Latest Odisha News
Browsing Category

ସହର

City

ମାର୍ଚ୍ଚ ୨୫ରୁ ୩୧ ଯାଏଁ ବଜେଟ ଅଧିବେଶନ

ଭୁବନେଶ୍ୱର: ଖୁବଶୀଘ୍ର ବସିବ ବିଧାନସଭାର ବଜେଟ ଅଧିବେଶନ ।  ମାର୍ଚ୍ଚ ୨୫ ତାରିଖରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବ । ୨୫ରୁ ୩୧ ପର୍ଯ୍ୟନ୍ତ ଚାଲିବ ବିଧାନସଭା ବଜେଟ୍ ଅଧିବେଶନ । ୨୫ରେ ବିଧାନସଭାରେ ରାଜ୍ୟପାଳ ଅଭିଭାଷଣ ଦେବେ । ପରେ ମାର୍ଚ୍ଚ ୩୦ ତାରିଖରେ ୨୦୨୨- ୨୩ ପାଇଁ କାମଚଳା…

ଲିଙ୍ଗରାଜଙ୍କ ଦର୍ଶନ କରି ପ୍ରଚାର ମଇଦାନକୁ ଓହ୍ଲାଇଲେ ମେୟର ପ୍ରାର୍ଥୀନୀ ସୁଲୋଚନା ଦାସ

ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ରଣନୀତି । କାଲି ନାମାଙ୍କନ ଦାଖଲ ସରିଥିବା ବେଳେ ଆଜିଠାରୁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଜେଡିର ଭୁବନେଶ୍ୱର ମହାନଗର ନିଗମର ମେୟର ପ୍ରାର୍ଥୀନୀ ସୁଲୋଚନା ଦାସ । ଆଜି ପ୍ରଥମେ ସୁଲୋଚନା ଲିଙ୍ଗରାଜ ମନ୍ଦିରରେ ଦର୍ଶନ କରି ପ୍ରଚାର ଆରମ୍ଭ…

ପ୍ରତିବାଦ କରିବା ମହଙ୍ଗା ପଡିଲା : ଲୁହାଛଡ଼ରେ ପିଟିପିଟି ମାରିଦେଲେ ଦୁର୍ବୃତ୍ତ

କେନ୍ଦ୍ରାପଡା : ଲୁହାଛଡ଼ରେ ପିଟିପିଟି ମାରିଦେଲେ ଦୁବୃର୍ତ୍ତ । କେନ୍ଦ୍ରାପଡା ଜିଲ୍ଲା ରାଜ ନଗର ଚନ୍ଦ୍ରଶେଖର ପୁର ଗାଁରେ ଏପରି ଅଭାବନୀୟ ଘଟଣା ଘଟିଥିବା ଅଭିଯୋଗ ହୋଇଛି ।ମୃତକ ଜଣକ ହେଉଛନ୍ତି ବିଚିତ୍ରା ନନ୍ଦ ବିଶ୍ୱାଳ । ପ୍ରେମ ବ୍ୟାପାରକୁ ନେଇ ଏପରି ହତ୍ୟା କାଣ୍ଡ ଘଟିଥିବା ଅଭିଯୋଗ ହୋଇଛି…

ଅନ୍ତର୍ଜାତୀୟ ମହିଳା ଦିବସ : ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ସମଗ୍ର ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟ୍ୱିଟରେ କହିଛନ୍ତି ନାରୀ ସଶକ୍ତି କରିଣ ପାଇଁ ଓଡିଶା ସବୁବେଳେ ପଦକ୍ଷେପ ନେଇଛି । ବିଭିନ୍ନ ଦିଗରେ ମହିଳାଙ୍କ…

ପୁରୀ ବେଳାଭୂମିରେ ବାଲୁକାକଳାରେ ମହିଳା ଦିବସ ଶୁଭେଚ୍ଛା

ପୁରୀ: ସମଗ୍ର ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ମହିଳା ଦିବସ । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା ଅନୁଷ୍ଠାନର ଛାତ୍ରୀ ମାନେ ଏକ ସୁନ୍ଦର କଳା ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି । ଏହି ଦିବସର ଉପଲବ୍ଧି କରି ସମସ୍ତ ମହିଳା ଏହି ଦିବସକୁ…

