Latest Odisha News

BREAKING NEWS

Browsing Category

ସହର

City

ସୁନ୍ଦରଗଡ଼ ଜିଲ୍ଲାରେ ୬୭୪ ବୁଥ୍‌ରେ ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି

ରାଉରକେଲା: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ। ଆଜି ସୁନ୍ଦରଗଡ଼ ଜିଲ୍ଲାର ଲେଫ୍ରିପଡା, ହେମଗିରି ଓ ଲହୁଣିପଡା ତିନି ବ୍ଲକରେ ମତଦାନ ସୁରୁଖୁରୁରେ ଚାଲିଛି। କୌଣସି ସ୍ଥାନରେ କିଛି ଅଘଟଣ ଘଟି ନଥିବା କୁହାଯାଉଛି । ତିନିଟି ବ୍ଲକର ୬ ଜିଲ୍ଲା ପରିଷଦ, ୫୩ ସରପଞ୍ଚ ଓ ୬୭୪…

ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ୍: ସବୁ ବୁଥ୍‌ରେ କଡ଼ା ସୁରକ୍ଷା

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଆଜି ଚତୁର୍ଥ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ। ବିଭିନ୍ନ ବୁଥ୍‌ରେ ସକାଳୁ ସକାଳୁ ଲମ୍ବା ଧାଡ଼ିରେ ଲୋକେ ଅପେକ୍ଷା କରି ରହିଛନ୍ତି। ଆଜି ୨୭ ଜିଲ୍ଲାର ୬୪ ବ୍ଲକରେ ହେଉଛି ଭୋଟ୍। ଏହି ପର୍ଯ୍ୟାୟରେ ୧୬୩ଟି ଜିଲ୍ଲା ପରିଷଦ ଜୋନ୍, ୧…

ଟିଟିଲାଗଡ଼ରେ ସର୍ବୋଚ୍ଚ ତାତି, ୨୪ ଓ ୨୫ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଧୀରେ ଧୀରେ ଶୀତର ପ୍ରକୋପ କମୁଛି । ସେପଟେ ତାତି ବଢୁଛି । ଆଜି ପଶ୍ଚିମ ଓଡ଼ିଶା ସୋନପୁରରେ ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ କରାଯାଇଛି । ଆଜି ସୋନପୁରରେ ୩୪ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ଟିଟିଲାଗଡ଼ରେ ତାପମାତ୍ରା ୩୩.୪ ଡିଗ୍ରୀ, ଭୁବନେଶ୍ୱରରେ…

[ଦେଖନ୍ତୁ ଭିଡିଓ] ପୁରୁଣା ଧର୍ମ ସଂସ୍କୃତି ବହନ କରୁଥିବା ଶ୍ରୀଚୈତନ୍ୟ ଗୌଡୀୟ ମଠ

ପୁରୀ: ଭାରତ ବର୍ଷରେ କିଛି ମଠ ମନ୍ଦିର ପୁରୁଣା ସଂସ୍କୃତି ସହ ଜଡିତ । ଯେମିତି ଶ୍ରୀଚୈତନ୍ୟ ଗୌଡୀୟ ମଠ । ବୈଷ୍ଣବ ଧର୍ମ ଓ ସନାତନ ଧର୍ମର ପ୍ରଚାରପ୍ରସାର ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ପରମଭକ୍ତ ଶ୍ରୀଚୈତନ୍ୟଙ୍କ ରହିଛି ଅନେକ ଅବଦାନ । ସେପଟେ ଶ୍ରୀଚୈତନ୍ୟଙ୍କ ପରମଶିଷ୍ୟ ଶ୍ରୀଳ ପ୍ରଭୂପାଦ…

ଓଡ଼ିଶାରେ ଜିଓଫାଇବର ହାଇସ୍ପିଡ୍ ବ୍ରଡ୍‌ବ୍ୟାଣ୍ଡ୍ ଗ୍ରାହକ ସଂଖ୍ୟା ୧ଲକ୍ଷ ଟପିଲା

ଭୁବନେଶ୍ୱର : ଜିଓଫାଇବର ଓଡିଶାରେ ଲୋକପ୍ରିୟତା ବଜାୟ ରଖିଛି । ଓଡିଶାର ଲୋକପ୍ରିୟ ଜିଓଫାଇବରର ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ଗ୍ରାହକ ସଂଖ୍ୟା ୧ ଲକ୍ଷ ଟପିଲା ବୋଲି ସୂଚନା ମିଳିଛି । ରାଜ୍ୟରେ ୨୭ ଟି ସହର ଓ ନଗରକୁ ଜିଓଫାଇବର ତାର ସେବା ସମ୍ପ୍ରସାରଣ କରୁଛି ।ରିଲାଏନ୍ସ ଜିଓର ଲୋକପ୍ରିୟ ଅଲଟ୍ରା…

