Latest Odisha News

BREAKING NEWS

Browsing Category

ସହର

City

ଅନୁଗୁଳରେ ହୃଦଘାତରେ ପ୍ରିଜାଇଡିଂ ଅଫିସରଙ୍କ ପରଲୋକ

ଅନୁଗୁଳ : ପ୍ରିଜାଇଡିଂ ଅଫିସରଙ୍କ ପରଲୋକ । ବୁଧବାର ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ତାପୂର୍ବରୁ ହୃଦଘାତରେ ପ୍ରଜାଇଡିଂ ଅଫିସରଙ୍କ ପରଲୋକ ହୋଇଛି । କିଶୋରନଗର ବ୍ଲକ ରଜ।ମୁଣ୍ଡା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଭେନ୍ଦୁ କୁମାର ନାୟକଙ୍କ ହୃଦଘାତରେ ପରଲୋକ ହୋଇଛି ।…

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ : ରାଜ୍ୟ ନିର୍ବାଚନ କମିଶନ

 ଭୁବନେଶ୍ୱର : ଆସନ୍ତାକାଲି ଭୋଟ ପାଇଁ ନିର୍ବାଚନ କମିଶନଙ୍କ ସାମ୍ବାଦିକ ସମ୍ମିଳନୀ । ଚଳିତଥର ପଞ୍ଚାୟତ ନିର୍ବାଚନ କରୋନା କଟକଣା ମଧ୍ୟରେ ହେବ । ରାଜ୍ୟ ନିର୍ବାଚନ କମିଶନଙ୍କ ତତ୍ୱାବଧାନରେ ସମସ୍ତ ଜିଲ୍ଲାରେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଁଞ୍ଚିଛି । ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକରେ…

[ଦେଖନ୍ତୁ ଭିଡିଓ] ପୁରୀରୁ ବ୍ରାଉନସୁଗର ଜବତ: ମାଫିଆ ଫିରୋଜ ଖାନ ସହ ୪ ଗିରଫ

ପୁରୀ: ଗିରଫ ହେଲେ ବ୍ରାଉନସୁଗର ମାଫିଆ । ମାଫିଆ ଫିରୋଜ ଖାନ ସହ ୪ ଜଣକୁ ଗିରଫ କରିଛି ପୁରୀ ପୋଲିସ । ପୁରୀରୁ ଆଜି ପୁଣି ବିପୁଳ ପରିମାଣର ବ୍ରାଉନସୁଗାର ଜବତ ହୋଇଛି । ପୁରୀ ସହରର ବାସେଳି ଥାନାର ମାଟିତୋଟାରେ ଏସଟିଫ ଓ ପୁଲିସ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା । ଘଟଣାସ୍ଥଳରୁ ୩୫୬.୬୬…

ବିଧାନ ପରିଷଦ ପ୍ରସଙ୍ଗ : କେନ୍ଦ୍ରକୁ ୨ଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ୱର : ବିଧାନ ପରିଷଦ ପ୍ରସଙ୍ଗକୁ ନେଇ କେନ୍ଦ୍ରକୁ ଚିଠି । ବିଧାନ ପରିଷଦ ପ୍ରସଙ୍ଗକୁ ନେଇ କେନ୍ଦ୍ରକୁ ଦୁଇଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଚିଠିରେ ବାଚସ୍ପତି ବିଧାନ ପରିଷଦ ପ୍ରସଙ୍ଗରେ ପର୍ଯ୍ୟାୟକ୍ରମେ ସମସ୍ତ ବିଷୟ ଉଲ୍ଲେଖ କରିଛନ୍ତି । ପ୍ରଥମ ଚିଠିରେ…

ଲଟେରୀ ଅଫର୍ ମାଧ୍ୟମରେ ଭୋଟରଙ୍କ ମନ ମୋହୁଛନ୍ତି ସରପଞ୍ଚ ପ୍ରାର୍ଥୀନୀ ସସ୍ମିତା ନାଏକ

କଳାହାଣ୍ଡି : ଭୋଟ ପାଇଁ ଭୋଟରଙ୍କୁ ଲଟେରୀ ଲୋଭ ଦେଖାଇଲେ ପ୍ରାର୍ଥୀ । ନିର୍ବାଚନୀ ମଇଦାନରେ ପ୍ରାର୍ଥୀମାନେ ନିଜ ନିଜ ଶୈଳିରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଲାଗିପଡିଛନ୍ତି । ହେଲେ ଏବେ ଚର୍ଚ୍ଚାରେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ କୁହୁରା ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀନୀ…

