Latest Odisha News

BREAKING NEWS

Browsing Category

ସହର

City

ରାଜଧାନୀରେ ଚାଞ୍ଚଲ୍ୟ: ଇଟା ତଳୁ ମିଳିଲା ଯୁବକଙ୍କ ମୃତଦେହ

ଭୁବନେଶ୍ୱର : ଇଟା ତଳୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ। ବୀଭତ୍ସ ହତ୍ୟା ପରେ ଲୁଚା ଯାଇଥିଲା ମୃତଦେହ। ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକଙ୍କ ମୃତଦେହ ଇଟା ତଳୁ ମିଳିବା ପରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ମୁଣ୍ଡାସାହି ସ୍ଥିତ ବିଏମ୍‌ସିର ଅର୍ଦ୍ଧ ନିର୍ମିତ…

ବାଲୁକା କଳାରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଆଜି ପ୍ରବାଦ ପୁରୁଷ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ବାଲୁକା କଳାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଜନଜନାୟ ବିଜୁ ପଟ୍ଟନାୟକଙ୍କ ବାଲୁକା…

କଂଗ୍ରେସ ଘୋଷଣା କଲା ଭୁବନେଶ୍ୱର ମହାନଗର ନିଗମର ପ୍ରଥମ ପର୍ଯ୍ୟାୟ କର୍ପୋରେଟର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ଚଳିତ ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ସମସ୍ତ ଦଳକୁ ପଛରେ ପକାଇ କଂଗ୍ରେସ ଆଜି ମେୟର ପ୍ରାର୍ଥୀନୀ ଶ୍ରୀମତୀ ମଧୁସ୍ମିତା ଆଚାର୍ୟ୍ୟଙ୍କ ନାମ ଘୋଷଣା କରିଛି । ସେହିପରି ଆଜି ଅପରାହ୍ନରେ ପ୍ରଥମ ପର୍ୟ୍ୟାୟରେ ୩୦ ଜଣିଆ କର୍ପୋରେଟର ପ୍ରାର୍ଥୀ ତାଲିକା ଘୋଷଣା କରିଛି ।…

ରାଜଧାନୀରେ ଆରମ୍ଭ ହେବ ମୋ ଇ-ରାଇଡ଼ ସେବା, ଇ-ରିକ୍ସା ଚଲାଇବେ କିନ୍ନର

ଭୁବନେଶ୍ୱର: କ୍ରୁଟ୍ (କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ) ଆଣିଛି ନୂଆ ସମ୍ଭାବନା । ରାଜଧାନୀରେ ଗଡ଼ିବ ମୋ ବସ ଭଳି ମୋ ଇ-ରିକ୍ସା ଓ ଇ-ବସ୍ । ତାହାକୁ ଚଳାଇବେ ମହିଳା ଓ କିନ୍ନର । ଏନେଇ ମହିଳା ଇ ଡ୍ରାନ୍ସଜେଣ୍ହରମାନଙ୍କୁ ୩ମାସ ହେବ ପ୍ରଶିକ୍ଷଣ ଦିଆଯାଉଛି । ବର୍ତ୍ତମାନ ରାଜ୍ୟ…

ଦାଦାଗିରି ପାଇଁ ଅଡୁଆରେ ପଡ଼ିଲେ ସାଂସଦ

ଭୁବନେଶ୍ୱର: ଦାଦାଗିରି ପାଇଁ ଅଡ଼ୁଆରେ ସାଂସଦ । ଗୁଣ୍ଡାଗିରି ନୁହେଁ, ଅଭିନେତାରୁ ବିଜୁ ଜନତା ଦଳର ସାଂସଦ ବନିଥିବା ଅନୁଭବ ମହାନ୍ତିଙ୍କ ନୂଆ ରିଆଲିଟି ସୋ’ରେ ମାଙ୍କଡ଼ ଧରିଥିବା ଜଣେ ମହିଳାଙ୍କ ସହିତ ଫୋଟୋ ଉଠେଇ ଓ ସୁଟିଂ କରି ଏବେ ଅଡ଼ୁଆରେ । ମାଙ୍କଡ଼ ଭାରତୀୟ ବନ୍ୟ ପ୍ରାଣୀ (ସଂରକ୍ଷଣ)…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ,ଲାଞ୍ଚ ନେବାବେଳେ ଧରାପଡିଲେ

