରୀ  : ମଙ୍ଗଳବାର ବସିବ ଛତିଶା ନିଯୋଗ ବୈଠକ । ଅପରାହ୍ନରେ ଅନୁଷ୍ଠିତ ହେବ ଏହି ଛତିଶା ନିଯୋଗ ବୈଠକ ।  ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଏହି ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ତେବେ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ…

ଭାଇ ସାଜିଲା ଭାଇର ହତ୍ୟାକାରୀ , ପରିବାରର ୫ ସଦସ୍ୟଙ୍କୁ ହତ୍ୟା

ମାହାଙ୍ଗା : ଜମିବାଡି ବିବାଦରୁ ଗଡିଲା ୫ ମୁଣ୍ଡ । ବଡ ଭାଇର ପରିବାରକୁ ନାଶ କଲା ସାନ ଭାଇ । ରକ୍ତ ଭୁଲିଗଲା ରକ୍ତ ସମ୍ପର୍କ । ମାହାଙ୍ଗା ଥାନା କୁସୁପୁର ଗାଁରେ ବିଭତ୍ସ୍ୟ ହତ୍ୟାକାଣ୍ଡ । ବିଳମ୍ବିତ ରାତିରେ ସାନ ଭାଇ ସାଜିଲା ରକ୍ତମୁଖା । ବଡ ଭାଇର ପରିବାରକୁ ମାରି ପଦା କରିଦେଲା ସାନ ଭାଇ…

ରାଜଧାନୀ ଲୋୟର ପିଏମଜିରେ ଯୁବକଙ୍କୁ ହତ୍ୟା ଘଟଣା, ୨ ଅଟକ ,ଚାଲିଛି ତଦନ୍ତ

ଭୁବନେଶ୍ୱର : ଭୁବନେଶ୍ୱର ଲୋୟର ପିଏନଜିରେ ବବୁଲୁ ବେହେରା ହତ୍ୟାକାଣ୍ଡ ଘଟଣା ।ଏହି ଘଟଣାରେ ସଂପୃକ୍ତ ଥିବା ଦୁଇ ଜଣ ଅଭିଯୁକ୍ତଙ୍କୁ ଅଟକ ରଖିଛି ଖାରବେଳନଗର ପୋଲିସ । ଦୁଇ ଜଣ ଅଭିଯୁକ୍ତ ଶ୍ରମିକ ଅଟନ୍ତି ବୋଲି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି । ସାମାନ୍ୟ ଗଣ୍ଡଗୋଳରକୁ ହତ୍ୟାକାଣ୍ଡ…

କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ : ଦୀପୁ ଓ ଓମ୍ ହତ୍ୟା ଘଟଣାରେ ସାକ୍ଷ୍ୟ ଗ୍ରହଣ ପାଇଁ ହାଜର

କଟକ: କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ । କଟକ ଜିଲ୍ଲା ଦୌରା ଜଜ୍ କୋର୍ଟରେ ହାଜର ହୋଇଛନ୍ତି ଶୁସୀଲ ଓ ଶୁଶାନ୍ତ ଧଳ ସାମନ୍ତ ।ଦୀପୁ ମଲ୍ଲୀକ ଏବଂ ଓମ୍ ସ୍ୱାଇଁ ହତ୍ୟା କାଣ୍ଡ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ଦୁଇ ଭାଇଙ୍କୁ କୋର୍ଟରେ ହାଜର କରିଛି ପୋଲିସ । ସୂଚନାଅନୁସାରେ ୨୦୧୩ ମସିହା…

ରାଜଧାନୀରେ ଭୁଜାଲିରେ ହାଣି ଲୁଟ, ଶୋଇଛି କମିଶନରେଟ ପୋଲିସ ?

ଭୁବନେଶ୍ୱର: ଆଇନ ବ୍ୟବସ୍ଥାକୁ ଫୁ କରି ଗୋଟିଏ ପରେ ଗୋଟିଏ ଅପରାଧ ଘଟାଇବାରେ ସଫଳ ହୋଇ ଚାଲିଛନ୍ତି ଅପରାଧୀ । ଆଉ ଜଳକା ହୋଇ ବସିଛି କମିଶନରେଟ ପୋଲିସ । ରାତି ହେଲେ କିଟମିଟ ଅନ୍ଧାର ହେଲା ମାତ୍ରେ ଅପରାଧୀ ଚେଇଁ ଉଠୁଛନ୍ତି । ଆଉ ଘଟାଉଛନ୍ତି ଗୋଟିଏ ପରେ ଗୋଟିଏ ବଡ ଅପରାଧ। ଗତକାଲି…

ଯୋଡା ଗୋଷ୍ଠୀ ସଂଘର୍ଷ ଘଟଣା : କେନ୍ଦୁଝରରେ ଇଣ୍ଟରନେଟ ସେବା ବନ୍ଦ ,୧୪୪ ଧାରା ବଳବତ୍ତର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଯୋଡାରେ ଗୋଷ୍ଠୀ ସଂଘର୍ଷ ଘଟଣା । ଏନେଇ କେନ୍ଦୁଝରରେ ଗତକାଲି ଠାରୁ ଇଣ୍ଟରନେଟ ସେବା ବନ୍ଦ ରହିଛି । ହନୁମାନ ଝଣ୍ଡାନେବାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ଗତକାଲିଠାରୁ ଗଣ୍ଡୋଗୋଳ ହୋଇଥିଲା ।ଏନେଇ କାଲିଠାରୁ ଜାରି ହୋଇଥିବା ୧୪୪ ଧାରା ଆଜି ବି ବଳବତ୍ତର…

ବଢୁଛି ରୌଦ୍ର ତାପ: ୧୨ଟି ସହରରେ ପାରଦ ୪୦ ପାର୍

ଭୁବନେଶ୍ୱର : ଦିନକୁ ଦିନ ରାଜ୍ୟରେ ବଢୁଛି ରୌଦ୍ର ତାପ । ଅସହ୍ୟ ଗରମରେ ଆଉଟୁପାଉଟୁ ହେଉଛନ୍ତି ଲୋକେ । ଗତକାଲି ରାଜ୍ୟର ୧୨ଟି ସହରରେ ପାରଦ ୪୦ ପାର୍ କରିଥିଲା । ୪୨ ଦଶମିକ ୬ ଡିଗ୍ରୀ ସହ ବାରିପଦା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ତାପଛକୁ ବଲାଙ୍ଗିର, ଝାରସୁଗୁଡ଼ା, ସୋନପୁର ଆଦି…

କୋଟିପତି ଯନ୍ତ୍ରୀ କାର୍ତ୍ତିକେଶ୍ୱରଙ୍କ ଦୁର୍ନୀତି: ଆନିକଟ୍‌ ମରାମତି ପାଇଁ ଆସିଥିବା ଅନୁଦାନ ହଡପ୍‌

 ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପଡ଼ିଥିବା କୋଟିପତି ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦୁର୍ନୀତିର ଫିଟୁଛି ଗୁମର । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳରେ ଲକ୍ଷ ଲକ୍ଷ ଟଙ୍କାର ଦୁର୍ନୀତିର ଚିତ୍ର ସାମ୍ନାକୁ ଆସିଛି । ବର୍ଷା ଜଳ ସଂରକ୍ଷଣ ପାଇଁ ଉଦ୍ଧିଷ୍ଟ ସମାପଲ୍ଲୀ ଓ ପଥରା ଗାଁ ନିକଟରେ…