Latest Odisha News
Browsing Category

ସହର

City

କମିସନରେଟ୍ ପୋଲିସ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର: ପୋଲିସ କମିସନରେଟ ମୁଖ୍ୟାଳୟ ତରଫରୁ ଚଳିତ ବର୍ଷ ଆନ୍ତର୍ଜାତୀୟ ମହିଳା ଦିବସ ପୋଲିସ ସେବା ଭବନ ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ଦ୍ଵୈତନଗରୀର ପୋଲିସ କମିଶନର, ଅତିରିକ୍ତ ପୋଲିସ କମିଶନର, ଡ଼ିସିପି ଭୁବନେଶ୍ୱର, ଡ଼ିସିପି କଟକ, ଡ଼ିସିପି ଟ୍ରାଫିକ ଓ ଡ଼ିସିପି କମିସନରେଟ…

ନରସିଂହପୁର ହାତୀ କଙ୍କାଳ ଉଦ୍ଧାର ଘଟଣା: ନିଲମ୍ବିତ ହେଲେ ରେଞ୍ଜର ବାବୁ

ନରସିଂହପୁର: ନରସିଂହପୁର ୱେଷ୍ଟ ରେଞ୍ଜରୁ ହାତୀ କଙ୍କାଳ ଉଦ୍ଧାର ହେବା ଘଟଣାରେ ଆଜି ତତ୍କାଳୀନ ରେଞ୍ଜ ଅଫିସର ଅଶୋକ କୁମାର ବେହେରାଙ୍କୁ ଚାକିରୀରୁ ନିଲମ୍ବନ କରାଯାଇଛି । ଦୀର୍ଘ ମାସେ ପରେ ଏଇ କାର୍ୟ୍ୟାନୁଷ୍ଠାନ କିନ୍ତୁ ଅନେକ ସନ୍ଦେହ କରୁଛି । ନିଲମ୍ବନ ଚିଠି ରେ କୌଣସି କାରଣ ଦର୍ଶା ଯାଇ…

ଆଞ୍ଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ବର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟ (ଆରଓବି), ଭୁବନେଶ୍ବର ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସଭାରେ ସର୍ବପ୍ରଥମେ ଓଡ଼ିଶାର ମହିଳା ସ୍ବାଧୀନତା ସଂଗ୍ରାମୀମାନଙ୍କୁ…

ପୋଲିସ ପଞ୍ଝାରେ ଦମ୍ପତି , ୧୦ଟି ଅଷ୍ଟଧାତୁ ମୂର୍ତ୍ତି ଜବତ

ପୁରୀ:ବିଭିନ୍ନ ମନ୍ଦିରରୁ ଅଷ୍ଟଧାତୁ ମୂର୍ତ୍ତି ଚୋରୀ କରିବା ଅଭିଯୋଗରେ ଚନ୍ଦନପୁର ଥାନା ପୋଲିସ ପଞ୍ଝାରେ ଦମ୍ପତି । ଦମ୍ପତିଙ୍କୁ ଗିରଫ କରିବା ସହ ୧୦ ଟି ପ୍ରାଚୀନ ଅଷ୍ଟଧାତୁ ମୂର୍ତ୍ତି ଉଦ୍ଧାର କରାଯାଇଛି ।ଗିରଫ ମୂର୍ତ୍ତି ଚୋର ନିମାପଡା ପାଟପୁରର ପ୍ରଫୁଲ ମିଶ୍ର ଓ ତାଙ୍କ ସ୍ତ୍ରୀ ।ପୁରୀ…

ନୀତା ଅମ୍ବାନିଙ୍କ ପକ୍ଷରୁ ମହିଳାମାନଙ୍କ ପାଇଁ ସ୍ୱତନ୍ତ୍ର ପ୍ଲାଟଫର୍ମ “ହର-ସର୍କଲ୍‌’ର ହିନ୍ଦୀରେ ଶୁଭାରମ୍ଭ

ଭୁବନେଶ୍ୱର: ଆନ୍ତର୍ଜାତିକ ମହିଳା ଦିବସ ପରିପ୍ରେକ୍ଷୀରେ ରିଲାଏନ୍ସ ଫାଉଣ୍ଡେସନର ଚେୟାରପର୍ସନ (ଅଧ୍ୟକ୍ଷା) ନୀତା ଅମ୍ବାନି “ହର-ସର୍କଲ୍‌’ର ହିନ୍ଦୀ ଆପ୍‌କୁ ଉନ୍ମୋଚନ କରିଛନ୍ତି । ହର-ସର୍କଲ୍ ହେଉଛି ମହିଳାମାନଙ୍କ ଲାଗି ଏକ ବିଶିଷ୍ଟ ପ୍ଲାଟଫର୍ମ ଯାହା ମହିଳାମାନଙ୍କ ସଶକ୍ତୀକରଣ ଲାଗି…

