Latest Odisha News

BREAKING NEWS

Browsing Category

ସହର

City

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିର ରୋଷ ଶାଳା ଚୁଲିକୁ ଭାଙ୍ଗିଦେଲେ ଦୁର୍ବୁତ୍ତ

 ପୁରୀ: ଶ୍ରୀମନ୍ଦିର ରୋଷ ଶାଳାର ଚୁଲିକୁ ଭାଙ୍ଗିଦେଲେ ଦୁର୍ବୁତ୍ତ। ଗତ ରାତିରେ ଦୁର୍ବଳ ସୁରକ୍ଷା ବ୍ୟବସ୍ଥାର ସୁଯୋଗ ନେଇ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତ ହେଉଥିବା ଚୁଲିକୁ ଭାଙ୍ଗି ଦେଇଛନ୍ତି ଦୁର୍ବୁତ୍ତ। ଗତକାଲି ରାତିରେ ମହାପ୍ରଭୁଙ୍କ ବଡ଼ସିଂହାର ଭୋଗ ପରେ ରୋଷ ଶାଳାକୁ ସୁରକ୍ଷା…

କାଜୁ ଜଙ୍ଗଲରୁ ମିଳିଲା ନର କଙ୍କାଳ

କୋରାପୁଟ: କାଜୁ ଜଙ୍ଗଲରୁ ମିଳିଲା ନର କଙ୍କାଳ । କୋରାପୁଟ ସଦର ଥାନା ଅନ୍ତର୍ଗତ ଏକତାଗୁଡା କାଜୁ ଜଙ୍ଗଲରୁ ନର କଙ୍କାଳ ଠାବ ହୋଇଛି । ଖବର ପାଇ କୋରାପୁଟ ଉପଖଣ୍ଡ ପୋଲିସ ଅଧିକାରୀ ମନୋଜ କୁମାର ପୂଜାରୀ,ସଦର ଥାନା ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛ। ତେବେ ଘଞ୍ଚ ଜଙ୍ଗଲ…

ମାନସ ସ୍ୱାଇଁ ହତ୍ୟାକାଣ୍ଡ ମାମଲା : ଶର୍ମିଷ୍ଠା ଓ ଝୁନାଙ୍କୁ ୩ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଲେ କୋର୍ଟ

ଚାନ୍ଦବାଲି : ମାନସ ସ୍ୱାଇଁ ହତ୍ୟା କାଣ୍ଡ ମାମଲା । ହତ୍ୟା ପଛରେ କାରଣ କଣ ସେନେଇ ସସପେନ୍ସ ଜାରି ରହିଛି । କ୍ରାଇମବ୍ରାଞ୍ଚ ୫ ଦିନ ରିମାଣ୍ଡ ପାଇଁ ଆବେଦନ କରିଥିବା ବେଳେ । ୩ ଦିନ ରିମାଣ୍ଡ ଦେଇଛନ୍ତି କୋର୍ଟ । ଆଜି ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ସମେତ ଝୁନା,ରଞ୍ଜନ ,ନିରଞ୍ଜନ…

ଯୌତୁକ ଜୁଇରେ ବଳି ପଡିଲା ବଧୂ , ହତ୍ୟା ଅଭିଯୋଗ ନେଇ ଥାନାରେ ଏତଲା

ସାଲେପୁର  : ଯୌତୁକ ନେଇଗଲା ଜୀବନ । ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକ ମିଶିକରି ଝିଅକୁ ମାରିଦେଇଥିବା ଅଭିଯୋଗ ଆଣିଛନ୍ତି ଝିଅର ବାପ ଘର ପକ୍ଷ । ସାଲେପୁର ନଇଗୁଆ ଗ୍ରାମରେ ଏପରି ଅଘଟଣ ଘଟିଛି । ଏହି ଘଟଣା ଘଟିବା ପରେ ସାଲେପୁର ପୋଲିସ ମୃତ ଦେହ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।…

[ଦେଖନ୍ତୁ ଭିଡିଓ] ଶ୍ରମିକଙ୍କୁ ଆକ୍ରମଣର ପ୍ରତିବାଦ : କାର୍ଯ୍ୟାନୁଷ୍ଠାନ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ

ଭଦ୍ରକ : ଶ୍ରମିକଙ୍କୁ ଆକ୍ରମଣର ପ୍ରତିବାଦ। ଏହ।ର ପ୍ରତିବାଦ କରିବା ସହିତ ରାଜରାସ୍ତାରେ ଟାୟାର ଜାଳି ବସିଛନ୍ତି ଲୋକେ । ଭଦ୍ରକରେ ଘଟିଛି ଘଟଣା। ଭଦ୍ରକ ରାନ୍ଧିଆରେ ଥିବା ବେଦାନ୍ତ ପାୱାର ପ୍ଲାଣ୍ଟର କିଛି ଶ୍ରମିକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଥିଲା। ବେଦାନ୍ତରେ କାର୍ଯ୍ୟରତ…

