Latest Odisha News

BREAKING NEWS

Browsing Category

ସହର

City

ଜାଣନ୍ତୁ; ଭୁବନେଶ୍ୱରର ନୂଆ ମେୟର ସୁଲୋଚନା ଦାସଙ୍କୁ

ଭୁବନେଶ୍ୱର: ସୁଲୋଚନା ଦାସ । ଏହି ବିଜେଡି ନେତ୍ରୀ ମହାନଗର ନିଗମ ନିର୍ବାଚନରେ ଭୁବନେଶ୍ୱରର ମେୟର ଭାବେ ନିର୍ବାଚିତ ହୋଇଛନ୍ତି । ବିଜୟୀ ହୋଇ ସେ ମନ୍ଦିର ମାଳିନୀ ସହର ଭୁବନେଶ୍ୱରର ମେୟର ହୋଇଛନ୍ତି । ସେ ବିଜେପି ପ୍ରାର୍ଥୀ ସୁନୀତି ମୁଣ୍ଡଙ୍କୁ କଡା ପ୍ରତିଦ୍ଵନ୍ଦ୍ଵିତା କରିଥିଲେ ମଧ୍ୟ…

ପ୍ଲେସ୍‌ମେଣ୍ଟ ଓ କ୍ୟାମ୍ପସ୍ ଦିଗରେ ଦେଶର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ କିଟକୁ ଏସିଆ ଏଜୁକେସନ୍ ୨୦୨୨ ପୁରସ୍କାର

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟକୁ ଏସିଆ ଏଜୁକେସନ୍ ପୁରସ୍କାର ୨୦୨୨ ପ୍ରଦାନ କରାଯାଇଛି। ଶୁକ୍ରବାର ବାଙ୍ଗାଲୋରରେ ଏସିଆ ଟୁଡେ ରିସର୍ଚ୍ଚ ଓ ମିଡ଼ିଆ ପକ୍ଷରୁ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। କିଟ ଓ କିସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ…

କଟକ ମହାନଗର ନିଗମରେ ମେୟର ହେଲେ ବିଜେଡି ପ୍ରାର୍ଥୀ ସୁବାସ ସିଂ

କଟକ : କଟକରେ ମେୟର ଭାବେ ନିର୍ବାଚିତ ହୋଇଛନ୍ତି ବିଜେଡି ପ୍ରାର୍ଥୀ ସୁବାସ ସିଂ । ବିଜେପି ଓ କଂଗ୍ରେସଙ୍କୁ ପଛରେ ପକାଇ ବିଜୟ ହାସଲ କରିଛନ୍ତି ବେଜେଡି ପ୍ରାର୍ଥୀ । ୪୫ ହଜାର ୨ଶହ ୬ ଖଣ୍ଡ ଅଧିକ ଭୋଟରେ ବିଜେଡି ପ୍ରାର୍ଥୀ ସୁବାସ ସିଂ ବିଜୟ ହାସଲ କରିଛନ୍ତି । ବିଜେଡି ପ୍ରାର୍ଥୀ ସୁବାସ…

ଭୁବନେଶ୍ୱର ମହାନଗର ନିଗମର ମେୟର ହେଲେ ବିଜେଡି ପ୍ରାର୍ଥୀନୀ ସୁଲୋଚନା ଦାସ

ଭୁବନେଶ୍ୱର  : ଭୁବନେଶ୍ୱର ମହାନଗର ନିଗମର ମେୟର ଭାବେ ନିର୍ବାଚିତ ହେଲେ ବିଜେଡି ମେୟର ପ୍ରାର୍ଥୀନୀ ସୁଲୋଚନା ଦାସ । ବିଜେଡି ମେୟର ପ୍ରାର୍ଥୀନୀ ସୁଲୋଚନା ଦାସଙ୍କୁ ଭୁବନେଶ୍ୱର ବାସିନ୍ଦା ବିଜୟୀ କରିଛନ୍ତି ।ସୁଲୋଚନା ୬୧ ହଜାର ୧୪୩ ଖଣ୍ଡ ଭୋଟରେ ବିଜେପି ପ୍ରାର୍ଥୀନୀ ସୁନୀତି ମୁଣ୍ଡଙ୍କୁ…

ପୌର ନିର୍ବାଚନ ଫଳାଫଳ : ଭୁବନେଶ୍ୱରରୁ କିଏ କେଉଁ ୱାର୍ଡରେ ବିଜୟୀ ହେଲେ ଦେଖନ୍ତୁ…

ଭୁବନେଶ୍ୱର : ରାଜ୍ୟରେ ଆଜି ପୌର ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି । ଭୁବନେଶ୍ୱରରେ କିଏ କେଉଁ ୱାର୍ଡରେ ବିଜୟୀ ହେଲେ ଦେଖନ୍ତୁ ଏହି ରିପୋର୍ଟରେ । ଏହି ରିପୋର୍ଟରୁ ଜଣାପଡିଛି କି ପୌର ନିର୍ବାଚନରେ ବିଜେଡିର ଐତିହାସିକ ବିଜୟ ହୋଇଛି । ଭୁବନେଶ୍ୱର ମହାନଗର ନିଗମର ବିଭିନ୍ନ ୱାର୍ଡ ଦଖଲ କରିଛି…