ପୌର ନିର୍ବାଚନ: ୨୨ରୁ ୨୪ ବନ୍ଦ ରହିବ  ଯୁକ୍ତ ୩ ପରୀକ୍ଷା

ଭୁବନେଶ୍ବର: ପୌର ନିର୍ବାଚନ ପାଇଁ ଆସନ୍ତା ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଯୁକ୍ତ ୩ ପରୀକ୍ଷା ବନ୍ଦ ରହିବ।  ବିଶ୍ବବିଦ୍ୟାଳୟରେ ହେବାକୁ ଥିବା ସମସ୍ତ ପରୀକ୍ଷା ମଧ୍ୟ ବନ୍ଦ ରହିବ।  ଏ ନେଇ କୁଳପତି, କଲେଜ ଅଧ୍ୟକ୍ଷଙ୍କୁ ନିର୍ଦେଶ ଦିଆଯାଇଛି।  ରାଜ୍ୟ ନିର୍ବାଚନ କମିଶନଙ୍କ ଚିଠି ପରେ…

ପୁରୀରେ ବିମାନବନ୍ଦର ନେଇ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ଟିମର ସର୍ଭେ

ପୁରୀ : ପୁରୀ ଶ୍ରୀ ଜଗନ୍ନାଥ ଆନ୍ତର୍ଜାତିକ ବିମାନ ବନ୍ଦର ପାଇଁ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ ବୈଷୟିକ ଟିମର ସର୍ଭେ ଆରମ୍ଭ । ୭ ଜଣିଆ ଟିମ୍ ପୁରୀ ଗସ୍ତରେ ଆସି ସିପସରୁବାଲିର ସଂପୃକ୍ତ ଅଞ୍ଚଳ ବୁଲି ଦେଖିବା ସହ ବୈଷୟିକ ଦିଗ ଅନୁଧ୍ୟାନ କରିଛନ୍ତି । ଉକ୍ତ ପ୍ରକଳ୍ପର ଆର୍ଥିକ ବ୍ୟୟ ବରାଦ…

[ଦେଖନ୍ତୁ ଭିଡିଓ] କାର୍ଡ଼ବୋଡ କ୍ରାଫ୍ଟରେ ଚିତ୍ରଶିଳ୍ପୀଙ୍କ ମହିଳା ଦିବସର ଶୁଭେଚ୍ଛା

ଭୁବନେଶ୍ୱର : ମହିଳା ଦିବସ ଅବସରରେ ବିଭିନ୍ନ ସ୍ଥାନରେ ମହିଳାଙ୍କୁ ସମ୍ମାନୀତ କରାଯାଉଛି। ସେହିଭଳି ଚିତ୍ରଶିଳ୍ପୀ ପ୍ରିୟଙ୍କା ସାହାଣୀ ଏକ ନିଆରା ଢଙ୍ଗରେ ଶୁଭେଚ୍ଛା ଜଣାଇଛନ୍ତି । ଏକ ବଡ଼ ୧୦.୫ଫୁଟ ଲମ୍ବା ଇଅର ରିଙ୍ଗ ତିଆରି କରିଛନ୍ତି । ସେଥିରେ ବିଶିଷ୍ଟ କଣ୍ଠଶିଳ୍ପୀ ଲତା…

ଆଜି ପୁଣି ଶ୍ରୀମନ୍ଦିରରେ ମହାସ୍ନାନ , ନୀତିକାନ୍ତି ବିଳମ୍ବ

ପୁରୀ : ଆଜି ଶ୍ରୀମନ୍ଦିରରେ ପୁଣି ମହାସ୍ନାନ । ବନ୍ଦ ରହିଛି ଦର୍ଶନ । ପୁଣି ଆଜି ପୁରୀ ଶ୍ରୀମନ୍ଦିର ଭିତର କାଠ ନିଟକରେ ଜଣେ ଶ୍ରଦ୍ଧାଳୁ ବାନ୍ତି କରି ଦେବାରୁ ଏକ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରଖାଯାଇଛି । ମହାସ୍ନାନ ନୀତି ପରେ ପୁଣି ଦର୍ଶନ ଆରମ୍ଭ ହେବ ବୋଲି ସୂଚନା ମିଳିଛି…

[ଦେଖନ୍ତୁ ଭିଡିଓ] ସଙ୍କଟରେ ଗଜରାଜ: ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ

ଅନୁଗୁଳ : ସଙ୍କଟରେ ଗଜରାଜ। ପ୍ରତିଦିନ କେଉଁଠି ନା କେଉଁଠି ହାତୀ ମୃତ୍ୟୁ ହେଉଛି । ଏମାନଙ୍କ ସୁରକ୍ଷା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ମାନ ନିଆଯାଉଛି। ହେଲେ ଏବେ ବି ସଙ୍କଟରେ ଏହି ହାତୀ ବଂଶ । କେଉଁଠାରେ ବିଦ୍ୟୁତ ଆଘାତରେ ତ ଆଉ କେଉଁଠି ଶକାରୀର ଶିକାର ହେଉଛି ଏହି ହାତୀ। ଖାଲି ସେତିକି…