ବିଜେଡିରେ ମିଶିଲେ ଭୁବନେଶ୍ୱର ମହାନଗର ନିଗମର ସ୍ୱାଧୀନ କର୍ପୋରେଟର ଚନ୍ଦ୍ରଶେଖର ମଲିଆ

ଭୁବନେଶ୍ୱର : ବିଜେଡିରେ ମିଶିଲେ ଭୁବନେଶ୍ୱର ମହାନଗର ନିଗମର ସ୍ୱାଧୀନ କର୍ପୋରେଟର ଚନ୍ଦ୍ରଶେଖର ମଲିଆ। ସେ ବିଜେଡି ଟିକେଟ ନ ପାଇବାରୁ ୬୦ ନମ୍ବର  ୱାର୍ଡରୁ ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ। ସ୍ୱାଧୀନ ଲଢ଼ିଥିବା ସତ୍ତ୍ୱେ ଦଳ ତାଙ୍କୁ ନିଲମ୍ବନ କରି ନଥିଲା। ବର୍ତ୍ତମାନ ସେ ଭୁବନେଶ୍ୱର…

୧୦ କୋଟିରୁ ଅଧିକ ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ଜିଏସଟି ବିଭାଗର ରେଡ

ରାଉରକେଲା :ଟିକସ ଫାଙ୍କିବା ପଡିଲା ମହଙ୍ଗା , ଚଢାଉ କଲା ଜିଏସଟି ବିଭାଗ । ରାଉରକେଲାରେ କେନ୍ଦ୍ରୀୟ ଜିଏସଟି ବିଭାଗ ଚଢାଉ କରିଛି ।କୁଆଁରମୁଣ୍ଡା ଟପ୍ ଟେକ ପ୍ରାଇଭେଟ ଲିମିଟେଡ କମ୍ପାନୀରେ ଜିଏସଟି ବିଭାଗ ରେଡ କରିଛି । ୧୦ କୋଟି ଟଙ୍କାରୁ ଅଧିକ ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ଜିଏସଟି…

ସୋମବାର ମହାପ୍ରଭୁଙ୍କ ଖସାପଡା ନୀତି ଅନୁଷ୍ଠିତ ହେବ , ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ  : ଶ୍ରୀମନ୍ଦିରରେ ହେବ ଖସାପଡା ନୀତି । ବନ୍ଦ ରହିବ ସାଧାରଣ ଦର୍ଶନ । ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡା ନୀତି ଅନୁଷ୍ଠିତ ହେବ । ଏନେଇ ସାଧାରଣ ଦର୍ଶନ ବନ୍ଦ ରହିବ ।ଅପରାହ୍ନ ୪ ଟାରୁ ରାତି ୮ ଯାଏଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ମାନସ ହତ୍ୟାକାଣ୍ଡ: ଗୁମର ଖୋଲିବ କ୍ରାଇମବ୍ରାଞ୍ଚ, ଅଭିଯୁକ୍ତଙ୍କୁ ପୁଣି ରିମାଣ୍ଡରେ ନେବାକୁ କରିବ ଆବେଦନ

ଭୁବନେଶ୍ୱର: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା । ମାମଲାରେ ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କୁ ପୁଣି ଥରେ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରାଞ୍ଚ । ମାମଲାରେ ଅଧିକ ତଦନ୍ତର ଆବଶ୍ୟକତା ଥିବାରୁ ୫ ଦିନିଆ ରିମାଣ୍ଡ ନେବାକୁ କ୍ରାଇମବ୍ରାଞ୍ଚ ଆବେଦନ କରିବ ।…

ଶ୍ରୀମନ୍ଦିର ରୋଷ ଘରେ ଭାଙ୍ଗିଲା ୪୦ ଚୁଲା

ପୁରୀ : ପୁରୀ ଶ୍ରୀମନ୍ଦିରରେ ଏକ ଅଭାବନୀୟ ଘଟଣା ଘଟିଛି । ମହାପ୍ରଭୁଙ୍କ ରୋଷଘରେ ଦୁର୍ବୃତ୍ତ ଘଟାଇଛନ୍ତି ହିଂସା କାଣ୍ଡ । ରୋଷଘରର ୪୦ରୁ ଅଧିକ ଚୁଲିକୁ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ପୂର୍ବ ଶତ୍ରୁତାକୁ ନେଇ ଏପରି କାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ଏହି ଘଟଣାରେ ଶ୍ରୀମନ୍ଦିର…