Latest Odisha News

BREAKING NEWS

Browsing Category

ସହର

City

ଗାଙ୍ଗପୁର ଆଇଆଇସି ମୃତ୍ୟୁ ରହସ୍ୟ: ଅଡୁଆ ବଢ଼ାଇଲା ଏସ୍‌ଆଇଙ୍କ ଭିଡିଓ

ବ୍ରହ୍ମପୁର : ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ  ରହସ୍ୟ ।  ଦିନ ଯେତେ ଗଡ଼ୁଛି ମୃତ୍ୟୁ ଘଟଣାକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି । ଦିନକୁ ଦିନ ଗୋଟିଏ ପରେ ଗୋଟିଏ ରୋଚକ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି । ଘଟଣା ସମୟରେ ଭଞ୍ଜନଗର ଏସ୍‌ଡିପିଓ ଓ ଭଞ୍ଜନଗର ଆଇଆଇସିଙ୍କ…

ଦଶରଥପୁରରେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ହତ୍ୟା ଉଦ୍ୟମ

ଯାଜପୁର : ଯାଜପୁରରେ ପୁଣି ମାତିଲେ ବାଲି ମାଫିଆ । ଚଢାଉ ବେଳେ ତହସିଲଦାରଙ୍କୁ ଗାଡି ଚଢାଇବାକୁ ଉଦ୍ୟମ କରିବାକୁ ବି ପଚାଇଲେନି ବାଲି ମାଫିଆ । ଦଶରଥପୁର ତହସିଲରୁ ଆସିଛି ଏପରି ସାଙ୍ଘାତିକ ଅଭିଯୋଗ । ଦଶରଥପୁର ତଦସିଲଦାର ମଙ୍ଗଳପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଘଟଣା ସାମ୍ନାକୁ ଆସିଛି…

ମାନସ ସ୍ୱାଇଁ ହତ୍ୟା ମାମଲା : ଅଧାପୋଡା ଚପଲ ,ଇୟରଫୋନ୍ ଓ ହତ୍ୟାକାଣ୍ଡରେ ବ୍ୟବହୃତ ଜିନିଷ ଚଣ୍ଡିଖୋଲରୁ ଜବତ

 ଭୁବନେଶ୍ୱର : କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ତନାଘନା ଜାରି ରଖିଛନ୍ତି କ୍ରାଇମବ୍ରାଞ୍ଚ ଟିମ୍  । ମାନସ ହତ୍ୟା ମାମଲାରେ ବ୍ୟବହାର ହୋଇଥିବା ଜିନିଷ ଜବତ କରିଛି କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ ଟିମ୍ ଯାଜପୁର ଜିଲ୍ଲାର ଚଣ୍ଡିଖୋଲରୁ କୋଦାଳ, ଗଇଁତି ଓ ଅଖା ବସ୍ତା ଜବତ…

ଆଜି ସରିବ ବିଧାନସଭା ବଜେଟ ଅଧିବେସନ

ଭୁବନେଶ୍ୱର : ଆଜି ସରିବ ବଜେଟ ଅଧିବେସନ  ।ବଜେଟ ଅଧିବେସନର ଶେଷ ଦିନରେ ଆଜି ଗୃହରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ୍ । ଗତ କାଲି ୪ ମାସ ପାଇଁ କାମଚଳା ବଜେଟ ଉପସ୍ଥାପନା କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଏପ୍ରିଲରୁ ଜୁଲାଇ ମାସ ପର୍ଯ୍ୟନ୍ତ ୧ ଲକ୍ଷ ୬ହଜାର ୪ ଶହ ୯୮ କୋଟି ବଜେଟ…

୧୧ କେ.ଭି ବିଦ୍ୟୁତ ତାର ଛିଡି ପଡିଲା , ଜଳିଗଲା ୫ ପରିବା ଦୋକାନ

କଳାହାଣ୍ଡି : ହଠାତ୍ ଛିଡିଗଲା ୧୧ କେଭି ବିଦ୍ୟୁତ ତାର । ପ୍ରାୟ ୫ ବଖରାରୁ ଅଧିକ ପରିବା ଦୋକାନ ଜଳି ଯାଇଛି । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଛକ ନିକଟଟେ ଏପରି ଅଘଟଣ ଘଟିଛି । ତାରଟି ଛିଡି ଯିବାରୁ ପାଖରେ ଥିବା ଅଧିକାଂଶ ଦୋକାନ ଜଳି ଯାଇଛିାସେପଟେ କ୍ଷତି ପୁରଣ ଦାବିରେ ବ୍ୟବସାୟୀ ମାନେ…

