Latest Odisha News

BREAKING NEWS

Browsing Category

ସହର

City

[ଭିଡିଓ] ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ସୁସ୍ଥ ଅଛି

ଭୁବନେଶ୍ୱର: ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗସ୍ତ କରି ଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି । ମନ୍ଦିର ଭିତ୍ତି ଭୂମି ମଧ୍ୟ ବୁଲି ଦେଖିଛନ୍ତି । ମୁଖ୍ୟମନ୍ତ୍ର ମନ୍ଦିର ପରିସରରେ ପାଖାପାଖି ୨୦ ମିନିଟ୍ ପର୍ଯ୍ୟନ୍ତ ରହି ବୁଲି ଦେଖିଥିଲେ ।…

ରାଜ୍ୟରେ ୨ୟ ପର୍ଯ୍ୟାୟ ମତଦାନ ଶେଷ, ୭୧ ପ୍ରତିଶତ ମତଦାନ ରେକର୍ଡ : ନିର୍ବାଚନ ଆୟୋଗ

ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଶେଷ ହୋଇଛି ।ନିର୍ବାଚନ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣରେ ମୋଟ ୬୮ ଟି ବ୍ଲକରେ ୧୫୧୪ଟି ଗ୍ରାମ ପଞ୍ଚାୟତରେ ୧୮୬ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୦,୪୩୬ ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ ହୋଇଛି । ଏନେଇ ନିର୍ବାଚନ…

[ଦେଖନ୍ତୁ ଭିଡିଓ] ମଇଦାନରେ ଚାଲିଛି ରଣନୀତି, ଭୋଟ୍ ହାତେଇବାକୁ ପ୍ରାର୍ଥୀଙ୍କ ପ୍ରୟାସ

ଜଗତସିଂହପୁର : ବଢୁଛି ନିର୍ବାଚନୀ ଉଷ୍ଣତା । ମଇଦାନରେ ଚାଲିଛି ରଣନୀତି । ଭୋଟ୍ ହାତେଇବାକୁ ପ୍ରର୍ଥୀ ମାନଙ୍କ ବିଭିନ୍ନ ପ୍ରୟାସ । ସେହିଭଳି ଆସନ୍ତା ୨୨ତାରିଖରେ ହେବାକୁଥିବା ପଞ୍ଚାୟତ ନିର୍ବାଚନ ପାଇଁ ଜଗତସିଂହପୁର ଜିଲ୍ଲାରେ ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି । ପୂରଣ ଓଡ଼ପଡା ଗ୍ରାମ…

ସନ୍ଧ୍ୟାରେ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ !

ଭୁବନେଶ୍ୱର :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲିଙ୍ଗରାଜ ମନ୍ଦିର ଯିବେ । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କରିପାରନ୍ତି ବୋଲି ସୂଚନା ମିଳିଛି ।ଏକାମ୍ର ଯୋଜନାର ସମୀକ୍ଷା କରିପାରନ୍ତି ମୁଖ୍ୟମନ୍ତ୍ରୀ ।ଏକାମ୍ର ଯୋଜନାରେ ଲିଙ୍ଗରାଜ ମନ୍ଦିର ଏବଂ…

ଜଗତସିଂହପୁର ନିର୍ବାଚନୀ ହିଂସା : ବିଜେପି ନାଁରେ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର : ବିଜେପି ନାଁରେ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ଜଗତସିଂହପୁରରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ସମୟରେ ବିଜେପି ନେତା ଓ କର୍ମୀମାନେ ହିଂସାକାଣ୍ଡ କରିଛନ୍ତି । ପଞ୍ଚାୟତ ନିର୍ବାଚନ ହାରିବା ଭୟରେ ବିଜେପି ହିଂସାକାଣ୍ଡ କରୁଛି ବୋଲି…

ପୁଣି ଥରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ପୁଣି ଥରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ । ଖବର ସଂଗ୍ରହ କରୁଥିବା ବେଳେ ସାମ୍ବାଦିକଙ୍କୁ ମାଡ଼ ମରାଯାଇଛି। ଭଦ୍ରକ ଚାନ୍ଦବାଲି ଗୋପୀନାଥପୁର ହଳଦିଆ ବୁଥରେ ଘଟଣା ଘଟିଛି । ୧୨ ଓ ୧୩ ନମ୍ବର ବୁଥରେ ଖବର ସଂଗ୍ରହ କରୁଥିବା ସମୟରେ କିଛି ଜଣ ସାମ୍ବାଦିକଙ୍କୁ…

ମୌଳିକ ସୁବିଧା ନଥିବାରୁ ଭୋଟ ବର୍ଜନ କଲେ ଗ୍ରାମବାସୀ

ପଦ୍ମପୁର : ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ବରଗଡ ଜିଲ୍ଲାରେ ମତଦାନ ପ୍ରକ୍ରିୟା ଶେଷ ହୋଇଛି  ।ଦୁଇଟି ବ୍ଲକରେ ଭୋଟ ବର୍ଜନ କରିଛନ୍ତି ଗ୍ରାମବାସୀ । ରାଜବୋଡାସମ୍ବର ବ୍ଲକର ୨ ଟି ଗାଁ ଓ ଗାଇସିଲାଟ ବ୍ଲକର ଗୋଟିଏ ଗାଁ ର ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ…

ନିଖୋଜ ସମିତି ସଭ୍ୟା ପ୍ରାର୍ଥୀଙ୍କ ସ୍ଵାମୀ ମୁର୍ମୂଷୁ ଅବସ୍ଥାରେ ଉଦ୍ଧାର

ଢେଙ୍କାନାଳ :ନିଖୋଜ ସମିତି ସଭ୍ୟ ପ୍ରାର୍ଥୀଙ୍କ ସ୍ଵାମୀ ଉଦ୍ଧାର । ଢେଙ୍କାନାଳ ଜିଲ୍ଲା ସିମିଳିଆ ଓଭରବ୍ରିଜ ନିକଟରୁ ନିଖୋଜ ସରପଞ୍ଚ ପ୍ରାର୍ଥୀଙ୍କୁ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ଢେଙ୍କାନାଳ ସଦର ବ୍ଲକ ଅନ୍ତର୍ଗତ ସାଙ୍କୁଲେଇ ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀ ଭାରତୀ ରଥଙ୍କ ସ୍ୱାମୀ…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ

କୋରାପୁଟ : ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ।ସୁନାବେଡା ଏନଏସିର ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ କରାଯାଇଛି । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ମନୋଜ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ କରାଯାଇଛି ।ଏହି ଚଢାଉରେ ୫ ଜଣ…

ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଜାରି

ଭୁବନେଶ୍ୱର : ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଜାରି ।  ରାଜ୍ୟର ୩୦ ଜିଲ୍ଲାର ୬୮ବ୍ଲକରେ ୧୮୬ ଜିଲ୍ଲାପରିଷଦ ଜୋନରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ମତଦାନ ବେଳେ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ମୁତୟନ ହୋଇଛନ୍ତି ୨୪୦ ପ୍ଲାଟୁନ ପୁଲିସ ଫୋର୍ସ । ୧୫୧୪ ପଂଚାୟତର ୨୦…