Latest Odisha News

BREAKING NEWS

Browsing Category

ସହର

City

[ଦେଖନ୍ତୁ ଭିଡିଓ] ଦ୍ଵିତୀୟ ଦିନର ଭୋଟ ଗଣତି ଜାରି : ଭଦ୍ରକରେ ବିଜେଡି ଆଗରେ

ଭଦ୍ରକ: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ଦିନ ଫଳାଫଳ ଘୋଷଣା ହେବା ପରେ ଏବେ ଦ୍ଵିତୀୟ ଦିନର ଭୋଟ ଗଣତି ଜାରି ରହିଛି । ଏନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରକ୍ରିୟା ସହ ଭୋଟ ଗଣତି ହେଉଛି । ଭଦ୍ରକ ଦ୍ଵିତୀୟ ଦିନରେ ଭଦ୍ରକ ଜିଲ୍ଲାର ୭ ଗୋଟି ବ୍ଲକରେ ବିଭିନ୍ନ…

ମୟୂରଭଞ୍ଜ ଜିଲ୍ଲାର ୨୬ଟି ଜିଲ୍ଲା ପରିଷଦ ଆସନରୁ ୨୫ରେ ବିଜେଡି ବିଜୟୀ

ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ଚାଲିଛି ଗଣତି ପ୍ରକ୍ରିୟା । ଗତକାଲି ୨୬ଟି ଜିଲ୍ଲା ପରିଷଦ ପାଇଁ ଗଣତି ସରିଥିବା ବେଳେ ଆଜି ଆଉ ୨୬ଟି ଆସନ ପାଇଁ ଚାଲିଛି ଗଣତି ପ୍ରକ୍ରିୟା । ତେବେ ମୟୂରଭଞ୍ଜ ଜିଲ୍ଲାରେ ବିଜୟ ଆଡକୁ ମାଡି ଚାଲିଛି ବିଜେଡି । ମୟୂରଭଞ୍ଜ ଜିଲ୍ଲାର ୨୬ ଜିଲ୍ଲା ପରିଷଦ ଆସନରୁ…

କାଲିଠୁ ସ୍କୁଲ୍‌ ଯିବେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର: ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ କ୍ଲାସ ଖୋଲିବ । ଆରମ୍ଭ ହେବ ଅଫ୍‌ଲାଇନ୍‌ ପାଠପଢ଼ା । । ଆସନ୍ତା ସପ୍ତାହରେ ପାଠ ପଢ଼ାହେବ ନାହିଁ କେବଳ ଆକ୍ଟିଭିଟି କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ପିଲାମାନେ ଗତ ଦୁଇ ବର୍ଷ ହେବ…

ଜାଗର ପାଇଁ ଗାଇଡଲାଇନ୍‌ ଜାରି, କୋଭିଡ୍ ପ୍ରୋଟକଲ ପାଳନ ନିର୍ଦ୍ଦେଶ

ଭୁବନେଶ୍ୱର : ମହାଶିବରାତ୍ରୀ ଜାଗର ଲାଗି ସ୍ୱତନ୍ତ୍ର ରିଲିଫ କମିଶନର(SRC) ଗାଇଡଲାଇନ୍ ଜାରି କରିଛନ୍ତି। ମନ୍ଦିର, ମେଳା ଓ ଉତ୍ସବରେ ଏକାଠି ହେବା ବେଳେ କୋଭିଡ୍ ପ୍ରୋଟକଲ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ରାଜ୍ୟରେ କୋଭିଡ ସଂକ୍ରମଣର ହ୍ରାସ ପାଇଛି। ତେଣୁ ମହାଶିବରାତ୍ରୀ ଅବସରରେ…

ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ, ଗମ୍ଭୀରାରୁ ବାବା ଲୋକନାଥଙ୍କ ଦର୍ଶନ

ପୁରୀ : ଆଜି ପବିତ୍ର ପଙ୍କୋଦ୍ଧାର ଏକାଦଶୀ । ଏହି ଅବସରରେ ପୁରୀର ଶ୍ରୀ ଶ୍ରୀ ଲୋକନାଥ ଦେବଙ୍କ ଗମ୍ଭୀରାରୁ ବର୍ଷ ତମାମ ସଞ୍ଚିତ ହୋଇ ରହିଥିବା ବେଲପତ୍ର, ପୁଷ୍ପ, ନୈବେଦ୍ୟ ଇତ୍ୟାଦିକୁ ପଙ୍କ ହିସାବରେ ପରମ୍ପରା ଅନୁସାରେ କଢ଼ାଯିବ। ବର୍ଷ ତମାମ ଜଳରାଶି ମଧ୍ୟରେ ଧ୍ୟାନସ୍ଥ ରହିବା ପରେ…

