Latest Odisha News

BREAKING NEWS

Browsing Category

ସହର

City

ସମ୍ ହସ୍ପିଟାଲରେ ‘ଛ’ ମାସର ଶିଶୁର ହୃଦ୍ ସମସ୍ୟାର ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ସମ୍ ହସ୍ପିଟାଲରେ 'ଛ' ମାସର ଶିଶୁର ସଫଳ ହୃଦ୍ ଅସ୍ତ୍ରୋପଚାର ।  ଶିଶୁର ଶରୀରରେ ଥିବା ଜଟିଳ ହୃଦ ସମସ୍ୟାର ସଫଳ ଅସ୍ତ୍ରୋପଚାର ସମ୍ଭବ ହୋଇପାରିଛି । ନୟାଗଡ ଜିଲ୍ଲା ଦଶପଲ୍ଲା ଅଞ୍ଚଳର ସୁବାସ ଚନ୍ଦ୍ର ବେହେରାଙ୍କ  ଛ’ମାସର ଶିଶୁ ପୁତ୍ରଟି ହୃଦ୍ ପଲମୁନାରୀ ଓ ଲାଇଭ୍…

ଆଜି ବିଶ୍ୱ ଜଳ ଦିବସ : ଜଳ ହିଁ ଜୀବନ

ଭୁବନେଶ୍ୱର : ଆଜି ବିଶ୍ୱ ଜଳ ଦିବସ । ମାନବ କଲ୍ୟାଣର ମୂଳ ଆଧାର ହେଉଛି ଜଳ । ଜଳ ବିନା ପୃଥିବୀପୃଷ୍ଠରେ ପ୍ରାଣୀ,ବୃକ୍ଷଲତା ମନୁଷ୍ୟ ତିଷ୍ଠିବା ଅସମ୍ଭବ । ଜଳ ଆମର ସବୁଠାରୁ ମୂଲ୍ୟବାନ ପ୍ରାକୃତିକ ବନ୍ଧୁ ।ଜଳ ବିନା ଦୁବ ବି କଅଁଳିବା ଅସମ୍ଭବ । ଜଳ ଅଛି ତ ଏ ଜୀବନ ବି ଅଛି ।ଆମ ଦୈନନ୍ଦିନ…

କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ: ଫେରାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିଲା ପୁରୀ ପୁଲିସ

ପୁରୀ: କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ । ଫେରାର ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିଲା ପୁରୀ ପୁଲିସପୁରୀର ବରିଷ୍ଠ ସେବାୟତ କୃଷ୍ଣ ପ୍ରତିହାରୀ ହତ୍ୟାକାଣ୍ଡ ମାମଲାରେ ଫେରାର ଥିବା ଅନ୍ୟ ୩ ଅଭିଯୁକ୍ତଙ୍କୁ ଧରିବାରେ ପୁରୀ ପୁଲିସ ସଫଳ ହୋଇଛି। ଏହି କୁନମୁନ ସୁଆର, ହରି ପଣ୍ଡା ଓ ଟୁଟୁ ମହାପାତ୍ର।ଙ୍କୁ…

[ଦେଖନ୍ତୁ ଭିଡିଓ] ପ୍ରଚାର ଶେଷ ଦିନରେ ସରଗରମ ମାହୋଲ: ମଇଦାନରେ ହେଭିୱେଟ

ଜଗତସିଂହପୁର : ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ହେବାକୁ ଥିବା ପୌର ନିର୍ବାଚନ ନିମନ୍ତେ ସରଗରମ ହୋଇଉଠିଛି ଜଗତସିଂହପୁର ପୋୖରାଞ୍ଚଳ। ବିଗତ ୨୦୧୩ ପୋୖର ନିର୍ବାଚନରେ ଏଠାରେ କଂଗ୍ରେସ ଦଳ ପୌର ପରିଷଦ ଦଖଲ କରି ବାଜିମାତ କରିଥିଲା । ସେ ଦୃଷ୍ଟିରୁ ଚଳିତ ନିର୍ବାଚନରେ ଶାସକ ବିଜୁ ଜନତା ଦଳ କୌଣସି…

ସୁନ୍ଦରଗଡରେ ୬୦ ଫୁଟ ଉଚ୍ଚ ମୋବାଇଲ ଟାୱାର ଉପରକୁ ଚଢିଗଲେ ବ୍ୟକ୍ତି

ସୁନ୍ଦରଗଡ : ସୁନ୍ଦରଗଡ ଓହ୍ଲାଣି ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମୋବାଇଲ ଟାୱାର ଉପରକୁ ଚଢିଗଲେ । ହେଲେ ଓହ୍ଲାଇବାର ନାଁ ଧରିଲେନି ।ନାକେଦମ ହେଲା ପୋଲିସ ବାହିନୀ । ସୁନ୍ଦରଗଡ ଜିଲ୍ଲା ହାତିବାରି ଥାନା ଅନ୍ତର୍ଗତ ଓହ୍ଲାଣି ଗାଁରେ ଜଣେ ବ୍ୟକ୍ତି ଗତକାଲି ସନ୍ଧ୍ୟା ସମୟରେ ୬୦…