ମାନସ ସ୍ୱାଇଁ ହତ୍ୟା ମାମଲା : ସତ ମାନୁଛନ୍ତି ଶର୍ମିଷ୍ଠା, ଅଡୁଆରେ ନିରଞ୍ଜନ ସେଠୀ

ଭୁବନେଶ୍ୱର : ମାନସ ସ୍ୱାଇଁ ହତ୍ୟା ମାମଲା । ଦିନକୁ ଦିନ ବଢୁଛି ଅଡୁଆ । ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ସବୁ ସତ ମାନିଯିବା ପରେ ଅଡୁଆରେ ପଡିଲେଣି ନିରଞ୍ଜନ ସେଠୀ । ପୋଲିସ ଶର୍ମିଷ୍ଠାକୁ ଖୋଜୁଥିବା ବେଳେ ଶର୍ମିଷ୍ଠା ସହ ଯୋଗୀ ଝୁନା ଭୋଇକୁ ସାଙ୍ଗରେ ଧରି ଭଦ୍ରକ, କାଳିଆପାଣୀ. ଯାଜପୁର ଓ…

ଜେଏସଡବ୍ଲୁ ପକ୍ଷରୁ ଢ଼ିଙ୍କିଆରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର , ୫୫୦ରୁ ଉର୍ଦ୍ଧ ଲୋକ ଚକ୍ଷୁ ପରୀକ୍ଷା କଲେ

ପାରାଦୀପ  : ଜେ ଏସ ଡ ବ୍ଲୁ ଫାଉଣ୍ଡେସନ ପକ୍ଷରୁ ଢ଼ିଙ୍କିଆ ପଞ୍ଚାୟତରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର କରାଯାଇଛି ।ପାରାଦୀପ ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏରସମା ବ୍ଲକ ଅନ୍ତର୍ଗତ ଢ଼ିଙ୍କିଆ ନୂଆଗାଁ ଏବଂ ଗଡ଼କୁଜଙ୍ଗ ପଞ୍ଚାୟତରେ ହେବାକୁ ଥିବା ଜେ ଏସ ଡ ବ୍ଲୁ ପ୍ରକଳ୍ପ ପ୍ରସ୍ତାବିତ…

ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷର କାମଚଳା ବଜେଟ ଉପସ୍ଥାପିତ

ଭୁବନେଶ୍ୱର : ବିଧାନସଭାରେ ଆଜି କାମଚଳା ବଜେଟ ଉପସ୍ଥାପନ କରାଯାଇଛି ।୨୦୨୨-୨୩ ଆର୍ଥିକ ବର୍ଷର କାମଚଳା ବଜେଟ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ମହାମାରୀ ଓ ୟୁକ୍ରେନ ଯୁଦ୍ଧ ବିଶ୍ୱ ଅର୍ଥନୀତିକୁ ପ୍ରଭାବିତ କରିଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।ଏହି ଆର୍ଥିକ ବର୍ଷରେ…

ଏପ୍ରିଲ ୨ତାରିଖରୁ ରାଜ୍ୟରେ ସକାଳୁଆ ସ୍କୁଲ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ବଢୁଛି ତାତି । ଏହି ସମୟରେ ସ୍କୁଲର ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର ।ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଖରା ବଢୁଥିବାରୁ ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ ହେବ । ସକାଳ ୬ଟା ୩୦ରୁ ୧୦ ଟା…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦିଲ୍ଲୀ ସଂସଦ ଭବନରେ ସାକ୍ଷାତ କଲେ ସାଂସଦ ଅପରାଜିତା , ଟ୍ୱିଟ କରି ଚର୍ଚ୍ଚାରେ…

ଭୁବନେଶ୍ୱର : ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ସଂକ୍ରମଣ ହ୍ରାସ ପାଇବା ପରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଏହି ସମୟରେ ସଂସଦ ଭବନ ସେଣ୍ଟ୍ରାଲ ହଲରେ ମୁଖ୍ୟମନ୍ତ୍ରୀଙ୍କୁ ପହଁଞ୍ଚିଥିବା ବେଳେ ତାଙ୍କୁ ବେଜେଡି ସାଂସଦଙ୍କ ସହ…