Latest Odisha News

BREAKING NEWS

Browsing Category

ସହର

City

ରାତି ୧୦ରେ ଉଠିବ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଜାଗର ପାଳନ ପାଇଁ ସମନ୍ୱୟ ବେଢଠକ ଶେଷ ହୋଇଯାଇଛି । ରାତି ୧୦ରେ ଲିଙ୍ଗରାଜଙ୍କ ମହାଦୀପ ଉଠିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି । କୋଭିଡ଼ କଟକଣା ନିୟମ ଅନୁସାରେ ମନ୍ଦିର ପରିସରରେ ଭକ୍ତ ଦୀପ ଜାଳି ପାରିବେ ବୋଲି ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଛି…

ରାଜନୈତିକ ଶତ୍ରୁତାକୁ ନେଇ ବୋମା ମାଡ, ଜଣେ ମୃତ

ଭୁବନେଶ୍ୱର: ରାଜନୈତିକ ଶତ୍ରୁତାରୁ ଗଲା ଜୀବନ । ରାଜନୈତିକ ଶତ୍ରୁତାରୁ ବୋମା ମାଡ଼ । ଏହି ଘଟଣାରେ ଜଣେ ମୃତ । ଏଭଳି ଘଟଣା ଘଟିଛି ଖଣ୍ଡପଡ଼ା ବୋଦସା ଗାଁରେ । ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ବୋଦସା ଗାଁରେ ଦୁର୍ବୃତ୍ତଙ୍କ ବୋମା ମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ପ୍ରଶାନ୍ତ…

ମଡେଲ ସୌମ୍ୟ ମୃତ୍ୟୁ ମାମଲା: ପୋଲିସକୁ ହାଇକୋର୍ଟ ତାଗିଦ୍‌

ଭୁବନେଶ୍ୱର: ମଡେଲ ସୌମ୍ୟରଂଜନ ପାଣିଗ୍ରାହୀ ମୃତ୍ୟୁ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ମୃତକଙ୍କ ପରିବାରର ଅଭିଯୋଗ ଅନୁୟାୟୀ ୩ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଭୁବନେଶ୍ୱର DCPଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏଥିସହ କଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଯାଜପୁରରେ ସାମ୍ବାଦିିକଙ୍କୁ ଆକ୍ରମଣ ଘଟଣା: ୩ ଅଭିଯୁକ୍ତ ଗିରଫ

ଯାଜପୁର: ଯାଜପୁରରେ ସାମ୍ବାଦିିକଙ୍କୁ ଆକ୍ରମଣ ଘଟଣାରେ ୩ ଅଭିଯୁକ୍ତ ଗିରଫ । ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ବିଞ୍ଝାରପୁର ବ୍ଲକର ବାଛୋଳ ପଞ୍ଚାୟତ ୨ ନଂ ବୁଥରେ ୩ ଜଣ ସାମ୍ବାଦିକଙ୍କୁ ଆକ୍ରମଣ କରାଯାଇଥିଲା । ଏହି ଘଟଣାରେ ସାମ୍ବାଦିକଙ୍କୁ ଆକ୍ରମଣ ହୋଇଥିବା‌ ବେଳେ ଆଜି ୩ଜଣଙ୍କୁ…

[ଦେଖନ୍ତୁ ଭିଡିଓ] ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୁମର, ଅଣ୍ଡର ଗ୍ରାଉଣ୍ଡ ଘର ନେଇ ବଢୁଛି ରହସ୍ୟ

ଢେଙ୍କାନାଳ : ରସାତଳକୁ ଯାଉଛି ରସିକିଆ ଡାକ୍ତରଙ୍କ କଳାକାରନାମା। ଧୀରେ ଧୀରେ ଫିଟୁଛି କାରନାମାର ଗୁମର। ହେଲେ ତାଙ୍କର ଏହି କେଳେଙ୍କାରୀର ଲମ୍ବାଚେର ଢେଙ୍କାନାଳ କାମାକ୍ଷାନଗର ଯାଏ ବି ଲମ୍ବିଛି । ଯେଉଁଠି ଲମ୍ବା ସମୟ ଭୋଗ ବିଳାସରେ ବିତାଇଛନ୍ତି ରସିକିଆ ରମେଶ। ଦେଖନ୍ତୁ କାମାକ୍ଷାନଗରରେ…

ରାଜ୍ୟରେ ୨୪ରୁ ୨୬ ଯାଏଁ ବର୍ଷା!