[ଦେଖନ୍ତୁ ଭିଡିଓ] ଅନ୍ତର୍ଜାତୀୟ ମହିଳା ଦିବସ: ମହିଳାଙ୍କ ତ୍ୟାଗ, ବଳିଦାନ୍ ଓ ଅସୀମ ଧୈର୍ଯ୍ୟକୁ ସମ୍ମାନ

ଭୁବନେଶ୍ୱର: ଅନ୍ତର୍ଜାତୀୟ ମହିଳା ଦିବସ  । ମହିଳାଙ୍କ ତ୍ୟାଗ, ବଳିଦାନ୍ ଓ ଅସୀମ ଧୈର୍ଯ୍ୟକୁ ସମ୍ମାନ ଦେଇ ପାଳିତ ହେଉଛି ମହିଳା ଦିବସ  । ମହିଳାଙ୍କ ପ୍ରତି ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ମାର୍ଚ୍ଚ ୮କୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଏ । କେବଳ ପୁରୁଷ ସାହାସୀ…

କାଲି ଶ୍ରୀଜିଉଙ୍କର ବନକଲାଗି ନୀତି, ସନ୍ଧ୍ୟା ୫ରୁ ୮ଟା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିସହ ଶ୍ରୀମୁଖ ଶୃଙ୍ଗାର ହେବ । ବନକଲାଗି ନୀତି ପାଇଁ କାଲି ସଂଧ୍ୟା ୫ଟାରୁ ରାତି ୮ଟା ଯାଏ ଶ୍ରୀଜିଉଙ୍କର ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ରାତି ୮ଟାରେ…

ଆନ୍ତର୍ଜାତୀୟ ମହିଳା ଦିବସ ୨୦୨୦: ଜେଏସପିଏଲ ଫାଉଣ୍ଡେସନ୍ ଦ୍ଵାରା ଜିନ୍ଦଲ ସ୍ଵୟଂସମ୍ପର୍ଣ୍ଣା ନାରୀ କାର୍ଯ୍ୟକ୍ରମ…

ଭୁବନେଶ୍ୱର: ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସିଏସଆର ସଂସ୍ଥା ଜେଏସପିଏଲ ଫାଉଣ୍ଡେସନ ଓଡିଶା ଓ ଛତିଶଗଡରେ ମହିଳାମାନଙ୍କ ଶିକ୍ଷା ଓ ଦକ୍ଷତା ବିକାଶ ନିମନ୍ତେ ଏକ ସ୍ୱତନ୍ତ୍ର ଯୋଜନା - ଜିନ୍ଦଲ ସ୍ଵୟଂ ସ୍ଵୟଂସମ୍ପର୍ଣ୍ଣା ନାରୀ - ଆରମ୍ଭ କରିଛି। ଏହି…

୨୦୨୦ ଏବଂ ୨୦୨୧ ବର୍ଷର ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ କଲ୍ୟାଣ ମାର୍ଗ ଠାରେ ଆୟୋଜିତ ଏକ ଆଲୋଚନା ଅଧିବେଶନରେ ୨୦୨୦ ଏବଂ ୨୦୨୧ ବର୍ଷର ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହୋଇଛନ୍ତି । ଏହି ଆଲୋଚନା ଅଧିବେଶନ ନାରୀ ସଶକ୍ତିକରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଗ୍ରହଣ…

ୟୁକ୍ରେନ ଫେରନ୍ତା ୭୭ଜଣ ଓଡିଆ ଛାତ୍ରଛାତ୍ରୀଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୟୁକ୍ରେନରୁ ଓଡିଶା ଫେରିଥିବା ଛାତ୍ରଛାତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ସହାୟତାରେ ଆଜି ୟୁକ୍ରେନରୁ ଓଡିଶା ଫେରିଛନ୍ତି ୭୭ ଜଣ ଛାତ୍ରଛାତ୍ରୀ ।ଏହି ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ବିମାନ ବନ୍ଦରରେ…