Latest Odisha News

BREAKING NEWS

Browsing Category

ସହର

City

ବାପା ଆଣିଲେନି ବିରିଆନି, ଜୀବନ ହାରିଲା ପୁଅ

ନୀଳଗିରି: ବିରିଆନି ଖାଇବାକୁ ପୁଅର ଇଛା ଥିଲା । ସେଥିପାଇଁ ବାପାଙ୍କୁ ସେ ବିରିଆନି ଆଣିବାକୁ କହିଥିଲା । ହେଲେ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ ବାପା, ପୁଅ ପାଇଁ ବିରିଆନି ଆଣିବାକୁ ଭୁଲିଯାଇଥିଲେ । ବିରିଆନି ନମିଳିବାରୁ ନିଜର ଜୀବନ ହାରିଦେଲା ପୁଅ । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ବାଲେଶ୍ୱର…

ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ ,୪ଟି ସ୍ଥାନରେ ଚାଲିଛି ରେଡ

କୋରାପୁଟ : ଭିଜିଲାନ୍ସ ଜାଲରେ ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ । କୋରାପୁଟ ବୋରିଗୁମ୍ମାର ବିଦ୍ୟୁତ ବିଭାଗର ସହକାରୀ ଯନ୍ତ୍ରୀ ପ୍ରବୀଣ କୁମାର ହୋତା ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।ବୋରିଗୁମ୍ମାରେ ଜଣେ ହେଲପରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା…

[ଭିଡିଓ] ୟୁକ୍ରେନରେ ଫସି ରହିଛନ୍ତି ଯାଜପୁର ପୁଅ, ଚିନ୍ତାରେ ପରିବାର ଲୋକ

ଯାଜପୁର : ୟୁକ୍ରେନ୍ ଉପରେ ଘନ ଘନ ଆକ୍ରମଣ କରୁଛି ଋଷ ।ଏହି ସମୟରେ ୟୁକ୍ରେନରେ ଫସିଯାଇଛନ୍ତି ଯାଜପୁର ଜିଲ୍ଲା କୋରେଇ ବ୍ଲକ ବରୁଣ୍ଡେଇ ପଞ୍ଚାୟତର ବିରୁହାଁପଡା ଗାଁର ବସନ୍ତ ନାୟକଙ୍କ ଏକମାତ୍ର ପୁଅ ପ୍ରଳୟ କୁମାର ନାୟକ । ୟୁକ୍ରେନ ଓ ଋଷ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯିବା ଫଳରେ ପୁଅକୁ ପାଇବା…

ମୁକ୍ତିଲାଭ ଅପେକ୍ଷାରେ ଓଲିଉଡ୍ ଫିଲ୍ମ ଦୃଷ୍ଟିକୋଣ, ଚର୍ଚ୍ଚାରେ ନବାଗତା ଲିଜା ନାୟକ

ଭୁବନେଶ୍ୱର: ରିଲିଜ୍ ଅପେକ୍ଷାରେ ରହିଛି ଓଲିଉଡର ବିଗ୍ ବଜେଟ୍ ମୁଭି ଦୃଷ୍ଟିକୋଣ । ଅକ୍ଷୟ ପରିଜା ପ୍ରଡକ୍ସନ୍ସ ବ୍ୟାନର ତଳେ ନିର୍ମିତ ଏହି ଫିଲ୍ମରେ ଜଣେ ଓଡିଆ ଅଭିନେତ୍ରୀ ଡେବ୍ୟୁ କରିଛନ୍ତି । ଚଳଚ୍ଚିତ୍ର ଦୁନିଆରେ ସେ ନୂଆ ଚେହେରା ହୋଇଥିଲେ ହେଁ, ଅଭିନୟ ଦୁନିଆରେ କିନ୍ତୁ ସେ ଅଜଣା…

ଭାରସାମ୍ୟ ହରାଇ ଓଲଟିଲା ପିକ୍ଅପ୍ ଭ୍ୟାନ୍ ,୨ ମୃତ

ଅନୁଗୁଳ : ମର୍ମନ୍ତୁଦ ଦୁର୍ଘଟଣା ନେଲା ଜୀବନ । ଅନୁଗୁଳ ଜିଲ୍ଲା ଠାକୁରଗଡ ଥାନା ସାନହୁଲା ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ ବଇଣ୍ଡାରୁ ଆଠମଲ୍ଲୀକ ଆଡକୁ ଆସୁଥିବା ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ବ୍ରିଜ ତଳେ ବାଡେଇ…