କମ୍ପିଲା କଳିଙ୍ଗ : ଏଫଆଇଏଚ୍ ପ୍ରୋ-ଲିଗ୍‌ ହକି ଆରମ୍ଭ

ଭୁବନେଶ୍ୱର: କମ୍ପିଲା କଳିଙ୍ଗ ଷ୍ଟାଡିୟମ । ଆରମ୍ଭ ହେଲା FIH ପ୍ରୋ-ଲିଗ୍‌ ହକି । କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ପୁରୁଷ ଓ ମହିଳା ଟିମ୍ ସ୍ପେନକୁ ଭେଟିଛି । ପ୍ରଥମ ମ୍ୟାଚରୁ ବିଜୟ ଅଭିଯାନ ଆରମ୍ଭ ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ । ମହିଳା ମ୍ୟାଚ୍‌ ସଂଧ୍ୟାରୁ ଆରମ୍ଭ ହୋଇଥିବାବେଳେ ପୁରୁଷ ମ୍ୟାଚ୍‌…

ପୁରୀରେ ପଛରେ ପଡିଲେ ବିରୋଧୀ ,୧୧ ଆସନରେ ଆଗୁଆ ବିଜେଡି

ପୁରୀ: ପୁରୀରେ ପଛରେ ପଡିଲେ ବିରୋଧୀ । ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁସାରେ ବିଜେଡି, ବିରୋଧୀ ଦଳମାନଙ୍କୁ ମାତ୍ ଦେଇ ଆଗୁଆ ଚାଲିଥିବାବେଳେ, ବିଜେପି ଓ କଂଗ୍ରେସ ବହୁ ପଛରେ ପଡିଯାଇଛନ୍ତି । ତେବେ ଯଦି ପୁରୀ ଜିଲ୍ଲାରେ ଏବେ ସୁଦ୍ଧା ଗଣତି ହୋଇଥିବା ସମସ୍ତ ୧୧ ଜିଲ୍ଲା ପରିଷଦ ଆସନରେ ଶାସକ ବିଜେଡି…

ସମସ୍ତ ୩୧୫ଟି ଜିଲ୍ଲା ପରିଷଦ ଜୋନର ଟ୍ରେଣ୍ଡ: ୨୭୩ ଜୋନ୍‌ରେ ବିଜେଡି ଆଗରେ

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ହୋଇଛି । ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିଥିବା ପ୍ରାୟ ୨ଲକ୍ଷ ୨୦ହଜାର ପ୍ରାର୍ଥୀଙ୍କ ମଧ୍ୟରୁ କିଏ ପିନ୍ଧିବ ବିଜୟ ମୁକୁଟ ସେ ନେଇ ବଢୁଛି ଦ୍ୱନ୍ଦ । ସମସ୍ତେ ବିଜୟ ଆଶାରେ ବସିଥିବାବେଳେ ଜନତା କାହାକୁ ଜିତାଉଛନ୍ତି ତାହା…

ସମ୍ବଲପୁର ଜିଲ୍ଲାର ୯ଟି ଜୋନରେ ବିଜେଡି ଆଗୁଆ

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ୯ଟି ଜିଲ୍ଲା ପରିଷଦ ‌ଜୋନରେ ଗଣତି ଚାଲିଛି । ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୮ ଓ ବିଜେପି ୧ଟି ଜୋନରେ ଆଗୁଆ ରହିଛି । କେବଳ ରେଢାଖୋଲ-୧ରେ ବିଜେପି ଆଗରେ ଅଛି। ଅନ୍ୟସବୁ ଜୋନରେ ବିଜେଡି ପ୍ରାର୍ଥୀମାନେ ଆଗୁଆ ରହିଛନ୍ତି । ତ୍ରିସ୍ତରୀୟ ପଞ୍ଚାୟତ…

ବିଜେଡିରେ ମିଶିଲେ ୨ଶହରୁ ଅଧିକ ବିଜେପି କର୍ମୀ

ଭୁବନେଶ୍ୱର : ବଢୁଛି ବିଜେଡିର ବଳ । ଆଜି ଭୁବନେଶ୍ୱର ୪୦ ଓ ୪୧ ନମ୍ବର ୱାର୍ଡର ୨ଶହରୁ ଅଧିକ ବିଜେପି କର୍ମୀ ବିଜେଡିରେ ଯୋଗଦେଇଛନ୍ତି । ଏଥିରେ ସାମିଲ ହୋଇଛନ୍ତି ବିଜେପି ବନଦୁର୍ଗା ମଣ୍ଡଳ ସଭାପତି ଫିରୋଜ ଖାନ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ଧାରାକୁ ନେଇ ବିଜେପି…