[ଭିଡିଓ] ପୌର ନିର୍ବାଚନ : ବନ୍ଧୁକରୁ ଗୁଳି ଫୁଟାଇ ବିଜୟ ଉତ୍ସବ କଲେ ବିଜେଡି କାଉନସିଲର

ସୁବର୍ଣ୍ଣପୁର : ପୌର ନିର୍ବାଚନ ଜିତଲେ । ହେଲେ ବେଆଇନ ଭାବେ ବନ୍ଧୁକ ଫୁଟାଇ ସେଲିବ୍ରେସନ କଲେ ବିଜେଡିର ବିଜୟୀ କାଉନସିଲ। ସୁବର୍ଣ୍ଣପୁର ଜିଲ୍ଲା ପୌର ପରିଷଦର ୯ ନମ୍ବର ୱାର୍ଡରେ କାଉନସିଲର ଭାବେ ବିଜୟୀ ପ୍ରାର୍ଥୀ ଦେଖାଇଛନ୍ତି ଏପରି କାରନାମା । ଫଳାଫଳ ଘୋଷଣା ସମୟରେ ନିଜ ୱାର୍ଡର…

ଜି .ଉଦୟଗିରି ଏନଏସିରେ ବିଜେଡି ପ୍ରାର୍ଥୀନୀ ଭାନୁପ୍ରଭା ମିଶ୍ର ଅଧ୍ୟକ୍ଷା ଭାବେ ନିର୍ବାଚିତ

କନ୍ଧମାଳ : ଜି .ଉଦୟଗିରିରେ ବାଜି ମାରିନେଲା ବିଜେଡି । ଜି ଉଦୟଗିରି ଏନଏସିରେ ବିଜେଡି ପ୍ରାର୍ଥୀନୀ ଭାନୁପ୍ରଭା ମିଶ୍ର ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଛନ୍ତି ।ସ୍ୱାଧିନ ଦ୍ୱିତୀୟ ସ୍ଥାନ ଓ ବିଜେପି ତୃତୀୟ ସ୍ଥାନ ଅଧିକାର କରିଛି । ଜି ଉଦୟଗିରି ଏନଏସିରେ ବିଜୁ ଜନତା ଦଳର ଅଧ୍ୟକ୍ଷା…

ପୌର ଫଇସଲା: ଭୁବନେଶ୍ୱର ମେୟର ଭୋଟ୍ ଗଣତିର ଟ୍ରେଣ୍ଡ୍

ଭୁବନେଶ୍ୱର: ଚାଲିଛି ଭୋଟ୍ ଗଣତି, ଆସିଲା ଭୁବନେଶ୍ୱରର ଟ୍ରେଣ୍ଡ୍ । ସନ୍ଧ୍ୟା ୫ଟା ସୁଦ୍ଧା ମିଳିଥିବା ଟ୍ରେଣ୍ଡ ମୁତାବକ  ଭୁବନେଶ୍ୱରରେ ବିଜେଡି ପ୍ରାର୍ଥୀ ବହୁଆଗରେ ରହିଛନ୍ତି । ଟ୍ରେଣ୍ଡ୍ ମୁତାବକ ବିଜେଡିର ମେୟର ପ୍ରାର୍ଥିନୀ ସୁଲୋଚନା ଦାସ ୧ଲକ୍ଷ ୩୯ ହଜାର ୪୮୮ ଭୋଟରେ ଆଗୁଆ ରହିଥିବାବେଳେ…

ବ୍ରହ୍ମପୁରରେ ବିଜେଡିର ବାଜିମାତ୍ : ବିଜେଡି ପ୍ରାର୍ଥୀନୀ ସଂଘମିତ୍ରା ଦଳେଇ ମେୟର ଭାବେ ନିର୍ବାଚିତ

ବ୍ରହ୍ମପୁର  : ବ୍ରହ୍ମପୁରରେ ବାଜି ମାରିନେଲା ବିଜେଡି । ବିଜେଡି ମେୟର ପ୍ରାର୍ଥୀନୀ ସଂଘମିତ୍ରା ଦଳେଇ ବିଜୟୀ ହୋଇଛନ୍ତି । ବିଜେଡି ପ୍ରାର୍ଥୀନୀ ସଂଘମିତ୍ରା ଦଳେଇ ୨୦,୨୮୬ ଅଧିକ ଭୋଟ ପାଇଁ ବିଜୟୀ ହୋଇଛନ୍ତି । ସଙ୍ଘମିତ୍ରାଙ୍କୁ ୬୬ ହଜାର ୬୮ ଖଣ୍ଡ ଭୋଟ ମିଳିଛି ।ତାଙ୍କ ନିକଟତମ…

ପୌର ନିର୍ବାଚନ ଫଳାଫଳ: ପିପିଲି ଏନଏସିରେ ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ଶେଖ ବାବୁ ବିଜୟୀ

ପିପିଲି : ପୌର ନିର୍ବାଚନ ଫଳାଫଳରେ ବିଜେଡିର ବାଜିମାତ୍ । ପିପିଲି ଏନଏସିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ବିଜେପି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ହରାଇ ବିଜେଡି ପ୍ରାର୍ଥୀ ଶେଖ ବାବୁ ବିଜୟୀ ହୋଇଛନ୍ତି । । ବର୍ଷ ବର୍ଷ ଧରି ପିପିଲି ଏନଏସିରେ ରାଜ କରୁଥିବା କଂଗ୍ରେସ ତଳକୁ ଖସିଛି ।…