Latest Odisha News

BREAKING NEWS

Browsing Category

ସହର

City

ଖୋର୍ଦ୍ଧାରୁ ବିପୁଳ ପରିମାଣର ଦେଶୀ ମଦ ଜବତ ,ଜଣେ ଗିରଫ

ଖୋର୍ଦ୍ଧା : ପୁଣି ଅବକାରୀ ବିଭାଗ ହାତରେ ଦେଶୀ ମଦ । ଖୋର୍ଦ୍ଧାରୁ ୧୦ ଲକ୍ଷ ଟଙ୍କାର ଦେଶୀ ମଦ ଜବତ କରିଛି ଅବକାରୀ ବିଭାଗ । ଏହାସହ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗୋଟିଏ କାର ,ଗୋଟିଏ ବାଇକ ଓ ଟ୍ରକକୁ ଜବତ କରାଯାଇଛି ।ଅବକାରୀ ବିଭାଗ ଖବର ପାଇ ଚଢାଉ କରିଥିଲା ।ଏହି ଚଢାଉ ସମୟରେ ୮ଶହ…

[ଭିଡ଼ିଓ] ଦ୍ୱିତୀୟ କୋଣାର୍କ ସୂର୍ଯ୍ୟ ମନ୍ଦିର ନିର୍ମାଣ ଉଚ୍ଛେଦ

ପୁରୀ:  ଦୀର୍ଘ ଦିନର ବିବାଦର ଅବସାନ ଘଟିଛି। ବେଆଇନ୍ ଭାବେ କରାଯାଉଥିବା କୋଣାର୍କ ଚନ୍ଦ୍ରଭାଗା ନିକଟରେ ଦ୍ୱିତୀୟ କୋଣାର୍କ ସୂର୍ଯ୍ୟ ମନ୍ଦିର  ଶେଷରେ ଉଚ୍ଛେଦ ହୋଇଛି । ଏହି ନିର୍ମାଣ ବେଆଇନ୍ ହୋଇଥିବା ବେଳେ ସ୍ଥାନୀୟ ଲୋକେ ବି ଏହାକୁ ବିରୋଧ କରିଆସୁଥିଲେ। ଆଜି ଶେଷର ଏହି ନିର୍ମାଣ ବନ୍ଦ…

ପୁରୀକୁ ପୁଣି ‘ମୋ ବସ୍‌’ ଗଡ଼ିବ

ଭୁବନେଶ୍ୱର: ଯାତ୍ରୀ ମାନଙ୍କ ପାଇଁ ଖୁସି ଖବର । ପୁଣି ପୁରୀ ବାସୀଙ୍କୁ ମିଳିବ ମୋ ବସ୍ ସେବା ।  ଶୁକ୍ରବାରଠାରୁ ପୁରୀକୁ ପୁଣି ‘ମୋ ବସ୍‌’ ଗଡ଼ିବ। ଏ ନେଇ କ୍ରୁଟ୍‌ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପୁରୀକୁ ୫୧ ନମ୍ବର ରୁଟ୍‌ରେ ସାଧାରଣ ଓ ୫୦ ନମ୍ବର ରୁଟ୍‌ରେ ଏକ୍ସପ୍ରେସ୍‌ ବସ୍…

ଉଦ୍ଧାର ହେଲା ବିରଳ କଇଁଛ, ଦେଖିବାକୁ ଲୋକଙ୍କ ଭିଡ଼

ପାରାଦ୍ୱୀପ: ଉଦ୍ଧାର ହୋଇଛି ବିରଳ କଇଁଛ । ପାରାଦ୍ୱୀପ ବଡ଼ ଗ୍ରାମରୁ ଏହି କଇଁଛ ଉଦ୍ଧାର ହୋଇଛି । କଇଁଛର ଉପର ଓ ତଳ ଭାଗରେ ପଟି ପଟି ହୋଇ କ୍ରସ ଚିହ୍ନ ରହିଛି । ଯାହାକୁ ଦେଖିବାକୁ ଲୋକଙ୍କ ଭିଡ଼ ଜମୁଛି । କଇଁଛଟିକୁ ଛୋଟ ପିଲାମାନେ ଖେଳୁଥିବାବେଳେ ଦେଖିଥିଲେ । ଏହା ଦୁଇରୁ ତିନି ମାସର…

