Latest Odisha News

BREAKING NEWS

Browsing Category

ସହର

City

[ଦେଖନ୍ତୁ ଭିଡିଓ] ଭୋଟ ତାଲିକାରେ ନାମ ନଥିବାରୁ ଭୋଟ ବାକ୍ସ ଉଠାଇ ନେଲେ ଡଙ୍ଗରିଆ

କଲ୍ୟାଣସିଂହପୁର: ପଞ୍ଚାୟତ ନିର୍ବାଚନର ୩ୟ ପର୍ଯ୍ୟାୟରେ ମଧ୍ୟ ଭୋଟ ବିଭ୍ରାଟ ଦେଖାଯାଇଛି। ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁର ବ୍ଲକର ସୁନାଖଣ୍ଡି ପଞ୍ଚାୟତର ରାଇଲିମା ଗ୍ରାମ ଠାରେ ଥିବା ୧୪ ନମ୍ବର ବୁଥର ଭୋଟ ବାକ୍ସକୁ ଉଠାଇ ନେଲେ ଡଙ୍ଗରିଆ । ଭୋଟ ଦେବା ପାଇଁ ତଳ ମୁସୁଡ଼ି ଓ ଉପର…

ପଶ୍ଚିମା ଝଡ ପ୍ରଭାବ: ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ପଶ୍ଚିମା ଝଡ ସହ ଜଡିତ ମେଘ ଖଣ୍ଡ ପଶ୍ଚିମରୁ ପୂର୍ବକୁ ଗତି କରିବା ସହ ଆଭ୍ୟନ୍ତରୀଣରୁ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ଅଳ୍ପ କିଛି ଘଣ୍ଟା ମଧ୍ୟରେ ବିଜୁଳି-ଘଡଘଡି ସହ ବର୍ଷା କରାଇବାର ସମ୍ଭାବନା ରହିଥିବା ନେଇ ଡପଲର ରାଡାରରୁ ସୂଚନା ମିଳୁଥିବା ଭାରତୀୟ ପାଣିପାଗ ବିଭାଗର…

ସରିଲା ତୃତୀୟ ପର୍ଯ୍ୟାୟ ମତଦାନ: ୭୧ ପ୍ରତିଶତରୁ ଅଧିକ ଭୋଟିଂ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ସରିଛି । ଅପରାହ୍ନ ୧ଟା ସୁଦ୍ଧା ୭୧ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ନେଇ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି । ଯାଜପୁର ଜିଲ୍ଲାକୁ ଛାଡ଼ି ଅନ୍ୟ ପ୍ରାୟ ସବୁ ଜିଲ୍ଲାରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଥିବା…

[ଦେଖନ୍ତୁ ଭିଡିଓ] ନିୟମଗିରି ପାହାଡ ଉପରେ ଭୋଟରଙ୍କ ମତ ଦାନ

ରାୟଗଡା: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଆଜି ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାର ଦୁଇଟି ବ୍ଲକରେ ନିର୍ବାଚନ ହୋଇଛି । ଶାନ୍ତିର ସହିତ ୨ ବ୍ଲକ ଅଞ୍ଚଳରେ ନିର୍ବାଚନ ପାଇଁ ଅନୁଷ୍ଠିତ ହୋଇଛି । ୩୮୭ ଟି ବୁଥରେ ଭୋଟର ନିଜର ମତଦାନ କରିଛନ୍ତି । ଏହି ଦୁଇ ବ୍ଲକରେ…

ପଞ୍ଚାୟତ ନିର୍ବାଚନ: ୧୫ ବର୍ଷ ପରେ ନିୟମଗିରିରେ ପଡ଼ିଲା ଭୋଟ୍‌

ରାୟଗଡ଼ା: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆଜି ତୃତୀୟ ପର୍ଯ୍ୟାୟ ମତଦାନ। ଆଜି ସକାଳ ୭ଟାରୁ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ମତଦାନ ଆରମ୍ଭ ହୋଇଛି । ନିଜ ନିଜ ମତାଧିକାର ସାବ୍ୟସ୍ତ ପାଇଁ ଲୋକଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ଭୋଟରମାନେ ସକାଳୁ ସକାଳୁ ଲମ୍ବା ଧାଡ଼ିରେ…

ଘାଟିରେ ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର

ଜୟପୁର: ଘାଟିରେ ଓଲଟିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର । କୋରାପୁଟ ଜିଲ୍ଲା ଜୟପୁର ନିକଟ ଘାଟିରେ ଭାରସାମ୍ୟ ହରାଇ ଏଲପିଜି ଗ୍ୟାସ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡିଛି । ଏହି ଘଟଣା ପରେ ଟ୍ୟାଙ୍କରରୁ ଗ୍ୟାସ୍ ନିର୍ଗତ ହେଉଥିବା ଜଣା ପଡିଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ…

ପୁରୀରେ ବିଶ୍ଵ ବୈଷ୍ଣବ ସମ୍ମିଳନୀକୁ ଉଦଘାଟନ କରିବେ ରାଷ୍ଟ୍ରପତି

ପୁରୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଗତକାଲ ସେ ଶ୍ରୀକ୍ଷେତ୍ରରେ ରାତ୍ରିଯାପନ କରିଥିଲେ । ଆଜି ସକାଳ ୧୦ଟା ୩୫ରେ ପୁରୀ ବଡ଼ଦାଣ୍ଡ ସ୍ଥିତ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ପରିଦର୍ଶନରେ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୧୧ଟାରେ ଶରଧାବାଲିରେ ହେବାକୁ…

[ଦେଖନ୍ତୁ ଭିଡିଓ] ନିର୍ବାଚନୀ ମଇଦାନରେ ଟକ୍କର : ପ୍ରାର୍ଥୀ ନୁହେଁ ଲଢୁଛନ୍ତି ଦଳୀୟ ନେତା

ଟିଟିଲାଗଡ଼: ବାଜୁଛି ଢୋଲ ନିଶାନ, ଚାଲିଛି ଛକକୁ ଛକ. ବାଟବରଣ । ଆଉ ଏସବୁ ସ୍ୱାଗତ, ବାଟବରଣ ଦେଖି ନେତାଏ ବି ଖୁସ. । ଟିଟିଲାଗଡ଼ରେ ଅନେକ ଦଳୀୟ ତୁଙ୍ଗ ନେତାଙ୍କ ଚାଲିଛି ମାରାଥନ ପ୍ରଚାର । ପ୍ରାର୍ଥୀ ନୁହେଁ ବରଂ ନେତାଙ୍କ ଚାଲିଛି କସରତ । ବିଜେପି ଏବଂ ବିଜେଡି ବିରୋଧରେ ବର୍ଷଛି କଂଗ୍ରେସ ।…

ଫେବୃୟାରୀ ୨୩ରେ ୪୫ଟି ବୁଥ୍‌ରେ ହେବ ସାନି ମତଦାନ

ଭୁବନେଶ୍ୱର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଧାପ୍ରାପ୍ତ ସୃଷ୍ଟି ହୋଇଥିବା ବୁଥରେ ହେବ ସାନି ମତଦାନ । ଏନେଇ ରାଜ୍ୟ ନିର୍ବାଚନ ଆୟୋଗ ନିଷ୍ପତ୍ତି ନେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ୨୫ ଟି ବୁଥ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୨୦ ଟି ବୁଥରେ ସାନି ମତଦାନ ହେବ । ରାଜ୍ୟ ନିର୍ବାଚନ ଆୟୋଗ…

ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଲେ ରାଷ୍ଟ୍ରପତି । ପ୍ରଥମେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ  ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ…