Latest Odisha News

BREAKING NEWS

Browsing Category

ସହର

City

[ଭିଡ଼ିଓ] କନିକା ରାଜପରିବାରରେ ବୀଭତ୍ସ ହତ୍ୟା, ମା’କୁ ହତ୍ୟା କଲା ପୁଅ

କଟକ: କନିକା ରାଜପରିବାରରେ ବୀଭତ୍ସ ହତ୍ୟାକଣ୍ଡ । କଟକ କନିକା ଛକସ୍ଥିତ ଶ୍ରୀବିହାର କଲୋନିରେ ରହୁଥିବା ରାଜପରିବାରରେ ମାଆକୁ ହତ୍ୟା କରିଛି ପୁଅ । କନିକା ରାଜାଙ୍କ ନାତୁଣୀ ବୋହୂ ପରେଶ କୁମାରୀ ଭଞ୍ଜଦେଓଙ୍କୁ ହତ୍ୟା କରିଛି ତାଙ୍କ ପୁଅ ଗୋପାଳ ଭଞ୍ଜଦେଓ । ୭୫ ବର୍ଷୀୟା ମାଆଙ୍କୁ କଟୁରୀରେ…

ବୁର୍ଲା ଭୀମସାରରେ ଡ଼ାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ସମ୍ବଲପୁର: ଛାତରୁ ଡ଼େଇଁ ପଡ଼ିଲେ ମେଡ଼ିକାଲ ଛାତ୍ରୀ । ବୁର୍ଲା ଭୀମସାରରେ ଘଟିଛି ଏହିଭଳି ଅଭାବନୀୟ ଘଟଣା । ୩ ମହଲାରୁ ଡ଼େଇଁ ଛାତ୍ରୀ ଜଣକ ଗୁରୁତର ହୋଇଛନ୍ତି । ଗୁରୁତର ହୋଇଥିବା ଛାତ୍ରୀ ଜଣକ ହେଲେ ପ୍ରଥମ ବର୍ଷ ଏମବିବିଏସ୍ ଛାତ୍ରୀ । ତାଙ୍କ ଘର ବିଶାଖାପାଟଣାରେ ବୋଲି ଜଣାପଡ଼ିଛି । ସୂଚନା…

ରାଜ୍ୟର କିଛି ଜିଲ୍ଲାରେ ଖସିବ ପାରଦ , ପୁଣି ବଢିବ ଶୀତ

ଭୁବନେଶ୍ୱର:ଖସିବ ପାରଦ ,ପୁଣି ବଢିବ ଶୀତ । ରାଜ୍ୟରେ ୩ ରୁ ୪ ଡିଗ୍ରୀ ତଳକୁ ଖସିବ ତାପମାତ୍ରା ।ପାଣିପାଗ ବିଜ୍ଞାନ କେନ୍ଦ୍ର ଏପରି ଆକଳନ କରିଛି ।ଅସହ୍ୟ ଥଣ୍ଡା ସହ ଘନ କୁହୁଡି ପଡିବ । ଆସନ୍ତା ୨୮ ତାରିଖରୁ ପୁଣି ରାଜ୍ୟରେ ଶୀତ ବଢିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଏପରି ସ୍ଥିତି…

ହରିଶଙ୍କରରେ ବୁଲୁଛି ବାଘ, ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ପାଟଣାଗଡ଼: ମାତିଛି ବାଘ । ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ପ୍ରସିଦ୍ଧ ହରିଶଙ୍କର ପୀଠ ଅଞ୍ଚଳରେ ସୋମବାର ରାତିରେ ଏକ କଲରାପତରିଆ ବାଘ ବୁଲୁଥିବା ସୂଚନା ମିଳିଛି । କିଛି ଲୋକ ବାଘକୁ ଦେଖିଥିବା ପରେ ହରିଶଙ୍କର ବନ ବିଭାଗକୁ ସୂଚନା ଦେଇଥିଲେ । ଏ ସମ୍ପର୍କରେ ଖପ୍ରାଖୋଲ ରେଞ୍ଜର…

ସାଧାରଣତନ୍ତ୍ର ଦିବସ : ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଡଃ…

କରୋନାର ଅନ୍ତ ହେବ ନାହିଁ :ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର :ରାଜ୍ୟରେ ଏବେ କରୋନା ସଂକ୍ରମଣ ତଳମୁହାଁ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣର ସ୍ଥିତି ନେଇ ପ୍ରତିକ୍ରିୟା ରକିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ବିଜୟ ମହାପାତ୍ର କହିଛନ୍ତି କୋଭିଡ ଆମ ସାଥୀରେ ରହିବ । କୋଭିଡ -୧୯ର ଅନ୍ତ ନାହିଁ ବୋଲି ବିଜୟ ମହାପାତ୍ର କହିଛନ୍ତି…

ରାଜ୍ୟରେ ଗତ ୨୪ଘଣ୍ଟାରେ ୭ହଜାର ୪୨୬ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୭ହଜାର ୪୨୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ୮୬୭ଜଣ ସଂକ୍ରମିତ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୪ହଜାର ୩୦୬ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୩ହଜାର ୧୨୦ ଆକ୍ଟିଭ୍ କେସ୍ ରହିଛି । ଏନେଇ ରାଜ୍ୟ ସୂଚନା ଓ…

ରାଜ୍ୟରେ ଆଉ ୧୦ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୦ଜଣଙ୍କ ଜୀବନ ନେଲା କରୋନା । ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୭ହଜାର ୪୨୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଦଶଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର: ଆଜି ସାରା ଦେଶ ପାଳନ କରୁଛି ୭୩ତମ ସାଧାରଣତନ୍ତ୍ର ଦିବସ । ଏହି ଦିନ ସମସ୍ତଙ୍କ ପାଇଁ ବିଶେଷ ଦିନ । କରୋନା କଟକଣା ଭିତରେ ଦେଶରେ ସାଧାରଣତନ୍ତ୍ର ଦିବସ ପାଳନ ହେଉଛି । ଓଡ଼ିଶାର ଗାନ୍ଧୀମାର୍ଗରେ ମଧ୍ୟ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହେଉଛି । ରାଜ୍ୟପାଳ ପ୍ରଫେସର…

ଗଣତନ୍ତ୍ର ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କଲେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର

ପୁରୀ : ଗଣତନ୍ତ୍ର ଦିବସ ଉପଲକ୍ଷେ ନିଆରା କଳାକୃତି । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ୭୩ ତମ ଗଣତନ୍ତ୍ର ଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି । ଏହି ବାଲୁକା କଳାରେ ଇଣ୍ଡିଆ ଗେଟର ଚିତ୍ର କରିବା ସହ ଆମର ପ୍ରିୟ ତ୍ରିରଙ୍ଗାର ଚିତ୍ର କରିଛନ୍ତି…