Latest Odisha News

BREAKING NEWS

Browsing Category

ସହର

City

୧୦୯ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ସମ୍ବନ୍ଧ ପ୍ରାଇଭେଟ ଲିମିଟେଡର ଏମଡି ଗିରଫ

ଭୁବନେଶ୍ୱର : ଠକେଇ ମାମଲାରେ ଗିରଫ ହେଲେ ସମ୍ବନ୍ଧ ଫିନସର୍ଭ ପ୍ରାଇଭେଟ ଲିମିଟେଡର ଏମଡି ଦୀପକ କିଣ୍ଡୋ । ୧୦୯ କୋଟିରୁ ଉଦ୍ୱର୍ ଟଙ୍କା ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ଦୀପକ କିଣ୍ଡୋ ହେଉଛନ୍ତି ପୂର୍ବତନ ଆଇଏସ୍ ଅଧିକାରୀ ସ୍ୱର୍ଗତ ଲିଭନଓ କିଣ୍ଡୋଙ୍କ ପୁଅ । କ୍ରାଇମବ୍ରାଞ୍ଚର…

ଦୋଳ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ପ୍ରବଳ ଭିଡ , ବ୍ୟାରିକେଡ ଭାଙ୍ଗି ଧସେଇ ପଶିଲେ ଭକ୍ତ

ପୁରୀ : ପୁରୀରେ ଆଜି ପବିତ୍ର ଦୋଳ ପୂର୍ଣ୍ଣିମା ।ମହାପ୍ରଭୁଙ୍କ ରାଜାରାଜେଶ୍ୱର ବେଶ ଅର୍ଥାତ୍ ସୁନେବେଶ ଥିବାରୁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଥିଲା । ଏହି ସମୟରେ ନୀତିକାନ୍ତି ବିଳମ୍ବ ହେବାରୁ ଶ୍ରୀମନ୍ଦିର ଭିତରକୁ ବ୍ୟାରିକେଟ ଭାଙ୍ଗି ଧସେଇ ପସିଛନ୍ତି ଭକ୍ତମାନେ । ସିଂହଦ୍ୱାର ସମ୍ମୁଖ…

ରାଉରକେଲାରେ ନିର୍ମାଣାଧୀନ ହକି ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ

ରାଉରକେଲା  : ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ୫- ଟି ସଚିବ ଭିକେ ପାଣ୍ଡିଆନ୍ ।ରାଉରକେଲାର ବିପିୟୁଟି ପରିସରରେ ନିର୍ମାଣାଧିନ ବିର୍ସାମୁଣ୍ଡା ହକି ଷ୍ଟାଡିୟମ୍ ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟ ଶାସନ ଓ ୫- ଟି ସଚିବ । ଷ୍ଟାଡିୟମ୍ ପରିସର ବୁଲିଦେଖିବା…

ରାୟଗଡା ଶିକରପାଇ ଗାଁରେ ଅଗ୍ନିକାଣ୍ଡ ଘଟଣା : ପରିବାରର ୫ ଜଣ ସଦସ୍ୟଙ୍କ ମଧ୍ୟରୁ ୨ ମୃତ

ରାୟଗଡା  : ରାୟଗଡା କଲ୍ୟାଣସିଂହପୁର ଥାନା ଶିକରପାଇ ଗାଁରେ ବେକେରୀରେ ଅଗ୍ନିକାଣ୍ଡ ଘଟଣା । ଅଗ୍ନିକାଣ୍ଡ ପରେ ଗୋଟିଏ ପରିବାରର ୨ ଜଣ ସଦସ୍ୟଙ୍କ ଆଜି ମୃତ୍ୟୁ ହୋଇଯାଇଛି । ଆଉ ୩ ଜଣ ଗୁରୁତର ଅବସ୍ଥାରେ ମରଣ ସହ ସଂଗ୍ରାମ କରୁଛନ୍ତି । ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଗତକାଲି…

ଦିନକ ପରେ ରଙ୍ଗର ପର୍ବ ହୋଲି , ଚାରିଆଡେ ଉତ୍ସବର ମାହୋଲ

ଭୁବନେଶ୍ୱର : ଦିନକ ପରେ ହୋଲି ।ଏନେଇ ଉତ୍ସବ ମୁଖର ରାଜଧାନୀ । ଚାରିଆଡେ ଉତ୍ସବର ମାହୋଲ । କେମିତି ରାତି ପାହିବ ଆଉ ହୋଲି ଖେଳ ହେବ। ଏନେଇ ଚାଲିଛି ଜୋରସୋରରେ ପ୍ରସ୍ତୁତି । ମହାମାରୀ କରୋନା ହୋଲି ଖେଳକୁ ଫିକା ପକାଇଦେଇଥିଲା । ହେଲେ ଚଳିତ ଥର ସଂକ୍ରମଣ ହ୍ରାସ ପାଇଛିା ତେଣୁ ଭଲକରି ହୋଲିଖେଳ…