ଭୋଟ ପାଇଁ କଙ୍ଗାରୁକୋର୍ଟ: ଦଳିତ ପରିବାରକୁ ନିର୍ଯାତନା

ବଲାଙ୍ଗୀର : ଭୋଟ୍‌ ପାଇଁ କଙ୍ଗାରୁକୋର୍ଟ । ଜଣେ ପ୍ରାର୍ଥୀଙ୍କୁ ଭୋଟ୍‌ ଦେବାପାଇଁ ମନା କରିଦେବାରୁ ଏକ ଦଳିତ ପରିବାରକୁ ଗାଁ ଛାଡ଼ିବାକୁ ପଡ଼ିଛି। ଜୀବନ ପ୍ରତି ଭୟ ରହିଥିବା ଆଶଙ୍କାରେ ପରିବାର ପୁଲିସ ପାଖକୁ ବି ଯାଇନାହାନ୍ତି । ବଲାଙ୍ଗୀର ଜିଲ୍ଲା ବେଲପଡ଼ା ବ୍ଲକ୍‌ ମଣ୍ଡଳ ପଞ୍ଚାୟତରେ…

ପିପିଲିରେ ନିର୍ବାଚନୀ ହିଂସା : ବିଜେପି –ବିଜେଡି ମୁହାଁମୁହିଁ , ୨୪ ନମ୍ବର ଜୋନର ଜିଲ୍ଲା ପରିଷଦ ପ୍ରାର୍ଥୀ ଆହତ

ପିପିଲି : ପିପିଲିରେ ନିର୍ବାଚନୀ ହିଂସା । ଦୁଇଟି ରାଜନୈତିକ ଦଳ ମଧ୍ୟରେ ଘଟିଛି ହିଂସାକାଣ୍ଡ ।୨୪ ନମ୍ବର ଜୋନର ଜିଲ୍ଲା ପରିଷଦ ପ୍ରାର୍ଥୀ ଆହତ ହୋଇଛନ୍ତି । ପିପିଲି ବ୍ଲକ ପୋଟଳ ଗାଁରେ ବିଜେପି ପ୍ରଚାର ଗାଡିକୁ ବିଜେଡି କର୍ମୀମାନେ ଅଟକାଇବା ଫଳରେ ରାଜନୈତିକ ହିଂସାକାଣ୍ଡ ଦେଖାଦେଇଥିଲା ।…

ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ ମାଛ, ଅତିରିକ୍ତ ଏସପିଙ୍କ ଘରେ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ ମାଛ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ଏସପିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ପୋଲିସ କମ୍ୟୁନିକେସନ୍ ବିଭାଗର ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କ ଘର ସମେତ ୧୧ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି । କଟକ, କୋରାପୁଟ, ଯାଜପୁର ଓ…

ପୁଣି ଫେରିଲା ମମିତା ପ୍ରସଙ୍ଗ, ଗୃହରାଷ୍ଟ୍ର ମନ୍ତ୍ରୀଙ୍କର ସଂପୃକ୍ତି ଓ ଗୋପନୀୟ ଗସ୍ତର ତଦନ୍ତ ଦାବିକଲା କଂଗ୍ରେସ

ଭୁବନେଶ୍ୱର: ବହୁଚର୍ଚ୍ଚିତ ଲୋମହର୍ଷଣକାରୀ ମମିତା ମେହେର ହତ୍ୟାକାଣ୍ଡରେ ପୋଲିସ ଚାର୍ଜସିଟ ଦେଇଛି । ଏହି ହତ୍ୟାକାଣ୍ଡରେ ବିବାଦୀୟ ଥିବା ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇ ନାହିଁ । ତାହାହେଲେ ପୋଲିସ କେବଳ ଦୁଇଜଣଙ୍କୁ ଅଭିଯୁକ୍ତ ଦର୍ଶାଇ ଘଟଣାରେ…

ଭକ୍ତଙ୍କ ପାଇଁ ଖୁସି ଖବର, ବିନା ସାର୍ଟିଫିକେଟରେ କରିହେବ ଜଗା ଦର୍ଶନ

ପୁରୀ: ଫେବ୍ରୁଆରୀ ୨୧ରୁ ବିନା କୋଭିଡ ସାର୍ଟିଫିକେଟରେ କରି ହେବ ଜଗା ଦର୍ଶନ । ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏନେଇ ସୂଚନା ଦେଇଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହୋଇଛି । ନୀଳାଦ୍ରୀ ଭକ୍ତ ନିବାସ ନିକଟରେ ଏହି ବୈଠକ ହୋଇଥିଲା ।…