ଏପ୍ରିଲରୁ ପୁଣି ଆରମ୍ଭ ହେବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର : ଏପ୍ରିଲ୍‌ରୁ ସ୍କୁଲରେ ପୁଣି ଆରମ୍ଭ ହେବ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା । ପିଲାଙ୍କୁ ପୁଣି ମଧ୍ୟାହ୍ନ ଭୋଜନ ଦେବାକୁ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି । ଏ ନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଗଣଶିକ୍ଷା ବିଭାଗ MDM ୟୁନିଟ୍ ନୋଡାଲ ଅଫିସର । କୋଭିଡ ଗାଇଡ୍ ଲାଇନ୍ ସହ…

ଏପ୍ରିଲରୁ ସ୍କୁଲରେ ଦିଆଯିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର: ଏପ୍ରିଲ ମାସରୁ ସ୍କଲରେ ମିଳିବ ମଧ୍ୟାହ୍ନ ଭୋଜନ । ସ୍କୁଲ ଓ ଗଣଶିକ୍ଷା ବିଭାଗର ନୋଡାଲ ଅଫିସର ସନତ କୁମାର ମହାନ୍ତି ଏହି ସୂଚନା ଦେଇଛନ୍ତି। ଏଥିସହ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ମଧ୍ୟାହ୍ନ ଭୋଜନ ଏପ୍ରିଲରୁ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମଧ୍ୟାହ୍ନ…

ଓସ୍‌ଜାର ବାର୍ଷିକ ଉତ୍ସବ : ଅରୂପାନନ୍ଦ ରାଉତରାୟ ଓ ବୀରେନ୍ଦ୍ର ଲାକ୍ରା ପୁରସ୍କୃତ, ଅଚ୍ୟୁତ ସାମନ୍ତଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଓସ୍‌ଜାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଭାରତୀୟ କ୍ରୀଡା ସାମ୍ବାଦିକ ସଂଘ ଏସ୍‍ଜେଏଫ୍‍ଆଇର ଅନୁବନ୍ଧିତ ଓଡିଶା କ୍ରୀଡା ସାମ୍ବାଦିକ ସଂଙ୍ଘର ସପ୍ତମ ପ୍ରତିଷ୍ଠା ଉତ୍ସବ ସଭାପତି ସନ୍ଦୀପ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି ।ଏହି ପ୍ରତିଷ୍ଠା ଉତ୍ସବ ସମାରୋହରେ…

[ଦେଖନ୍ତୁ ଭିଡିଓ] ମୁଣ୍ଡ ନେବାକୁ ୩୦ ଲକ୍ଷର ଡିଲ୍ : ସୁପାରୀ ଦେଇଥିଲେ ବାପ-ପୁଅ

ପୁରୀ: ମୁଣ୍ଡ ନେବାକୁ ହୋଇଥିଲା ୩୦ ଲକ୍ଷର ଡିଲ୍ । ହତ୍ୟା ପୂର୍ବରୁ ଅଗ୍ରୀମ ୨ ଲକ୍ଷ ଟଙ୍କା ନେଇଥିଲେ ଅଭିଯୁକ୍ତ । ପିସ୍ତଲ ପାଇଁ ନେଇଥିଲେ ୭୦ହଜାର ଟଙ୍କା । ପୁରୀରେ ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ  ହତ୍ୟା କରିବାକୁ ଦିଆଯାଇଥିଲା ସୁପାରୀ ।  କାଳୁ…

ସୁନା ଦୋକାନରେ ଜିଏସଟି ବିଭାଗର ଚଢାଉ

କଟକ : ଅଳଙ୍କାର ଦୋକାନରେ ଜିଏସଟି ବିଭାଗର ଚଢାଉ । କଟକ ସିଟି ଜିଏସ ଟି ବିଭାଗ ପକ୍ଷରୁ କଟକ ଜିଲ୍ଲା ନିଆଳି ଥାନା ସମ୍ମୁଖରେ ଥିବା ମା’ ଅଳଙ୍କାର ସୁନା ଦୋକାନ ଉପରେ ଚଢାଉ ହୋଇଛି ।ଚଢାଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର , କମ୍ପ୍ୟୁଟର ଓ  ଗଛିତ ସୁନା  ଜିଏସଟି ବିଭାଗ ଜବତ କରିଛି ।…