Latest Odisha News

BREAKING NEWS

Browsing Category

ସହର

City

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ , ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ।୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ।ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ…

ସର୍ଭିସ ସେଣ୍ଟରରୁ ଅଜଗର ଛୁଆ ଉଦ୍ଧାର

କେନ୍ଦୁଝର: ଉଦ୍ଧାର ହେଲା ଅଜଗର ଛୁଆ ।  ଅଟୋ ସର୍ଭିସ ସେଣ୍ଟରରୁ ଅଜଗର ଛୁଆ ଉଦ୍ଧାର ହୋଇଛି।  କେନ୍ଦୁଝର ଜିଲ୍ଲା ଯୋଡ଼ାରେ ଥିବା ଏକ ସର୍ଭିସ ସେଣ୍ଟେରରୁ ଏହି ଅଜଗର ଛୁଆକୁ ଉଦ୍ଧାର କରାଯାଇଛି । ସକାଳେ ସର୍ଭିସ ସେଣ୍ଟର ଖୋଲିବା ସମୟରେ ଅଜଗର ଛୁଆଟି ଭିତରେ ଥିବା କର୍ମଚାରୀ ଦେଖିବାକୁ…

ଜଳଭଣ୍ଡାର ମଝିରେ ଫସିଲା ଦେଶୀ ଡଙ୍ଗା, ଅଳ୍ପକେ ୭ ଜଣ ଯାତ୍ରୀଙ୍କୁ ଉଦ୍ଧାର କଲା ବୋଟ ଆମ୍ବୁଲାନ୍ସ

ନବରଙ୍ଗପୁର : ଅଳ୍ପକେ ବଡ ଦୁର୍ଘଟଣାରୁ ବର୍ତ୍ତିଗଲେ ୭ ଜଣ ଯାତ୍ରୀ ।ଦେଶୀ ଡଙ୍ଗାରେ ଇନ୍ଦ୍ରାବତୀ ଜଳ ଭଣ୍ଡାର ପାର ହେବା ସମୟରେ ପବନ ଯୋଗୁଁ ଜଳଭଣ୍ଡାର ଭିତରେ ଫସିଯାଇଥିଲା ଡଙ୍ଗା । ଡଙ୍ଗାରେ ଯାତ୍ରା କରୁଥିବା ୭ ଜଣ ଯାତ୍ରୀଙ୍କୁ ୧୦୮ ବୋଟ ଆମ୍ବୁଲାନ୍ସ କର୍ମଚାରୀ ଉଦ୍ଧାର କରିଛନ୍ତି ।ବୋଟ…

ପରଲୋକରେ ମହାଭାରତର ଭୀମ ପ୍ରବୀଣ କୁମାର

ଭୁବନେଶ୍ୱର: ପରଲୋକରେ ମହାଭାରତର ଭୀମ ପ୍ରବୀଣ କୁମାର  ।  ବି. ଆର ଚୋପ୍ରାଙ୍କ ଲୋକପ୍ରିୟ ପୌରାଣିକ ଶୋ’ ‘ମହାଭାରତ’ ରେ ଭୀମ ଭୂମିକାରେ ଅବତୀର୍ଣ୍ଣ ହୋଇଥିବା ପ୍ରବୀଣ କୁମାର ସୋବିତଙ୍କର ପରଲୋକ ହୋଇଛି । ୭୪ ବର୍ଷ ବୟସରେ ପ୍ରବୀଣ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସେ ଦୀର୍ଘ ଦିନ ଧରି…