ରାଜଧାନୀରେ ଘନ କୁହୁଡି ଯୋଗୁଁ ବିମାନ ସେବା ବ୍ୟାହତ

ଭୁବନେଶ୍ୱର : ଘନ କୁହୁଡି ବଳୟ ଭିତରେ ରାଜଧାନୀ । ଏନେଇ ବିମାନ ଚଳାଚଳ ବ୍ୟାହାତ ହୋଇଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱରରେ ଘନ କୁହୁଡି ପରିଲକ୍ଷୀତ ହୋଇଥିଲା ,ଭୁବନେଶ୍ୱର ବିମାନ ବନ୍ଦର ଘନ କୁହୁଡି ବଳୟ ଭିତରେ ରହିଥିଲା ।ଫଳରେ ନୂଆଦିଲ୍ଲୀରୁ ଆସୁଥିବା ବିମାନ ଭୁବନେଶ୍ୱରରେ ଅବତରଣ…

ସ୍କାନ୍ ଷ୍ଟିଲର ବୁଡ଼ାକଟା ୟୁନିଟ-୨ରେ ବିସ୍ଫୋରଣ: ଜଣେ ଗୁରୁତର, ୨ଆହତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଥାନା ଅନ୍ତର୍ଗତ ଗଙ୍ଗାଜଳଠାରେ ଅବସ୍ଥିତ ସ୍କାନ ଷ୍ଟିଲର ବୁଡ଼ାକଟା ୟୁନିଟ-୨ରେ ଆଜି ବଡ଼ ଧରଣର ଅଘଟଣ ହୋଇଛି । କାରଖାନାର ଫର୍ଣ୍ଣେସରେ ବିସ୍ଫୋରଣ ଘଟିଛି । ନିଆଁ ଓ ଉତ୍ତପ୍ତ ତରଳ ଧାତୁ ସଂସ୍ପର୍ଶରେ ଆସି କାର୍ଯ୍ୟରତ ଜଣେ କର୍ମଚାରୀ ଗୁରୁତର। ଅନ୍ୟ ଦୁଇ…

ଟ୍ରକ-ସ୍କୁଟି ମୁହାଁମୁହିଁ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ, ଟ୍ରକ ଚାଳକ ଫେରାର

ବଲାଙ୍ଗିର: ଟ୍ରକ-ସ୍କୁଟି ମୁହାଁମୁହିଁ ଧକ୍କା । ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିର ଜିଲ୍ଲା ସନେ୍ଧକେଲା ଥାନା ଅନ୍ତର୍ଗତ ଚନ୍ଦୋତରା ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ମୃତକ ଦୁଇ ଜଣ ହେଲେ ଦେଡ଼ଗାଁର କରୁଣ ଥପା ଓ ଯୁବରାଜ ଥପା । ସୂଚନା ଅନୁସାରେ, ଗତକାଲି ବିଳମ୍ବିତ…

ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଲା କରୋନା । ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୯ହଜାର ୮୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ୬ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।…

ଆଜିଠୁ ରାଜ୍ୟରେ ପୁଣି ୪ ଦିନ ବର୍ଷା, ୩ରୁ ୪ ଡ଼ିଗ୍ରୀ ସେଲସିୟସ ବଢ଼ିବ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପାଗ ପରିବର୍ତ୍ତନ ହେବ । ରାଜ୍ୟରେ ପୁଣି ୪ ଦିନ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ୨୧ତାରିଖରୁ ବର୍ଷା ଆରମ୍ଭ ହୋଇ ୨୪ ତାରିଖ ଯାଏଁ ଚାଲିବ । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଫଳରେ ଶୀତ କମିଯିବ । ଆଜି ଉତ୍ତର ଉପକୂଳ ଓଡ଼ିଶା…

ଘାଟିରୁ ତଳକୁ ଖସିଲା, ୧୦ଜଣ ଯାତ୍ରୀ ଆହତ

ଗଜପତି: ଘାଟିରୁ ଖସିଲା ବସ୍ । ଗଜପତି ଜିଲ୍ଲାୂ ରାଇଗଡ଼ ଥାନା ରାଶିବାଡ଼ି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ତଳକୁ ବସ୍ ଖସିପଡ଼ିବାରୁ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ଯାତ୍ରୀବାହି ବସ୍ ଭାରସାମ୍ୟ ହରାଇ ଘାଟିରୁ ତଳକୁ ଖସି ପଡ଼ିଥିଲା । ବସ୍ ଚାଳକଙ୍କ ଅବସ୍ଥା ଗୁରୁତର ରହିଛି । ତାଙ୍କୁ…