ଦୋଳ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ହେଉଛି ପବିତ୍ର ଦୋଳ ପୂର୍ଣ୍ଣିମା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କୁ ଦୋଳ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ।ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ…

ଭୟଙ୍କର ଅଗ୍ନିକାଣ୍ଡରେ ପୋଡିହୋଇ ୪ ଗୁରୁତର , ହସ୍ପିଟାଲରେ ଭର୍ତ୍ତି

ରାୟଗଡା  : ଭୟଙ୍କର ଅଗ୍ନିକାଣ୍ଡରେ ପୋଡି ହୋଇ ଗୋଟିଏ ପରିବାରର ଚାରି ଜଣ ଗୁରୁତର । ବାପ ,ମା , ପୁଅ ବୋହୁ ଗୁରୁତର ହୋଇପଡିଛନ୍ତି । ଏଭଳି ଅଭାବନୀୟ ଘଟଣା ରାୟଗଡା ଜିଲ୍ଲା କଲ୍ୟାଣସିଂପୁର ଥାନା ସିକୋରପାଇ ଗାଁ ରେ ଘଟିଛି । ଘରେ ପୋଡିବା ବେଳେ ଚିତ୍କାର ଶୁଣି ପୋଡିଶୀ ଗୋଟିଏ ପରିବାରର ୪…

୨୪ ତାରିଖ ପୌର ନିର୍ବାଚନ ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଆସନ୍ତା ମାର୍ଚ୍ଚ ୨୪ରେ ପୌର ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏନେଇ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନେ ଭୋଟ ଦେବା ପାଇଁ ଛୁଟି ଘୋଷଣା କରିଛନ୍ତି । ଭୋଟ ପାଇଁ ସର୍ବାଧିକ ତିନି ଦିନ ଛୁଟି ମିଳିବ ଭୁବନେଶ୍ୱର ,…

ମହିଳା କର୍ମଚାରୀଙ୍କୁ ଗୁଳି କରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଖୋର୍ଦ୍ଧା: ମହିଳା କର୍ମଚାରୀଙ୍କ ଠାରୁ ଲୁଟ୍  । ବେଗୁନିଆ ଥାନା ଅନ୍ତର୍ଗତ ଧାନଘର ନୂଆ ଗାଁ ଅଞ୍ଚଳରେ ଜଣେ ମହିଳା ଲୁଟର ଶିକାର ହୋଇଛନ୍ତି । ଦୁଇ ଜଣ ଦୁର୍ବୃତ୍ତ ଗୁଳିକରି ମହିଳାଙ୍କ ଠାରୁ ୬୦ ହଜାର ଟଙ୍କା ଲୁଟ କରିଛନ୍ତି । ମହିଳା ଜଣକ ଏକ ଫାଇନାନ୍ସ କମ୍ପାନୀରେ କାମ କରୁଥିଲେ । ତାଙ୍କ…

[ଦେଖନ୍ତୁ ଭିଡିଓ] ମଇଦାନରେ ଶହଶହ ସମର୍ଥକଙ୍କ ଗହଣରେ ହେଭିୱେଟଙ୍କ ପ୍ରଚାର

କଟକ : ନିଆରା ଢଙ୍ଗରେ କଟକରେ ଚାଲିଛି ହାଇଭୋଲଟେଜ୍ ପ୍ରଚାର । ଘରକୁ ଘର ବୁଲି ଏବଂ ଶୋଭାଯାତ୍ରା କରି ଭୋଟରଙ୍କୁ କରାଯାଉଛି ଆକର୍ଷିତ। ଚକୁଳିଆ ପଣ୍ଡା ବେଶରେ ବୁଲୁଛନ୍ତି ଦ୍ୱାର ଦ୍ୱାର । ଏ ହେଉଛି କଟକ ୨୪ ନମ୍ବର ୱାର୍ଡ୍ ର ଦୃଶ୍ୟ । ଯେଉଁଠାରେ ବିଜେଡି ପ୍ରାର୍ଥୀନି ଦିପ୍ତିମୟୀ ମୂଳିଆଙ୍କ…