କନ୍ଧମାଳରେ ପୁଣି ମାଓ ଆତଙ୍କ: ପଞ୍ଚାୟତ ନିର୍ବାଚନ ବର୍ଜନ ଲାଗି ଚେତାବନୀ

ଫୁଲବାଣୀ: କନ୍ଧମାଳରେ ପୁଣି ମାଓ ଆତଙ୍କ ।  କନ୍ଧମାଳ ଜିଲ୍ଲାରେ ପୁଣି ମାଓବାଦୀ ସକ୍ରିୟ ହୋଇଥିବାର ଖବର ମିଳିଛି ।  କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆର କିଆମୁଣ୍ଡାରେ ଲଙ୍କାକାଣ୍ଡ ଘଟାଇଛନ୍ତି ମାଓବାଦୀ । ଏଠାରେ ରାସ୍ତା ନିର୍ମାଣ କାର୍ଯ୍ୟରେ ଲାଗିଥିବା ଜେସିବି, ଟ୍ରାକ୍ଟରକୁ ମାଓବାଦୀମାନେ…

ନିର୍ବାଚନ ମଇଦାନରେ ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

ଟିଟିଲାଗଡ: ଆଉ ମ।ତ୍ର ଅଳ୍ପ ଦିନ ବାକି ରହିଲା ପଞ୍ଚାୟତ ନିର୍ବାଚନକୁ । ଏବେଠାରୁ ମାହୋଲ ସରଗରମ ହେବାରେ ଲାଗିଛି । ଟିଟିଲାଗଡ ନିର୍ବାଚନ ମଣ୍ଡଳୀରେ ଘର ଘର ବୁଲି ପ୍ରଚାର କରୁଛନ୍ତି ପ୍ରାର୍ଥୀମାନେ । କାନ୍ଥବାଡ ଯୁଆଡେ ଚାହିଁବ ପୋଷ୍ଟର ଛାଇ ହୋଇ ଗଲାଣି । । ସରପଞ୍ଚ ପ୍ରାର୍ଥୀଭାବେ ନିର୍ବାଚନ…

ଆସିଷ୍ଟାଣ୍ଟ କଲେକ୍ଟରଙ୍କ ଘର ସମେତ ପାଞ୍ଚଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ରାଉରକେଲା: ଆସିଷ୍ଟାଣ୍ଟ କଲେକ୍ଟରଙ୍କ ଘର ସମେତ ପାଞ୍ଚଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଉରକେଲା ଆସିଷ୍ଟାଣ୍ଟ କଲେକ୍ଟର ମନୋରଞ୍ଜନ ନାୟକଙ୍କ ଘର ସମେତ ପାଞ୍ଚଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛନ୍ତି । ଭିଜିଲାନ୍ସର ପାଞ୍ଚଟି ଟିମ ପୃଥକ…

ରାଜ୍ୟରେ ଆଉ ୨୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୦୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର, ଖସୁଛି ସଂକ୍ରମଣ ଗ୍ରାଫ୍

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଧୀରେ ଧୀରେ ତଳ ମୁହାଁ ହେବାରେ ଲାଗିଛି । ସଂକ୍ରମଣ ଗ୍ରାଫ ତଳକୁ ଖସିବାରେ ଲାଗିଛି । ଯାହା ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ତେବେ ଆଜି ରାଜ୍ୟରୁ ୩୬୨୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ଯାଏଁ ମୋଟ୍ ୧୨ ଲକ୍ଷ…

ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ କରିବା ପଡିଲା ମହଙ୍ଗା, ନିଲମ୍ବନ ହେଲେ ୨ ଶିକ୍ଷକ

ଯାଜପୁର : ଯାଜପୁରରେ ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ ପଡିଲା ମହଙ୍ଗା । ନିର୍ବାଚନ ଆଚରଣବିଧି ଉଲ୍ଲଙ୍ଘନ ଅଭିଯୋଗରେ ଦୁଇ ଜଣ ଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି । ପଞ୍ଚାୟତ ନିର୍ବାଚନରେ ଦୁଇ ଜଣ ଶିକ୍ଷକ ନିର୍ବାଚନ କମିସନଙ୍କ ଗାଇଡଲାଇନକୁ ଅବମାନନା କରୁଥିଲେ । ଏହି ଅଭିଯୋଗରେ ଦୁଇ ଜଣ…