Latest Odisha News

BREAKING NEWS

Browsing Category

ସହର

City

ନୂଆଦିଲ୍ଲୀସ୍ଥିତ ‘ଓଡ଼ିଆ ସମାଜ’ ପକ୍ଷରୁ ୨୬ ଓ ୨୭ରେ ଆୟୋଜିତ ହେବ ଅନ୍ତର୍ଜାତୀୟ ଓଡ଼ିଶା ପର୍ବ

ଭୁବନେଶ୍ୱର : ନୂଆଦିଲ୍ଲୀସ୍ଥିତ ‘ଓଡ଼ିଆ ସମାଜ’ ପକ୍ଷରୁ ଆସନ୍ତା ୨୬ ଓ ୨୭ ତାରିଖରେ ଭର୍ଚୁଆଲ୍‌ ମାଧ୍ୟମରେ ଆୟୋଜିତ ହେବ ‘ଅନ୍ତର୍ଜାତୀୟ ଓଡ଼ିଶା ପର୍ବ-୨୦୨୨’। ଏହି ଦୁଇଦିନିଆ ସାଂସ୍କୃତିକ ମହାକୁମ୍ଭ ଓଡ଼ିଶାର ଅନନ୍ୟ କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ପ୍ରଦର୍ଶିତ କରିବ। ୨୬ ମାର୍ଚ୍ଚ…

ଅଳିଆ ଆବର୍ଜନାରୁ ମିଳିଥିବା କଙ୍କାଳର ହେବ କେମିକାଲ ଟେଷ୍ଟ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ କଳାରାହାଙ୍ଗ ଇଞ୍ଜଣା ପୋଲ ତଳୁ ଉଦ୍ଧାର ହୋଇଥିବା ଖପୁରୀ ଓ ହାଡ଼ର କେମିକାଲ ଟେଷ୍ଟ ହେବ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ । ଏସବୁ କଙ୍କାଳର କେମିକାଲ ଟେଷ୍ଟ ଏମ୍ସରେ ହେବ । କଙ୍କାଳ ସବୁ କେତେ ପୁରୁଣା । କଙ୍କାଳ ଓ ଖପୁରୀ ପୁରୁଷର…

କ୍ୟାମେରାମ୍ୟାନ୍ ମାନସ ସ୍ବାଇଁ ହତ୍ୟା ମାମଲା: ଚାନ୍ଦବାଲିରେ କ୍ରାଇମ୍ ବ୍ରାଞ୍ଚ ଟିମର ତଦନ୍ତ

ଭଦ୍ରକ: ଭଦ୍ରକ ଜିଲ୍ଲାର ଚାନ୍ଦବାଲି ଅଞ୍ଚଳରେ  କ୍ରାଇମ୍ ବ୍ରାଞ୍ଚ ଟିମ୍ ପକ୍ଷରୁ ତଦନ୍ତ ଜାରି ରହିଛି । ପୁଲିସ ଶର୍ମିଷ୍ଠାର ୬ ଜଣ ସହଯୋଗୀଙ୍କୁ ଗିରଫ କରିଥିବା ବେଳେ ଶର୍ମିଷ୍ଠାର ପତ୍ତା ପୁଲିସ ନପାଇବାରୁ କ୍ରାଇମ୍ ବ୍ରାଞ୍ଚ ଟିମ୍ ଏହି ଘଟଣାରେ ତଦନ୍ତ କରିଛନ୍ତି । ଗତ ଫେବ୍ରୁଆରି ମାସ ୬…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଧାୟକ ସୁର ରାଉତରାୟଙ୍କ ପୁଅ ପର୍ବତାରୋହୀ ସିଦ୍ଧାର୍ଥ ରାଉତରାୟ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଓଡିଆ ପର୍ବତାରୋହୀ ସିଦ୍ଧାର୍ଥ ରାଉତରାୟ । ବିଧାନସଭା ପରିସରରେ ଥିବା ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଆଜି ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ସିଦ୍ଧାର୍ଥ ହେଉଛନ୍ତି ଜଟଣୀ କଂଗ୍ରେସ ବିଧାୟକ ସୁରେସ ରାଉତରାୟଙ୍କ ପୁଅ ।ଏହି…

ଗାଙ୍ଗପୁର ଥାନାରେ ଫୁଟିଲା ଗୁଳି, ଥାନା ଅଧିକାରୀ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର ଥାନାରେ ଫୁଟିଲା ଗୁଳି । ଏହି ଗୁଳିରେ ଥାନା ଅଧିକାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା । ଥାନା ଅଧିକାରୀ ଜଣକ ହେଲେ ଦେବ୍ କୁମାର ଗମାଙ୍ଗ । ଏନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଏସପି । ଗୁରୁତର ଆଇଆଇସିଙ୍କୁ ଆସିକା ଡାକ୍ତରଖାନାରେ…

ବିଧାନସଭାର ବଜେଟ୍ ଅଧିବେଶନ : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣ

ଭୁବନେଶ୍ୱର:  ବିଧାନସଭାର ବଜେଟ୍ ଅଧିବେଶନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଭିଭାଷଣ  । ବିଧାନସଭାର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ପୂର୍ବାହ୍ନ ୧୧ଟାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କ ଅଭିଭାଷଣ ରଖିଛନ୍ତି । ସିଡିଏସ୍ ବିପିନ ରାୱତଙ୍କ ସହ ଦିବଙ୍ଗତ ବିଧାନସଭାର…

[ଭିଡିଓ] ନିଆଁର ଆଁରେ ମୁକ୍ତାପଶି ପଶ୍ଚିମାଞ୍ଚଳ ବନାଞ୍ଚଳ , ଜଳୁଛି ଶହ ଶହ ଏକର ସଂରକ୍ଷିତ ଜଙ୍ଗଲ

କାମାକ୍ଷାନଗର : ଜଳୁଛି ଶହ ଶହ ଏକର ଜଙ୍ଗଲ । ନିଆଁ ଜଙ୍ଗଲକୁ ବ୍ୟାପିବାରେ ଲାଗିଛି । ଢେଙ୍କାନାଳ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଶିଆରିମାଳିଆ ଗାଁ ପାଖରେ ଥିବା ଜଙ୍ଗଲରେ ଏପରି ଦୃଶ୍ୟ ଦେଖିବାକୁ ମିଳିଛିା ଜଙ୍ଗଲରେ ନିଆଁ ଲାଗି ଯିବା ଯୋଗୁଁ ଶାଳ ,…

ଶିଶୁକନ୍ୟାକୁ ହତ୍ୟା ପରେ କଟାମୁଣ୍ଡ ଧରି ଗାଁରେ ବୁଲିଲା ଯୁବକ

ସମ୍ବଲପୁର  : ଶିଶୁକନ୍ୟାକୁ ହତ୍ୟା ପରେ କଟାମୁଣ୍ଡ ଧରି ଗାଁରେ ବୁଲିଲା ଯୁବକ। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଜମନକିରା ଥାନା ଅନ୍ତର୍ଗତ କସଡ଼ା ଗାଁରେ ଯୁବକଙ୍କ ଏଭଳି ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି । ୮ ବର୍ଷର ଶିଶୁକନ୍ୟାକୁ ଗଳାକାଟି ନୃଶଂସ ଭାବେ ହତ୍ୟା କରିଥିଲା ଯୁବକ । ଏହା ପରେ…

ଶନିବାର ହାଇକୋର୍ଟ ବାର୍ ଆସୋସିଏସନ ନିର୍ବାଚନ

କଟକ :  ଶନିବାର ହାଇକୋର୍ଟ ବାର୍ ଆସୋସିଏସନ ନିର୍ବାଚନ ହେବ । ସକାଳ ୮ଟାରୁ ଅପରାହ୍ନ ୩ ଟା ପର୍ଯ୍ୟନ୍ତ ଭୋଟ ଚାଲିବ । ୩ଟାରେ ଭୋଟ୍‌ ଗ୍ରହଣ ଶେଷ ହେବାପରେ ୪ଟାରୁ ଭୋଟ୍‌ ଗଣତି ଆରମ୍ଭ ହେବ ।ଚଳିତ ଥର ହାଇକୋର୍ଟ ବାର ଆସୋସିଏସନ ବିଭିନ୍ନ ପଦବୀ ପାଇଁ ମୋଟ୍ ୩୬ ଜଣ ପ୍ରାର୍ଥୀ ମଇଦାନକୁ…

ପୌର ନିର୍ବାଚନ : ଇଭିଏମରେ ସିଲ୍ ପ୍ରାର୍ଥୀଙ୍କ ଭାଗ୍ୟ, ଆସନ୍ତାକାଲି ବାହାରିବ ରେଜେଲ୍ଟ

ଭୁବନେଶ୍ୱର : ସରିଲା ଭୋଟ ।ଏବେ ଅପେକ୍ଷା ରେଜେଲ୍ଟକୁ । ପୌର ନିର୍ବାଚନ ପାଇଁ ରାଜ୍ୟବାସୀ ରାୟ ଦେଇସାରିଛନ୍ତି । ଏବେ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ ହୋଇ ରହିଛି । କଡା ସୁରକ୍ଷା ବଳୟ ଭିତରେ ଏବେ ବନ୍ଦ ହୋଇ ରହିଛି ୬ହଜାର ୪୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ । ଭୋଟର ମାନେ ମେୟର ଓ…