ଆରପାରିରେ ଲୋକପ୍ରିୟ ଗାୟକ ପ୍ରଶାନ୍ତ ସାମନ୍ତରାୟ

କୋରାପୁଟ: ଆଉ ନାହାନ୍ତି ଲୋକପ୍ରିୟ ଗାୟକ ପ୍ରଶାନ୍ତ ସାମନ୍ତରାୟ । ବୁଧବାର ବିଳମ୍ବିତ ରାତିରେ ବିଶାଖାପାଟଣାରେ ତାଙ୍କର ପରଲୋକ ହୋଇଛି ।ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା ।ପ୍ରଶାନ୍ତଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ଆଦିବାସୀ ଜଗତର ସ୍ୱର୍ଗତ ପ୍ରଶାନ୍ତ…

ପଞ୍ଚମ ପର୍ଯ୍ୟାୟ ମତଦାନ ଶେଷ : ଦିନ ୧୨.୩୦ ସୁଦ୍ଧା ୫୫ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହିତ ପଞ୍ଚମ ପର୍ଯ୍ୟାୟ ତଥା ଶେଷ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଦିନ ୧୨ ଟା ସୁଦ୍ଧା ୫୫ ପ୍ରତିଶତ ମତଦାନ  ହୋଇଛି ।ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବିନ୍ଦ୍ର ନାଥ ସାହୁ ସୂଚନା ଦେଇଛନ୍ତି ।ସ୍ୱାଭିମାନ ଅଞ୍ଚଳରେ ବା ଚିତ୍ରକୋଣ୍ଡାରେ ୫୨…

ସୁନ୍ଦରଗଡରେ ବିଜେପି ପ୍ରାର୍ଥୀ ଟଙ୍କା ବାଣ୍ଟୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର :ପଞ୍ଚାୟତ ନିର୍ବାଚନ ସମୟରେ ବିଜେପି ଆଚରଣ ବିଧିି ଉଲ୍ଳଙ୍ଘନ କରୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ବିଜେଡି ଅଭିଯୋଗ ଆଣିଛି ପଞ୍ଚାୟତ ନିର୍ବାଚନ ଜିତିବା ପାଇଁ ବିଜେପି ସୁନ୍ଦରଗଡରେ ଟଙ୍କା ବାଣ୍ଟୁଛି । ଭୋଟ ପାଇଁ ଭୋଟରଙ୍କୁ ଟଙ୍କା…

ଶେଷ ପର୍ଯ୍ୟାୟ ମତଦାନ ସମୟରେ ହିଂସା: ୯ଟି ବୁଥରେ ଭୋଟ ଗ୍ରହଣ ବନ୍ଦ

ଭୁବନେଶ୍ୱର : ଶେଷ ପର୍ଯ୍ୟାୟ ମତଦାନ ସମୟରେ ହିଂସା । ନିଆଳି ବ୍ଲକ ପୋଖରୀଗାଁ ପଞ୍ଚାୟତରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା । ବୁଥ ଜବରଦଖଲ ଅଭିଯୋଗ ପରେ ୯ଟି ବୁଥରେ ଭୋଟ ଗ୍ରହଣ ବନ୍ଦ ରହିଛି । ପୁନଃ ନିର୍ବାଚନ ଦାବିରେ ଗ୍ରାମବାସୀ ମାନେ ପୋଖରୀ ଗାଁ ଛକରେ ରାସ୍ତାରୋକ କରିଛନ୍ତି ।…

ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ୍, ଆରମ୍ଭରୁ ହିଂସା

ଆଜି ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଭୋଟ୍ । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ବିଭିନ୍ନ ବୁଥ୍‌ରେ ସକାଳୁ ସକାଳୁ ଲମ୍ବା ଧାଡ଼ିରେ ଲୋକେ ଅପେକ୍ଷା କରି ରହିଛନ୍ତି । ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ ମତଦାନ । ଏହାପରେ ଭୋଟବାକ୍ସକୁ କଡ଼ା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମକୁ ନିଆଯିବ । ଶେଷ…