କଟକ : ଭିଜିଲାନ୍ସ ଜାଲରେ ଜୁନିୟର ଇଞ୍ଚିନିୟର । କନିଷ୍ଠ ଯନ୍ତ୍ରୀ ଦେବେନ୍ଦ୍ର ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । (ଆର ଆଣ୍ଡ ବି) ସେକ୍ସନ ୱାନ ,ଏସିସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ ବିଲ୍ ପେମେଣ୍ଟ କରିବା ପାଇଁ କଣ୍ଟ୍ରାକ୍ଟର ଠାରୁ ୧୫ ହଜାର ଟଙ୍କା ଲାଞ୍ଚ…

[ଭିଡିଓ] ଚାହୁଁ ଚାହୁଁ ଜଳିଗଲା ଟ୍ୟାଙ୍କର ,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

କୋରାପୁଟ : ବୋରିଗୁମ୍ମା –କୋଟପାଡରେ ଅଘଟଣ । ଚଳନ୍ତା ଟ୍ୟାଙ୍କରରେ ଲାଗିଲା ନିଆଁ । ବୋରିଗୁମ୍ମା କୋଟପାଡ ଦେଇ ଯାଇଥିବା ୬୩ ନମ୍ବର ଜାତୀୟ ରାଜପଥରେ ଚଳନ୍ତା ଟ୍ୟାଙ୍କରରେ ନିଆଁ ଲାଗି ଯାଇଛି ।ଖବର ପାଇ ଅଗ୍ନିସମ ବାହିନୀ ପହଁଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି…

[ଭିଡିଓ] ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ ,୩ ଅଭିଯୁକ୍ତ ଗିରଫ

କଟକ : କଟକରେ ମାତିଛନ୍ତି ଲୁଟେରା ଗ୍ୟାଙ୍ଗ । ଆଜି ଲୁଟପାଟ ଗ୍ୟାଙ୍ଗର ପର୍ଦ୍ଦାଫାସ କରିଛି କଟକ ଚୌଦ୍ୱାର ଥାନା ପୋଲିସ । ଏହ ଲୁଟେରା ମାନଙ୍କ ଠାରୁ ପୋଲିସ ୨୨ ଟି ସୁନା ଚେନକୁ ଜବତ କରିଛି ପୋଲିସ । ମହିଳା ମାନଙ୍କୁ ଟାର୍ଗଟ କରି ଲୁଟପାଟ କରୁଥିଲା ଏହି ଗ୍ୟାଙ୍ଗ । ତା ସହ ପୋଲିସ ଆଖିରପେ…

କଂଗ୍ରେସର ଭୁବନେଶ୍ୱର ମେୟର ପ୍ରାର୍ଥୀ ହେଲେ ମଧୁସ୍ମିତା ଆଚାର୍ଯ୍ୟ

ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ କଂଗ୍ରେସ ତରଫରୁ ଭୁବନେଶ୍ୱରରୁ ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି । ସ୍ବର୍ଗତ କାଙ୍ଗାଳି ଚରଣ ପଣ୍ଡା ପୂର୍ବତନ ବିଧାୟକ ଧର୍ମଶାଳାଙ୍କ ବୋହୁ ମଧୁସ୍ମିତା ଆଚାର୍ଯ୍ୟ କଂଗ୍ରେସର ଵି ଏମ ସି ମେୟର ପ୍ରାଥୀ ଘୋଷଣା । ଆଜି କଂଗ୍ରେସ ଭବନରେ ସାମ୍ବାଦିକ…

ଜଳୁଛି ଜଙ୍ଗଲ ସଙ୍କଟରେ ବନ୍ୟଜନ୍ତୁ : ନିଆଁରେ ମୂଲ୍ୟବାନ ଗଛଲତା ଜଳି ନଷ୍ଟ

ତେଲକୋଇ : ହୁତୁ ହୁତୁ ହୋଇ ଜଳୁଛି ଏକର ଏକର ଜଙ୍ଗଲ । ନିଆଁର ଆଁ ଭିତରେ ତେଲକୋଇ ବନାଞ୍ଚଳ। ଜଳୁଛି ଜଙ୍ଗଲ ଆଉ ସଙ୍କଟରେ ବନ୍ୟଜନ୍ତୁ । ତେଲକୋଇ ରେଞ୍ଜ ଅଧିନ କରଦାଙ୍ଗି ପଞ୍ଚାୟତ ଶ୍ରୀଧରପୁର ଗାଁ ନିକଟ ମାଙ୍କଡଚୁଆ ସଂରକ୍ଷିତ ଜଙ୍ଗଲରେ ଲାଗିଛି ନିଆଁ । ଜଙ୍ଗଲ ନିଆଁ ରେ ମୂଲ୍ୟବାନ ଗଛଲତା…