Latest Odisha News

BREAKING NEWS

Browsing Category

ସହର

City

ସାଲେପୁରରେ ସମିତିସଭ୍ୟ ପ୍ରାର୍ଥୀଙ୍କ ଘରକୁ ବୋମାମାଡ, ଦିଲ୍ଲୀପଙ୍କ ପତ୍ନୀ ଗୁରୁତର

ସାଲେପୁର : ସାଲେପୁରରେ ସମିତି ସଭ୍ୟ ପ୍ରାର୍ଥୀଙ୍କ ଘରକୁ ବୋମାମାଡ । ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ତଥା ପ୍ରାର୍ଥୀ ଦିଲ୍ଲୀପ କୁମାର ଦାସଙ୍କ ଘରକୁ ବୋମାମାଡ ହୋଇଛି ।ତାଙ୍କ ଶିଶୁଆ ସ୍ଥିତ ବାସ ଭବନକୁ ବୋମାମାଡ ହୋଇଛି ।ବୋମାମାଡରେ ଦିଲ୍ଲୀପଙ୍କ ପତ୍ନୀ ନିରୁପମା ଆହତ ହୋଇଛନ୍ତି ।ଗତକାଲି…

ବୋରିଗୁମ୍ମାରେ ନିର୍ବାଚନୀ ହିଂସା , ମନ୍ତ୍ରୀଙ୍କ ପ୍ରତିନିଧିଙ୍କୁ ବିଜେପି କର୍ମୀଙ୍କ ମରଣାତ୍ମକ ଆକ୍ରମଣ ଅଭିଯୋଗ

କୋରାପୁଟ  : ବୋରିଗୁମ୍ମାରେ ନିର୍ବାଚନୀ ହିଂସାକାଣ୍ଡ ।ବୋରିଗୁମ୍ମା ବ୍ଲକ କସାଗୁଡା ଗାଁରେ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ପ୍ରତିନିଧି ନରେନ୍ଦ୍ର ବିଶୋଇଙ୍କୁ ମରଣାତ୍ମକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ମନ୍ତ୍ରୀଙ୍କ ପ୍ରତିନିଧିଙ୍କୁ ଗୁରୁତର ଅବସ୍ଥାରେ ବୋରିଗୁମ୍ମା ହସ୍ପିଟାଲରେ ଭର୍ତି…

କଂଗ୍ରେସକୁ ଝଟକା, ଡେଲାଙ୍ଗ ୧୫ ନମ୍ବର ଜୋନ୍ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥୀ ବିଜେଡିରେ ମିଶିଲେ

ପିପିଲି : ପଞ୍ଚାୟତ ନିର୍ବାଚନ ଚାଲିଥିବା ସମୟରେ କଂଗ୍ରେସକୁ ବଡ ଝଟକା । ପିପିଲି ନିର୍ବାଚନ ମଣ୍ଡଳୀ ଅଧିନ ଡେଲାଙ୍ଗ ବ୍ଲକ ୧୫ ନମ୍ବର ଜୋନ କଂଗ୍ରେସ ଜିଲ୍ଲା ପରିଷଦ ପ୍ରାର୍ଥୀ ସୁକାନ୍ତି ସାହୁ ବିଜେଡିରେ ସାମିଲ ହୋଇଛନ୍ତି । କଂଗ୍ରେସ ତାଙ୍କୁ ଅସମ୍ମାନ କରିଥିବାରୁ ସେ ବିଜେଡିରେ ଯୋଗଦାନ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ପ୍ରକ୍ରିୟା ଜାରି

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ୩୦ ଜିଲ୍ଲାର ୧ ହଜାର ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ । ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର । ପ୍ରଥମ ପର୍ଯ୍ୟାୟରେ ଆଜି ୨୦୦ ଜିଲ୍ଲା…

ନିଖୋଜ ଛାତ୍ର ସାଇବର ଲୁଟେରା , ୩ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର : ଜାମତରା ଗ୍ୟାଙ୍ଗର ୩ ଜଣଙ୍କୁ ଗିରଫ କଲା ପୋଲିସ । ଗିରଫ ଅଭିଯୁକ୍ତ ମାନେ ହେଲେ ଝାଡଖଣ୍ଡର ରହମତ ଅନସାରୀ, ବିଶାଲ ପାଣ୍ଡେ, ବିହାରର ଶେଖର ଗୌତମ । ସମ୍ବଲପୁର ଅଇଁଠାପାଲି ପୋଲିସ ଅଭିଯୁକ୍ତ ମାନଙ୍କୁ ଧରିବାରେ ସଫଳ ହୋଇଛି । ଅଭିଯୁକ୍ତଙ୍କ ନିକଟରୁ ଲକ୍ଷେ ୧୩ ହଜାର ଟଙ୍କା ,…

