Latest Odisha News

BREAKING NEWS

Browsing Category

ସହର

City

ପୁଣି ଖସିଲା ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୬୭୧କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା…

ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ: ଓଡ଼ିଶାରେ ଶ୍ରେଷ୍ଠ ସ୍ଥାନରେ କିଟ୍

ଭୁବନେଶ୍ୱର: ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗରେ ପୁଣି ସଫଳତା ହାସଲ କରି ଶ୍ରେଷ୍ଠ ସ୍ଥାନରେ ରହିଛି କିଟ୍ ବିଶ୍ୱବିଦ୍ୟାଳୟ । ମଙ୍ଗଳବାର ଟାଇମ୍ସ ହାଇଅର ଏଜୁକେସନ ପକ୍ଷରୁ ସୂଚନା ଦିଆଯାଇଛି । ୫୦ବର୍ଷରୁ କମ୍ ସମୟ ମଧ୍ୟରେ ପ୍ରତିଷ୍ଠା ଲାଭ କରିଥିବା ବିଶ୍ୱର ଖ୍ୟାତି ସମ୍ପନ୍ନ…

ପଞ୍ଚାୟତ ନିର୍ବାଚନରେ ବିଜେପି ହିଂସାକାଣ୍ଡ କରୁଥିବା ଅଭିଯୋଗ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର:  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଜେପି ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପାଖରେ ଫେରାଦ ହେଲା ବିଜେଡି । ବିଜେପି ନେତାମାନେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ସମୟରେ ବିଭିନ୍ନ ବୁଥରେ ହିଂସାକାଣ୍ଡ…

ଓଡ଼ିଶା ପୋଲିସର ଡିଏସପି ପଦରେ ନିଯୁକ୍ତ ହେଲେ ବରିଷ୍ଠ ହକି ଖେଳାଳି ବୀରେନ୍ଦ୍ର ଲାକ୍ରା

ଭୁବନେଶ୍ୱର: ଓଡ଼ିଶା ପୋଲିସର ଡିଏସପି ପଦରେ ଯୋଗ ଦେଲେ ଟୋକିଓ ଅଲମ୍ପିକ୍ସର ଓଡ଼ିଆ ହକି ତାରକା ବୀରେନ୍ଦ୍ର ଲାକ୍ରା । ବୀରେନ୍ଦ୍ର ଲାକ୍ରା ଟୋକିଓ ଅଲମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିଲେ । ତାଙ୍କୁ ରାଜ୍ୟ ସରକାର ଅର୍ଥ ପୁରସ୍କାର ସହ ପୋଲିସ ଡିଏସପି ପଦରେ ନିଯୁକ୍ତି ଦେବେ ବୋଲି ସାକାର…

ଜିଲ୍ଲା ପରିଷଦ ଆଇନରେ ସଂଶୋଧନ କଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର: ଜିଲ୍ଲା ପରିଷଦ ଆଇନରେ ସଂଶୋଧନ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷ ନିର୍ବାଚନ ସମୟରେ ଦଳ ବଦଳ ନିରୋଧ ଆଇନ ଲାଗୁ ହେବ । ନିର୍ବାଚନ ବେଳେ ରାଜନୈତିକ ଦଳମାନେ ସେମାନଙ୍କ ପ୍ରଧିକୃତ ପ୍ରତିନିଧିଙ୍କୁ ନିଯୁକ୍ତି କରି ସେମାନଙ୍କ ନାମ ରାଜ୍ୟ…

ଅନୁଗୁଳରେ କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ଅନୁଗୁଳ :କୋଇଲା ଟ୍ରେନରେ ନିଆଁ । ଅନୁଗୁଳ ଷ୍ଟେସନରେ ଠିଆ ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗି ଯାଇଛି ।ଗୁରୁବାର ଅପରାହ୍ନ ପ୍ରାୟ ସାଢେ ଗୋଟାଏ ବେଳେ ହଠାତ୍ ଟ୍ରେନରେ ନିଆଁ ଲାଗି ଯାଇଥିଲା । ଖବର ପାଇଁ ଅନୁଗୁଳ ଅଗ୍ନିଶମ କର୍ମଚାରୀ ଆସି ନିଆଁକୁ ଆୟତ୍ତ କରିଥିଲେ । ଉତ୍ତାପ…

ବଦଳିଲା ରାଷ୍ଟ୍ରପତିଙ୍କ ରହଣି ସ୍ଥଳ  : ଗଭର୍ଣ୍ଣର ହାଉସରେ ନୁହେଁ, ଘରୋଇ ହୋଟେଲରେ ରହିବେ ରାଷ୍ଟ୍ରପତି

ପୁରୀ : ବଦଳିଲା ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ରହଣି ସ୍ଥଳ  । ୧୯ ତାରିଖରେ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ହେଲେ ରାଷ୍ଟ୍ରପତିଙ୍କ ରହଣି ସ୍ଥଳରେ ପରିବର୍ତ୍ତନ କରାଯାଇଛି ।ରାଷ୍ଟ୍ରପତି ଗଭର୍ଣ୍ଣର ହାଉସ ପରିବର୍ତ୍ତେ ଏକ ଘରୋଇ ହେଟୋଲରେ…

ଗ୍ୟାରେଜରେ ମରାମତି ହେବାକୁ ଥିବା ଗାଡି ଜଳିପୋଡି ପାଉଁଶ

କୋରାପୁଟ :  ହୁତୁହୁତୁ ହୋଇ ଜଳିପୋଡି ପାଉଁଶ ହେଇଗଲା ଗାଡି । ସମସ୍ତଙ୍କ ଆଖି ସାମ୍ନାରେ ମରାମତି ହେବାକୁ ଥିବା ସମସ୍ତ ମୋଟରସାଇକେଲ ପୋଡି ପାଉଁଶ ହୋଇଯାଇଛିା ନାରାୟଣପାଟଣାରେ ଏପରି ଅଭାବନୀୟ ଘଟଣା ଘଟିଛି । ନାରାୟଣପାଟଣା ସଦର ପୋଷ୍ଟ ଅଫିସ ଆଗରେ ଜଣେ ବ୍ୟକ୍ତିଙ୍କ ମୋଟରସାଇରେଲ ଗ୍ୟାରେଜରେ…

ରାଜନୈତିକ ହିଂସା ପ୍ରସଙ୍ଗରେ ବିଜେଡିର ଜବାବ୍ ଅତ୍ୟନ୍ତ ହାସ୍ୟସ୍ପଦ : ସମୀର ମହାନ୍ତି

ଭୁବନେଶ୍ୱର : ଶାସକ ବିଜେଡି ଉପରେ ବର୍ଷିଲା ବିଜେପି । ବିଜେଡି ଶାସନରେ ଗଣତନ୍ତ୍ର ବିପଦରେ ବୋଲି ବିଜେପି ପକ୍ଷରୁ କୁହାଯାଇଛି । ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ମତଦାନ ଗତକାଲି ଶେଷ ହୋଇଛି ।ଗତ୨୦୧୭ ପଞ୍ଚାୟତ ନିର୍ବାଚନ ସମୟରେ ବିଜେଡି ରାଜନୈତିକ ହିଂସାରେ ଆମ…

ସୌମ୍ୟଙ୍କ ପାଇଁ ନ୍ୟାୟ ଦାବି କଲା ଭାଇରାଲ୍ ଟଙ୍କା

ଭୁବନେଶ୍ୱର: ସୋନାଲି ନନ୍ଦଙ୍କ ପ୍ରେମରେ ପାଗଳ ହୋଇଯାଇଥିଲେ ସୌମ୍ୟ । ଆପଣାଇଥିଲେ ଆତ୍ମହତ୍ୟାର ପନ୍ଥା । ଏହି ଘଟଣାକୁ ଦୁଇ ସପ୍ତାହରୁ ଅଧିକ ସମୟ ବିତିଗଲାଣି । ତଥାପି ନ୍ୟାୟ ଅପେକ୍ଷାରେ ରହିଛନ୍ତି ସୌମ୍ୟଙ୍କ ପରିବାରବର୍ଗ । ଏପରି ସ୍ଥିତିରେ ସୋସିଆଲ ମିଡିଆରେ ଅନେକ ଲୋକ ସୌମ୍ୟଙ୍କୁ ନ୍ୟାୟ…