Latest Odisha News

BREAKING NEWS

Browsing Category

ସହର

City

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା , ଶର୍ମିଷ୍ଠାଙ୍କୁ ଖୋଜିବାକୁ ବାହାରିଲା କ୍ରାଇମବ୍ରାଞ୍ଚ ଟିମ୍

ଭଦ୍ରକ : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା। କ୍ରାଇମବ୍ରାଞ୍ଚର ଏକ ୫ ଜଣିଆ ଟିମ୍ ଭଦ୍ରକ ଏସପି କାର୍ଯ୍ୟାଳୟରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଟିମରେ ଡିଏସପି କଳ୍ପନା ସାହୁ , ଇନିସ୍ପେକ୍ଟର ବିଶ୍ୱ ପ୍ରକାଶ ଦାସ , ସବଇନ୍ସପେକ୍ଟର  ଅବଧୁତ ବାରିକଙ୍କ ସହିତ ଏସଆଇ…

ପୌର ନିର୍ବାଚନରେ ବି ନିର୍ବାଚନୀ ହିଂସା

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନରେ ମଧ୍ୟ ଦେଖିବାକୁ ମିଳିଛି ନିର୍ବାଚନୀ ହିଂସା । ଭଦ୍ରକ ଜିଲ୍ଲାରେ ନିର୍ବାଚନ ଚାଲିଥିବା ବେଳେ ଜେଣ ଯୁବକଙ୍କୁ ଛୁରା ମାଡ଼ ହୋଇଥିବା ଅଭିଯୋଗ ହୋଇଛି । ଧାମନଗର ଏନଏସି ୯ ନମ୍ବର ୱାର୍ଡ ୧୬ ନମ୍ବର ବୁଥ ସାମ୍ନାରେ ଏହି ଘଟଣା ଘଟିଛି ।…

[ଦେଖନ୍ତୁ ଭିଡିଓ] ପୌର ନିର୍ବାଚନ: ଭୋଟ ଦେଲେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର: ଭୋଟ ଦେଲେ ମୁଖ୍ୟ ଶାସନ ସଚିବ । ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଭୁବନେଶ୍ୱର ୟୁନିଟ-୧ ୱାର୍ଡ ନମ୍ୱର ୪୦ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟର ୪୧୬ ନମ୍ବର ବୁଥରେ ସୁରେଶ ମହାପାତ୍ର ଭୋଟ…

ଦିନ ୧୨ଟା ସୁଦ୍ଧା ୩୨ ପ୍ରତିଶତ ମତଦାନ

ଭୁବନେଶ୍ୱର: ପୌର ନିର୍ବାଚନ ଆଜି ସକାଳ ୮ରୁ ଆରମ୍ଭ ହୋଇଛି । ଏପର୍ଯ୍ୟନ୍ତ ଶନ୍ତିଶୃଙ୍କଳାର ସହ ଚାଲିଛି ମତଦାନ । ତେବେ ୧୨ଟା ସୁଦ୍ଧା ୩୨ ପ୍ରତିଶତ ମତଦାନ ହୋଇଛି । ରାଜ୍ୟ ନିର୍ବାଚନ କମିାନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟର ୩ ମହାନଗର ନିଗମରେ ୧୨ଟା ସୁଦ୍ଧା ୨୧ ପ୍ରତିଶତ ମତଦାନ…

ପୌର ନିର୍ବାଚନ ମତଦାନ ଜାରି , ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ପୋଲିଂ

ଭୁବନେଶ୍ୱର : ରାଜ୍ୟରେ ଚାଲିଛି ପୌର ନିର୍ବାଚନ । ସମସ୍ତ ଅଞ୍ଚଳରେ ଶାନ୍ତି ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି । ସକାଳ ୧୧ଟା ସୁଦ୍ଧା ୨୦ ପ୍ରତିଶତ ପୋଲିଂ ହୋଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି । ପୌର ନିର୍ବାଚନ ନେଇ ଭୋଟ ଦାନ ପକ୍ରିୟା ସକାଳ ୮ ଟାରୁ…

ପୌର ନିର୍ବାଚନ : ଭୋଟର ତାଲିକାରେ ନାଁ ମିଳୁନି ,ନିରାଶ ହୋଇ ଫେରିଲେ ଭୋଟର

ଭୁବନେଶ୍ୱର : ଆଜି ପୌର ନିର୍ବାଚନ । ପୌର ନିର୍ବାଚନରେ ଭୋଟର ତାଲିକାରେ ନା ନଥିବାରୁ ଅଧିକାଂଶ ଭୋଟର ନିରାଶ ହୋଇଛନ୍ତି । ବିଏମସି ବ। ନିର୍ବାଚନ କମିଶନଙ୍କ ୱେବ ସାଇଟକୁ ସର୍ଚ୍ଚ କଲେ ବି ଭୋଟର ମାନଙ୍କ ନାଁ ମିଳୁନି । ନିର୍ବାଚନ ତାଲିକାରେ ନା ନପାଇ ଶହ ଶହ ଭୋଟର ନିରାଶ ହୋଇପଡିଛନ୍ତି ।…

ଭୋଟ ଦେଲେ ଭୁବନେଶ୍ୱରର ୩ ମେୟର ପ୍ରାର୍ଥୀ : ସୁଲୋଚନା ଦାସ, ସୁନୀତି ମୁଣ୍ଡ ଓ ମଧୁସ୍ମିତା ଆଚାର୍ଯ୍ୟଙ୍କ ଭୋଟ ଗ୍ରହଣ

ଭୁବନେଶ୍ୱର: ଭୋଟ ଦେଲେ ବିଜେଡି ମେୟର ପ୍ରାର୍ଥୀ ସୁଲୋଚନା ଦାସ । ନୟାପଲ୍ଲୀ ଉତ୍କଳମଣି ସରକାରୀ ୟୁପି ସ୍କୁଲର ୪୦୭ ନମ୍ବର ବୁଥରେ ମତଦାନ କରିଛନ୍ତି ସୁଲୋଚନା । ନିଜ ସମର୍ଥକଙ୍କ ସହ ଆସି ଭୋଟ ଦେଇଥିଲେ ବିଜେଡି ମେୟର ପ୍ରାର୍ଥୀ । ୪୦୮ ନମ୍ବର ବୁଥରେ ଭୋଟ ଦେବାର କାର୍ଯ୍ୟକ୍ରମ ଥିବା ବେଳେ…

ପୌର ନିର୍ବାଚନ ବେଳେ ଟଙ୍କା ବାଣ୍ଟିବା ମହଙ୍ଗା ପଡିଲା , ସ୍ୱାଧିନ ପ୍ରାର୍ଥୀଙ୍କ ସ୍ୱାମୀ ଅଟକ

ଭଦ୍ରକ : ପୌର ନିର୍ବାଚନ ବେଳେ ଟଙ୍କା ବାଣ୍ଟିବା ପଡିଲା ମହଙ୍ଗା । ଭଦ୍ରକରେ ନିର୍ବାଚନ ବେଳେ ଟଙ୍କା ବାଣ୍ଟିବା ବେଳେ ସ୍ୱାଧିନ ପ୍ରାର୍ଥୀଙ୍କ ସ୍ୱାମୀ ଅଟକ । ୨୫ ହଜାର ୬ ଶହ ଟଙ୍କା ଜବତ କରିଛି ପୋଲିସ । ଭଦ୍ରକ ପୌର ପାଳିକା ଅଧିନ ୮ ନମ୍ବର ୱାର୍ଡର ସ୍ୱାଧିନ ପ୍ରାର୍ଥୀଙ୍କ ସ୍ୱାମୀ ଦେବଦ୍ରତ…

ଇଭିଏମ୍‌ ମେସିନ୍‌ରେ ତ୍ରୁଟି, ୨ଟି ବୁଥ୍‌ରେ ମତଦାନ ବାଧାପ୍ରାପ୍ତ

ଭୁବନେଶ୍ୱର : ଆଜି ପୌର ନିର୍ବାଚନ । ବିଭିନ୍ନ ସ୍ଥାନରେ କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ମତଦାନ । ହେଲେ କିଛି ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଥିବା ଖବର ସାମ୍ନାକୁ ଆସିଛି । ଯାହାଫଳରେ ଭୋଟର ମାନେ ଭୋଟ ନଦେଇ ଫେରୁଛନ୍ତି । ନୟାପଲ୍ଲୀ ଅଞ୍ଚଳର ଓ୍ୱାର୍ଡ ନମ୍ବର ୩୯ ଓ ୨୩ରେ କାମ…

ଆସନ୍ତାକାଲିଠୁ ବିଧାନସଭାର ବଜେଟ ଅଧିବେଶନ

ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭାର ବଜେଟ ଅଧିବେଶନ । ଚଳିତ ବଜେଟ ଅଧିବେଶନ ବି ସଂପୂର୍ଣ୍ଣ କୋଭିଡ କଟକଣାରେ ବିଧାନସଭା ଚାଲିବ । ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ବିଧାନସଭା କର୍ମଚାରୀ, ସୁରକ୍ଷା କର୍ମୀ ଓ ସାମ୍ବାଦିକମାନଙ୍କର କରୋନା ଟେଷ୍ଟକୁ ବାଧ୍ୟତାମୂଳକ କରାଯାଇଛି ।…