ଅକାଳରେ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ , କେଲେଣ୍ଡାପାଲି ପଞ୍ଚାୟତରେ ନିର୍ବାଚନ ସ୍ଥଗିତ

ବରଗଡ଼ : ଅକାଳରେ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ । ବରଗଡ ଜିଲ୍ଲା ଭଟଲୀ ବ୍ଲକ କେଲେଣ୍ଡାପାଲି ପଞ୍ଚାୟତରେ ନିର୍ବାଚନ ପୂର୍ବରୁ ସରପଞ୍ଚ ପ୍ରାର୍ଥୀ ସରୋଜ ସେଠ୍ ଙ୍କ ମୃତ୍ୟୁ ହୋଇଯାଇଛି ।ଫଳରେ ନିର୍ବାଚନକୁ ସ୍ଥଗିତ ରଖାଯାଇଛିାଏନେଇ ବରଗଡ ଜିଲ୍ଲାପାଳଶୁଭେନ୍ଦ୍ର ସାମଲ ସୁଚନା ଦେଇଛନ୍ତି…

ମହଙ୍ଗା ପଡିଲା ତହସିଲଦାରଙ୍କୁ ହତ୍ୟା ଧମକ , ବିଧାୟକ ଜୟନାରାୟଣ ମିଶ୍ରଙ୍କ ନାରେ ମାମଲା ରୁଜୁ

ସମ୍ବଲପୁର : ତହସିଲଦାରଙ୍କୁ ଦୁର୍ବ୍ୟବହାର କରିବା ପଡିଲା ମହଙ୍ଗା । ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଙ୍କ ନାଁରେ ଥାନାରେ ଏତଲା ଦାୟର । ସମ୍ବଲପୁର କ୍ଷେତ୍ରରାଜପୁର ଦୁର୍ଗାପାଲ୍ଲୀ ବସ୍ତି ଉଚ୍ଚେଦ ସମୟରେ ତହସିଲଦାର ଏବଂ ବିଧାୟକଙ୍କ ସେଠାରେ ପାଟିତୁଣ୍ଡ ହୋଇଥିଲା । ସର୍ବ ସମ୍ମୁଖରେ…

ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର : ବିଜେପି ନିର୍ବାଚନୀ ହିଂସାକାଣ୍ଡ କରୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ବାରମ୍ବାର ବିଜେପି ଆଚରଣ ବିଧି ଉଲ୍ଲଙ୍ଘନ କରି ହିଂସାକାଣ୍ଡ ଭିଆଉଛି । ପଞ୍ଚାୟତ ନିର୍ବାଚନରେ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀମାନେ ସୁରକ୍ଷିତ ନୁହନ୍ତି…

ଅନୁଗୁଳରେ ହୃଦଘାତରେ ପ୍ରିଜାଇଡିଂ ଅଫିସରଙ୍କ ପରଲୋକ

ଅନୁଗୁଳ : ପ୍ରିଜାଇଡିଂ ଅଫିସରଙ୍କ ପରଲୋକ । ବୁଧବାର ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ତାପୂର୍ବରୁ ହୃଦଘାତରେ ପ୍ରଜାଇଡିଂ ଅଫିସରଙ୍କ ପରଲୋକ ହୋଇଛି । କିଶୋରନଗର ବ୍ଲକ ରଜ।ମୁଣ୍ଡା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଭେନ୍ଦୁ କୁମାର ନାୟକଙ୍କ ହୃଦଘାତରେ ପରଲୋକ ହୋଇଛି ।…

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ : ରାଜ୍ୟ ନିର୍ବାଚନ କମିଶନ

 ଭୁବନେଶ୍ୱର : ଆସନ୍ତାକାଲି ଭୋଟ ପାଇଁ ନିର୍ବାଚନ କମିଶନଙ୍କ ସାମ୍ବାଦିକ ସମ୍ମିଳନୀ । ଚଳିତଥର ପଞ୍ଚାୟତ ନିର୍ବାଚନ କରୋନା କଟକଣା ମଧ୍ୟରେ ହେବ । ରାଜ୍ୟ ନିର୍ବାଚନ କମିଶନଙ୍କ ତତ୍ୱାବଧାନରେ ସମସ୍ତ ଜିଲ୍ଲାରେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଁଞ୍ଚିଛି । ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକରେ…