Latest Odisha News

BREAKING NEWS

Browsing Category

ସହର

City

ଟ୍ରକ-ବାଇକ ମୁହାଁମୁହିଁ ଧକ୍କା , ଶିଶୁ ମୃତ

କୋରାପୁଟ : ହୋଲିରେ ଅଘଟଣ । କୋରାପୁଟ କୋକ୍ରିଗୁଡା ଛକ ନିକଟରେ ବାଇକ ଟ୍ରକ ମୁହାଁମୁହିଁ ଧକ୍କା ।ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଛୋଟ ଶିଶୁର ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଛି । ଶିଶୁଟିର ମାମୁ ପୁରୁଷୋତ୍ତମ ଖିଲ ଗୁରୁତର ଆହତ ହୋଇପଡିଛନ୍ତି ।ତାଙ୍କୁ କୋରାପୁଟ ସହିଦ ଲଷ୍ମଣନାୟକ…

ଖରସ୍ରୋତା ନଦୀରେ ୭ ଜଣ ବୁଡିଯିବା ଘଟଣା : ଚତୁର୍ଥ ଜଣକ ମୃତ ଦେହ ଉଦ୍ଧାର

ଯାଜପୁର  : ଖରସ୍ରୋତା ନଦୀରେ ଗତକାଲି ପିଲାମାନେ ବୁଡିଯିବା ଘଟଣା । ଖରସ୍ରୋତା ନଦୀରେ ୭ ଜଣ ବୁଡି ଯାଇଥିଲେ । ଚତୁର୍ଥ ଜଣଙ୍କ ମୃତ ଦେହ ଏବେ ଉଦ୍ଧାର ହୋଇଛି । । ଅଗ୍ନିସମ ବାହିନୀ କର୍ମଚାରୀ ମାନେ ୨୪ ଘଣ୍ଟା ହେବ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ସକାଳେ ଅଗ୍ନିସମ ବାହିନୀ କ୍ରିଷ୍ଣା…

ହୋଲିରେ ଅଘଟଣ : ଖର୍ଲା ନଦୀରେ ବୁଡିଗଲେ ୨ଜଣ ଶ୍ରମିକ ,ଜଣଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର : ହୋଲିରେ ବଡ ଧରଣର ଅଘଟଣ । କୁଚିଣ୍ଡା ଖର୍ଲା ନଦୀରେ ଗାଧୋଇଲା ବେଳେ ବୁଡି ଗଲେ ଦୁଇ ଜଣ ସାଙ୍ଗ । ହୋଲି ଖେଳ ସାରି ନଦୀକୁ ଗାଧୋଇବାକୁ ଯାଇଥିଲେ ।ହେଲେ ହଠାତ୍ ଗୋଡ ଖସିଯିବାରୁ ଦୁଇଜଣ ବୁଡି ଯାଇଛନ୍ତି ।  ପରେ ଘଟଣା ସ୍ଥଳରୁ ଜଣଙ୍କ ମୃତ ଦେହ ଉଦ୍ଧାର କରାଯାଇଛି ।ଅନ୍ୟ ଜଣେ ଏବେ…

ଆଜି ରଙ୍ଗର ପର୍ବ ହୋଲି : ସବୁଆଡେ ସେଲିବ୍ରେସନ ମାହୋଲ

ଭୁବନେଶ୍ୱର : ଆଜି ହୋଲି । ରଙ୍ଗର ପର୍ବ ହୋଲିକୁ ନେଇ ସବୁଆଡ ଉତ୍ସବ ମୁଖର । ରାଜ୍ୟରେ ମଧ୍ୟ ଚଳିତ ଥର କରୋନା କଟକଣା ହ୍ରାସ ପାଇବା ପରେ ସବୁଆଡେ ଧୁମଧାମରେ ହୋଲି ଉତ୍ସବ ପାଳନ କରାଯାଉଛି । ଛୋଟଠୁ ବଡ ସମସ୍ତେ ରଙ୍ଗର ଉତ୍ସବକୁ ପାଳନ କରୁଛନ୍ତି । ଏହି ହୋଲି ରଙ୍ଗ ଏକ ସାଧାରଣ ରଙ୍ଗ ନୁହେଁ ବରଂ…

ମହାନଦୀ ପୋଲ ଉପରୁ ଡେଇଁ ଯୁବକ ଗୁରୁତର ,କାରଣ ଅସ୍ପଷ୍ଟ

ସୁୁବର୍ଣ୍ଣପୁର : ସୁୁବର୍ଣ୍ଣପୁର ଜିଲ୍ଲା ବନିକା ମହାନଦୀ ବ୍ରିଜ ଉପରେ ନଦୀକୁ ଡେଇଁ ଜଣେ ଯୁବକ ଗୁରୁତର  ।ଯୁବକ ଜଣକ ବନିକା ଭଣ୍ଡାର ପଞ୍ଚାୟତ ଆମ୍ବପାଲି ଗାଁର ରୋହିତ ସୁନା ବୋଲି ଜଣାପଡିଛି । ସ୍ଥାନୀୟ ଲୋକ ଯୁବକଙ୍କୁ ଦେଖି ତୁରନ୍ତ ବନିକା ଦମକଳ ବାହିନୀକୁ ଖବର ଦେଇଥିଲେ । ଦମକଳ ବାହାନୀ…

ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ରଙ୍ଗର ପର୍ବ ହୋଲି ।ଏନେଇ ପଲ୍ଲିଠୁ ସହର ସବୁ ଉତ୍ସବ ମୁଖର । ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ରଙ୍ଗର ପର୍ବ…

ଖରସ୍ରୋତା ନଦୀରେ ୭ ଜଣ ବୁଡି ଯିବା ଘଟଣା : ମିଳିଲା ଆଉ ଜଣଙ୍କ ମୃତ ଦେହ , ୩ ନିଖୋଜ

ଯାଜପୁର  : ଯାଜପୁର ବନ୍ଧମୁଣ୍ଡା ମଙ୍ଗଳାଘାଟରେ ଖରସ୍ରୋତା ନଦୀରେ ଘଟିଥିବା ଅଘଟଣ ।ଆଉ ଜଣେ ଯୁବକଙ୍କ ମୃତ ଦେହ ଆଜି ସକାଳୁ ଉଦ୍ଧାର । ଓଡ୍ରାଫ୍ ଟିମ୍ ସକାଳୁ ସକାଳୁ ଖୋଜାଖୋଜି କରିବା ପରେ କ୍ରିଷ୍ଣା ଜେନା ନାମକ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର କରିଛନ୍ତି । ବର୍ତମାନ ମୃତ୍ୟୁ ସଂଖ୍ୟା ୩କୁ…

ହୋଲି ପୂର୍ବରୁ ବିଭିନ୍ନ ରଙ୍ଗ ବିକ୍ରି ଦୋକାନରେ ପୋଲିସର ଚଢାଉ

ଭୁବନେଶ୍ୱର : ହୋଲି ପାଇଁ ଚଳଚଞ୍ଚଳ ରାଜଧାନୀର ରଙ୍ଗ ବଜାର ।ହୋଲି ପୂର୍ବରୁ ଭୁବନେଶ୍ୱରର ବିଭିନ୍ନ ରଙ୍ଗ ଦୋକାନରେ କମିଶନରେଟ୍ ପୋଲିସ ଚଢାଉ କରିଛି । ହର୍ବାଲ ରଙ୍ଗ ଛଡା ଆଉ ସବୁ ରଙ୍ଗକୁ ହୋଲି ଖେଳ ପାଇଁ ବାରଣ କରାଯାଇଛି । ହୋଲି ବଜାରରେ ଦୋକାନୀ ମାନେ ଅପମିଶ୍ରିତ ରଙ୍ଗ ବା କେମିକାଲ ରଙ୍ଗ…

ହୋଲି ଖେଳ ସାରି ଗାଧୋଇବା ହେଲେ କାଳ : ଖରସ୍ରୋତା ନଦୀରେ ବୁଡି ଜଣେ ମୃତ , ୫ ନିଖୋଜ

ଯାଜପୁର : ହୋଲି ଖେଳ ସାରି ଗାଧୋଇବା ହେଲା କାଳ ।ଯାଜପୁର ଟାଉନ ଥାନା ବଡ ସୁଆର ଅଞ୍ଚଳରେ ଅଭାବନୀୟ ଘଟଣା । ଖରସ୍ରୋତା ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ନଦୀରେ ବୁଡିଯାଇ ୬ ଜଣ ଯୁବକ ନିଖୋଜ ହୋଇଯାଇଛନ୍ତି । ଜଣଙ୍କର ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି ।ଜଣଙ୍କୁ ଉଦ୍ଧାର କରାଯାଇ…

ନନ୍ଦନକାନନରେ ତୃତୀୟଥର ପାଇଁ ଶାବକ ଜନ୍ମ ଦେଲା ସିଂହୀ ବିଜଲୀ

ଭୁବନେଶ୍ୱର : ନନ୍ଦନକାନନରେ ଖୁସି ଖବର ଆଣିଲା ସିଂହୀ ବିଜଲୀ ।ତୃତୀୟ ଥର ପାଇଁ ମା’ ହୋଇଛି ସିଂହ ବିଜଲୀ । ଆଜି ଭୋରର ୨.୧୫ ମିନିଟ୍ ସମୟରେ ବିଜଲୀ ଏକ ଶାବକ ଜନ୍ମ ଦେଇଛି । ପୂର୍ବରୁ ବିଜଲୀ ୪ଟି ଶାବକ ଜନ୍ମଦେଇଥିଲା । ସେମାନଙ୍କ ମଧ୍ୟରୁ ୨ ଟି ମୃତ୍ୟୁ ଘଟିଥିବା ବେଳେ ୨ ଟି ଶାବକ ବଡ…