Latest Odisha News

BREAKING NEWS

Browsing Category

ସହର

City

ବାଲୁକା କଳା ମାଧ୍ୟମରେ ରାମ ନବମୀ ଶୁଭେଚ୍ଛା

ପୁରୀ : ଆଜି ପବିତ୍ର ରାମ ନବମୀ । ରାମନବମୀ ଅବସରରେ ସୁବଆଡେ ଚଳଚଞ୍ଚଳ। ପ୍ରଭୁ ରାମଚନ୍ଦ୍ରଙ୍କ ପୂଜାର୍ଚ୍ଚନା ଚାଲିଥିବା ବେଳେ ବିଭିନ୍ନ ମନ୍ଦିର ଗୁଡିକରେ ଲାଗିଛି ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ୍। କରୋନା କଟକଣା ପରେ ପରେ ମନ୍ଦିରରେ ଦର୍ଶନ କରିବାର ସୌଭାଗ୍ୟ ପାଇଛନ୍ତି ଶ୍ରଦ୍ଧାଳୁ।…

ପ୍ରତିଶ୍ରୁତି ରଖିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ: ପୁଣି ଚାଲିଲା ସମ୍ବଲପୁର-ପୁରୀ ଇଣ୍ଟରସିଟି

ସମ୍ବଲପୁର: ଆଜିଠାରୁ ସମ୍ବଲପୁର-ପୁରୀ ଇଣ୍ଟରସିଟି ପୁନଃ ଚଳାଚଳ କରିଥିବା ଜଣାଯାଇଛି । ଏହା ୧୦ ତାରିଖ  ସକାଳ ୬ଟାରେ ସମ୍ବଲପୁର ଷ୍ଟେସନରୁ ଛାଡ଼ିଛି। କୋଭିଡ ପାଇଁ ଦୀର୍ଘ ଦିନରୁ ବନ୍ଦ ଥିଲା ସମ୍ବଲପୁର-ପୁରୀ ଇଣ୍ଟରସିଟିର ପୁନଃ ଚଳାଚଳ ଲାଗି ବେଶ୍ କିଛି ଦିନ ହେବ ଦାବି ହେଉଥିଲା। ଏହାଛଡ଼ା…

ଆଜି ପବିତ୍ର ଶ୍ରୀରାମ ନବମୀ : ରାମ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର : ଆଜି ପବିତ୍ର ରାମନବମୀ । ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁଁ ଭଗବାନଙ୍କ ଠାରୁ ଦୁରେଇ ରହିଥିବା ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଆଜି ମିଳନ  । ରାମ ନବମୀ ପାଇଁ ରାଜ୍ୟ ତଥା ଦେଶର ରାମ ମନ୍ଦିର, ହନୁମାନ ମନ୍ଦିର ଓ ଧାର୍ମିକ ପୀଠରେ…

୫ରାଜ୍ୟକୁ ସତର୍କ କଲେ କେନ୍ଦ୍ର ସରକାର: ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ନେଇ ଚିନ୍ତା

ଦିଲ୍ଲୀ: ଗୁଜରାଟରେ ଓମିକ୍ରନର ଉପପ୍ରଜାତି ଏକ୍ସଇ କରୋନା ଭୂତାଣୁର ପ୍ରଥମ ମାମଲା ଚିହ୍ନଟ ହୋଇଥିବା ସୂଚନା ମିଳିଛି । କିଛି ଦିନ ପୂର୍ବରୁ ମୁମ୍ବାଇରୁ ଗୁଜରାଟ ଯାଇଥିବା ଜଣେ ବ୍ୟକ୍ତି ପ୍ରଥମେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ପରେ ଜିନୋମ ସିକ୍ୱେନ୍ସିଂରୁ ସେ ଏକ୍ସଇ ଭ୍ୟାରିଆଂଟ…

ଗାଧୁଆ ଘରୁ ଉଦ୍ଧାର ହେଲା ୪୫ଟି ଧଣ୍ଡ ସାପ ଛୁଆ

ଭୁବନେଶ୍ୱର  : ଗାଧୁଆ ଘରୁ ଉଦ୍ଧାର ହେଲା ୪୫ଟି ଧଣ୍ଡ ସାପ ଛୁଆ । ଭୁବନେଶ୍ୱର ଉପକଣ୍ଠରେ ଥିବା ଗାଡକଣ ସ୍ଥିତ ଏକ ଘରୁ ଉଦ୍ଧାର ହୋଇଛି ୪୫ଟି ସାପ । ଗାଁରେ ରହୁଥିବା ଲବଣୀ ପ୍ରଧାନଙ୍କ ଗାଧୁଆ ଘରୁ ସାପ ଛୁଆ ଦେଖିବା ପରେ ସ୍ନେକ ହେଲ୍ପ ଲାଇନକୁ ଖବର ଦେଇଥିଲେ । ସ୍ନେକ ହେଲ୍ପ ଲାଇନ ସଦସ୍ୟ…

ଗଡିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ : ଦୀର୍ଘ ୨ ବର୍ଷ ପରେ ଭକ୍ତଙ୍କ ଗହଳିରେ ରୁକୁଣା ରଥଯାତ୍ରା ।

ଭୁବନେଶ୍ୱର : ଗଡିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ । ମହାଆନନ୍ଦରେ ମହାପ୍ରଭୁଙ୍କ ରଥକୁ ଟାଣୁଛନ୍ତି ଭକ୍ତଗଣ । ଆଜି ପବିତ୍ର ଅଶୋକା ଅଷ୍ଟମୀ ଅବସରରେ ଦୀର୍ଘ ୨ ବର୍ଷ ପରେ ଭକ୍ତ ଟାଣୁଛନ୍ତି ରୁକୁଣା ରଥ । ମହାପ୍ରଭୁ ଶ୍ରୀଲିଙ୍ଗରାଜ, ଦୋଳଗୋବିନ୍ଦ ଓ ଭଗ୍ନୀ ରୁକ୍ମଣୀ ରଥରେ ବିରାଜିତ…

[ଦେଖନ୍ତୁ ଭିଡିଓ] ଝୁମ୍ପୁଡି ଘରେ ବିଡ଼ା ବିଡ଼ା ଟଙ୍କା : କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱରଙ୍କ ଦ୍ୱିତୀୟ ପତ୍ନୀ ଗିରଫ

ଭୁବନେଶ୍ୱର : କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀ ଗିରଫ । ଏହି କୁବେର ଯନ୍ତ୍ରୀଙ୍କ ସମ୍ପତ୍ତି ଯେତେ ଖୋଳିଲେ ସେତେ ବାହାରୁଛି ।  ଶୁକ୍ରବାର ତାଙ୍କ ଦ୍ୱିତୀୟ ପତ୍ନୀଙ୍କ ଘରୁ ୨କୋଟିରୁ ଅଧିକ ଟଙ୍କା ଜବତ ହୋଇଥିଲା । ଆଜି ସକାଳେ ତାଙ୍କ ଦ୍ୱିତୀୟ ପତ୍ନୀଙ୍କ ଭଉଣୀ ଘରୁ…

[ଦେଖନ୍ତୁ ଭିଡିଓ] ଘର ଦୁଆର ମୁହଁରେ ପହଞ୍ଚିବ ସେବା, ଭୁବନେଶ୍ୱରର ବିକାଶ ଆମର ଲକ୍ଷ୍ୟ : ସୁଲୋଚନା

ଭୁବନେଶ୍ୱର: ଦୁଇ ମହିଳାଙ୍କ ହାତରେ ଭୁବନେଶ୍ୱର ଦାୟିତ୍ୱ । ଭୁବନେଶ୍ୱର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ । ପ୍ରଥମ ମହିଳା ମେୟର ଭାବେ ଶପଥ ଗ୍ରହଣ କରିଛନ୍ତି ସୁଲୋଚନା । ମେୟରଙ୍କ ସହିତ ଭୁବନେଶ୍ୱର ମହାନଗର ନିଗମର ୬୭  କର୍ପୋରେଟର ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ତେବେ…

କମ୍ବିଂ ଅପରେସନ ପାଇଁ ଚାଲିଥିଲା ଟ୍ରେନିଂ: ଯବାନଙ୍କୁ କଚାଡି ଦେଲା ଦନ୍ତା,୬ ଗୁରୁତର

ବାରଙ୍ଗ: ଚନ୍ଦକା ଜଙ୍ଗଲରେ ଅଘଟଣ । ଟ୍ରେନିଂ ବେଳେ ହାତୀ କଲେ  ଆକ୍ରମଣ । ଏଥିରେ ୬ ଜଣ ଏସ୍‌ଓଜି ଯବାନ ଗୁରୁତର ହୋଇଛନ୍ତି  । ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଚନ୍ଦକା ଜଙ୍ଗଲ ଭିତରେ ଏସ୍‌ଓଜି ଯବାନମାନଙ୍କ ପକ୍ଷରୁ କମ୍ବିଂ ଅପରେସନ ଲାଗି ଟ୍ରେନିଂ ଚାଲିଥିଲା ।…

ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର ପ୍ରାର୍ଥୀ ହେଲେ ମଞ୍ଜୁଲତା କହଁର

ଭୁବନେଶ୍ୱର  : ଭୁବନେଶ୍ୱର ମହାନଗର ନିଗମ ପାଇଁ ବଛା ହେଲେ ଡେପୁଟି ମେୟର । ଏହି ପଦବୀ ପାଇଁ ଅନେକ ଆଶାୟୀ ଲବି ଚଳାଇଥିଲେ ବି ସମସ୍ତଙ୍କୁ ଚମକାଇ ଡେପୁଟି ମେୟର ହୋଇଛନ୍ତି ୨୨ ନମ୍ବର ୱାର୍ଡର ମଞ୍ଜୁଲତା କହଁର । ୬୭ କର୍ପୋରେଟରଙ୍କ ମଧ୍ୟରୁ ୫୧ ଜଣ ବିଜେଡିର ହୋଇଥିବାରୁ ଡେପୁଟି ମେୟର ହେବା…