[ଦେଖନ୍ତୁ ଭିଡିଓ] ନିର୍ବାଚନୀ ମଇଦାନରେ ମାରାଥନ ପ୍ରଚାର

ଜଗତସିଂହପୁର: ଜଗତସିଂହପୁର ନାଉଗାଁରେ ନିର୍ବାଚନ। ଆସନ୍ତା ୨୪ରେ ନିର୍ବାଚନ ହେବାକୁ ଥିବା ବେଳେ ଏନେଇ ଜୋରଦାର ଚାଲିଛି ରଣନୀତି । ପ୍ରାର୍ଥୀ ମାନେ ମାରାଥନ ପ୍ରଚାର କରୁଥିବାର ଦେଖାଦେଉଛି । ଶାସକ ବିଜୁ ଜନତା ଦଳ ପକ୍ଷରୁ ପ୍ରାର୍ଥୀ ଚୟନ ପ୍ରକ୍ରିୟା ନେଇ ବିଧାୟକଙ୍କ ନିଷ୍ପତ୍ତି କୁ…

ନିର୍ବାଚନ ପୂର୍ବରୁ ପୋଲିସ ବାହିନୀକୁ ସଫଳତା, ସ୍ୱାଭିମାନ ଅଞ୍ଚଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନଗିରି : ନିର୍ବାଚନ ପୂର୍ବରୁ ପୋଲିସ ବାହିନୀକୁ ସଫଳତା । ମାଲକାନଗିରି ଅଞ୍ଚଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ସ୍ୱଭାମାନ ଅଞ୍ଚଳର ରବିବାର ଦିନ ଯବାନମାନଙ୍କ ପକ୍ଷରୁ ଯୋଡାମ୍ବ ଥାନା ଅନ୍ତର୍ଗତ ଯନ୍ତ୍ରୀ ପଞ୍ଚାୟତରେ ନଦମେଞ୍ଜେରୀ ଗାଁ ନକଟ ଜଙ୍ଗଲରେ କୁମ୍ବିଂ ଅପରେସନ…

ଭୋଟ ଗଣତି ପାଇଁ ଗାଇଡଲାଇନ୍ ଜାରି କଲେ ନିର୍ବାଚନ କମିଶନ

ଭୁବନେଶ୍ୱର: ଆଉ ଦୁଇଟି ପର୍ଯ୍ୟାୟ ମତଦାନ ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହେବ । ପରେ ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ଭୋଟ ଗଣତି । ନିର୍ବାଚନ ଭୋଟ ଗଣତିକୁ ନେଇ ନିର୍ବାଚନ କମିଶନ ଜାରି କରିଛନ୍ତି ଗାଇଡ଼ଲାଇନ୍ । ଏନେଇ କମିଶନଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପତ୍ର ଲେଖି…

ଦୁର୍ନୀତିଗ୍ରସ୍ତ ଅଧିକାରୀ ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୁର୍ନୀତିଗ୍ରସ୍ତ ଏବଂ ଅପାରଗଙ୍ଗ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ଦୁର୍ନୀତିଗ୍ରସ୍ତ ଅଧିକାରୀ ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି ଯୋଗାଯୋଗ ଶ୍ରୀ ତ୍ରିନାଥ…

ସାମ୍ବାଦିକଙ୍କ ଉପରେ ଆକ୍ରମଣ ଗଣତନ୍ତ୍ର ପାଇଁ ଅଶୁଭ : ଗଣେଶ୍ୱର ବେହେରା

ଭୁବନେଶ୍ୱର : ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାତ୍ମାକ ଆକ୍ରମଣ ଘଟଣାକୁ ଦୃଢ ନିନ୍ଦା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଓଡିଶା ପିସିସି ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗର ଅଧ୍ୟକ୍ଷ ଗଣେଶ୍ୱର ବେହେରା ।ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଯାଜପୁର ବିଞ୍ଝାରପୁର ବ୍ଲକରେ ୨ ନମ୍ବର ଓ ୪ ନମ୍ବର ବୁଥରେ…