ଭୁବନେଶ୍ୱର: ଆସନ୍ତା ୨୪ରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ୨୫ରୁ ବର୍ଷାର ପରିମାଣ ବଢିବାର ସମ୍ଭାବନା ମଧ୍ୟ ରହିଛି । ଏଥିସହିତ ରାଜ୍ୟର କେତେକ ଜିଲ୍ଲାରେ ବିଜୁଳି ସହ ଘଡଘଡି ମାରିପାରେ । ଏହାର ପ୍ରଭାବରେ ୨୬ ତାରିଖରେ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ମଧ୍ୟ…

[ଦେଖନ୍ତୁ ଭିଡିଓ] କଡ଼ା ସୁରକ୍ଷା ବଳୟ ଭିତରେ ସାନି ମତଦାନ ଶେଷ

ପୁରୀ : ଆଜି ପୁରୀ ଜିଲ୍ଲାର ପୁରୀ ୫ଟି ବୁଥରେ ସ୍ଥାନରେ ସାନି ମତଦାନ ହୋଇଛି । ଜିଲ୍ଲାରେ ୫ଟି ସ୍ଥାନରେ ଗଣ୍ଡଗୋଳ ଘଟି ମତଦାନ ବାଧାପ୍ରାପ୍ତ ହୋଇଥିଲା । ଫଳରେ ଏହି ବୁଥ ମାନଙ୍କରେ ପୁନଃ ମତଦାନ ପାଇଁ ନିର୍ବାଚନ କମିଶନକୁ ଆବେଦନ କରାଯାଇ ଥିଲା । ପୁରୀର କଣାସ ବ୍ଲକ ଅଡାଲ ଗ୍ରାମପଞ୍ଚାୟତର…

ଆଇଏଏସ କ୍ରିଷନ କୁମାରଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟରେ ଆଇଏଏସ ସ୍ତରରେ ଅଦଳବଦଳ ପରେ ଆଇଏଏସ କ୍ରିସନ କୁମାରଙ୍କୁ ମିଳିଲା ନୂଆ ଦାୟିତ୍ୱ । ୨୦୦୨ ବ୍ୟାଚର ଓଡ଼ିଶା କ୍ୟାଡ଼ର ଆଇଏଏସ ଅଫିସର ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ତୁଲାଉଥିବା କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି । କ୍ରିଷନ କୁମାରଙ୍କୁ…

[ଦେଖନ୍ତୁ ଭିଡିଓ] କଡା ସୁରକ୍ଷା ଭିତରେ ବିଭିନ୍ନ ସ୍ଥାନରେ ସାନି ମତଦାନ

ମୟୂରଭଞ୍ଜ: ବିଭିନ୍ନ ସ୍ଥାନରେ ସାନି ମତଦାନ ହୋଇଛି । ମୟୁରଭଞ୍ଜ ଓ ଯାଜପୁରରେ ଭୋଟର ମାନେ ନିଜ ନିଜ ମତଦାନ କରିଛନ୍ତି । କଡା ସୁରକ୍ଷା ଭିତରେ ସକାଳୁ ମତଦାନ ଆରମ୍ଭ ହୋଇଥିଲା । ମୟୂରଭଞ୍ଜ ଜିଲ୍ଲାର ୩ଟି ସ୍ଥାନରେ ସାନି ମତଦାନ । ଆଜି ମୟୂରଭଂଜ ଜିଲ୍ଲାର କପ୍ତିପଦା ବ୍ଲକର ନଟୋ…

ବାଜିଲା ପୌର ନିର୍ବାଚନ ବିଗୁଲ: ଖୁବଶୀଘ୍ର ହେବ ପୌର ନିର୍ବାଚନ ତାରିଖ ଘୋଷଣା

ଭୁବନେଶ୍ୱର:ବାଜିଲା ପୌର ନିର୍ବାଚନ ବିଗୁଲ । ପଞ୍ଚାୟତ ନିର୍ବାଚନ ପରେ ହୋଇପାରେ ପୌର ନିର୍ବାଚନ । ଏନେଇ ଖୁବଶୀଘ୍ର ହେବ ପୌର ନିର୍ବାଚନ ତାରିଖ ଘୋଷଣା । ପ୍ରସ୍ତୁତି ଶେଷ ପରେ ନଗର ଉନ୍ନୟନ ବିଭାଗର ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ । ବିଜ୍ଞପ୍ତି ଜରିଆରେ ପୌର ନିର୍ବାଚନ ପାଇଁ ଆହ୍ୱାନ କଲା…